Home Middle

ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଚାଞ୍ଚଲ୍ୟକର ବୟାନ ଦେଲେ ରାତି ଜଗୁଆଳି, କହିଲେ ରାତିରେ ସୌମ୍ୟଙ୍କ ଘରକୁ ଯାଆନ୍ତି ଡିଏଫ୍‌ଓ

ଗଜପତି,୪ା୯(ଡି.ଏନ୍‌.ଏ.): ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲା ଯେତିକି ବିଳମ୍ବ ହେଉଛି ସେତିକି ଅଡୁଆ ବଢୁଛି। ମୃତ୍ୟୁ ମାମଲାର ତଦନ୍ତ ପ୍ରଥମେ ପୋଲିସ ଏବଂ ପରେ କ୍ରାଇମବ୍ରାଞ୍ଚ କରୁଥିବା ବେଳେ ଏବେ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ସୌମ୍ୟଙ୍କ ମୃତ୍ୟୁର ୫୦ଦିନ…

୩ ଆତଙ୍କବାଦୀ ଜମ୍ମୁ-କଶ୍ମୀର ମୁହାଁ, ଆତଙ୍କ ରଚିବା ଷଡ଼ଯନ୍ତ୍ର…

ଶ୍ରୀନଗର/କାବୁଲ,୪।୯: ଆଫଗାନିସ୍ତାନରୁ ୩ ଆତଙ୍କବାଦୀ ଜମ୍ମୁ-କଶ୍ମୀର ମୁହାଁ ହୋଇଛନ୍ତି। ସେମାନେ ବଡ଼ ଧରଣର ଆକ୍ରମଣ କରି ଆତଙ୍କ ରଚିବା ଷଡ଼ଯନ୍ତ୍ର କରିଥିବା ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଇଏସ୍‌ ଖୋରାସାନ୍‌ ସଂଗଠନର ଏହି ସଦସ୍ୟମାନେ ଭାରତରେ ଥିବା…

ସେପ୍ଟେମ୍ବର ୩୦ରେ ପିପିଲି ଉପନିର୍ବାଚନ

ଭୁବନେଶ୍ୱର,୪ା୯(ବ୍ୟୁରୋ): ଚଳିତମାସ ୩୦ ତାରିଖରେ ପିପିଲି ଉପନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ନିର୍ବାଚନ କମିଶନ ଶନିବାର ଘୋଷଣା କରିଛନ୍ତି। ତେବେ କରୋନା ଯୋଗୁ ଏହା ସ୍ଥଗିତ ଥିଲା। ଆସନ୍ତା ୨୦ ତାରିଖରୁ ନିର୍ବାଚନ ପ୍ରଚାର ହେବ। ଅକ୍ଟୋବର ୩ରେ ଭୋଟ୍‌ ଗଣତି…

ବେରୋଜଗାର ଯୁବବର୍ଗଙ୍କ ହାତରେ ଘଣ୍ଟା ଧରାଇଛି ଭାଜପା: ଶିବସେନା…

ମୁମ୍ବାଇ,୪।୯:  ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦୁଇ ଦିନ ପୂର୍ବେ ଦେଶର ଜିଡିପି ଅଭିବୃଦ୍ଧି ୨୦ ପ୍ରତିଶତରୁ ଅଧିକ ବୋଲି କହିଥିଲେ। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ଭାରତର ଅର୍ଥନୀତିକୁ ଏକ ଉଚ୍ଚସ୍ତରକୁ ଆଣିଛନ୍ତି ବୋଲି ଭାଜପା ପକ୍ଷରୁ…

ଗଣତନ୍ତ୍ରର ସୁରକ୍ଷା ଦାୟିତ୍ୱ ପୋଲିସ ବାହିନୀ ହାତରେ: ସ୍ବରାଷ୍ଟ୍ରମନ୍ତ୍ରୀ…

ନୂଆଦିଲ୍ଲୀ,୪।୯: ଗଣତନ୍ତ୍ର ହେଉଛି ଭାରତର ସ୍ବଭାବ। ଏହା ଦେଶବାସୀଙ୍କର ମଧ୍ୟ ସ୍ବଭାବ। ଯଦି କେହି କୁହନ୍ତି ଯେ ଗଣତନ୍ତ୍ର ୧୫ ଅଗଷ୍ଟ ୧୯୪୭ ପରେ କିମ୍ବା ୧୯୫୦ରେ ସମ୍ବିଧାନ ପ୍ରଣୟନ ପରେ ଆସିଥିଲା, ତେବେ ଏହା ଭୁଲ । ଆଇନ ଏବଂ…

ସିବିଆଇକୁ ଭର୍ସନା, କେତେଜଣଙ୍କୁ ଦଣ୍ଡ ଦେଇଛ ପଚାରିଲେ ଏସ୍‌ସି…

ନୂଆଦିଲ୍ଲୀ,୪।୯: ସିବିଆଇର କାର୍ଯ୍ୟ ଶୈଳୀ ନେଇ ସୁପ୍ରିମକୋର୍ଟ (ଏସ୍‌ସି) ଶନିବାର ଏକ ମାମଲାର ଶୁଣାଣି ସମୟରେ ଭର୍ସନା କରିବା ସହିତ କଠୋର ପ୍ରଶ୍ନ ପଚାରିଛନ୍ତି। ସୁପ୍ରିମକୋର୍ଟ ସିବିଆଇକୁ ମାମଲା ସମାଧାନର ସଫଳତା ହାର ପଚାରିଛନ୍ତି। ଇତିମଧ୍ୟରେ କେତେ ମାମଲା ସମାଧାନ ହୋଇଛି…

ଆମେରିକା-ୟୁରୋପ ମଧ୍ୟରେ ବଢ଼ିଲା ଫାଟ…

ଓ୍ବାଶିଂଟନ,୪।୯: ଆଫଗାନିସ୍ତାନରୁ ସେନା ପ୍ରତ୍ୟାହାର ନିଷ୍ପତ୍ତି ଯୋଗୁ ଆମେରିକା ଏବଂ ୟୁରୋପ ମଧ୍ୟରେ ଫାଟ ବଢ଼ିବାରେ ଲାଗିଛି। ରାଷ୍ଟ୍ରପତି ଜୋ ବାଇଡେନଙ୍କ ଏଭଳି ପଦକ୍ଷେପକୁ ୟୁରୋପର କେତେକ ଦେଶ ନାପସନ୍ଦ କରିଛନ୍ତି। ଉପରେ ଓଜନ କରୁଥିବା ଜଣାପଡିଛି। ଆମେରିକାରେ ତାଙ୍କ ବିରୋଧରେ…

୧୨ ହାଇକୋର୍ଟ ପାଇଁ ୬୮ ବିଚାରପତିଙ୍କ ନାମ ସୁପାରିଶ…

ନୂଆଦିଲ୍ଲୀ,୪।୯: ଦେଶର ୧୨ଟି ହାଇକୋର୍ଟରେ ବିଚାରପତିଙ୍କୁ ନିଯୁକ୍ତ କରାଯିବାଲାଗି ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରା ଗଠିତ ହୋଇଥିବା ୩ ଜଣିଆ କଲେଜିୟମ୍‌ ୬୮ଜଣଙ୍କ ନାମ ସୁପାରିଶ କରିଛନ୍ତି। ପ୍ରଧାନ ବିଚାରପତି ଏନ.ଭି ରମନାଙ୍କ ନେତୃତ୍ୱରେ ଏକ ତିନି ଜଣିଆ ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ନିଷ୍ପତ୍ତି…

ଅତ୍ୟାବଶ୍ୟକ ତାଲିକାରେ ୩୯ ନୂଆ ଔଷଧ…

ନୂଆଦିଲ୍ଲୀ,୪।୯: ଅତ୍ୟାବଶ୍ୟକ ଔଷଧ ତାଲିକାରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କେତେକ ପରିବର୍ତ୍ତନ ଆଣାଯାଇଛି। ଏହା ସହିତ ୩୯ ଟି ନୂଆ ଔଷଧକୁ ତାଲିକାରେ ଅନ୍ତର୍ଭୁକ୍ତ କରାଯାଇଛି। ବହୁ ପରିମାଣରେ ବ୍ୟବହୃତ ହେଉଥିବା ଏହି ସମସ୍ତ ଔଷଧର ମୂଲ୍ୟ ହ୍ରାସ କରିବା ଏବଂ…

ଶୁଟିଂରେ ଭାରତକୁ ସ୍ବର୍ଣ୍ଣ-ରୌପ୍ୟ ପଦକ…

ଟୋକିଓ ,୪।୯: ଟୋକିଓ ପାରାଲିମ୍ପିକ ଗେମ୍ସରେ ଶନିବାର ଭାରତକୁ ଶୁଟିଂରେ ସ୍ବର୍ଣ୍ଣ ଓ ରୌପ୍ୟ ପଦକ ମିଳିଛି। ଶୁଟର ମନୀଷ ନରୱାଲ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଆଣିଥିବାବେଳେ ସିଂହରାଜ ରୌପ୍ୟ ପଦକ ଜିତିବାରେ ସଫଳ ହୋଇଛନ୍ତି। ଏହି ଦୁଇ ଶୁଟର…

ଦୈନିକ ମୃତ୍ୟୁ ସଂଖ୍ୟା ୪ ଶହ ତଳେ…

ନୂଆଦିଲ୍ଲୀ,୪।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। କେରଳ ଯୋଗୁ ଦେଶରେ…

ପର୍ଯ୍ୟଟକଙ୍କ ପାଇଁ ଆରମ୍ଭ ହେଲା ‘ନିମନ୍ତ୍ରଣ’

ଭୁବନେଶ୍ୱର, ୪।୯ (ବ୍ୟୁରୋ): ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି)ର ୪୨ତମ ପ୍ରତିଷ୍ଠା ଦିବସ ଅବସରରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖାଣ୍ଟି ଓଡ଼ିଆ ବ୍ୟଞ୍ଜନ ରେଷ୍ଟୁରାଣ୍ଟ ‘ନିମନ୍ତ୍ରଣ’ର ଶୁଭାରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ ଓଟିଡିସିକୁ ଜନ୍ମଦିନର ଶୁଭେଚ୍ଛା ଜଣାଇବା ସହିତ ‘ନିମନ୍ତ୍ରଣ’…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri