Home Middle

କରୋନା ଗ୍ରାଫ୍‌ ତଳ ମୁହାଁ…

ନୂଆଦିଲ୍ଲୀ,୧୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିଲ୍ଲୀରୁ ପୁଣି ଖୁସି ଖବର ଆସିଛି। କରୋନା ଗ୍ରାଫ୍‌ ତଳମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ…

ଟିକା ଯୋଗୁ ଦେଶରେ ଗଲା ପ୍ରଥମ ଜୀବନ

ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ଟିକାକରଣ ପ୍ରକ୍ରିୟା ଜାରି ରହିଛି। ଜାନୁଆରୀ ୧୬ରୁ ଭାରତରେ କରୋନା ଟିକାକରଣ କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଏପର୍ଯ୍ୟନ୍ତ ପ୍ରାୟ ୨୬କୋଟିରୁ ଊର୍ଦ୍ଧ୍ୱ ଲୋକଙ୍କୁ ଟିକା ଦିଆଯାଇସାରିଛି। ଇତିମଧ୍ୟରେ ଟିକା ଯୋଗୁ ପ୍ରଥମ ମୃତ୍ୟୁ ହୋଇଥିବା ମାମଲା…

ଏଲ୍‌ଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ହଟିଲେ ଚିରାଗ

ନୂଆଦିଲ୍ଲୀ,୧୫।୬: ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି)ରେ ଦଳ କନ୍ଦଳ ବଢ଼ିବାରେ ଲାଗିଛି। ମଙ୍ଗଳବାର ଚିରାଗ ପାସଓ୍ବାନଙ୍କୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ହଟାଇ ଦିଆଯାଇଛି। ତାଙ୍କ ସ୍ଥାନରେ ସୁରଜଭାନଙ୍କୁ କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ସୁରଜଭାନ ଦଳର ନୂଆ ଅଧ୍ୟକ୍ଷ ନିର୍ବାଚନ ପ୍ରକ୍ରିୟାର…

ଦୀର୍ଘ ୫ଘଣ୍ଟା ପରେ ଅପହରଣକାରୀ ଗିରଫ

ବଲାଙ୍ଗୀର ଅଫିସ,୧୫।୬: ଶେଷରେ ବଲାଙ୍ଗୀର ଶାନ୍ତିପଡ଼ାର ହାଇପ୍ରୋଫାଇଲ୍‌ ଡ୍ରାମାର ଅନ୍ତ ଘଟିଛି। ଘର ଭିତରେ ପଶି ସୁରକ୍ଷିତ ଭାବେ ଅପହରଣକାରୀଙ୍କୁ ଗିରଫ କରିଛି ବଲାଙ୍ଗୀର ପୋଲିସ। ଏନେଇ ବଲାଙ୍ଗୀର ଏସ୍‌ପି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ରହୁଥିବା ଜଣେ…

ସାଢ଼େ ୧୮ କୋଟିରେ କାହିଁକି କିଣାଗଲା ରାମମନ୍ଦିର ଜମି: କେନ୍ଦ୍ର-ଆରଏସ୍‌ଏସ୍‌କୁ ରିପୋର୍ଟ ପଠାଇଲା ଟ୍ରଷ୍ଟ୍‌…

ଅଯୋଧ୍ୟା,୧୫।୬: ରାମମନ୍ଦିର ପାଇଁ ଜମି କାହିଁକି ସାଢ଼େ ୧୮ କୋଟି ଟଙ୍କାରେ କିଣାଗଲା ସେ ନେଇ ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ୍‌ ପକ୍ଷରୁ ରିପୋର୍ଟ କେନ୍ଦ୍ର ସରକାରଙ୍କ ସହିତ ଆର୍‌ଏସ୍‌ଏସ୍‌କୁ ପଠାଯାଇଛି। ଏହା ବିରୋଧୀ ଦଳଙ୍କ ଷଡ଼ଯନ୍ତ୍ର ବୋଲି ଟ୍ରଷ୍ଟ୍‌…

ପୃଥିବୀ ମୁହାଁ ବିରାଟ ଗ୍ରହାଣୁପିଣ୍ଡ: ଜୁନ୍‌ ୨୫ରେ କରିବ ଅତିକ୍ରମ…

ଓ୍ବାଶିଂଟନ,୧୫।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଆଉ ଏକ ନୂଆ ବିପଦ ଆଶଙ୍କା ଦେଖାଦେଇଛି। ବିରାଟ ଗ୍ରହାଣୁପିଣ୍ଡ ୪୪୧୯୮୭ (୨୦୧୦-ଏନ୍‌ଓ୍ବାଇ-୬୫) ପୃଥିବୀ ମୁହାଁ ହୋଇଛି। ଏହା ଜୁନ୍‌ ୨୫ରେ ପୃଥିବୀକୁ ଅତିକ୍ରମ କରିବ। ଏହାର…

ମାଡ଼ି ଆସିଲା ନୂଆ ବିପଦ: ଚାଇନା ଆଣବିକ କେନ୍ଦ୍ରରୁ ରେଡିଓଆକ୍ଟିଭ୍‌ ପଦାର୍ଥ ଲିକ୍‌…

ବେଜିଂ,୧୫।୬: ଚାଇନା ଉପରେ ପୁଣି ନୂଆ ବିପଦ ମାଡ଼ି ଆସୁଛି। କରୋନାର ଅନ୍ତୁଡ଼ିଶାଳ ପାଲଟିଥିବା ଚାଇନା ପୁଣି ସଙ୍କଟ ସୃଷ୍ଟି କରିଛି। ଚାଇନାର ତାଇଶାନ୍‌ ଆଣବିକ କେନ୍ଦ୍ରରୁ ଅସାବଧାନତା ଯୋଗୁ ଏକ ପ୍ରକାର ଗ୍ୟାସ୍‌ ଲିକ୍‌ ହୋଇଛି। ଏହି ଗ୍ୟାସ୍‌ ନିଷ୍କ୍ରିୟ…

ପ୍ରଦର୍ଶନ କରିବା ଆତଙ୍କବାଦ ନୁହେଁ: ଦିଲ୍ଲୀ ହାଇକୋର୍ଟ…

ନୂଆଦିଲ୍ଲୀ,୧୫।୬: ଗଣତାନ୍ତ୍ରିକ ବ୍ୟବସ୍ଥାରେ ପ୍ରଦର୍ଶନ କରିବାକୁ ଆତଙ୍କବାଦ ଭାବେ ଗ୍ରହଣ କରାଯାଇ ପାରିବ ନାହିଁ ବୋଲି ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ କହିଛନ୍ତି। ଏହା ସହିତ ଦିଲ୍ଲୀ ଦଙ୍ଗାର ୩ ଜଣ ଅଭିଯୁକ୍ତଙ୍କ ଜାମିନ୍‌ ଆବେଦନ ମଞ୍ଜୁର କରିଛନ୍ତି। ପିଞ୍ଜରା ତୋଡ୍‌ର ସଦସ୍ୟ…

ଭାରତ ପାଖରେ କମ୍‌ ଆଣବିକ ଅସ୍ତ୍ର: ତେବେ ବି ଚାଇନା-ପାକିସ୍ତାନକୁ କଡ଼ା ଜବାବ ଦେବାକୁ ସକ୍ଷମ…

ନୂଆଦିଲ୍ଲୀ,୧୫।୬: ଭାରତ ପାଖରେ ଚାଇନା ଏବଂ ପାକିସ୍ତାନ ତୁଳନାରେ କମ୍‌ ଆଣବିକ ଅସ୍ତ୍ର ରହିଛି। ତେବେ ବି ଭାରତ ଉଭୟ ଚାଇନା ଏବଂ ପାକିସ୍ତାନକୁ କଡ଼ା ଜବାବ୍‌ ଦେବାକୁ ସକ୍ଷମ। ସମ୍ପ୍ରତି ଚାଇନା ନିକଟରେ ୩୫୦ ଆଣବିକ ଅସ୍ତ୍ର ରହିଛି। ସେହିପରି…

ପୁଣି ଘନେଇଲା ବିପଦ, ଆସିଲା କରୋନାର ନୂଆ ରୂପ: ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଅଧିକ ତାଣ୍ଡବ ରଚିବା ଆଶଙ୍କା…

ନୂଆଦିଲ୍ଲୀ,୧୫।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଭାରତରେ ସୃଷ୍ଟି ହୋଇଥିବା ଡେଲ୍ଟା ଭାରିଆଣ୍ଟ୍‌ର ନୂଆ ରୂପ ଡେଲ୍ଟା ପ୍ଲସ୍‌ ଚିହ୍ନଟ କରାଯାଇଛି। କରୋନା ଭୂତାଣୁ ଲଗାତାର ମ୍ୟୁଟେଶନ ଦ୍ୱାରା ନିଜର ନୂଆ ନୁଆ…

ଦିଲ୍ଲୀରୁ ଖୁସି ଖବର: କରୋନା ଗ୍ରାଫ୍‌ ତଳ ମୁହାଁ,ଡେଲ୍ଟା ଭାରିଆଣ୍ଟ୍‌କୁ ପ୍ରଭାବହୀନ କରିବ ଭାକ୍ସିନ୍‌…

ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିଲ୍ଲୀରୁ ପୁଣି ଖୁସି ଖବର ଆସିଛି। କରୋନା ଗ୍ରାଫ୍‌ ତଳମୁହାଁ ହେବାରେ ଲାଗିଛି। ଗତ ୭୫ ଦିନ ପରେ ଦେଶରେ…

ଭାଜପାରେ ଫାଟ: ଶୁଭେନ୍ଦୁଙ୍କଠାରୁ ଦୂରେଇ ଯାଉଛନ୍ତି ବିଧାୟକ…

କୋଲକାତା,୧୫।୬: ପଶ୍ଚିମବଙ୍ଗରେ ଭାଜପାରେ ଫାଟ ବଢ଼ିବାରେ ଲାଗିଛି। ବିଧାନସଭା ନିର୍ବାଚନ ପୂର୍ବରୁ ବହୁନେତା ନିଜ ନିଜ ଦଳଛାଡି ଭାଜପାରେ ଯୋଗ ଦେଇଥିଲେ। ତେବେ ନିର୍ବାଚନ ପରେ ଏବେ ସ୍ଥିତି ବଦଳିବାରେ ଲାଗିଛି। ନେତା ଭାଜପା ଛାଡି ତୃଣମୂଳ କଂଗ୍ରେସ ମୁହାଁ ହେବାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri