Home Middle

ଏବେ ଚୁଲି ଜଳାଇବା ବି ମହଙ୍ଗା !…

ନୂଆଦିଲ୍ଲୀ,୨୩।୧୦: ଦେଶରେ ଖାଦ୍ୟଶସ୍ୟଠାରୁ ଆରମ୍ଭ କରି ପେଟ୍ରୋଲ, ଡିଜେଲ, ଗ୍ୟାସ୍‌ ଆଦିର ଦାମ ବୃଦ୍ଧି ପାଇଛି। ଏବେ ଚୁଲି ଜଳାଇବା ବି ମହଙ୍ଗା ହେବାକୁ ଯାଉଛି। ମ୍ୟାଚେସ୍‌ ଦାମ ଡିସେମ୍ବରଠାରୁ ୧ ଟଙ୍କା ବଦଳରେ ୨ ଟଙ୍କା ହେବ। ଏସମ୍ପର୍କରେ ନିଷ୍ପତ୍ତି…

ସଡ଼କ ଦୁର୍ଘଟଣାରେ ସହାୟତାକାରୀଙ୍କୁ ମିଳିବ ଏକ ଲକ୍ଷ ପୁରସ୍କାର…

ଲକ୍ଷ୍ନୌ,୨୩।୧୦: ଏଣିକି ସଡ଼କ ଦୁର୍ଘଟଣାରେ ସହାୟତାକାରୀଙ୍କୁ ସରକାର ଏକ ଲକ୍ଷ ଟଙ୍କାର ପୁରସ୍କାର ପ୍ରଦାନ କରିବେ। ଏସମ୍ପର୍କରେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଅଚିହ୍ନା ଲୋକଙ୍କୁ ସହାୟତା କରିଥିବା ଲୋକଙ୍କ ମହାନ କାର୍ଯ୍ୟ ପାଇଁ ଏଭଳି…

ଦୈନିକ ମୃତ୍ୟୁ ସଂଖ୍ୟା ୬୬୬ ଛୁଇଁଲା…

ନୂଆଦିଲ୍ଲୀ,୨୩।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇ ୧୬ ହଜାର ୩୨୬ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ…

ଆତଙ୍କବାଦୀଙ୍କ ଉପରେ ଚାଲିବ ଯୋଗୀଙ୍କ ଆଇନ, ଉତ୍ତରପ୍ରଦେଶ ଜେଲ୍‌ରେ ୨୬ ଆତଙ୍କବାଦୀ…

ଲକ୍ଷ୍ନୌ,୨୩।୧୦: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ଘଟଣାର ବୃଦ୍ଧିକୁ ରୋକିବା ପାଇଁ କାର୍ଯ୍ୟ ଆରମ୍ଭ ହୋଇଛି। ଏଥିପାଇଁ ଜମ୍ମୁ-କଶ୍ମୀରର ଜେଲରେ ବନ୍ଦୀ ଥିବା ‘ଏ’ ଏବଂ ‘ବି’ ବର୍ଗର ହାର୍ଡକୋର ଆତଙ୍କବାଦୀଙ୍କୁ ଅନ୍ୟ ରାଜ୍ୟର ଜେଲକୁ ସ୍ଥାନାନ୍ତର କରାଯାଉଛି। କଶ୍ମୀର ଉପତ୍ୟକାର ବିଭିନ୍ନ…

୧୧ ଟ୍ରାକରଙ୍କ ମୃତ ଦେହ ଉଦ୍ଧାର, ବାୟୁସେନାର ଅପରେଶନ୍‌ ଜାରି…

ନୂଆଦିଲ୍ଲୀ,୨୩।୧୦: ବାୟୁସେନା ଉତ୍ତରାଖଣ୍ଡର ଲାମଖାଗା ଗିରିପଥ ନିକଟରୁ ସମୁଦ୍ର ପତ୍ତନଠାରୁ ୧୭,୦୦୦ ଫୁଟ ଉଚ୍ଚରେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି। ଏଠାରେ ପ୍ରବଳ ତୁଷାରପାତ ଏବଂ ଖରାପ ପାଗ ଯୋଗୁଁ ଅକ୍ଟୋବର୧୮ରେ ପର୍ଯ୍ୟଟକ, ପୋର୍ଟର ଏବଂ ଗାଇଡ ସମେତ ୧୭ଜଣ ଟ୍ରାକର…

ହାଇପରସୋନିକ୍‌ କ୍ଷେପଣାସ୍ତ୍ର ବିକଶିତ କରୁଛି ଭାରତ

ଓ୍ବାଶିଂଟନ, ୨୩।୧୦: ଚାଇନା ନିକଟରେ ଦୁଇଟି ଆଣବିକ ଶକ୍ତିସମ୍ପନ୍ନ ହାଇପରସୋନିକ୍‌ କ୍ଷେପଣାସ୍ତ୍ର ପରୀକ୍ଷା କରିଥିବା ନେଇ ଖବର ପ୍ରକାଶ ପାଇଥିବାବେଳେ ଭାରତ ସମେତ କେତେକ ଦେଶ ଏଭଳି କ୍ଷେପଣାସ୍ତ୍ର ପ୍ରସ୍ତୁତି ଚଳାଇଥିବା ଆମେରିକା କଂଗ୍ରେସର ଏକ ସ୍ବାଧୀନ ସଂସ୍ଥା ରିପୋର୍ଟରେ କୁହାଯାଇଛି।…

ଟିକାକରଣ: ଭାରତ ବନାମ ଅବଶିଷ୍ଟ ବିଶ୍ୱ

ନୂଆଦିଲ୍ଲୀ,୨୩।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭାରତର କରୋନା ନିରୋଧୀ ଟିକାକରଣ ସଫଳତା ବଖାଣିବାକୁ ଯାଇ ବିରୋଧୀଙ୍କୁ ସମାଲୋଚନା କରିଛନ୍ତି। ସରକାରଙ୍କ ସାମର୍ଥ୍ୟକୁ ନେଇ ପ୍ରଶ୍ନ କରୁଥିବା ଲୋକଙ୍କୁ ଉପଯୁକ୍ତ ଜବାବ ମିଳିଥିବା ସେ କହିଛନ୍ତି। କଂଗ୍ରେସ ମତରେ ମୋଦି ଓ…

‘ଏହା ଅନ୍ୟାୟ, ଏନ୍‌ସିବି ଫସାଇବାକୁ ଚେଷ୍ଟା କରୁଛି’

ମୁମ୍ବାଇ,୨୩।୧୦: ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ବମ୍ବେ ହାଇକୋର୍ଟରେ ଜାମିନ ପାଇଁ ଆବେଦନ କରିଛନ୍ତି। ଏଥିରେ ତାଙ୍କ ଓକିଲ ଦର୍ଶାଇଛନ୍ତି ଯେ, ଆର୍ଯ୍ୟନଙ୍କ ହ୍ବାଟ୍ସଆପ୍‌ ଚାଟ୍‌କୁ ଏନ୍‌ସିବି ଭୁଲ ବାଖ୍ୟା କରୁଛି। କ୍ରୁଜ ଯାହାଜରୁ ଜବତ ହୋଇଥିବା ଡ୍ରଗ୍ସ…

ଶାହଙ୍କ ଲାଗି ମୁତୟନ ହେଲେ ସ୍ନାଇପର, ଡ୍ରୋନ୍‌, ଶାର୍ପଶୁଟର

ନୂଆଦିଲ୍ଲୀ,୨୨।୧୦: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ ଶନିବାରଠାରୁ ୩ ଦିନିଆ ଗସ୍ତ ଜମ୍ମୁ-କଶ୍ମୀର ଗସ୍ତ କରିବେ। ୩୭୦ ଧାରା ଉଚ୍ଛେଦ ପରେ ଶାହ ପ୍ରଥମ ଥର ପାଇଁ କେନ୍ଦ୍ର ଶାସିତ ଅଞ୍ଚଳ ଗସ୍ତ କରିବାକୁ ଯାଉଛନ୍ତି। ଏବେ ସାଧାରଣ ନାଗରିକଙ୍କୁ ଟାର୍ଗେଟ…

କମିବାକୁ ଯାଉଛି ଖାଇବା ତେଲ ଦର

ନୂଆଦିଲ୍ଲୀ,୨୨।୧୦: ପାର୍ବଣ ସମୟରେ ଡାଲି ଏବଂ ଖାଇବା ତେଲ ଦର ନିୟନ୍ତ୍ରଣକୁ ଆଣିବା ଲାଗି ବିଭିନ୍ନ ପଦକ୍ଷେପ ନେଉଛନ୍ତି କେନ୍ଦ୍ର ସରକାର। ଆମଦାନୀ ବଢ଼ାଇବା ସହ ଖାଦ୍ୟ ସାମଗ୍ରୀ କଳାବଜାରୀ ରୋକିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଖାଦ୍ୟ ମନ୍ତ୍ରଣାଳୟର ସଚିବ ସୁଧାଂଶୁ ପାଣ୍ଡେ…

‘ଭାରତ-ଆମେରିକା’ର ସମ୍ପର୍କ ବିଶ୍ୱାସ ଉପରେ ଆଧାରିତ’

ଓ୍ବାଶିଂଟନ,୨୨ା୧୦: ଆମେରିକାରେ ଭାରତର ରାଷ୍ଟ୍ରଦୂତ ତରଣଜିତ୍‌ ସିଂ ସାନ୍ଧୁ କହିଛନ୍ତି, ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପର୍କର ଆଧାର ଅତ୍ୟନ୍ତ ଶକ୍ତିଶାଳୀ ଏବଂ ଏହା କ୍ରମାଗତ ଭାବେ ବଢୁଛି। କଂଗ୍ରେସର ବରିଷ୍ଠ କର୍ମଚାରୀଙ୍କ ପାଇଁ ଇଣ୍ଡିଆ ହାଉସରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ…

ମୟୂରଭଞ୍ଜରେ ସ୍ମାର୍ଟ ହେଲଥ୍‌ କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

ବାରିପଦା ଅଫିସ,୨୨।୧୦: ମୟୂରଭଞ୍ଜରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ୍‌ କାର୍ଡ ବଣ୍ଟନ କରିଛନ୍ତି। ସହିଦ ସ୍ମୃତି ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ବଣ୍ଟନ କରିଛନ୍ତି। ଏଥିସହ ୨ ହଜାର କୋଟିର ପ୍ରକଳ୍ପ ଆରମ୍ଭ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?