Home Middle

ରାଜ୍ୟରେ ଆଉ ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୦୧ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ କଟକ, ଜଗତସିଂହପୁର ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ…

ଦେଶରେ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି:ମୋଦି

ନୂଆଦିଲ୍ଲୀ,୨୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରାବାର ଦେଶକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଅକ୍ଟୋବର ୨୧ ରେ ଭାରତ ଏକ ଅସାଧାରଣ ଲକ୍ଷ୍ୟ ହାସଲ କରିଛି। ୧୦୦ କୋଟି ଟିକାକରଣର ମାତ୍ରା କେବଳ ଏକ ଆକଳନ ନୁହେଁ ବରଂ…

ରାଜ୍ୟରେ ଉପରମୁହାଁ ସଂକ୍ରମଣ; ପିଲାଙ୍କ ପାଇଁ ବଢୁଛି ଚିନ୍ତା

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): କରୋନା ସଂକ୍ରମଣ ଦିନକୁ ଦିନ ଉପରମୁହାଁ ହେଉଛି। ଶୁକ୍ରବାର ରାଜ୍ୟରେ ୪୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୬ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୨୭୨ କ୍ୱାରାଣ୍ଟାଇନ୍‌ରୁ…

ଦେଶକୁ ସମ୍ବୋଧିତ କରିବେ ମୋଦି

ନୂଆଦିଲ୍ଲୀ,୨୨ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ସକାଳ ୧୦ଟାରେ ଦେଶକୁ ସମ୍ବୋଧିତ କରିବେ । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ, ଦେଶ ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍ ଗୁରୁବାର କରୋନା ଟିକାକରଣରେ ୧୦୦କୋଟି ଡୋଜ୍ ଅତିକ୍ରମ କରିଥିବା ବେଳେ…

ଜୁନିୟର ପୁରୁଷ ହକି ବିଶ୍ୱକପ୍‌: ଖେଳାଳିଙ୍କ ପାଇଁ କୋହଳ ହେଲା କୋଭିଡ୍‌ ନିୟମ

ଭୁବନେଶ୍ୱର, ୨୨।୧୦(କ୍ରୀଡ଼ା ପ୍ରତିନିଧି)- ଜୁନିୟର ହକି ବିଶ୍ୱକପର ଦ୍ୱାଦଶ ସଂସ୍କରଣ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ନଭେମ୍ବର ୨୪ରୁ ଆରମ୍ଭ ହେବ। କୋଭିଡ୍‌-୧୯ ଯୋଗୁ ଓଡ଼ିଶାରେ ଅନ୍ତର୍ଜାତୀୟ କ୍ରୀଡ଼ା ଆୟୋଜନ ବନ୍ଦ ରହିଥିଲା। ତେଣୁ ପ୍ରତିଯୋଗିତା ଯେତିକି ପାଖେଇ ଆସୁଛି ଉତ୍ସୁକତା ସେତେ…

ନଭେମ୍ବର ୨୪ରୁ କଳିଙ୍ଗରେ ବିଶ୍ୱକପ୍‌

ଭୁବନେଶ୍ୱର,୨୧।୧୦: ଆରମ୍ଭ ହେବ ଜୁନିୟର ପୁରୁଷ ହକି କପ୍‌। ୨୪ରୁ କଳିଙ୍ଗ ଷ୍ଟାଡିୟମ୍‌ରେ ଏହି ମ୍ୟାଚ୍‌ ଖେଳାଯିବା ନେଇ ଅନ୍ତର୍ଜାତୀୟ ହକି ମହାସଙ୍ଘ(ଏଫ୍‌ଆଇଏଚ୍‌) ବିଶ୍ୱକପ୍‌ର କ୍ରୀଡ଼ାସୂଚୀ ଘୋଷଣା କରାଯାଇଛି। ନଭେମ୍ବର ୨୪ରୁ ଡିସେମ୍ବର ୫ ତାରିଖ ମଧ୍ୟରେ ଜୁନିୟର ପୁରୁଷ ହକି…

ନିଜ ସ୍କୁଲରେ ହେବ ପରୀକ୍ଷା

କଟକ ଅଫିସ,୨୧।୧୦: ଚଳିତ ବର୍ଷ ନୂତନ ଢାଞ୍ଚାରେ ପରୀକ୍ଷା ଦେବେ ନବମ ଶ୍ରେଣୀ ଛାତ୍ରୀଛାତ୍ର। ନଭେମ୍ବର ୨୨ରୁ ନବମ ଶ୍ରେଣୀର ସମେଟିଭ୍‌-୧ ପରୀକ୍ଷା ଆରମ୍ଭ ହେବ। ଏ ନେଇ ଗୁରୁବାର ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନଭେମ୍ବର…

ବିଶେଷଜ୍ଞଙ୍କ ବିନା ପରାମର୍ଶରେ ହାଇବ୍ରିଡ୍‌ ହିୟରିଂ ପାଇଁ ୭୯ କୋଟି ମଞ୍ଜୁରୀ, ସରକାରଙ୍କୁ ହାଇକୋର୍ଟଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ,୨୧।୧୦: ହାଇବ୍ରିଡି ହିୟରିଂ ପାଇଁ ବିଶେଷଜ୍ଞଙ୍କ ବିନା ପରାମର୍ଶରେ ଦିଲ୍ଲୀ ସରକାର ୭୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏନେଇ ଦିଲ୍ଲୀ ହାଇକୋର୍ଟଙ୍କ ପକ୍ଷରୁ ସରକାରଙ୍କୁ ଏଭଳି କାହିଁକି ହୋଇଛି ବୋଲି ପ୍ରଶ୍ନ କରାଯାଇଛି। ଏନେଇ ବିଚାରପତି ବିପିନ ସାଙ୍ଘି ଏବଂ…

ବଡ଼ କାର୍ଯ୍ୟାନୁଷ୍ଠାନ: କେ. ଗାଁ ଥାନା ଅଧିକାରୀ ସସ୍‌ପେଣ୍ଡ

ଭବାନୀପାଟଣା,୨୧।୧୦(ସ୍ବ.ପ୍ର.): ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। କେ.ଗାଁ ଥାନା ଅଧିକାରୀ ଡମୁ ପରଜାଙ୍କୁ ସସ୍‌ପେଣ୍ଡ କରାଯାଇଛି। ଦାୟିତ୍ୱରେ ଅବହେଳା ପାଇଁ ତାଙ୍କୁ ସସ୍‌ପେଣ୍ଡ କରାଯାଇଥିବା ନେଇ ଗୁରୁବାର କଳାହାଣ୍ଡି ଏସ୍‌ପି ଶ୍ରବଣ ବିବେକ ସୂଚନା ଦେଇଛନ୍ତି।…

ସ୍କୁଲ ପିଲାଙ୍କୁ ହୋମିଓପ୍ୟାଥି ଇମ୍ୟୁନିଟି ବୁଷ୍ଟର ଦେବା ପ୍ରସ୍ତାବ, ବିରୋଧ କରି ହାଇକୋର୍ଟର ଦ୍ୱାରସ୍ଥ ହେଲେ ଡାକ୍ତର…

ଥିରୁଭାନନ୍ତପୁରମ୍‌,୨୧।୧୦: ସ୍କୁଲ ପିଲାଙ୍କୁ କରୋନା ମହାମାରୀ ଲଢ଼େଇରେ ହୋମିଓପ୍ୟାଥି ଇମ୍ୟୁନିଟି ବୁଷ୍ଟର ଦିଆଯିବା ପ୍ରସ୍ତାବକୁ ବିରୋଓ କରି କେରଳର ଜଣେ ଡାକ୍ତର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଡାକ୍ତଙ୍କ ପକ୍ଷରୁ ଦାଖଲ ହୋଇଥିବା ଆବେଦନରେ ଉଲ୍ଲେଖ କରାଯାଇଛି ଯେ, ଆର୍ସେନିକମ୍‌ ଅଲବମ୍‌-୩୦ ସିଏଚ୍‌…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୨୧।୧୦: ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କ ପାଇଁ କେନ୍ଦ୍ର ସରକାର ଏକ ବଡ଼ ଘୋଷଣା କରିଛନ୍ତି। ଦୀପାବଳି ଉପହାର ସ୍ବରୂପ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହାର ଅର୍ଥ ହେଉଛି କେନ୍ଦ୍ରୀୟ କର୍ମଚାରୀମାନେ ବର୍ତ୍ତମାନ…

ଭାରତୀୟ ଯବାନଙ୍କ ‘ପ୍ଲାନ୍‌-୧୯୦’ ଚାଇନା ସୈନ୍ୟଙ୍କୁ ପରାସ୍ତ କରିବାକୁ ସକ୍ଷମ ହେବ…

ନୂଆଦିଲ୍ଲୀ,୨୧।୧୦: ଭାରତୀୟ ସେନା ଚାଇନାର ସୈନ୍ୟଙ୍କ ମୁକାବିଲା ପାଇଁ ଏନେ ନୂଆ ଯୋଜନା ଉପରେ କାର୍ଯ୍ୟ ଜାରି ରଖିଛି। ଶୀତ ଆସିବା ପୂର୍ବରୁ ଏବେ ଭାରତ ଏବଂ ଚାଇନା ଏଲ୍‌ଏସିରେ ଅସ୍ତ୍ରଶସ୍ତ୍ର ଠୁଳ କରିବାରେ ଲାଗିଛନ୍ତି। ଏଲ୍‌ଏସିରେ ବୃଦ୍ଧି ପାଉଥିବା ଉତ୍ତେଜନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?