Home Middle

‘ବିଜୁ ଏକ୍ସପ୍ରେସ୍‌ ଓ୍ବେ’କୁ ୪୪୮ କୋଟି

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା ମଧ୍ୟରେ ଶିଳ୍ପ ଅଭିବୃଦ୍ଧି ସହ ଅର୍ଥନୈତିକ ବିକାଶ ପାଇଁ ରାଜ୍ୟ ସରକାର ବିଜୁ ଏକ୍ସପ୍ରେସ ଓ୍ବେ ନିର୍ମାଣ କରୁଛନ୍ତି। କଳାହାଣ୍ଡି ଓ ନୂଆପଡ଼ା ଜିଲା ଦେଇ ଏହି ରାସ୍ତା ନିର୍ମାଣ କରାଯାଉଛି। ୧୭୪.୫ କିଲୋମିଟର…

ପୁଣି ବଢ଼ିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା: ୨୪ ଘଣ୍ଟାରେ ୬ ହଜାର ଟପିଲା ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ତେବେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମୁଛି। ବୁଧବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୯୨ ହଜାର ୫୯୬…

ରାଜ୍ୟରେ ୬ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ଗତ ୧୦ ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ କିଛି ଦିନ ହେଲା ୭ହଜାରରୁ କମ୍‌ ରହୁଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା। ଗୁରୁବାର ରାଜ୍ୟରେ ୬,୦୯୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ…

ଟିକା ନେଲେ ବି ଡେଲ୍ଟା ଭାରିଆଣ୍ଟ ସଂକ୍ରମଣ କରିପାରେ

ନୂଆଦିଲ୍ଲୀ, ୯।୬: ଭାରତରେ ପ୍ରଥମେ ଗତବର୍ଷ ଅକ୍ଟୋବରରେ ଚିହ୍ନଟ ହୋଇଥିବା କରୋନା ଭୂତାଣୁର ଡେଲ୍ଟା ଭାରିଆଣ୍ଟ କୋଭାକ୍ସିନ କିମ୍ବା କୋଭିଶିଲ୍ଡ ଟିକାର ଉଭୟ ଡୋଜ୍‌ ନେଇଥିବା ଲୋକଙ୍କୁ ମଧ୍ୟ ସଂକ୍ରମିତ କରିପାରେ। ଦିଲ୍ଲୀ ଏମ୍ସ ଏବଂ ନ୍ୟାଶନାଲ ସେଣ୍ଟର ଫର ଡିଜିଜ୍‌…

ଟିମ୍‌ ଇଣ୍ଡିଆକୁ ପରାମର୍ଶ ଦେଲେ ନ୍ୟୁଜିଲାଣ୍ଡ କୋଚ୍‌

ନୂଆଦିଲ୍ଲୀ,୯।୬ : ଆସନ୍ତା ୧୮ ତାରିଖରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୟୁକେର ସାଉଥାମ୍ପଟନଠାରେ ଖେଳାଯିବ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ର ଫାଇନାଲ ମ୍ୟାଚ୍‌। ନ୍ୟୁଜିଲାଣ୍ଡ ଦଳର କୋଚ୍‌ ମାଇକ ହେସନ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ପୂର୍ବରୁ ବିରାଟ କୋହଲିଙ୍କ ନେତୃତ୍ୱାଧୀନ…

ନିର୍ବାଚନ ପୂର୍ବରୁ ବାଡ଼ଡିଆଁ…

ନୂଆଦିଲ୍ଲୀ,୯।୬: ଆସନ୍ତା ୨୦୨୨ରେ ଦେଶର ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଭାଜପା ଶକ୍ତି ବୃଦ୍ଧି କରିବା ଲାଗି ଅଣ୍ଟାଭିଡ଼ିବା ଆରମ୍ଭ କରିଛି। ଏହି ମର୍ମରେ ବିରୋଧୀ ଦଳଗୁଡ଼ିକୁ ଦୁର୍ବଳ କରିବା ଲାଗି ଛାମୁଆ ନେତାଙ୍କୁ ଦଳରେ ସାମିଲ…

ଭାରତ ବାୟୋଟେକ୍‌ରେ ସେନା ଛାଉଣୀ…

ହାଇଦ୍ରାବାଦ୍‌,୯।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ଭାକ୍ସିନ୍‌ ପ୍ରସ୍ତୁତ କରିଥିବା ଭାରତ ବାୟୋଟେକ୍‌ର ହାଇଦ୍ରାବାଦ୍‌ ସ୍ଥିତ କ୍ୟାମ୍ପସ୍‌ ଏବେ କେନ୍ଦ୍ରୀୟ ସୁରକ୍ଷାକର୍ମୀଙ୍କ ଛାଉଣୀରେ ପରିଣତ ହୋଇଛି। ଦେଶରେ କରୋନା ବିରୋଧରେ ଜାରି ରହିଥିବା ଲଢ଼େଇରେ ଭାରତ ବାୟୋଟେକ୍‌ର କୋଭାକ୍ସିନ୍‌ ପ୍ରଭାବଶାଳୀ ସାବ୍ୟସ୍ତ…

ଚାଇନାକୁ ଘେରିଲା ଡବ୍ଲ୍ୟୁଏଚ୍‌ଓ: କରୋନା ନମୁନା ନଷ୍ଟ କରୁଥିବା ଅଭିଯୋଗ…

ଜେନେଭା/ବେଜିଂ,୯।୬: କରୋନା ମହାମାରୀ ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନା ଏବେ ହରଡ଼ଘଣାରେ ପଡ଼ିଛି। ଏବେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ଚାଇନାକୁ ଘେରିଛି। କରୋନା ନମୁନା ସହିତ ଏସମ୍ପର୍କିତ ବିଭିନ୍ନ ତଥ୍ୟ ଚାଇନା ନଷ୍ଟ କରୁଥିବା ଅଭିଯୋଗ ହୋଇଛି। ଡବ୍ଲ୍ୟୁଏଚ୍‌ଓର ପରାମର୍ଶଦାତା ବୋର୍ଡ ସଦସ୍ୟ…

ସରକାରୀ ବାବୁଙ୍କ ଅଭାବ: ସଙ୍କଟରେ ମୋଦି ସରକାର,ରାଜ୍ୟର ସହାୟତା ଲୋଡିଲେ…

ନୂଆଦିଲ୍ଲୀ,୯।୬: ଏବେ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସଙ୍କଟରେ ପଡ଼ିଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ସହାୟତା ଲୋଡା ଯାଇଛି। କେନ୍ଦ୍ର ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟରେ ସରକାରୀ ବାବୁଙ୍କ ଅଭାବ ଯୋଗୁ ଏହି ସଙ୍କଟ ସୃଷ୍ଟି ହୋଇଛି। ଫଳରେ ଅଫିସ କାମ…

ଖୁସି ଖବର: ବିଟା-ଡେଲ୍ଟା ଭାରିଆଣ୍ଟ୍‌ ବିରୋଧରେ ପ୍ରଭାବଶାଳୀ ସାବ୍ୟସ୍ତ ହେଉଛି କୋଭାକ୍ସିନ୍‌…

ନୂଆଦିଲ୍ଲୀ,୯।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଜାରି ରହିଛି। ଭାରତରେ ସିରମ୍‌ ଇନଷ୍ଟଚ୍ୟୁଟ୍‌ର କୋଭିଶିଲ୍ଡ ଏବଂ ଭାରତ ବାୟୋଟେକ୍‌ ପ୍ରସ୍ତୁତ…

ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ଲକ୍ଷେରୁ କମ୍‌…

ନୂଆଦିଲ୍ଲୀ,୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିବାରେ ଲାଗିଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମୁଛି। ତେବେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ…

ଟିକା ପାଇଁ ପ୍ରାଇଭେଟ ହସ୍ପିଟାଲ କେତେ ଚାର୍ଜ କରିପାରିବେ

ନୂଆଦିଲ୍ଲୀ,୮।୬: କୋଭିଡ୍‌ ଟିକାକରଣ ପାଇଁ ପ୍ରାଇଭେଟ ହସ୍ପିଟାଲ କେତେ ଚାର୍ଜ କରିପାରିବେ, ତା’ର ମୂଲ୍ୟ ମଙ୍ଗଳବାର ନିର୍ଦ୍ଧାରିତ କରିଛନ୍ତି କେନ୍ଦ୍ର ସରକାର। ଏହା ଅନୁଯାୟୀ, କୋଭିଶିଲ୍ଡ ଲାଗି ୭୮୦, କୋଭାକ୍ସିନ ପାଇଁ ୧,୪୧୦ ଏବଂ ରୁଷିଆ ଟିକା ସ୍ପୁଟନିକ ଭି’ ନିମନ୍ତେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri