Home Middle

ଶେୟାର ବଜାରରେ ରେକର୍ଡ, ପ୍ରଥମ ଥର ପାଇଁ ସେନସେକ୍ସ୍‌ ଟପିଲା ୫୭ ହଜାର ଅଙ୍କ…

ମୁମ୍ବାଇ,୩୧।୮: ଭାରତୀୟ ଶେୟାର ବଜାରରେ ମଙ୍ଗଳବାର ରେକର୍ଡ ସୃଷ୍ଟି ହୋଇଛି। ପ୍ରଥମ ଥର ପାଇଁ ସେନସେକ୍ସ୍‌ ୫୭ ହଜାର ଅଙ୍କ ଟପିଛି। ପୂର୍ବାହ୍ନ ୯ଟା ୨୪ରେ ସେନସେକ୍ସ୍‌ରେ ୨୩୫ ଅଙ୍କ ବୃଦ୍ଧି ଘଟି ଏହା ୫୭,୧୨୪.୭୮ ଛୁଇଁଛି। ଯାହା ଏପର୍ଯ୍ୟନ୍ତ ଏହାର…

ଆଫଗାନିସ୍ତାନରୁ ଆସିବାକୁ ଚାହୁଁଥିବା ଲୋକଙ୍କ ପାଇଁ ନିର୍ଦ୍ଦିଷ୍ଟ ସମୟ ସୀମା ନାହିଁ…

ଓ୍ବାଶିଂଟନ,୩୧।୮: ଆଫଗାନିସ୍ତାନ ଛାଡ଼ିବା ନେଇ ଆମେରିକା ପକ୍ଷରୁ ବଡ଼ ଘୋଷଣା କରାଯାଇଛି। ଆମେରିକା ସେନାଙ୍କ ପାଇଁ ସମୟ ସୀମା ଅଗଷ୍ଟ ୩୧ ରହିଛି। ତେବେ ଯେଉଁମାନେ ଆଫଗାନିସ୍ତାନରୁ ଆସିବାକୁ ଚାହୁଁଛନ୍ତି ସେମାନଙ୍କ ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟ ସୀମା ନାହିଁ ରାଷ୍ଟ୍ରପତି…

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୩୧।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ…

ମୃତ୍ୟୁ କ୍ଷେତ୍ର ପାଲଟିଛି ଏଲ୍‌ଓସି

ପୁଣେ, ୩୧।୮: ଭାରତ ଓ ପାକିସ୍ତାନ ମଧ୍ୟରେ ଥିବା ନିୟନ୍ତ୍ରଣ ରେଖା (ଏଲ୍‌ଓସି) ଏବଂ ଅନ୍ତର୍ଜାତୀୟ ସୀମା ଯବାନ ଏବଂ ସାଧାରଣ ନାଗରିକଙ୍କ ମୃତ୍ୟୁ କ୍ଷେତ୍ରରେ ପରିଣତ ହୋଇଛି। ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାର ସମୟରେ ସୀମାପାର ଗୁଳିମାଡ଼ରେ ଉଭୟ ପକ୍ଷରୁ…

ଆଫଗାନ୍‌ ମାଟିରେ ଆମେରିକାର ଶେଷ ଦିନ

କାବୁଲ/ଓ୍ବାଶିଂଟନ୍‌, ୩୧ା୮: ଆଫଗାନିସ୍ତାନରେ ଦୁଇ ଦଶକର ଲମ୍ବା ଯୁଦ୍ଧ ଶେଷ କରିଛି ଆମେରିକା। ଅଗଷ୍ଟ ୩୧ ଡେଡ୍‌ଲାଇନ ପରେ ଆଫଗାନିସ୍ତାନ ମାଟିକୁ ନିଜ ଅକ୍ତିଆରରେ ଆଉ ରଖିପାରିବେନି ଆମେରିକା ସୈନ୍ୟ। ହେଲେ ବିଡମ୍ବନାର କଥା ଯେ, ଯେଉଁ ତାଲିବାନ୍‌କୁ ହରାଇବା ପାଇଁ…

ଆକାଶରୁ ଆକ୍ରମଣ ନିଷ୍ଫଳ କଲା ଆମେରିକା

କାବୁଲ, ୩୧ା୮: ଆଫଗାନିସ୍ତାନରୁ ଆମେରିକୀୟ ଓ ଏହାର ଆଫଗାନ୍‌ ସହଯୋଗୀଙ୍କୁ ଉଦ୍ଧାର ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ଥିବାବେଳେ ଆତଙ୍କବାଦୀ ଗୋଷ୍ଠୀ ଏଥିରେ ବାଧା ଉପୁଜାଇବାକୁ ଚେଷ୍ଟା ଚଳାଇଛନ୍ତି। ହମିଦ୍‌ କାର୍‌ଜାଇ ଅନ୍ତର୍ଜାତୀୟ ବିମାନବନ୍ଦର ନିକଟରେ ଗତ ୨୬ ତାରିଖ ଆତ୍ମଘାତୀ ବିସ୍ଫୋରଣରେ…

ଟୋକିଓରେ ପୁଣି ଉଡିଲା ତ୍ରିରଙ୍ଗା: ବିଶ୍ୱରେକର୍ଡ ସହ ସୁମିତ ଆଣିଲେ ସ୍ବର୍ଣ୍ଣ

ଟୋକିଓ,୩୦।୮: ଟୋକିଓ ପାରାଲିମ୍ପିକ୍ସ ୨୦୨୦ରେ ସୋମବାର ଭାରତୀୟ ଖେଳାଳିମାନେ ଜବରଦସ୍ତ ପ୍ରଦର୍ଶନ ଜାରି ରଖିଛନ୍ତି। ଅବନୀଙ୍କ ପରେ ଆଜି ସୁମିତ ଅନ୍ତିଲ ଭାରତ ପାଇଁ ଦ୍ୱିତୀୟ ସ୍ବର୍ଣ୍ଣ ଜିତିଛନ୍ତି। ଜାଭେଲିନ୍‌ ଥ୍ରୋର ପୁରୁଷ ଏଫ୍୬୪ କିଗ୍ରା ବର୍ଗରେ ସେ ସ୍ବର୍ଣ୍ଣ ଜିତିଛନ୍ତି।…

ପାରାଲିମ୍ପିକ୍ସରେ ପଦକ ହରାଇଲେ ବିନୋଦ…

ଟୋକିଓ,୩୦।୮: ଟୋକିଓ ପାରାଲିମ୍ପିକ୍ସର ଡିସକସ୍‌ ଥ୍ରୋରେ ବ୍ରୋଞ୍ଜ୍‌ ପଦକ ବିଜେତା ହୋଇଥିବା ଭାରତର ବିନୋଦ କୁମାରଙ୍କୁ ଆଉ ପଦକ ମିଳିବ ନାହିଁ। ତାଙ୍କୁ ଯୋଗ୍ୟତା ବର୍ଗ ଅନୁସାରେ ଅଯୋଗ୍ୟ ଘୋଷିତ କରାଯାଇଛି। ବିନୋଦ ଏଫ୍‌-୫୨ ପୁରୁଷ ବର୍ଗରେ ପଦକ ହାସଲ କରିଥିଲେ।…

ଅନୁପ୍ରବେଶ ଉଦ୍ୟମ ପଣ୍ଡ, ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୩୦।୮: ପାକିସ୍ତାନର ଏକ ଷଡ଼ଯନ୍ତ୍ର ପୁଣି ବିଫଳ ହୋଇଛି। ଜମ୍ମୁ-କଶ୍ମୀରର ପୁଞ୍ଚ୍‌ ସେକ୍ଟରରେ ଏକ ଅନୁପ୍ରବେଶ ଉଦ୍ୟମକୁ ସେନା ଯବାନଙ୍କ ପକ୍ଷରୁ ପଣ୍ଡ କରାଯାଇଛି। ସେନା ଯବାନଙ୍କ ଗୁଳିରେ ଜଣେ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ପାକିସ୍ତାନ ପଟୁ ଆତଙ୍କବାଦୀ ଜଣକ ଭାରତୀୟ…

୧୦୦ ଦେଶର ମିଳିତ ବିବୃତ୍ତି , ଆଫଗାନିସ୍ତାନରେ ଏୟାରଲିଫ୍ଟ ରହିବ ଜାରି…

ଓ୍ବାଶିଂଟନ/କାବୁଲ,୩୦।୮: ଆଫଗାନିସ୍ତାନରୁ ଏୟାରଲିଫ୍ଟ ନେଇ ଆମେରିକା ସମେତ ୧୦୦ଟି ଦେଶ ପକ୍ଷରୁ ମିଳିତ ବିବୃତ୍ତି ଜାରି କରାଯାଇଛି। ଏଥିରେ ଉଲ୍ଲେଖ କରାଯାଇଛି ଯେ, ଲୋକଙ୍କ ସୁରକ୍ଷିତ ସ୍ଥାନାନ୍ତରଣ ଆଗାମୀ ଦିନରେ ମଧ୍ୟ ସମ୍ପନ୍ନ ହେବ। ତାଲିବାନ ପକ୍ଷରୁ ବିଭିନ୍ନ ଦେଶର ନାଗରିକଙ୍କ…

୧୦ ଦିନରେ ୪୦ ଶିଶୁଙ୍କ ମୃତ୍ୟୁ…

ଲକ୍ଷ୍ନୌ,୩୦।୮: ଉତ୍ତରପ୍ରଦେଶ ଫିରୋଜାବାଦରେ ଭାଇରାଲ ଫିଭର ଏବଂ ଡେଙ୍ଗୁ ଆତଙ୍କ ଦେଖାଦେଇଛି। ଏଥିରେ ଅଧିକ ସଂଖ୍ୟକ ଶିଶୁ ଆକ୍ରାନ୍ତ ହେଉଛନ୍ତି। ଗତ ୧୦ ଦିନ ମଧ୍ୟରେ ଫିରୋଜାବାଦ ହସ୍ପିଟାଲରେ ୪୦ ଜଣ ଶିଶୁଙ୍କ ମୃତ୍ୟୁ ଘଟିଥିବା ସ୍ଥାନୀୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ…

ସେପ୍ଟେମ୍ବର ୧ ରୁ ସ୍ବାଭାବିକ ଭାବେ କାର୍ଯ୍ୟ କରିବ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୩୦।୮: ସୁପ୍ରିମ୍‌କୋର୍ଟ ସେପ୍ଟେମ୍ବର ୧ଠାରୁ ସ୍ବାଭାବିକ ଭାବେ କାର୍ଯ୍ୟ କରିବ। ଦୀର୍ଘ ୧୭ମାସ ଧରି ସୁପ୍ରିମ୍‌କୋର୍ଟରେ ପୁଣି ସାଧାରଣ ଭାବେ ଶୁଣାଣି କରାଯିବ। ତେବେ ଭର୍ଚ୍ୟୁଆଲ୍‌ ମାଧ୍ୟମରେ ଶୁଣାଣିର ବିକଳ୍ପ ମଧ୍ୟ ରହିବ ବୋଲି ଏସ୍‌ଓପି ଅଧିସୂଚନା ଜାରି କରାଯାଇଛି। ଶୁଣାଣି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri