Home Middle

ଅଷ୍ଟ୍ରେଲିଆକୁ ହରାଇଲା ଟିମ୍‌ ଇଣ୍ଡିଆ

ଦୁବାଇ,୨୦।୧୦: ସ୍ଥାନୀୟ ଆଇସିସି ଏକାଡେମୀରେ ବୁଧବାର ଦ୍ୱିତୀୟ ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆକୁ ମିଳିଛି ଜବରଦସ୍ତ ବିଜୟ। ଅଷ୍ଟ୍ରେଲିଆ ଦ୍ୱାରା ଧାର୍ଯ୍ୟ ୧୫୩ରନ୍‌ର ଟାର୍ଗେଟକୁ ଟିମ୍‌ ଇଣ୍ଡିଆ ସହଜରେ ୧୭.୫ ଓଭରରେ ହାସଲ କରି ନେଇଛି। ଲୋକେଶ ରାହୁଲ ଓ ରୋହିତ…

କେବଳ ୧୦ ବର୍ଷ ଅଭିଜ୍ଞତା ଆଧାରରେ କେବେ ନିଯୁକ୍ତ ହୋଇ ନାହାନ୍ତି ହାଇକୋର୍ଟ ବିଚାରପତି, କେନ୍ଦ୍ର ଦେଲା ଜବାବ୍‌…

ନୂଆଦିଲ୍ଲୀ,୨୦।୧୦: କେବଳ ୧୦ ବର୍ଷ ଆଇନଗତ ଅଭିଜ୍ଞତା ଥିବା କୌଣସି ଆଇନଜୀବୀଙ୍କୁ କେବେ ମଧ୍ୟ ହାଇକୋର୍ଟ ବିଚାରପତି ଭାବେ ନିଯୁକ୍ତି ପ୍ରଦାନ କରାଯାଇ ନାହିଁ ବୋଲି ଟ୍ରିବ୍ୟୁନାଲ୍‌ ଆକ୍ଟ-୨୦୨୧ର ସାମ୍ବିଧାନିକ ବୈଧତା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏକ ଜବାବୀ ସତ୍ୟପାଠ…

ଆର୍ୟନଙ୍କୁ ଲାଗିଲା ବଡ଼ ଝଟ୍‌କା: ଜାମିନ ଖାରଜ

ମୁମ୍ବାଇ,୨୦।୧୦: ବଲିଉଡ୍‌ ଅଭିନେତା ଶାହରୁଖ ଖାନଙ୍କ ପୁଅ ଆର୍ୟନଙ୍କୁ ପୁଣି ଝଟ୍‌କା ଲାଗିଛି। କ୍ରୁଜ୍‌ ଡ୍ରଗ୍ସ ମାମଲାରେ ତାଙ୍କ ଜାମିନ ଆବେଦନ ପୁଣି ଖାରଜ ହୋଇଛି। ଆର୍ୟନଙ୍କ ସହ ତାଙ୍କ ଦୁଇ ବନ୍ଧୁ ଅରବାଜ ମର୍ଚ୍ଚାଣ୍ଟ ଏବଂ ମୁନମୁନ ଧମେଚାଙ୍କ ଜାମିନ…

ଲଖିମପୁରରେ ୨ ଡଙ୍ଗାବୁଡ଼ିି, ୨୫ ନିଖୋଜ…

ଚେନ୍ନାଇ,୨୦।୧୦: ଉତ୍ତରପ୍ରଦେଶ ଲଖିମପୁର ଜିଲାରେ ବୁଧବାର ୨ଟି ଡଙ୍ଗାବୁଡ଼ି ଘଟଣାରେ ୨୫ ଜଣ ନିଖୋଜ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଉଦ୍ଧାର କରାଯାଇଛି। ସକାଳେ ସ୍ଥାନୀୟ ମିର୍ଜାପୁର ଗାଁର ୧୦ ଜଣ ଲୋକ ଚାଷ ଜମିରେ କଟାହୋଇ ପଡ଼ିଥିବା ଧାନ…

ଜମ୍ମୁ-କଶ୍ମୀରରେ ଶିଖ୍‌-କ୍ଷତ୍ରୀୟ-ମହାଜନ କିଣିପାରିବେ ଚାଷ ଜମି, ସୂଚନା ଦେଲେ ଉପରାଜ୍ୟପାଳ…

ଶ୍ରୀନଗର,୨୦।୧୦: ଜମ୍ମୁ-କଶ୍ମୀରରେ ଚାଷ ଜମି କିଣବା ନେଇ ଉପରାଜ୍ୟପାଳ ମନୋଜ ସିହ୍ନା ନୂଆ ସୂଚନା ଦେଇଛନ୍ତି। ଏବେ ଏଠାରେ ଶିଖ୍‌, କ୍ଷତ୍ରୀୟ ଏବଂ ମହାଜନଙ୍କୁ ଜମି କିଣିବାର ଅଧିକାର ମିଳିଛି। ଅନୁଷ୍ଠିତ ହୋଇଥିବା ରାଜ୍ୟ ପ୍ରଶାସନିକ ପରିଷଦ ବୈଠକରେ ଏସମ୍ପର୍କରେ ନିଷ୍ପତ୍ତି…

ଲଖିମପୁର ହିଂସାର ରିପୋର୍ଟରେ ବିଳମ୍ବ ନେଇ ସୁପ୍ରିମ୍‌କୋର୍ଟଙ୍କ ଯୋଗୀ ସରକାରଙ୍କୁ ଭର୍ସନା…

ନୂଆଦିଲ୍ଲୀ,୨୦।୧୦: ଉତ୍ତରପ୍ରଦେଶ ଲଖିମପୁର ହିଂସାର ରିପୋର୍ଟରେ ବିଳମ୍ବ ନେଇ ବୁଧବାର ସୁପ୍ରିମ୍‌କୋର୍ଟ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ଭର୍ସନା କରିଛନ୍ତି। ରାଜ୍ୟ ସରକାରଙ୍କ ଆଇନନଜୀବୀ ହରିଶ ସାଲଓ୍ବେ ତଦନ୍ତରେ ପ୍ରଗତି ହୋଇଥିବା ରିପୋର୍ଟ ଦାଖଲ କରିଥିବା ଦର୍ଶାଇଥିଲେ। ଶୁଣାଣି ଶୁକ୍ରବାର…

ଶୋପିଆନ୍‌ରେ ଏନ୍‌କାଉଣ୍ଟର, ପୁଣି ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୨୦।୧୦: ଜମ୍ମୁ-କଶ୍ମୀରରେ ଅପରେଶନ୍‌ ଅଲଆଉଟ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବୁଧବାର ସଫଳତା ମିଳିଛି। ଶୋପିଆନ୍‌ରେ ଜାରି ରହିଥିବା ଏନ୍‌କାଉଣ୍ଟରରେ ପୁଣି ୨ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ସର୍ଚ୍ଚ ଅପରେଶନ୍‌ ସମୟରେ ଜଣେ ଯବାନ ଶହୀଦ୍‌ ହୋଇଛନ୍ତି। ଆତଙ୍କବାଦୀଙ୍କ ଗୁଳିରେ ସେ ଗୁରୁତର…

ସୀମାପାର୍‌ ଷଡ଼ଯନ୍ତ୍ର ପଣ୍ଡ, ଡ୍ରୋନ୍‌ ଆଣିଥିବା ଅସ୍ତ୍ରଶସ୍ତ୍ରରେ ୨୨ ବିଦେଶୀ ପିସ୍ତଲ…

ଚଣ୍ଡିଗଡ଼,୨୦।୧୦: ପଞ୍ଜାବରେ ବଡ଼ ଧରଣର ଆକ୍ରମଣ କରିବା ଲାଗି ହୋଇଥିବା ସୀମାପାର୍‌ ଷଡ଼ଯନ୍ତ୍ର ପଣ୍ଡ ହୋଇଛି। ଡ୍ରୋନ୍‌ ଦ୍ୱାରା ପାକିସ୍ତାନ ପଟୁ ଆସିଥିବା ଅସ୍ତ୍ରଶସ୍ତ୍ର ବିଏସ୍‌ଏଫ୍‌ ଯବାନଙ୍କ ହାତରେ ଧରାପଡ଼ିଛି। ଏଥିରେ ଗୋଳାବାରୁଦ ସହିତ ୨୨ ବିଦେଶୀ ପିସ୍ତଲ, ୪୪ ମାଗାଜିନ୍‌,୧୦୦…

ରାଜ୍ୟରେ କରୋନା ନେଲା ୨ ଜୀବନ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୨୯୬ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଜଗତସଂହପୁର ଓ ନୟାଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।…

ଦୁର୍ନୀତିକୁ ସହ୍ୟ କରାଯିବ ନାହିଁ, ଯେତେ ଶକ୍ତିଶାଳୀ ହେଲେ ମଧ୍ୟ ମିଳିବ ଦଣ୍ଡ…

ନୂଆଦିଲ୍ଲୀ,୨୦।୧୦: ଦେଶରେ କୌଣସି ପ୍ରକାର ଦୂର୍ନୀତିକୁ ସହ୍ୟ କରାଯିବ ନାହିଁ। ଏଭଳି କାର୍ଯ୍ୟ ସହିତ ଲିପ୍ତ ଥିବା ବ୍ୟକ୍ତି ଯେତେ ଶକ୍ତିଶାଳୀ ହେଲେ ମଧ୍ୟ ତାଙ୍କ ପ୍ରତି ଦଣ୍ଡବିଧାନ କରାଯିବାରେ ହେଳା ପ୍ରଦର୍ଶନ କରାଯିବ ନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ଉତ୍ତରପ୍ରଦେଶରେ ପ୍ରଧାନମନ୍ତ୍ରୀଙ୍କ ନିର୍ବାଚନୀ ବିଗୁଲ…

ଲକ୍ଷ୍ନୌ,୨୦।୧୦: ଆସନ୍ତା ୨୦୨୨ର ଫେବୃୟାରୀ-ମାର୍ଚ୍ଚରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟରେ ନିର୍ବାଚନୀ ବିଗୁଲ ବଜାଇଛନ୍ତି। ବୁଧବାର ରାଜ୍ୟର କୁଶୀନଗରଠାରେ ଅନ୍ତର୍ଜାତୀୟ ବିମାନ ବନ୍ଦରକୁ ପ୍ରଧାନନ୍ତ୍ରୀ ଲୋକାର୍ପିତ କରିଛନ୍ତି। ସେହିପରି ୧୮୦.୬୬ କୋଟି…

ରାଜ୍ୟରେ ପୁଣି ବଢିଲା ସଂକ୍ରମଣ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ଉପରମୁହାଁ ହେଉଛି। ରାଜ୍ୟରେ ବୁଧବାର ୫୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୧ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୩୨୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?