କରୋନାର ଦ୍ୱିତୀୟ ଲହର ନେଇଛି ୫୯୪ଡାକ୍ତରଙ୍କ ଜୀବନ
ନୂଆଦିଲ୍ଲୀ,୨।୬: କରୋନା ମହାମାରୀ ଗତ ଏକ ବର୍ଷରୁ ଉର୍ଦ୍ଧ୍ୱ ହେବ ଦେଶରେ ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ପୁରା ହଲାଇଦେଇଛି। ଏହି ମହାମାରୀ ଯୋଗୁ ଏପର୍ଯ୍ୟନ୍ତ ଲକ୍ଷ ଲକ୍ଷ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ କୋଟି କୋଟି ଲୋକ ଆକ୍ରାନ୍ତ ହୋଇସାରିଛନ୍ତି। ଏହି କଠିନ…
ସ୍ତନ୍ୟପାନ କରାଉଥିବା ମା’ଙ୍କୁ ମିଳୁ ଓ୍ବାର୍କ ଫ୍ରମ୍ ହୋମ୍ ସୁବିଧା: ରାଜ୍ୟ ସରକାରଙ୍କୁ କେନ୍ଦ୍ରର ପରାମର୍ଶ …
ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସ୍ଥିତି ହୋଇଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳକୁ ନୂଆ ପରାମର୍ଶ ଦିଆଯାଇଛି। ସ୍ତନ୍ୟପାନ କରାଉଥିବା ମା’ଙ୍କୁ ଏକ ବର୍ଷ ପାଇଁ ଓ୍ବାର୍କ ଫର୍ମ ହୋମ୍…
ଅନୈତିକ ସମ୍ପର୍କ ରଖିଥିବା ମହିଳା ବି ହୋଇ ପାରିବେ ଜଣେ ଭଲ ମା’: ହାଇକୋର୍ଟ…
ଚଣ୍ଡିଗଡ଼,୨।୬: ଜଣେ ମହିଳା ଅନୈତିକ ସମ୍ପର୍କ ରଖିଥିଲେ ବି ସେ ଭଲ ମା’ ହୋଇପାରିବେ। ଅନୈତିକ ସମ୍ପର୍କ ଭଲ ମା’ ହେବାକୁ ପ୍ରଭାବିତ କରି ନ ଥାଏ ବୋଲି ପଞ୍ଜାବ ହରିୟାଣା ହାଇକୋର୍ଟ ପକ୍ଷରୁ ଏକ ମାମଲାର ଶୁଶାଣି ସମୟରେ ଏଭଳି…
ଭାକ୍ସିନ୍ ବେପାର: ଘରୋଇ ହସ୍ପିଟାଲରେ ଗୋଟିଏ ଡୋଜ୍ ଦାମ୍ ୯୦୦ରୁ ୧୪୦୦ ଟଙ୍କା…
ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। କେତେକ ଘରୋଇ ହସ୍ପିଟାଲକୁ ଟିକାଦାନ ଲାଗି ଅନୁମତି ପ୍ରଦାନ କରାଯାଇଛି। ତେବେ ଭାକ୍ସିନ୍ ବେପାରରେ ଘରୋଇ…
ନୂଆ ଭାରିଆଣ୍ଟ୍ ଦ୍ୱାରା ୩ ପ୍ରତିଶତ ଶିଶୁ ହେବେ ଗୁରୁତର: ନୀତି ଆୟୋଗ…
ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ନୀତି ଆୟୋଗ ପକ୍ଷରୁ କୁହାଯାଇଛି ଯେ, କରୋନା ମହାମାରୀ ଭୂତାଣୁର ରୂପ ବଦଳିଲେ ଯେଉଁ ନୂଆ ଭାରିଆଣ୍ଟ୍ ସୃଷ୍ଟି ହେବ ତାହାଦ୍ୱାରା ଦେଶର ୩…
ମେ’ ମାସରେ ରାଜଧାନୀରେ ୯୩୦୦ ଆକ୍ରାନ୍ତଙ୍କ ମୃତ୍ୟୁ: ପ୍ରତିଦିନ ୩୦୦ ଅନ୍ତିମ ସଂସ୍କାର…
ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ମେ’ ମାସରେ କରୋନା ଘାତକ ସାଜିଛି। କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟାରେ ଭାରତ ମେ’ ମାସରେ ପୃଥିବୀରେ ରେକର୍ଡ କରିଛି। ଗୋଟିଏ ମାସରେ ଦେଶରେ ୧…
୯୩୪୬ ଶିଶୁଙ୍କୁ ଅନାଥ କରିଛି କରୋନା: ଉତ୍ତରପ୍ରଦେଶରେ ସର୍ବାଧିକ…
ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନା ସଂକ୍ରମଣ ଯୋଗୁ ୯୩୪୬ ଶିଶୁ ମାତାପିତାଙ୍କୁ ହରାଇ ଅନାଥ ହୋଇଛନ୍ତି। ଏନେଇ ରାଷ୍ଟ୍ରୀୟ ବାଳ ଅଧିକାର ସଂରକ୍ଷଣ ଆୟୋଗ(ଏନ୍ସିପିସିଆର୍) ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ…
ପୁଣି ବଢ଼ିଲା ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା…
ନୂଆଦିଲ୍ଲୀ,୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ…
ଟିକା ଗ୍ଲୋବାଲ ଟେଣ୍ଡରକୁ ଧକ୍କା
ଭୁବନେଶ୍ୱର,୨ା୬(ବ୍ୟୁରୋ):ରାଜ୍ୟ ସରକାର ୧୮ରୁ ୪୪ ବର୍ଷର ଲୋକଙ୍କୁ ମାଗଣାରେ କୋଭିଡ୍ ଟିକା ଯୋଗାଇବାକୁ ଘୋଷଣା କରିଛନ୍ତି। ହେଲେ ଟିକା ସଂଗ୍ରହ କରିବା ଏବେ ସରକାରଙ୍କ ପାଇଁ ବଡ଼ ସମସ୍ୟା ପାଲଟିଛି। କେନ୍ଦ୍ର ସରକାର ଆବଶ୍ୟକତା ଅନୁଯାୟୀ ଟିକା ଯୋଗାଇ ପାରୁ ନ…
ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ବାତିଲ
ନୂଆଦିଲ୍ଲୀ,୧।୬: ସେଣ୍ଟ୍ରାଲ ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେଶନ୍(ସିବିଏସ୍ଇ) ଦ୍ୱାଦଶ ପରୀକ୍ଷା ବାତିଲ ହୋଇଛି। ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପରୀକ୍ଷା ନେଇ ସମୀକ୍ଷା କରିବା ପରେ ଏହାକୁ ବାତିଲ କରିବା ନେଇ ନିଷ୍ପତ୍ତି ନିଆଯାଇଛି। ତେବେ ଦେଶରେ କରୋନା ସ୍ଥିତିକୁ…
ଦ୍ୱାଦଶ ପିଲାଙ୍କୁ ଟିକାକରଣ କରାଇବାକୁ ଲକ୍ଷ୍ୟ: ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ସାମାନ୍ୟ ନିୟନ୍ତ୍ରଣକୁ ଆସିଥିବା ବେଳେ ମୃତ୍ୟୁସଂଖ୍ୟା ଥମିବାର ନା ନେଉନି। କରୋନା ମୁକାବିଲା ପାଇଁ ବର୍ତ୍ତମାନ ରାଜ୍ୟରେ ଲକ୍ଡାଉନ ଜାରି ରହିଛି। କରୋନା ଯୋଗୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ଥିବା ବେଳେ ପିଲାଙ୍କ…
ଭାକ୍ସିନ୍ର ଗୋଟିଏ ଡୋଜ୍ ରୋଗପ୍ରତିରୋଧକ ଶକ୍ତି ସୃଷ୍ଟି ପାଇଁ ପର୍ଯ୍ୟାପ୍ତ !…
ନୂଆଦିଲ୍ଲୀ,୧।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ସଂକ୍ରମଣକୁ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏ ରିସ୍ଥଳେ ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ଭାକ୍ସିନ୍ର ଗୋଟିଏ ଡୋଜ୍ ଶରୀରରେ…
Archives


