ତିନିପଟେ ତାଲିବାନ୍
କାବୁଲ,୨୫ା୮: କଥା କଥାକେ ଫୁଟୁଛି ଗୁଳି, ଶୁଭୁଛି ବିସ୍ଫୋରଣର ଛାତିଥରା ଶବ୍ଦ। ତାଲିବାନ୍ ଜାରି କରିଛି ଫତ୍ଓ୍ବା। ଅମାନ୍ୟ କଲେ ଶରିଆ ଆଇନରେ ଗଡ଼ିବ ମୁଣ୍ଡ। ଆତଙ୍କରେ ମରି ମରି ବଞ୍ଚୁଛନ୍ତି ଆଫଗାନ୍। କାରଣ ପୁଣି ଫେରିଛି ତାଲିବାନର ତିରିଶ ବର୍ଷ…
‘୭୦ ବର୍ଷରେ ଭାରତ ଯାହା କରିଥିଲା, ସବୁ ବିକି ଦେଲେ ମୋଦି’
ନୂଆଦିଲ୍ଲୀ,୨୪।୮: ଗତ ୭୦ ବର୍ଷରେ ଭାରତରେ ସୃଷ୍ଟି କରାଯାଇଥିବା ସମସ୍ତ ସମ୍ପତ୍ତିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଶିଳ୍ପପତି ବନ୍ଧୁମାନଙ୍କୁ ବିକ୍ରି କରି ଦେଉଛନ୍ତି। ଏଭଳି କେନ୍ଦ୍ର ସରକାରଙ୍କ ଜାତୀୟ ମୋନେଟାଇଜେଶନ ପାଇପ୍ଲାଇନ (ଏନ୍ଏମ୍ପି)କୁ ସମାଲୋଚନା କରିଛନ୍ତି ବରିଷ୍ଠ କଂଗ୍ରେସ ନେତା…
ଖାଇବା ଥାଳିରୁ ଗିରଫ ହେଲେ କେନ୍ଦ୍ର ମନ୍ତ୍ରୀ
ନୂଆଦିଲ୍ଲୀ,୨୪।୮ : ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଚାପୁଡ଼ା ମାରିବା ମନ୍ତବ୍ୟ ଦେଇଥିବା କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେ ମଙ୍ଗଳବାର ଖାଉଥିବା ବେଳେ ତାଙ୍କୁ ମହାରାଷ୍ଟ୍ର ପୋଲିସ ଗିରଫ କରିଛି। ଭାଜପା ପକ୍ଷରୁ ଶେୟାର କରାଯାଇଥିବା ଭିଡିଓରେ ୬୯ ବର୍ଷୀୟ ରାଣେ…
ପ୍ରକାଶ ପାଇଲା ମାଟ୍ରିକ୍ ଅଫ୍ଲାଇନ୍ ପରୀକ୍ଷାଫଳ: ପାସ୍ ହାର ୮୦.୮୩%
କଟକ ଅଫିସ,୨୪।୮: ମାଟ୍ରିକ ଅଫ୍ଲାଇନ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ମୋଟ ପାସ ହାର ୮୦.୮୩% ରହିଛି। ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୫୨୩୩ ଜଣ ପାସ କରିଥିବା ବେଳେ ୧୪୧ ଜଣ ଫେଲ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୩୧୦୦…
ଆମେରିକା ଅସ୍ତ୍ରଶସ୍ତ୍ର ଲୁଟି ନେଲା ତାଲିବାନ୍, ପାକିସ୍ତାନ ପାଇଁ ପାଲଟିବ ବୁମେରାଂ…
କାବୁଲ,୨୪।୮: ତାଲିବାନ ଆତଙ୍କବାଦୀମାନେ ଆମେରିକା ଅସ୍ତ୍ରଶସ୍ତ୍ର ଲୁଟି ନେଇଛନ୍ତି। ଏହାକୁ ସେମାନେ ପାକିସ୍ତାନ ପଠାଇ ଦେଇଛନ୍ତି। ମାତ୍ର ଭାରତ ବିରୋଧରେ ଏହାର ବ୍ୟବହାର ପୂର୍ବରୁ ପାକିସ୍ତାନରେ ଆତଙ୍କ ସୃଷ୍ଟି କରାଯିବ ବୋଲି କେତେକ ଉଚ୍ଚପଦସ୍ଥ ଭାରତୀୟ ସେନା ଅଧିକାରୀ କହିଛନ୍ତି। ଏହି…
ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା,୩ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…
ଶ୍ରୀନଗର,୨୪।୮: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅଭିଯାନରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୋପୋରରେ ଏନ୍କାଉଣ୍ଟରରେ ୩ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ସ୍ଥାନୀୟ ପେଠସୀର ଗାଁରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ପୋଲିସ, ସେନାର ୫୨-ଆର୍ଆର୍, ସିଆର୍ପିଏଫ୍ର ୧୭୭,…
ପୁଟିନ୍ଙ୍କୁ ଫୋନ୍ କଲେ ମୋଦି…
ନୂଆଦିଲ୍ଲୀ,୨୪।୮: ଆଫଗାନିସ୍ତାନ ସଙ୍କଟକୁ ନେଇ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍ଙ୍କ ସହିତ ମଙ୍ଗଳବାର ମଧ୍ୟାହ୍ନରେ ଫୋନ୍ରେ କଥାବାର୍ତ୍ତା ହୋଇଛନ୍ତି। ଦୁହିଁଙ୍କ ମଧ୍ୟରେ ପ୍ରାୟ ୪୫ ମିନିଟ୍ ଆଲୋଚନା ହୋଇଥିଲା। ଆଫଗାନିସ୍ତାନରେ ସୃଷ୍ଟି ହୋଇଥିବା ସମସ୍ୟା ଉପରେ…
ଆଫଗାନିସ୍ତାନରୁ ୟୁକ୍ରେନ ବିମାନ ଅପହରଣ, ମନ୍ତ୍ରୀ କହିଲେ ହଁ-ସରକାରଙ୍କ ମନା…
କାବୁଲ,୨୪।୮: ୟୁକ୍ରେନର ଏକ ବିମାନକୁ ଆଫଗାନିସ୍ତାନରୁ ଅପହରଣ କରି ନିଆଯାଇଛି। ୟୁକ୍ରେନର ଉପ-ବୈଦେଶିକ ମନ୍ତ୍ରୀ ୟେଭ୍ଜେନି ୟେନିନ୍ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ରବିବାର ବିମାନକୁ ଅପହରଣ କରାଯାଇ ମଙ୍ଗଳବାର ଇରାନ ନିଆଯାଇଥିବା ମନ୍ତ୍ରୀ କହିଛନ୍ତି। କିଛି ଅଜ୍ଞାତ ଲୋକ ବିମାନକୁ…
ପୃଥିବୀର ଭବିଷ୍ୟତ ନିର୍ଦ୍ଧାରଣ କରିବ ଦକ୍ଷିଣ-ପୂର୍ବ ଏସିଆ…
ଓ୍ବାଶିଂଟନ,୨୪।୮: ପୃଥିବୀର ଭବିଷ୍ୟତ ନିର୍ଦ୍ଧାରଣ କ୍ଷେତ୍ରରେ ଦକ୍ଷିଣ-ପୂର୍ବ ଏସିଆ ଏବଂ ଭାରତ ମହାସାଗର-ପ୍ରଶାନ୍ତ ମହାସାଗର ଅଞ୍ଚଳ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଆମେରିକା ଉପରାଷ୍ଟ୍ରପତି କମଲା ହାରିସ୍ ଏଭଳି କହିଛନ୍ତି। ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲି ସିନ୍ ଲୁୁଙ୍ଗ୍ଙ୍କ ସହିତ ଏକ ବୈଠକରେ…
ପୁଣି ବିପଦ, କରୋନାର ସୁପର ଭାରିଆଣ୍ଟ କୋଭିଡ୍-୨୨ ଆସିବା ଆଶଙ୍କା…
ଜୁରିଚ୍,୨୪।୮: ସମ୍ପ୍ରତି ପୃଥିବୀରେ କରୋନା ମହାମାରୀର ବିଭିନ୍ନ ଭାରିଆଣ୍ଟ୍ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସୁଇଜରଲାଣ୍ଡର ଗବେଷକମାନଙ୍କ ଦ୍ୱାରା ହୋଇଥିବା ଗବେଷଣା ରିପୋର୍ଟ ପ୍ରକାଶ ପାଇଛି। ଏହାକୁ ନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଚିନ୍ତା ପ୍ରକଟ କରାଯାଇଛି। ବାସେଲ ସ୍ଥିତ…
୧ କୋଟି ୬୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍ ଭାକ୍ସିନ୍ ନେବାରୁ ବଞ୍ଚିତ…
ନୂଆଦିଲ୍ଲୀ,୨୪।୮: ଭାରତରେ ୧ କୋଟି ୬୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍ ଭାକ୍ସିନ୍ ନେବାରୁ ବଞ୍ଚିତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧ କୋଟିରୁ ଅଧିକ ବରିଷ୍ଠ ନାଗରିକ ରହିଛନ୍ତି। କରୋନା ଭାକ୍ସିନ୍ର ପ୍ରଥମ ଡୋଜ୍ ନେବାର ୧୬ ସପ୍ତାହ ପରେ ଏହି…
ଅଧା ମହାପ୍ରସାଦ ବଳିଲା
ପୁରୀ ଅଫିସ,୨୪।୮ଶ୍ରୀମନ୍ଦିର ପରିସରରେ ମହାପ୍ରସାଦ ସେବନ ପାଇଁ ଅନୁମତି ନ ଥିବାରୁ ମହାପ୍ରସାଦ ବିକ୍ରି ଧିମେଇଥିବା ସୁଆର ମହାସୁଆର ନିଯୋଗ ସମ୍ପାଦକ କୃଷ୍ଣଚନ୍ଦ୍ର ପଢିହାରୀ କହିଛନ୍ତି। ସେ କହିଛନ୍ତି, ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଥିବାରୁ ଭକ୍ତଙ୍କ ଆଗମନ ବଢିବ। ଏଭଳି ସ୍ଥଳେ…
Archives


