ଦେଢ଼ ମାସରେ ସର୍ବନିମ୍ନ ହେଲା ନୂୂଆ ଆକ୍ରାନ୍ତଙ୍କ ସଂଖ୍ୟା: ୨୪ ଘଣ୍ଟାରେ ୩,୬୧୭ ମୃତ…
ନୂଆଦିଲ୍ଲୀ,୨୯।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଶନିବାର ଗତ ଦେଢ଼ ମାସରେ ନୂୂଆ…
କୋଭିଡ୍ରେ ଅନାଥ ଶିଶୁଙ୍କୁ ସହାୟତା ଦିଅ
ନୂଆଦିଲ୍ଲୀ, ୨୯।୫: କରୋନା ମହାମାରୀ ଦେଶରେ ୩ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ନେଲାଣି। ଫଳରେ କେତେ ପିଲା ଯେ ସେମାନଙ୍କ ମାଆବାପାଙ୍କୁ ହରାଇ ଅନାଥ ହୋଇଛନ୍ତି, ତାହା କଳ୍ପନା କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ତୁରନ୍ତ ଅନାଥ ଶିଶୁମାନଙ୍କୁ…
ଭାରତର ସମର୍ଥନ, ନିନ୍ଦା କଲା ଚାଇନା
ନୂଆଦିଲ୍ଲୀ/ଓ୍ବାଶିଂଟନ,୨୯ା୫: ମହାମାରୀ କରୋନା ସଂକ୍ରମଣକୁ ବର୍ଷେରୁ ଊର୍ଦ୍ଧ୍ୱ ସମୟ ବିତିଯାଇଥିଲେ ମଧ୍ୟ ଏହି ଘାତକ ଭୂତାଣୁର ଉତ୍ପତ୍ତିକୁ ନେଇ ବୈଜ୍ଞାନିକମାନେ କୌଣସି ନିଷ୍କର୍ଷରେ ପହଞ୍ଚତ୍ପାରି ନାହାନ୍ତି। ଚାଇନାର ଉହାନ ସହରସ୍ଥିତ ଏକ ଲାବ୍ରୁ ନୋଭେଲ କରୋନା ଭାଇରସ୍ ସୃଷ୍ଟି ହୋଇଥିବା ଅନେକେ…
ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୯।୫(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଶନିବାର ରାଜ୍ୟରେ ୭,୧୮୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୪,୦୨୬ କ୍ୱାରାଣ୍ଟାଇନ୍ରୁ ହୋଇଥିବା ବେଳେ ୩,୧୬୨ ଲୋକାଲ କେସ୍…
ସୁବର୍ଣ୍ଣରେଖାରେ ବନ୍ୟା ସ୍ଥିତି
ଭଦ୍ରକ ଅଫିସ /ଭଣ୍ଡାରିପୋଖରୀ/ ଭୋଗରାଇ/ ଯାଜପୁର ଅଫିସ,୨୮ା୫ (ଡି.ଏନ.ଏ.): ବାତ୍ୟା ‘ୟାସ’ ପ୍ରଭାବରେ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଉତ୍ତରଓଡ଼ିଶାର ୪ ଜିଲା ସମେତ ଯାଜପୁରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଦୁଇଦିନ ହେଲା ବୈତରଣୀ ବିପଦ ସଙ୍କେତ ଉପରେ ପ୍ରବାହିତ…
ୟାସ୍ ସହାୟତା : ଓଡ଼ିଶା ପାଇଁ ୫୦୦ କୋଟି
ଭୁବନେଶ୍ୱର,୨୮।୫(ବ୍ୟୁରୋ): ବାତ୍ୟା ‘ୟାସ୍’ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋଟ ୧ ହଜାର କୋଟି ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି। ସେଥିରୁ ଓଡ଼ିଶା ପାଇଁ ୫୦୦ କୋଟି ଟଙ୍କାର ଘୋଷଣା କରାଯାଇଥିବା ବେଳେ ବାକି ୫୦୦ କୋଟି ଟଙ୍କା ପଶ୍ଚିମବଙ୍ଗ…
ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ: ବାତ୍ୟା ମୁକାବିଲା ପାଇଁ ୨ ଦୀର୍ଘସୂତ୍ରୀ ବ୍ୟବସ୍ଥା ଦାବି କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୮।୫(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ଗସ୍ତରେ ଆସି ବାତ୍ୟା ‘ୟାସ୍’ ପରବର୍ତ୍ତୀ ସ୍ଥିତି ଓ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି। ଏହି ଅବସରରେ ରାଜ୍ୟ ସରକାର ବାତ୍ୟା ମୁକାବିଲା ପାଇଁ ୨ଟି ଦୀର୍ଘସୂତ୍ରୀ ବ୍ୟବସ୍ଥା ଦାବି କରିଥିବା ନେଇ ବୈଠକ…
ପହଞ୍ଚିଲେ ପ୍ରଧାନମନ୍ତ୍ରୀ: ସମୀକ୍ଷା ବୈଠକ ପରେ ଆକାଶମାର୍ଗରୁ ଦେଖିବେ ବାତ୍ୟାଞ୍ଚଳ
ଭୁବନେଶ୍ୱର,୨୮।୫(ବ୍ୟୁରୋ): ବାତ୍ୟା ‘ୟାସ୍’ ପରବର୍ତ୍ତୀ ସ୍ଥିତି ଓ କ୍ଷୟକ୍ଷତିର ସମୀକ୍ଷା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀଙ୍କୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରମୁଖ ସ୍ବାଗତ କରିଛନ୍ତି।…
ବୈତରଣୀରେ ବନ୍ୟା ବିପଦ
ଭୁବନେଶ୍ୱର,(ବ୍ୟୁରୋ)/ ଭଣ୍ଡାରିପୋଖରୀ (ଡି.ଏନ୍.ଏ.)/ ଆନନ୍ଦପୁର(ସ୍ବ.ପ୍ର.)/ଯାଜପୁର ଅଫିସ,୨୮/୫:ବାତ୍ୟା ‘ୟାସ୍’ କ୍ଷତ ଭରି ନ ଥିବା ବେଳେ ବନ୍ୟା ବିପତ୍ତି ଦୁର୍ଦ୍ଦଶାକୁ ଆହୁରି ବଢ଼ାଇବା ଆଶଙ୍କା ସୃଷ୍ଟି କରିଛି। ବାତ୍ୟାଜନିତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲାରେ ଗତ ୨୪ ଘଣ୍ଟା ମଧ୍ୟରେ…
୨୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ: ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ
ନୂଆଦିଲ୍ଲୀ,୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ମୋଦି ଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନରେ ଆସି ପ୍ରଥମେ ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ କରିବେ। ପରେ ବାତ୍ୟା ‘ୟାସ’ କ୍ଷୟକ୍ଷତି ସମ୍ପର୍କରେ ଏକ…
ମୋଦି ସରକାରଙ୍କୁ ବଦନାମ କରିବା ଲାଗି କୃଷକ ସଂଗଠନ ପକ୍ଷରୁ ହୋଇଥିଲା ଷଡ଼ଯନ୍ତ୍ର: ୩,୨୨୪ ପୃଷ୍ଠାର ଚାର୍ଜଶିଟ୍…
ନୂଆଦିଲ୍ଲୀ,୨୭।୫: ଜାନୁୟାରୀ ୨୬ରେ କୃଷକ ସଂଗଠନ ପକ୍ଷରୁ ଲାଲ୍କିଲ୍ଲାକୁ ନିଜ କବ୍ଜାକୁ ନେବା ଲାଗି ଯୋଜନା କରାଯାଇଥିଲା। ଯାହାଦ୍ୱାରା ସେଠାରେ କୃଷକମାନେ ସହଜରେ ଧାରଣା ଦେଇପାରିବେ। ଏହାସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ବଦନାମ କରିବା ଲାଗି ମଧ୍ୟ ଷଡ଼ଯନ୍ତ୍ର ହୋଇଥିଲା…
୧୨ ଘଣ୍ଟା ପରେ କରୋନା ମୃତକଙ୍କଠାରୁ ବ୍ୟାପି ନ ଥାଏ ସଂକ୍ରମଣ: ଏମ୍ସ୍ ବିଶେଷଜ୍ଞ…
ନୂଆଦିଲ୍ଲୀ,୨୭।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ କରୋନା ମୃତକଙ୍କଠାରୁ ସଂକ୍ରମଣ ହେବ କି ନାହିଁ ସେ ନେଇ ବିଶେଷଜ୍ଞ ସୂଚନା ଦେଇଛନ୍ତି। ଗତ ଏକ ବର୍ଷ ଧରି ଏହା ଉପରେ ଗବେଷଣା ଜାରି ରହିଥିଲା। ଏନେଇ…
Archives


