Home Middle

‘ଗତି ଶକ୍ତି’ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୩ ।୧୦: ଦେଶର ଅର୍ଥନୈତିକ କ୍ଷେତ୍ର ସହ ବହୁସ୍ତରୀୟ ସମ୍ପର୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଗତି ଶକ୍ତି ରାଷ୍ଟ୍ରୀୟ ମାଷ୍ଟର ପ୍ଲାନର ଶୁଭାରମ୍ଭ କରିବେ । ରେଲ ଓ ସଡ଼କ ସମେତ ୧୬ଟି ମନ୍ତ୍ରଣାଳୟକୁ ସଂଯୋଗ କରୁଥିବା ଏହା…

୧୩ ବର୍ଷ ହେଲା ଲୁଚିଥିଲା ସ୍ଲିପର ସେଲ୍‌

ନୂଆଦିଲ୍ଲୀ,୧୩।୧୦: ରାଜଧାନୀ ଦିଲ୍ଲୀରେ ଜଣେ ପାକିସ୍ତାନ ଆତଙ୍କବାଦୀ ଗିରଫ ହୋଇଛନ୍ତି। ମିଛି ପ୍ରମାଣ ପତ୍ର କରି ସେ ୧୩ ବର୍ଷ ହେଲା ଭାରତରେ ରହୁଥିବା ପୋଲିସ ପକ୍ଷରୁ କୁହାଯାଇଛି। ପାକିସ୍ତାନର ଆଇଏସ୍‌ଆଇ ନିର୍ଦ୍ଦେଶରେ ବାଂଲାଦେଶ ଦେଇ ଭାରତରେ ପ୍ରବେଶ କରିଥିଲେ ମହମ୍ମଦ…

ଯୁବକଙ୍କ ମୃତ୍ୟୁକୁ ନେଇ ରେଳ ଷ୍ଟେଶନରେ ତୁମୁଳକାଣ୍ଡ

ଯୋଡ଼ା,୧୨।୧୦(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ଅଧୀନ ବାଂଶପାଣି ରେଳ ଷ୍ଟେଶନରେ ଜଣେ ରେଳବାଇ ପୋଲିସ କର୍ମୀ ଜଣେ ଯୁବକଙ୍କୁ ପିଟିପିଟି ମାରିଦେଇଥିବା ଅଭିଯୋଗ ହୋଇଛି। ଏହାକୁ କେନ୍ଦ୍ର କରି ଷ୍ଟେଶନରେ ତୁମୁଳକାଣ୍ଡ ଘଟିଛି। ଉତ୍ତ୍ୟକ୍ତ ଲୋକେ ଷ୍ଟେଶନରେ ଭଙ୍ଗାରୁଜା କରିଛନ୍ତି।…

ରାତି ୩.୨୯ରେ ଏକୁଟିଆ ଚାଲିଚାଲି ଯାଉଥିଲେ

ଭୁବନେଶ୍ୱର,୧୨ା୧୦(ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ପାତ୍ରପଡ଼ା ଗାଁ ପୋଖରୀରୁ ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ପୁଅ ମନୀଷ ଅନୁରାଗ ଦାସଙ୍କ ମୃତଦେହ ମିଳବା ଘଟଣା ଦିନକୁ ଦିନ ରହସ୍ୟ ଘେରକୁ ଟାଣି ହୋଇଯାଉଛି। ଏହି ଘଟଣାକୁ ୩ଦିନ ବିତିଯାଇଥିଲେ ବି ମନୀଷଙ୍କ କିପରି…

ଯୁଦ୍ଧ କଲେ ଭାରତର ପରାଜୟ ନିଶ୍ଚିତ

ନୂଆଦିଲ୍ଲୀ,୧୨।୧୦: ଭାରତ ସହ ବଢ଼ୁଥିବା ତିକ୍ତତାକୁ ଦେଖି ଚାଇନାକୁ ସଶସ୍ତ୍ର ସଂଘର୍ଷ ପାଇଁ ପ୍ରସ୍ତୁତ ଆରମ୍ଭ କରିବା ଉଚିତ। ନୂଆଦିଲ୍ଲୀକୁ ଗୋଟିଏ କଥା ବୁଝିବାକୁ ପଡ଼ିବ, ତା’ ଇଚ୍ଛାରେ ସୀମା ନିର୍ଦ୍ଧାରଣ କରାଯିବ ନାହିଁ। ଯଦି ଭାରତ ଯୁଦ୍ଧ କରେ, ଏହାକୁ…

‘ଆଫଗାନିସ୍ତାନକୁ ସହାୟତା ଜରୁରୀ’

ନୂଆଦିଲ୍ଲୀ,୧୨।୧୦: ଆଫଗାନିସ୍ତାନ ମାଟି ମୌଳବାଦ ଓ ଆତଙ୍କବାଦର ଉତ୍ସ ନ ପାଲଟୁ। ଆଫଗାନ ସ୍ଥିତିରେ ପରିବର୍ତ୍ତନ ଆଣିବା ପାଇଁ ଅନ୍ତର୍ଜାତୀୟ ସମୁଦାୟ ଏକାଠି ହେବା ଉଚିତ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହ୍ବାନ ଦେଇଛନ୍ତି। ଆଫଗାନିସ୍ତାନ ଉପରେ ଜି୨୦ ଏକ୍ସଟ୍ରା ଅର୍ଡିନାରି…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଜିଲାରେ ରାସ୍ତା ଉପରେ ପଡିଛି କୁଢ଼କୁଢ଼ ଔଷଧ

ଝାରସୁଗୁଡ଼ା ଅଫିସ,୧୨ା୧୦: ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ସରକାର ଓଡ଼ିଶା ଷ୍ଟେଟ୍‌ ମେଡିକାଲ୍‌ କର୍ପୋରେଶନ ଲିମିଟେଡ୍‌ (ଓଏସ୍‌ଏମ୍‌ସିଏଲ୍‌) ଗଠନ କରିଛନ୍ତି। ଏହା ଦ୍ୱାରା ନିରାମୟ ଯୋଜନାରେ ଲୋକଙ୍କୁ ଚିକିତ୍ସା ସହିତ ମାଗଣାରେ ଔଷଧ ଯୋଗାଇ ଦିଆଯାଉଛି। ଅନେକ ସମୟରେ ବିଭାଗୀୟ…

ଯାତ୍ରୀ ଚଳାଚଳକୁ ନେଇ କଟକଣା ହଟାଇଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ, ୧୨।୧୦: ଦେଶରେ କୋଭିଡ ସଂକ୍ରମଣ ମାମଲା ହ୍ରାସ ପାଉଥିବାରୁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ବଡ଼ ନିଷ୍ପତ୍ତି ନିଆଯାଇଛି। ମହାମାରୀ ଯୋଗୁ ଯାତ୍ରୀ ଚଳାଚଳକୁ ନେଇ ଥିବା କଟକଣାକୁ ହଟାଇ ଦିଆଯାଇଛି। ପୂର୍ବରୁ ଘରୋଇ ବିମାନ ପାଇଁ…

୬ ବର୍ଷର ଶିଶୁକୁ ଝାମ୍ପି ନେଲା ବାଘ

ରାଇଘର/ଉମରକୋଟ, ୧୨।୧୦(ଡି.ଏନ୍‌.ଏ./ସ୍ବ.ପ୍ର.): ନବରାତ୍ରି ସମୟରେ ପରିବାର ସହ ଛତିଶଗଡ଼ ସିହାଓ୍ବାସ୍ଥିତ ଶୀତଳା ମନ୍ଦିରକୁ ସପରିବାର ଦର୍ଶନ ପାଇଁ ଯାଉଥିଲେ। ବାଟରେ ୬ବର୍ଷୀୟ ଅବିନାଶଙ୍କୁ ପରିବାର ଲୋକଙ୍କ ଆଖି ଆଗରେ ଟେକି ନେଇଥିଲା କଳରାପତରିଆ ବାଘ। ଏନେଇ ନବରଙ୍ଗପୁର ଜିଲା ରାଇଘର ବ୍ଲକ…

୨ ରୁ ୧୮ ବର୍ଷ ବୟସ୍କ ପିଲାଙ୍କୁ ଦିଆଯିବ କୋଭାକ୍ସିନ୍‌ ଟିକା…

ନୂଆଦିଲ୍ଲୀ,୧୨।୧୦: କରୋନା ମହାମାରୀ ବିରୋଧରେ ଜାରି ରହିଥିବା ଲଢ଼େଇ ନେଇ ଦିଲ୍ଲୀରୁ ଖୁସି ଖବର ଆସିଛି। ଦେଶରେ ଏବେ ୨ ରୁ ୧୮ ବର୍ଷ ବୟସ୍କ ପିଲାଙ୍କୁ କୋଭାକ୍ସିନ୍‌ ଟିକା ଦିଆଯିବ। ଏନେଇ ସେଣ୍ଟାଲ ଡ୍ରଗ୍ସ୍‌ ଷ୍ଟାଣ୍ଡାର୍ଡ କଣ୍ଠ୍ରୋଲ ଅର୍ଗାନାଇଜେଶନ(ସିଡିଏସ୍‌ସିଓ) ବିଶେଷଜ୍ଞ…

ପ୍ରତିଶୋଧ ନେଲେ ସୁରକ୍ଷାକର୍ମୀ, ୬ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର…

ଶ୍ରୀନଗର,୧୨।୧୦: ଜମ୍ମୁ-କଶ୍ମୀରର ପୁଞ୍ଚ୍‌ ଜିଲାରେ ଜଣେ ଜେସିଓ ଏବଂ ୪ ଜଣ ଯବାନ ଆତଙ୍କବାଦୀଙ୍କ ସହିତ ମୁହାଁମୁହିଁ ହୋଇ ଶହୀଦ୍‌ ହୋଇଥିଲେ। ଏହାର ୨୪ ଘଣ୍ଟା ମଧ୍ୟରେ ମିଳିତ ସୁରକ୍ଷାକର୍ମୀ ପ୍ରତିଶୋଧ ନେଇଛନ୍ତି। ସୁରକ୍ଷାକର୍ମୀଙ୍କ ଅଲ୍‌ ଆଉଟ୍‌ ଅପରେଶନ ସଫଳ ରହିଛି।…

ପୃଥିବୀକୁ ଅହିଂସା ରାସ୍ତା ଦେଖାଇଛି ଭାରତ…

ନୂଆଦିଲ୍ଲୀ,୧୨।୧୦: ଭାରତ ସମଗ୍ର ପୃଥିବୀକୁ ଅହିଂସାର ରାସ୍ତା ଦେଖାଇଛି। ସମ୍ପ୍ରତି ମହାତ୍ମା ଗାନ୍ଧୀଙ୍କ ଏହି ଆଦର୍ଶକୁ ପୃଥିବୀର ବିଭିନ୍ନ ରାଷ୍ଟ୍ରରେ ମାନି ନେଇଛନ୍ତି। ପୃଥିବୀ ବିଶ୍ୱ ଯୁଦ୍ଧର ବିଭୀଷିକାରେ ଜଳୁଥିବା ବେଳେ ଭାରତ ଅହିଂସାର ମାର୍ଗକୁ ଗ୍ରହଣ କରିଥିଲା। ଏହା ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?