Home Middle

ଭାରତରେ ୬ କମ୍ପାନୀଙ୍କୁ ସ୍ପୁଟନିକ୍‌-ଭି ଉତ୍ପାଦନ ଦାୟିତ୍ୱ…

ନୂଆଦିଲ୍ଲୀ, ୨୭।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ ଆବଶ୍ୟକ ଟିକା ଅଭାବରୁ ସାର୍ବଜନକୀ ଟିକାକରଣ କାର୍ଯ୍ୟକ୍ରମ ଧିମା ପଡ଼ିଯାଇଛି। ତେବେ ରୁଷିଆର ସ୍ପୁଟନିକ୍‌-ଭି ଟିକା ଦ୍ୱାରା ଟିକା ଅଭାବ ପୂରଣ ହୋଇପାରିବ ବୋଲି ଭାଜପା ପ୍ରବକ୍ତା…

କରୋନା ଭୂତାଣୁ ଆସିଛି କେଉଁଠୁ: ୯୦ ଦିନ ମଧ୍ୟରେ ରିପୋର୍ଟ ଦାଖଲ ନିର୍ଦ୍ଦେଶ ଦେଲେ ରାଷ୍ଟ୍ରପତି…

ଓ୍ବାଶିଂଟନ,୨୭।୫: ପୃଥିବୀରେ ତାଣ୍ଡବ ରଚିଥିବା କରୋନା ମହାମାରୀ ଭୂତାଣୁ କେଉଁଠୁ ଆସିଛି ତାହାର ରିପୋର୍ଟ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ୯୦ ଦିନ ମଧ୍ୟରେ ଲୋଡିଛନ୍ତି। କରୋନା ଭୂତାଣୁ ପ୍ରାଣୀଙ୍କଠାରୁ ମଣିଷଙ୍କ ପାଖକୁ ଆସିଛି ଅବା ଏହାକୁ ଚାଇନାର ଉହାନ ଲ୍ୟାବ୍‌ରେ…

ସଂକ୍ରମିତଙ୍କୁ ସହଯୋଗ ମିଳୁନି

ଅନୁଗୋଳ ଅଫିସ, ୨୭ା୫: କୋଭିଡ୍‌ ସଂକ୍ରମିତଙ୍କ ସ୍ବାବ୍‌ ଟେଷ୍ଟ ଠାରୁ ଚିକିତ୍ସା ଯାଏ ସବୁକିଛିର ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର। ସେମାନଙ୍କୁ ସଙ୍ଗରୋଧରେ ରଖିବା, ନିତ୍ୟ ବ୍ୟବହାର ପାଇଁ କିଟ୍‌ ଯୋଗାଇଦେବା ଓ ଗୁରୁତର ଥିଲେ ତୁରନ୍ତ ହସ୍ପିଟାଲରେ ଅକ୍ସିଜେନ ଦେବାର ସୁବିଧା…

ସ୍ଥିତିରେ ହେଉନି ପରିବର୍ତ୍ତନ: ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢ଼ିଲା…

ନୂଆଦିଲ୍ଲୀ,୨୭।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ମଙ୍ଗଳବାର କରୋନାରେ ୩,୫୧୧ ଜଣଙ୍କ ମୃତ୍ୟୁ…

ପୁଣି ଦିନକ ପରେ କମିଲା ଦୈନିକ ସଂକ୍ରମଣ: ରାଜ୍ୟରେ ୬ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଗତ କିଛି ଦିନର ବ୍ୟତିକ୍ରମ ପରେ ରାଜ୍ୟରେ ପୁଣି କରୋନା ମିଟର ତଳମୁହାଁ ହୋଇଛି। ବୁଧବାର ୧୧ହଜାରରୁ ଊର୍ଦ୍ଧ୍ୱ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାତ୍ୟା ୟାସ୍‌ର ପ୍ରଭାବରୁ ଗତ ୨୪ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ସଂଖ୍ୟାରେ ହ୍ରାସ…

୭ ଦିନ ରିଲିଫ୍‌ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୬।୫: ବାତ୍ୟା ‘ୟାସ’ପ୍ରଭାବରେ ଜଳଘେରରେ ଥିବା ୧୨୮ଟି ଗ୍ରାମର ସମସ୍ତ ପରିବାରକୁ ୭ ଦିନ ପର୍ଯ୍ୟନ୍ତ ରିଲିଫ ଯୋଗାଇ ଦିଆଯିବ। ବୁଧବାର ସନ୍ଧ୍ୟାରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ଏସ୍‌ଆର୍‌ସି ପ୍ରଦୀପ କୁମାର ଜେନାଙ୍କ ସହ ବାତ୍ୟା ପରବର୍ତ୍ତୀ…

ବାତ୍ୟା ‘ୟାସ’: ଆକଳନଠୁ ପ୍ରଭାବ କମ୍‌

ଭୁବନେଶ୍ବର,୨୬।୫: ବାତ୍ୟା ‘ୟାସ’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର । ବାତ୍ୟା ‘ୟାସ’ ଧାମରାର ଉତ୍ତର, ବାଲେଶ୍ୱର ସହର ତଳକୁ ବାହାନଗା ପାଖରେ ଲ୍ୟାଣ୍ଡଫଲ କରିଥିଲା। ଏହି ସମୟରେ ପବନର ବେଗ…

ଭାକ୍ସିନ୍‌ ନେଲେ ୨ ବର୍ଷ ମଧ୍ୟରେ ହେବ ମୃତ୍ୟୁ: ଭାଇରାଲ ଟୁଇଟ୍‌ ସତ କି ମିଛ, ପିଆଇବି ଦେଲା ସୂଚନା…

ନୂଆଦିଲ୍ଲୀ,୨୬।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ ସଂକ୍ରମଣରୁ ସୁରକ୍ଷା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଗତ ଦୁଇ ଦିନ ଧରି ଭାକ୍ସିନ୍‌ ସମ୍ପର୍କରେ ସୋସିଆଲ ମିଡ଼ିଆରେ ଗୁଜବ ପ୍ରଚାର ହେବାରେ…

ଆଦାର ପୁନାଓ୍ବାଲା: ଘୋଡ଼ା ବେପାରୀରୁ ଭାକ୍ସିନ୍‌ ଉଦ୍ୟୋଗ ବାଦଶାହ…

ନୂଆଦିଲ୍ଲୀ,୨୬।୫: ପୃଥିବୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଥିବାବେଳେ ଭାରତର ପୁଣେ ସ୍ଥିତ ସେରମ୍‌ ଇନଷ୍ଟିଚ୍ୟୁଟ୍‌ ଚର୍ଚ୍ଚାର ପରିସରକୁ ଆସିଥିଲା। ଦେଶର ସାଧାରଣ ଲୋକେ ପୂର୍ବରୁ ଏହି ଇନଷ୍ଟିଚ୍ୟୁଟ୍‌ ସମ୍ପର୍କରେ ଅବା ଏହାର କାମ ବିଷୟରେ ଅଜଣା ଥିଲେ। ମାତ୍ର କରୋନା…

କରୋନା ଲଢ଼େଇରେ ମୁଖ୍ୟ ଅସ୍ତ୍ର ହେଉଛି ଭାକ୍ସିନ୍‌: ମୋଦି…

ନୂଆଦିଲ୍ଲୀ,୨୬।୫: ଦେଶରେ କରୋନା ମହାମାରୀ ସଙ୍କଟ ଜାରି ରହିଛି। କରୋନା ମହାମାରୀ ଭୂତାଣୁ ବିରୋଧରେ ଲଢ଼େଇ ଜାରି ରଖିବା ଲାଗି ଭାକ୍ସିନ୍‌ ହିଁ ଏକମାତ୍ର ବିକଳ୍ପ ଏବଂ ମୁଖ୍ୟ ଅସ୍ତ୍ର। ତେଣୁ ଦେଶବାସୀ ଭାକ୍ସିନ୍‌ର ଦୁଇଟି ଡୋଜ୍‌ ନେବା ଜରୁରୀ ବୋଲି…

ଭାରତ ସରକାରଙ୍କ ବିରୋଧରେ କୋର୍ଟରେ ପହଞ୍ଚିଲା ହ୍ବାଟସ୍‌ଆପ୍‌…

ନୂଆଦିଲ୍ଲୀ,୨୬।୫: ଭାରତ ସରକାରଙ୍କ ବିରୋଧରେ ହ୍ବାଟସ୍‌ଆପ୍‌ କୋର୍ଟର ଦ୍ୱାରସ୍ଥ ହୋଇଛି। ଦିଲ୍ଲୀ ହାଇକୋର୍ଟରେ ହ୍ବାଟସ୍‌ଆପ୍‌ ପକ୍ଷରୁ ଏକ ମାମଲା ଦାଏର କରାଯାଇଛି। ବୁଧବାରଠାରୁ ଭାରତାରେ ଲାଗୁ ହେବାକୁ ଥିବା ନୂଆ ଆାଇଟି ନିୟମ ଉପରେ ରୋକ ଲଗାଯିବା ପାଇଁ ହ୍ବାଟସ୍‌ଆପ୍‌ ଆବେଦନ…

‘ୟାସ୍‌’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୨୬ା୫(ବ୍ୟୁରୋ): ବାତ୍ୟା ‘ୟାସ’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହୋଇଛି। ସକାଳ ୯ଟାରୁ ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହୋଇଥିବା ଆଇଏମ୍‌ଡି ସୂତ୍ରରୁ ପ୍ରକାଶ। ବର୍ତ୍ତମାନ ମଧ୍ୟ ଭଦ୍ରକର ଧାମରାରୁ ୪୦ କିଲୋମିଟର ଦୂରରେ ରହିଛି ବାତ୍ୟା ୟାସ୍‌। ପଶ୍ଚିମବଙ୍ଗର ଦୀଘାଠାରୁ ୭୦ କିଲୋମିଟର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri