ପୁଣି ରକ୍ତମୁଖା ହେଲା ରୁଷିଆ: ଅଧରାତିରେ ୟୁକ୍ରେନ ଉପରେ ମିଶାଇଲ୍ ମାଡ଼
କିଭ୍/ମସ୍କୋ,୩୦ା୬(ରଏଟର୍ସ/ଏପି):୨୦୨୨ ଫେବୃଆରୀ ୨୪ରେ ରୁଷିଆ ୟୁକ୍ରେନ୍ ଉପରେ ଆକ୍ରମଣ କରିଥିଲା। ସେବେଠୁ ଯୁଦ୍ଧରେ ଉଭୟ ପକ୍ଷଙ୍କ ବହୁ ଧନଜୀବନ ହାନି ହେଲାଣି। ଯୁଦ୍ଧ ଆଗକୁ ନ ବଢ଼ାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ବାରମ୍ବାର ରୁଷୀୟ ପ୍ରତିପକ୍ଷ ଭ୍ଲାଡିମିର ପୁଟିନ୍…
ଭାରତୀୟ ବାଳକଙ୍କ ବିଶ୍ୱ ରେକର୍ଡ: ମାଉଣ୍ଟ ଏଲ୍ବ୍ରସ୍ରେ ଚଢ଼ିଲେ ୬ ବର୍ଷୀୟ ତେଘବୀର
ଚଣ୍ଡିଗଡ଼,୩୦।୬:ପଞ୍ଜାବର ରୋପର ଜିଲା ନିବାସୀ ତେଘବୀର ସିଂ(୬) ୟୁରୋପ ମହାଦେଶର ସବୁଠାରୁ ବଡ଼ ପର୍ବତ ମାଉଣ୍ଟ ଏଲ୍ବ୍ରସ୍ରେ ଚଢ଼ି ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ରୁଷିଆରେ ଅବସ୍ଥିତ ୧୮,୫୧୦ ଫୁଟ (୫,୬୪୨ ମିଟର) ଉଚ୍ଚତାର ଏହି ଗିରି ଶୃଙ୍ଗର ଶିଖରକୁ ଚଢ଼ିବାରେ…
ଜନ୍ମବେଦିରେ ଦାରୁଦିଅଁ: ଆଜିଠୁ ଭକ୍ତ ପାଇବେ ଆଡ଼ପ ଅବଢ଼ା
ପୁରୀ,୩୦ା୬ (ଅଜିତ୍ କୁମାର ମହାନ୍ତି):ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ କର୍ମବେଦି ଶ୍ରୀମନ୍ଦିର ଛାଡ଼ି ନବଦିନ ଯାତ୍ରାରେ ଆସି ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିରରେ ପହଞ୍ଚତ୍ଛନ୍ତି। ରଥତ୍ରୟ ଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ…
ଏହି ଜିଲାରେ ସୋମବାର ସମସ୍ତ ସ୍କୁଲ୍ ଛୁଟି, ୩ ଦିନ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ
ମୟୂରଭଞ୍ଜ,୨୯।୬: ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସୋମବାର ରାଜ୍ୟର ଚାରି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ରେଡ୍ ଆଲର୍ଟ ଜାରି କରାଯାଇଛି। ପ୍ରବଳ ବର୍ଷାର ଆଶଙ୍କାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲାରେ ଆସନ୍ତାକାଲି (ଜୁନ୍ ୩୦, ୨୦୨୫)…
ଝାଡ଼ଖଣ୍ଡରେ ପ୍ରବଳ ବର୍ଷା; ଓଡ଼ିଶାର ଏହି ଦୁଇ ଜିଲାରେ ବନ୍ୟା ଆଶଙ୍କା
ଭୁବନେଶ୍ୱର,୨୯।୬: ଝାଡ଼ଖଣ୍ଡର ଉପରମୁଣ୍ଡାରେ ପ୍ରବଳ ବର୍ଷା ଯୋଗୁଁ ଓଡ଼ିଶାର ବାଲେଶ୍ବର ଓ ମୟୂରଭଞ୍ଜ ଜିଲାରେ ପୁଣି ଥରେ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି। ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ଜଳକା ନଦୀ ତିନୋଟି ପ୍ରମୁଖ ନଦୀରେ ବନ୍ୟାର ଆଶଙ୍କା ଦୃଷ୍ଟିରୁ ପ୍ରଶାସନ ସଜାଗ…
ଆଡ଼ପମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି
ପୁରୀ,୨୯ା୬(ଅଜିତ୍ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ କର୍ମବେଦି ଶ୍ରୀମନ୍ଦିର ଛାଡ଼ି ନବଦିନ ଯାତ୍ରାରେ ଆସି ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିରରେ ପହଞ୍ଚିଛନ୍ତି। ରଥତ୍ରୟ ଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ…
‘କ୍ଷମା ମାଗନ୍ତୁ ଅରବିନ୍ଦ ପାଢ଼ୀ’: ରଥ ଉପରେ ଦୁର୍ବ୍ୟବହାର ଅଭିଯୋଗ ଆଣିଲେ ସେବାୟତ
ପୁରୀ, ୨୯ା୬: ଶ୍ରୀମନ୍ଦିରର ମୁଖ୍ୟପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ବିରୋଧରେ ସେବାୟତମାନେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ସେବାୟତମାନେ ଅଭିଯୋଗ କରିଛନ୍ତି ଯେ, ରଥ ଉପରେ ସେବା କାଳରେ ମୁଖ୍ୟପ୍ରଶାସକ ସେବାୟତଙ୍କୁ ଦୁର୍ବ୍ୟବହାର କରିଛନ୍ତି। ଏହି ଘଟଣାକୁ ନେଇ ସେବାୟତମାନେ ଅରବିନ୍ଦ ପାଢ଼ୀଙ୍କୁ ୨୪…
ଦଳାଚକଟା ତଦନ୍ତ ରିପୋର୍ଟ ଆସିବ ତ ? ବର୍ଷେ ହେଲାଣି ପ୍ରକାଶ ପାଇନି ବଡଠାକୁରଙ୍କ ବିଗ୍ରହ ଖସିପଡିବା ରିପୋର୍ଟ
ପୁରୀ,୨୯ା୬: ଚଳିତବର୍ଷ ପୁରୀ ରଥଯାତ୍ରା ସମୟରେ ଘଟିଥିବା ଦୁର୍ଘଟଣାଗୁଡ଼ିକ ରାଜ୍ୟରେ ତୀବ୍ର ଚର୍ଚ୍ଚାର ବିଷୟ ହୋଇଛି। ଏହାକୁ ନେଇ ବିରୋଧୀ ସରକାରଙ୍କୁ ଘେରିଲେଣି। ଟିକିଏ ପଛକୁ ଯାଇ ଦେଖିଲେ ଗତ ବର୍ଷ ରଥଯାତ୍ରା ସମୟରେ ବଡ଼ଠାକୁରଙ୍କ ବିଗ୍ରହ ଖସିପଡ଼ିବା ଘଟଣାର ତଦନ୍ତ…
ପୁରୀ ଦଳାଚକଟା ଘଟଣା: ମୃତକଙ୍କ ପରିବାର ସହ କଥା ହେଲେ ନବୀନ, ପ୍ରଶାସନ ଉପରେ ଅସନ୍ତୋଷ ପ୍ରକାଶ କଲେ ଲୋକେ
ପୁରୀ,୨୯ା୬ : ପୁରୀ ରଥଯାତ୍ରାରେ ଘଟିଥିବା ଦଳାଚକଟା ଘଟଣାକୁ ନେଇ ରାଜ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଏହି ଘଟଣାରେ ମୃତକଙ୍କ ପରିବାର ସହ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ନେତା ନବୀନ ପଟ୍ଟନାୟକ ଫୋନ ଯୋଗେ କଥା ହୋଇଛନ୍ତି। ଏହି ସମୟରେ…
ପୁରୀରେ ଦଳାଚକଟା ମୃତ୍ୟୁ: ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣୀ ସ୍ଥଗିତ
ଭୁବନେଶ୍ୱର,୨୯।୬: ପୁରୀରେ ରଥଟଣା ପରେ ଶନିବାର ବିଳମ୍ବିତ ରାତିରେ ଦଳାଚକଟା ଘଟଣାକୁ ନେଇ ସରକାର ଅଡୁଆ ପରିସ୍ଥିତିରେ ପଡିଥିଲା ବେଳେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆୟୋଜିତ ହେବାକୁ ଥିବା ଜନଶୁଣାଣୀ ଶିବିର ସ୍ଥଗିତ ରଖାଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଜନସାଧାରଣଙ୍କୁ ସୂଚନା…
ପୁରୀ ଦଳଚକଟା: ଦାୟିତ୍ୱ ନେଉ ନେଉ କହିଦେଲେ ପୁରୀ ଏସପି, ମହାପ୍ରଭୁ…
ପୁରୀ,୨୯।୬: ରଥଯାତ୍ରା ଦଳଚକଟାକୁ ନେଇ କେବଳ ରାଜ୍ୟ ନୁହେଁ ପୁରା ଦେଶ ଉଠୁଛି ପଡୁଛି। ଏହି ଘଟଣା ସାମ୍ନାକୁ ଆସିବା ପରେ ଆକ୍ସନ ମୋଡକୁ ଆସିଛନ୍ତି ରାଜ୍ୟ ସରକାର। ଦଳାଚକଟା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇ ପୁରୀ ଜିଲାପାଳ ଓ ଏସପିଙ୍କୁ…
ପୁରୀ ଦଳାଚକଟାରେ ରାହୁଲ ଗାନ୍ଧୀଙ୍କ ପ୍ରତିକ୍ରିୟା, କହିଲେ ଏତେ ବଡ଼ ଘଟଣାରେ ସୁରକ୍ଷା ବ୍ୟବସ୍ଥା…
ନୂଆଦିଲ୍ଲୀ,୨୯ା୬: ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ସମୟରେ ରବିବାର ଦଳାଚକଟା ଘଟଣାରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ରାହୁଲ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ଦଳାଚକଟା ଘଟଣା ଅତ୍ୟନ୍ତ ଦୁଃଖଦ। ଶୋକସନ୍ତପ୍ତ ପରିବାର ପ୍ରତି ମୋର ଗଭୀର ସମବେଦନା ଏବଂ ଆହତ ଭକ୍ତଙ୍କ…
Archives


