Home Middle

ମାଡ଼ି ଆସୁଛି ବାତ୍ୟା ‘ୟାସ’: ୪ମିଟର ଉଠିବ ସାମୁଦ୍ରିକ ଜୁଆର

ଭୁବନେଶ୍ୱର,୨୪ା୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ(ଡିପ୍ରେଶନ) ସୋମବାର ଭୟଙ୍କର ବାତ୍ୟାରେ ପରିଣତ ହୋଇଛି। ଏହା ପାରାଦୀପଠାରୁ ପୂର୍ବ ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ ୫୨୦ କିଲୋମିଟର ଏବଂ ବାଲେଶ୍ୱରର ଦକ୍ଷିଣ ଦକ୍ଷିଣ ପୂର୍ବ ଦିଗରେ ୬୦୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ…

ବାତ୍ୟା ଓଡ଼ିଶା ପାଇଁ ନୂଆ ନୁହେଁ, ତଥାପି ଆମକୁ ସାବଧାନ ହେବାକୁ ପଡ଼ିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ବାତ୍ୟା ୟାସ୍‌ ନେଇ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ସମ୍ବୋଧନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମକୁ ଏକ ସମୟରେ ଦୁଇଟି ବଡ଼ ବିପଦର ମୁକାବିଲା କରିବାକୁ ପଡ଼ିବ। ଗତ ବର୍ଷ ଆମେ କୋଭିଡ୍‌ ସହ ଅମ୍ଫନ ବାତ୍ୟାକୁ ସାମ୍ନା…

ମାଡ଼ି ଆସିଲା ବିପଦ: ବ୍ଲାକ୍‌-ହ୍ବାଇଟ୍‌ ପରେ ଏବେ ୟେଲୋ ଫଙ୍ଗସ୍‌ ଆତଙ୍କ..

ଗାଜିଆବାଦ୍‌,୨୪।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। କରୋନା ଭୂତାଣୁ ସହିତ ବ୍ଲାକ୍‌ ଏବଂ ହ୍ବାଇଟ୍‌ ଫଙ୍ଗସ୍‌ ନେଇ ଦେଶରେ ସଙ୍କଟ ଦେଖାଦେଇଛି। ଏବେ ଉତ୍ତରପ୍ରଦେଶର ଗାଜିଆବାଦ୍‌ରେ ୟେଲୋ ଫଙ୍ଗସ୍‌ର ପ୍ରଥମ ଘଟଣା ନଜରକୁ ଆସିଛି। ସମ୍ପୃକ୍ତ…

ବିଳମ୍ବ ନ କରି ଲୋକଙ୍କୁ ତୁରନ୍ତ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦେଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୨୪ା୫(ବ୍ୟୁରୋ): ବାତ୍ୟା ‘ୟାସ’ ଓଡ଼ିଶାରେ ଲ୍ୟାଣ୍ଡଫଲ୍‌ କରିବାର ସମ୍ଭାବନାକୁ ଦେଖି ସରକାର ପ୍ରସ୍ତୁତ ଥିବା କହିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା। ଏହା ସହିତ ପ୍ରଭାବିତ ହେବାକୁ ଥିବା ଜିଲାର ଜିଲାପାଳମାନଙ୍କୁ ମଧ୍ୟ ଏସ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି ଯେ, ପାଗକୁ…

ଭାରତରେ ମିଳିବ ‘ଆଣ୍ଟିବଡ଼ି କକ୍‌ଟେଲ’: ପ୍ରତି ଡୋଜ୍‌ ଦାମ୍‌ ୫୯,୭୫୦ ଟଙ୍କା..

ନୂଆଦିଲ୍ଲୀ,୨୪।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଲୋକଙ୍କୁ ସାଧାରଣ ଏବଂ ମଧ୍ୟମ ଲକ୍ଷଣ ପ୍ରକାଶ ପାଉଥିବା କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ଭାରତ ବଜାରରେ ସୁଇଜରଲାଣ୍ଡ ଔଷଧ କମ୍ପାନୀ ରୋଚେ ଦ୍ୱାରା ପ୍ରସ୍ତୁତ ହୋଇଥିବା ‘ଆଣ୍ଟିବଡ଼ି କକ୍‌ଟେଲ’ ଏବେ…

ପରିଚୟ ପତ୍ର ନ ଥିଲେ ବି ଦିଆଯିବ କରୋନା ଟିକା: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…

ନୂଆଦିଲ୍ଲୀ,୨୪।୫: ଦେଶରେ କରୋନା ମହାମାରୀ ସଂକ୍ରମଣକୁ ରୋକିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଟିକାକରଣ ପାଇଁ ଆଧାର କାର୍ଡ, ଭୋଟର ପରିଚୟ ପତ୍ର, ପାସପୋର୍ଟ, ଡ୍ରାଇଭିଂ ଲାଇସେନ୍ସ, ପ୍ୟାନ୍‌ କାର୍ଡ, ଏନ୍‌ପିଆର୍‌…

ତୃତୀୟ ଲହର ପାଇଁ ପ୍ରସ୍ତୁତି: ୧୨ ବର୍ଷ ପର୍ଯ୍ୟନ୍ତ ବୟସ୍କ ପିଲାଙ୍କ ମାତାପିତାଙ୍କୁ ପ୍ରଥମେ ଦିଆଯିବ ଭାକ୍ସିନ୍‌…

ଲକ୍ଷ୍ନୌ,୨୪।୫: କରୋନା ମହାମାରୀ ଭୂତାଣୁ ସଂକ୍ରମଣର ତୃତୀୟ ଲହର ଆଶଙ୍କାକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ରାଜ୍ୟରେ ୧୨ ବର୍ଷ ପର୍ଯ୍ୟନ୍ତ ବୟସ୍କ ପିଲାଙ୍କ ମାତାପିତାଙ୍କୁ ଭାକ୍ସିନ୍‌ ଦେବାରେ ଅଗ୍ରାଧିକାର ପ୍ରଦାନ କରାଯିବ।…

କରୋନା ପୃଥିବୀରେ ନ ବ୍ୟାପିବା ପୂର୍ବରୁ ଉହାନ୍‌ ଲ୍ୟାବ୍‌ର ଗବେଷକ ହୋଇଥିଲେ ଆକ୍ରାନ୍ତ: ଓ୍ବାଲ ଷ୍ଟ୍ରିଟ୍‌ ଜର୍ନାଲ…

ଓ୍ବାଶିଂଟନ,୨୪।୫: କକରୋନା ମହାମାରୀ ଭୂତାଣୁ ସଂକ୍ରମଣ ପ୍ରଥମେ ଚାଇନାର ଉହାନରେ ଦେଖାଦେଇଥିଲା। ଉହାନ୍‌ ଲ୍ୟାବ୍‌ରୁ ଏହା ଅସାବଧାନତାରୁ ବାହାରକୁ ଆସିଥିବାର ସନ୍ଦେହ ଏବେ ସତ୍ୟରେ ପରିଣତ ହେବାକୁ ଯାଉଛି। ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନ ବ୍ୟାପିବା ପୂର୍ବରୁ ଉହାନ୍‌ ଲ୍ୟାବ୍‌ରେ…

ଯୁଦ୍ଧ କରିବାକୁ ନାହାନ୍ତି ଯୋଦ୍ଧା

ବଇଣ୍ଡା,୨୪ା୫:  କୋଭିଡ୍‌ ବିରୋଧୀ ଯୁଦ୍ଧରେ ଡାକ୍ତର, ନର୍ସ ଓ ଅନ୍ୟ କର୍ମଚାରୀ ସମ୍ମୁଖ ଯୋଦ୍ଧା ସାଜିଛନ୍ତି। ସେମାନଙ୍କୁ ଉପଯୁକ୍ତ ପରିଚାଳନା ଓ ସହଯୋଗ ହିଁ ଏହି ଲଢ଼େଇରେ ବିଜୟ ଦେଇପାରିବ। ହେଲେ ଏ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଆନ୍ତରିକତା ନେଇ ପ୍ରଶ୍ନ ଉଠାଇଛନ୍ତି…

କରୋନା ଭୂତାଣୁ ପ୍ରାକୃତିକ ଅବା ଲ୍ୟାବ୍‌ରେ ତିଆରି, ବିଶେଷଜ୍ଞ ଦେଲେ ଏଭଳି ଉତ୍ତର…

ଓ୍ବାଶିଂଟନ,୨୪।୫: କରୋନା ମହାମାରୀ ଭୂତାଣୁ ସଂକ୍ରମଣ ପ୍ରଥମେ ଚାଇନାର ଉହାନରେ ଦେଖାଦେଇଥିଲା। ଉହାନ୍‌ ଲ୍ୟାବ୍‌ରୁ ଏହା ଅସାବଧାନତାରୁ ବାହାରକୁ ଆସିଥିବା ସନ୍ଦେହ କରାଯାଉଛି। ତେବେ ଏପରିସ୍ଥଳେ ଆମେରିକାର ବିଶେଷଜ୍ଞ ଡ. ଆନ୍ଥୋନୀ ଫାଉଚି ଗୁରୁତ୍ୱପୂର୍ଣ୍ଣ ମତାମତ ଦେଇଛନ୍ତି। ସେ କହିଛନ୍ତି ଯେ,…

ଭୀଷଣ ବେଗରେ ମାଡିଆସୁଛି ବାତ୍ୟା ‘ୟାସ୍‌’: ୨୬ ତାରିଖ ମଧ୍ୟାହ୍ନରେ ରଚିବ ତାଣ୍ଡବ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଥମେ ଅବପାତ ଓ ପରେ ଗଭୀର ଅବପାତର ରୂପ ନେଇ ଆଗକୁ ମାଡି ଚାଲିଛି। ଘଣ୍ଟାପ୍ରତି ମାତ୍ର ୪ କିମି ବେଗରେ ଗତି କରୁଥିବା ଗଭୀର ଅବପାତ କ୍ରମଶଃ ଘନୀଭୂତ ହୋଇ ଆଜି ଭୋର…

ତୃତୀୟ ଲହର ଆଶଙ୍କା ନେଇ ଆତଙ୍କ: ରାଜସ୍ଥାନରେ ୬୦୦ରୁ ଅଧିକ ଶିଶୁ ଆକ୍ରାନ୍ତ…

ଜୟପୁର,୨୪।୫: କରୋନାର ତୃତୀୟ ଲହର ଆଶଙ୍କା ନେଇ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ରାଜସ୍ଥାନର ଦୌସା ଏବଂ ଡୁଙ୍ଗରପୁର ଦୁଇ ଜିଲାରେ ୬୦୦ରୁ ଅଧିକ ଶିଶୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କଠାରେ କରୋନା ଲକ୍ଷଣ ପ୍ରକାଶ ପାଇଛି। ଏହାକୁ ନେଇ ରାଜ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri