Home Middle

ବିପୁଳ ଟଙ୍କା ଧରି ଓମାନରେ ଅଶ୍ରଫ୍‌ ଗନି

କାବୁଲ, ୧୬।୮: ତାଲିବାନ ଆତଙ୍କବାଦୀମାନେ ରବିବାର କାବୁଲରେ ପ୍ରବେଶ କରିବା ପରେ ଆଫଗାନିସ୍ତାନର ରାଷ୍ଟ୍ରପତି ଅଶ୍ରଫ ଗନି ନିଜ ପଦରୁ ଇସ୍ତଫା ଦେଇ ଦେଶ ଛାଡ଼ି ପଳାଇଯାଇଛନ୍ତି। ପ୍ରଥମେ ସେ ତାଜିକିସ୍ତାନ ଯାଇଥିଲେ। ତେବେ ସେଠାରେ ତାଙ୍କ ବିମାନକୁ ଅବତରଣ ଅନୁମତି…

ଏହା କୌଣସି ମେଳାର ଚିତ୍ର ନୁହେଁ, ଆଫଗାନିସ୍ତାନ ଏୟାରପୋର୍ଟର ଅବସ୍ଥା

କାବୁଲ୍‌,୧୬ା୮: ଆଫଗାନିସ୍ତାନକୁ ତାଲିବାନ ସମ୍ପୂର୍ଣ୍ଣ କବ୍‌ଜା କରିବା ପରେ ଲୋକେ ନିଜ ନିଜର ଜୀବନ ବଞ୍ଚାଇବା ପାଇଁ ସଂଘର୍ଷ କରୁଛନ୍ତି। ସୋମବାର ସକାଳେ କାବୁଲ ଏୟାରପୋର୍ଟର ଏକ ଫଟୋ ସାମ୍ନାକୁ ଆସିଛି। ଯାହା ଦେଖିଲେ ଆଖିକୁ ବିଶ୍ୱାସ କରି ହେବନାହିଁ। ଏଠାରେ…

କଥା ଦେଇ କଥା ରଖିଲେ ମୋଦି

ନୂଆଦିଲ୍ଲୀ,୧୬।୮: ଟୋକିଓ ଅଲିମ୍ପିକ୍ସ ୨୦୨୦ରେ ଅଂଶଗ୍ରହଣ କ୍‌ରିଥିବା ଭାରତୀୟ ଖେଳାଳିଙ୍କ ପାଇଁ ସୋମବାର ଏକ ଜଳଖିଆ ପାର୍ଟିର ଆୟୋଜନ ହୋଇଛି। ଏହି ପାର୍ଟିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇ ଖେଳାଳିଙ୍କ ସହ ଜଳଖିଆ ଖାଇଥିଲେ। ଏହାସହ ବ୍ୟାଡମିଣ୍ଟନରେ ବ୍ରୋଞ୍ଚ ପଦକ…

କାବୁଲ ବିମାନବନ୍ଦରରେ ଭୟଙ୍କର ପରିସ୍ଥିତି

କାବୁଲ,୧୬।୮: ଆଫଗାନିସ୍ତାନକୁ ତାଲିବାନ ଦଖଲ କରି ନେବାପରେ ଦେଶରେ ପରିସ୍ଥିତି ଭୟଙ୍କର ରହିଛି। ଲୋକମାନେ କୌଣସି ଜିନିଷ ନ ନେଇ ଦେଶ ଛାଡି ପଳାଉଛନ୍ତି। ଅନ୍ୟପକ୍ଷରେ କାବୁଲ ବିମାନବନ୍ଦରରେ ବହୁ ସଂଖ୍ୟାରେ ଜନସମାଗମ ହୋଇଛି। ଏହି କାରଣରୁ ସେଠାରେ ଦଳଚକଡା ପରିସ୍ଥିତି…

ଏଣିକି ସ୍ବର୍ଗଦ୍ୱାରରେ ମୃତଦେହ ସତ୍କାର

ପୁରୀ ଅଫିସ,୧୬ା୮: ଦୀର୍ଘ ୪ ମାସ ପରେ ସୋମବାରଠାରୁ ସ୍ବର୍ଗଦ୍ୱାରରେ ପୁରୀ ଜିଲା ବାହାର ଲୋକଙ୍କ  ମୃତଦେହ ସତ୍କାର କରାଯାଇପାରିବ। ସରକାରଙ୍କ ନିୟମ ଅନୁଯାୟୀ, କେବଳ କୋଭିଡ୍‌ ନେଗେଟିଭ୍‌ ବ୍ୟକ୍ତିଙ୍କର ହିଁ ମୃତଦେହ ସତ୍କାର କରାଯାଇପାରିବ। ଏଥିସହ ସମ୍ପୂର୍ଣ୍ଣ କୋଭିଡ୍‌ କଟକଣାରେ…

ଆଜିଠୁ ସ୍କୁଲରେ ଆରମ୍ଭ ହେଲା ୯ମ ଶ୍ରେଣୀ ପାଠପଢ଼ା

ଭୁବନେଶ୍ୱର,୧୬ା୮(ବ୍ୟୁରୋ): ସୋମବାରଠାରୁ ରାଜ୍ୟରେ ନବମ ଶ୍ରେଣୀ ପିଲାଙ୍କ ପାଇଁ ଶ୍ରେଣୀକକ୍ଷରେ ପାଠପଢ଼ା ଆରମ୍ଭ ହୋଇଛି। କରୋନା ସଂକ୍ରମଣ କମିବା ପରେ ସ୍ଥିତିକୁ ଦୃଷ୍ଟିରେ ରଖି ଅଭିଭାବକଙ୍କ ଅନୁମତି ନେଇ ପିଲାମାନେ ସ୍କୁଲକୁ ପଢ଼ିବାକୁ ଆସିଛନ୍ତି। ସକାଳ ୯ଟାରୁ କ୍ଲାସ ଆରମ୍ଭ ହୋଇଥିବା…

ଖୋଲିଲା ଶ୍ରୀମନ୍ଦିର: ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ପୁରୀବାସୀ

ପୁରୀ ଅଫିସ,୧୬ା୮: ଦୀର୍ଘ ୪ ମାସ ପରେ ଭକ୍ତ ଓ ଭଗବାନଙ୍କ ମିଳନ ହୋଇଛି । ସୋମବାରଠାରୁ ଖୋଲିଛି ଶ୍ରୀମନ୍ଦିର। ଆଜି କେବଳ ପୁରୀବାସୀ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି। ଶ୍ରୀମନ୍ଦିର ପ୍ରଶାସନ କରିଥିବା ଟୋକନ ବ୍ୟବସ୍ଥା ଅନୁସାରେ ସକାଳ ୭ଟାରୁ ଓ୍ବାର୍ଡ…

ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଆଜି ତୃତୀୟ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ସକାଳ ୭.୩୦ ରେ ଦିଲ୍ଲୀର…

ଏକାଠି ଚାଲିଗଲେ ମା’ ଝିଅ

ବସ୍ତା,୧୫।୮(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ବସ୍ତା ଥାନା ୬୦ ନମ୍ବର ଜାତୀୟ ରାଜପଥରେ ରବିବାର ଘଟିଛି ମର୍ମନ୍ତୁଦ ଦୁର୍ଘଟଣା। ରାସ୍ତାରେ ଚାଲିକି ଯାଉଥିବା ମା’ ଝିଅଙ୍କୁ ଏକ ତେଲ ବୋଝେଇ ଟେଙ୍କର ଧକ୍କା ଦେଇ ୩୦ ଫୁଟ ଗଭୀରକୁ ଖସି ପଡିଛି। ଫଳରେ…

ଆସୁଛି ଲଘୁଚାପ

ଭୁବନେଶ୍ୱର,୧୫।୮(ବ୍ୟୁରୋ): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ବାତ୍ୟା ବଳୟ ସୃଷ୍ଟି ହୋଇଛି । ଏହା ୧୭ ତାରିଖ ସୁଦ୍ଧା ଲଘୁଚାପରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ରବିବାର ପୂର୍ବାନୁମାନ କରାଯାଇଛି। ଲଘୁଚାପ ପ୍ରଭାବରେ ଓଡ଼ିଶା, ଆନ୍ଧ୍ରପ୍ରଦେଶ, ତେଲଙ୍ଗାନା, ଛତିଶଗଡ଼,…

ପାର୍ଲାମେଣ୍ଟ୍‌ରେ ହେଉନି ଉପଯୁକ୍ତ ବିତର୍କ, ପ୍ରତିକ୍ରିୟା ଦେଲେ ସିଜେଆଇ…

ନୂଆଦିଲ୍ଲୀ,୧୫।୮: ପାର୍ଲାମେଣ୍ଟ୍‌ରେ ଉପଯୁକ୍ତ ବିତର୍କ ନ ହୋଇ ଆଇନ ପାରିତ ହେଉଛି। ଏହାଦ୍ୱାରା ସମ୍ପୃକ୍ତ ଆଇନର ସ୍ପଷ୍ଟତାର ଅଭାବ ପରିଲକ୍ଷିତ ହେଉଛି ବୋଲି ସୁପ୍ରିମ୍‌କୋର୍ଟର ପ୍ରଧାନ ବିଚାରପତି(ସିଜେଆଇ) ଏନ୍‌.ଭି. ରମନା କ୍ଷୋଭ ପ୍ରକାଶ କରିଛନ୍ତି। ପାର୍ଲାମେଣ୍ଟରେ ଆଇନ ସହିତ ଜଡ଼ିତ ଥିବା…

ମିଶନ କର୍ମଯୋଗୀ, ପ୍ରଶାସନିକ ସେବାକୁ କରିଛି ସୁଦୃଢ଼: ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୫।୮: ପ୍ରଶାସନିକ ସେବାକୁ ସୁଦୃଢ଼ କରିବା ଲାଗି ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ମିଶନ କର୍ମଯୋଗୀ ଯୋଗୁ ସୁଫଳ ମିଳିପାରିଛି। ଏହି ଜାତୀୟସ୍ତରୀୟ କାର୍ଯ୍ୟକ୍ରମ ଦ୍ୱାରା ସିଭିଲ୍‌ ସର୍ଭିସ୍‌ କାପାସିଟି ବିଲ୍ଡିଂ ସମ୍ଭବ ହୋଇ ପାରିଥିବା ନେଇ ଦେଶର ୭୫ ତମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri