Home Middle

ମାନିଲା ପ୍ରଶାସନ, ରାହୁଲ-ପ୍ରିୟଙ୍କାଙ୍କୁ ଲକ୍ଷ୍ମୀପୁର ଯିବାକୁ ଅନୁମତି…

ଲକ୍ଷ୍ନୌ,୬।୧୦: ଶେଷରେ ଉତ୍ତରପ୍ରଦେଶ ପ୍ରଶାସନ ମାନିଛି। ଲକ୍ଷ୍ମୀପୁର ଖିରି ହିଂସାଗ୍ରସ୍ତ ଅଞ୍ଚଳ ପରିଦର୍ଶନ ପାଇଁ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଏବଂ ରାହୁଲ ଗାନ୍ଧୀଙ୍କୁ ଅନୁମତି ମିଳିଛି। ଏହା ସହିତ ଅନ୍ୟ ୩ ଜଣଙ୍କୁ ମଧ୍ୟ ଅନୁମତି ମିଳିଛି।…

ଅନ୍ୟଙ୍କୁ ମୃତ୍ୟୁ ଭଳି ସଙ୍କଟରେ ପକାଇ ଉତ୍ସବ ପାଳନ କରିବା ଠିକ ନୁହେଁ…

ନୂଆଦିଲ୍ଲୀ,୬।୧୦: ଉତ୍ସବ ପାଳନ କରିବାକୁ ମନା ନାହିଁ। କିନ୍ତୁ ଅନ୍ୟଙ୍କୁ ମୃତ୍ୟୁ ଭଳି ସଙ୍କଟରେ ପକାଇ ଉତ୍ସବ ପାଳନ କରିବା ଠିକ ନୁହେଁ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି। ଦିଲ୍ଲୀରେ ବାଣ ବିକ୍ରି ମନା ଏବଂ ଏହାର ବ୍ୟବହାର ବନ୍ଦ କରିବା ବିରୋଧରେ…

ଅନୁକମ୍ପାମୂଳକ ନିଯୁକ୍ତି ଅଧିକାର ନୁହେଁ…

ନୂଆଦିଲ୍ଲୀ,୬।୧୦: ସରକାରଙ୍କୁ ପକ୍ଷରୁ ପ୍ରଦାନ କରାଯାଉଥିବା ଅନୁକମ୍ପା ମୂଳକ ନିଯୁକ୍ତି ଦୟା ମନୋଭାବ ଯୋଗୁ କରାଯାଇଥାଏ। ହଠାତ୍‌ ସଙ୍କଟ ଦୂର କରିବା ଲାଗି ସରକାରଙ୍କ ପକ୍ଷରୁ ଏଭଳି କରାଯାଇଥାଏ। ମାତ୍ର ଏହା ଅଧିକାର ନୁହେଁ ବୋଲି ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ କୁହାଯାଇଛି। ଶୀର୍ଷ…

ଅନୁଶାସନହୀନତା ପାଇଁ ତାଗିଦ୍‌ ଆତ୍ମହତ୍ୟା କରିବାକୁ ଉସୁକାଇବା ନୁହେଁ, କହିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୬।୧୦: ଅନୁଶାସନହୀନତା ପାଇଁ କୌଣସି ଶିକ୍ଷାର୍ଥୀ ତାଗିଦ୍‌ କରିବା ଆତ୍ମହତ୍ୟା କରିବାକୁ ଉସୁକାଇବା ନୁହେଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସର୍ବୋଚ୍ଚ ଅଦାଲତ କହିଛନ୍ତି ଛାତ୍ରୀ ଛାତ୍ରଙ୍କୁ ମାଡ ମାରିବା ଠିକ ନୁହେଁ, ଏହାର ଅର୍ଥ ନୁହେଁ ଯେ, କୌଣସି ଶିକ୍ଷକ କିମ୍ବା…

୨୦ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୬।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୨୦ ହଜାର ତଳେ ରହିଛି। ୨୦୩ ଦିନ ପରେ ଦୈନିକ ସଂକ୍ରମଣ କମି ୧୮ ହଜାର ୮୩୩ ରେ ପହଞ୍ଚିଛି। ଏହି ସମୟ…

ରୋଷେଇ ପୁଣି ଘରେ ମହଙ୍ଗା ମାଡ଼…

ନୂଆଦିଲ୍ଲୀ,୬।୧୦: ରୋଷେଇ ଘରେ ପୁଣି ମହଙ୍ଗା ମାଡ଼ ହୋଇଛି। ଘରେ ରୋଷେଇ ପାଇଁ ବ୍ୟବହୃତ ହେଉଥିବା ସିଲିଣ୍ଡର ଦାମ୍‌ ପୁଣି ବଢ଼ିଛି। ୧୪.୨ କିଲୋଗ୍ରାମ୍‌ ସିଲଣ୍ଡର ଦାମ୍‌ ୧୫ ଟଙ୍କା ବଢ଼ିଛି। ଫଳରେ ଏବେ ଏହାର ଦାମ୍‌ ଦିଲ୍ଲୀ-ମୁମ୍ବାଇରେ ୮୯୯.୫୦ ଟଙ୍କା…

ମହାକାଶରେ ହେବ ଫିଲ୍ମ ଶୁଟିଂ

ମସ୍କୋ, ୬ା୧୦: ଏଣିକି ମହାକାଶରେ ଶୁଭିବ ଲାଇଟ୍‌ସ, କ୍ୟାମେରା ଏବଂ ଆକ୍ସନ ଶବ୍ଦ। ପର୍ଯ୍ୟଟନ ପରେ ଏବେ ଦୁନିଆ ଦେଖିବ ସ୍ପେସ୍‌ରେ ଫିଲ୍ମ ଶୁଟିଂ ଦୃଶ୍ୟ। ମହାକାଶ ଇତିହାସରେ ପ୍ରଥମ ଥର ପାଇଁ ରୁଷିଆ ଏଭଳି ବିରଳ ରେକର୍ଡର ଅଧିକାରୀ ହେବାକୁ…

ତାଇଓ୍ବାନ ସୀମାରେ ଚାଇନା ଯୁଦ୍ଧବିମାନ

ତାଇପେଇ/ବେଜିଂ/ ଓ୍ବାଶିଂଟନ,୬।୧୦: ତାଇଓ୍ବାନର ଏୟାର ଡିଫେନ୍ସ ଆଇଡେଣ୍ଟିଫିକେଶନ ଜୋନ୍‌ (ଏଡିଆଇଜେଡ୍‌)ରେ ଚାଇନାର ୫୬ ଯୁଦ୍ଧବିମାନ ଅନୁପ୍ରବେଶ କରିଛି। ଏହାକୁ ନେଇ ଦୁଇ ପଡ଼ୋଶୀ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଏଭଳି ଦାୟିତ୍ୱହୀନ ତଥା ଉତ୍ତେଜନାମୂଳକ କାର୍ଯ୍ୟରୁ କ୍ଷାନ୍ତ ରହିବା ପାଇଁ…

ପୁରୁଣା ଗାଡ଼ିକୁ ଫି ବୋଝ

ନୂଆଦିଲ୍ଲୀ,୬।୧୦: ପୁରୁଣା ଗାଡ଼ିର ପଞ୍ଜୀକରଣକୁ ନବୀକରଣ କରାଇବା ଏବେ ମହଙ୍ଗା ହେବ। ଏବେକାର ମୂଲ୍ୟର ପ୍ରାୟ ୮ଗୁଣ ଅଧିକ ଫି ଦେବାକୁ ପଡ଼ିବ। ଏନେଇ କେନ୍ଦ୍ର ସରକାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ପୁରୁଣା ଯାନ ଉପରେ ଏଭଳି ଅତ୍ୟଧିକ ଫି ବୋଝ…

ଚେନ୍ନାଇରେ ବିଦାୟୀ ମ୍ୟାଚ୍‌ ଖେଳିବାକୁ ଚାହେଁ

ଚେନ୍ନାଇ,୬।୧୦: ଚଳିତ ଆଇପିଏଲ୍‌ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଲାଗି ଅନ୍ତିମ ସିଜନ ହୋଇପାରେ ବୋଲି ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସେ ପରବର୍ତ୍ତୀ ଆଇପିଏଲ ସିଜନରେ ଖେଳିବେ ବୋଲି ଇଣ୍ଡିଆ ସିମେଣ୍ଟର ୭୫ ବର୍ଷ…

୫୦ ବଲରେ ଶେଷ ହେଲା ମ୍ୟାଚ୍‌

ଶାରଜା,୫।୧୦: ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ୧୧.୪ ଓଭର ପୂର୍ବରୁ ହାତରେ ୮ ଉଇକେଟ ଥାଇ ରାଜସ୍ଥାନ ରୟାଲ୍ସକୁ ହରାଇ ଦେଇଛି। ଏହି ବିଜୟ ସହ ମୁମ୍ବାଇ ଦଳର ପ୍ଲେ-ଅପ୍‌ ଆଶା ଉଜ୍ଜୀବିତ ରହିଛି। ରାଜସ୍ଥାନ ପକ୍ଷରୁ ଧାର୍ଯ୍ୟ ୯୧ ରନ୍‌ର…

ପଦାର୍ଥ ବିଜ୍ଞାନରେ ୩ ଜଣଙ୍କୁ ନୋବେଲ ପୁରସ୍କାର…

ଓ୍ବାଶିଂଟନ,୫।୧୦: ପଦାର୍ଥ ବିଜ୍ଞାନରେ ୨୦୨୧ରେ ୩ ଜଣ ବୈଜ୍ଞାନିକଙ୍କୁ ଉଲ୍ଲେଖନୀୟ ଅବଦାନ ପାଇଁ ନୋବେଲ ପୁରସ୍କାର ପ୍ରଦାନ କରାଯିବାକୁ ମଙ୍ଗଳବାର ଘୋଷଣା କରାଯାଇଛି। ସେମାନଙ୍କ ମଧ୍ୟରେ ଜାପାନର ସୋୟୁକୁରୁ ମାନାବେ, ଜର୍ମାନୀର କ୍ଲାଉସ୍‌ ହାସେଲମାନ୍ନ ଏବଂ ଇଟାଲୀର ଜିଓର୍ଜିଓ ପାରିସି ରହିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?