Home Middle

କରୋନା ଲଢ଼େଇରେ ଅଣ୍ଟା ଭିଡ଼ିଲା ଇସ୍ରୋ: ତିଆରି କଲା ସ୍ବଦେଶୀ ଅକ୍ସିଜେନ୍‌ କନସେନଟ୍ରେଟର..

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଏପରିସ୍ଥଳେ ଇସ୍ରୋ କରୋନା ଲଢ଼େଇ ପାଇଁ ଅଣ୍ଟା ଭିଡ଼ିଛି। ଇସ୍ରୋ ପକ୍ଷରୁ ସ୍ବଦେଶୀ ଜ୍ଞାନକୌଶଳରେ ଅକ୍ସିଜେନ୍‌ କନସେନଟ୍ରେଟର ତିଆରି କରିଛି। ଇସ୍ରୋର ବିକ୍ରମ ସରାଭାଇ ମହାକାଶ…

ପଦ୍ମଶ୍ରୀ ରଘୁନାଥ ମହାପାତ୍ରଙ୍କ ପରେ କରୋନାରେ ଚାଲିଗଲେ ପୁଅ  

ଭୁବନେଶ୍ୱର,୧୯।୫(ବ୍ୟୁରୋ): ବିଧିର ବିଧାନ ବଡ଼ ବିଚିତ୍ର। ଦଇବ ଦାଉ ସାଧିଲା। ୧୧ଦିନ ପୂର୍ବରୁ ବାପା ପରପାରିକୁ ଚାଲିଯାଇଥିବା ବେଳେ ଏବେ ପୁଅଙ୍କର ଦେହାନ୍ତ ହୋଇଛି। ପଦ୍ମଶ୍ରୀ ରଘୁନାଥ ମହାପାତ୍ରଙ୍କ ଦେହାନ୍ତର ୧୧ ଦିନରେ ତାଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ଦେହାନ୍ତ ହୋଇଛି।…

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ମତାମତ ନୁହେଁ ଭାରତର ବକ୍ତବ୍ୟ: ଜୟଶଙ୍କର..

ନୂଆଦିଲ୍ଲୀ,୧୯।୫: ଦେଶରେ ଜାରି ରହିଥିବା କରୋନା ମହାମାରୀ ସଂକ୍ରମଣ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ମତାମତ ନେଇ ଭାରତ ସିଙ୍ଗାପୁର ସମ୍ପର୍କରେ ଫାଟ ସୃଷ୍ଟି ହେବା ପୂର୍ବରୁ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଜୟଶଙ୍କର…

୯ ମାସ ହେଲା ଧୂଳି ଖାଉଛି ପିଏମ୍‌ କେୟାର୍ସର ୨୫ ଭେଣ୍ଟିଲେଟର…

ଦରଭଙ୍ଗା,୧୯।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ପିଏମ୍‌ କେୟାର୍ସ ଫଣ୍ଡ୍‌ ପକ୍ଷରୁ ଯୋଗାଇ ଦିଆଯାଇଥିବା ଭେଣ୍ଟିଲେଟର ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଲଗାତାର ବିବାଦ ଘେରରେ…

ବିପଦ ଉପରେ ବିପଦ: ତଉକ୍‌ତାଏ ପରେ ଏବେ ମାଡ଼ି ଆସୁଛି ବାତ୍ୟା ‘ୟାସ୍‌’…

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁନି। ଏପରିସ୍ଥଳେ ବିପଦ ଉପରେ ବିପଦ ମାଡ଼ି ଆସୁଛି। ସମ୍ପ୍ରତି ବାତ୍ୟା ତଉକ୍‌ତାଏ ଯୋଗୁ ଗୁଜରାଟ,କରେଳ, ଗୋଆ, ମହାରାଷ୍ଟ୍ରରେ ବହୁ କ୍ଷୟକ୍ଷତି ହୋଇଛି। ଏହି ବାତ୍ୟା ଯୋଗୁ ଗୁଜରାଟରେ ୪୫ ଏବଂ…

କରୋନା ଗ୍ରାଫ୍‌ କମିଲେ ବି ଲିଭୁନି ଜୁଇ ନିଆଁ: ୨୪ ଘଣ୍ଟାରେ ୪,୫୨୯ ମୃତ…

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା ପୂର୍ବପରି ରହିଛି। ଗତ…

୨ରୁ ୧୮ ବର୍ଷଙ୍କ ପାଇଁ କୋଭାକ୍ସିନ ଟ୍ରାଏଲ

ନୂଆଦିଲ୍ଲୀ, ୧୯ା୫: ଆଗାମୀ ୧୦ରୁ ୧୨ ଦିନ ମଧ୍ୟରେ ଦେଶରେ ୨ରୁ ୧୮ ବର୍ଷ ବୟସ ବର୍ଗଙ୍କ ପାଇଁ ଭାରତ ବାୟୋଟେକ୍‌ର ‘କୋଭାକ୍ସିନ’ ଟିକା ଟ୍ରାଏଲ ଆରମ୍ଭ ହେବ। ଏ ନେଇ ନୀତି ଆୟୋଗ(ସ୍ବାସ୍ଥ୍ୟ)ର ସଦସ୍ୟ ଭି. କେ. ପଲ୍‌ ମଙ୍ଗଳବାର…

ଅବସ୍ଥା କହୁଛି ନେତୃତ୍ୱ କେମିତି

ନୂଆଦିଲ୍ଲୀ,୧୯ା୫: ଭାରତର ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ପୂର୍ବତନ ଗଭର୍ନର ରଘୁରାମ ରାଜନ ନିକଟରେ କୋଭିଡ୍‌-୧୯ ମହାମାରୀକୁ ଦେଶ ପାଇଁ ସ୍ବାଧୀନତା ପରେ ସବୁଠୁ ବଡ଼ ଚ୍ୟାଲେଞ୍ଜ ଭାବେ ଅଭିହିତ କରିଥିଲେ। ଏହାସହ ଦେଶର ନେତୃତ୍ୱ କେମିତି ରହିଛି ତାହା ସାମ୍ପ୍ରତିକ ଅବସ୍ଥାରୁ…

ସିଙ୍ଗାପୁର ଷ୍ଟ୍ରେନ୍‌ରେ ତୃତୀୟ ଲହର ଆଶଙ୍କା

ନୂଆଦିଲ୍ଲୀ, ୧୯ା୫: ସିଙ୍ଗାପୁରରେ ଚିହ୍ନଟ ହୋଇଥିବା କରୋନା ଭାଇରସ୍‌ର ନୂଆ ଷ୍ଟ୍ରେନ୍‌ ଭାରତରେ ତୃତୀୟ ଲହରକୁ ଡାକିଆଣିପାରେ। ତେଣୁ ତୁରନ୍ତ ପଦକ୍ଷେପ ନିଆଯାଇ ସିଙ୍ଗାପୁର ସହ ସମସ୍ତ ବିମାନ ଚଳାଚଳ ବନ୍ଦ କରାଯାଉ ବୋଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଦାବି…

ନୈତିକ ଦୃଷ୍ଟିରୁ ଗ୍ରହଣୀୟ ନୁହେଁ ଲିଭ୍‌-ଇନ୍‌ ସମ୍ପର୍କ

ଚଣ୍ଡିଗଡ଼,୧୯ା୫: ଲିଭ୍‌-ଇନ୍‌ ରିଲେଶନଶିପ୍‌ ନୈତିକ ତଥା ସାମାଜିକ ଦୃଷ୍ଟିରୁ ଗ୍ରହଣୀୟ ନୁହେଁ ବୋଲି ପଞ୍ଜାବ ଓ ହରିୟାଣା ହାଇକୋର୍ଟ ବିଚିତ୍ର ଟିପ୍ପଣୀ ଦେଇଛନ୍ତି। ଏହାସହ ଆବେଦନକାରୀ ଯୋଡ଼ିଙ୍କୁ ସୁରକ୍ଷା ଦେବାକୁ ମନା କରି ସେମାନଙ୍କ ପିଟିଶନକୁ ଖାରଜ କରିଦେଇଛନ୍ତି। ହାଇକୋର୍ଟଙ୍କ ଏଭଳି…

୩୦୦ରୁ ଅଧିକ ଗଣମାଧ୍ୟମ ପ୍ରତିନିଧିଙ୍କ ଜୀବନ ନେଲାଣି କରୋନା…

ନୂଆଦିଲ୍ଲୀ,୧୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁନି। କରୋନା ଯୋଦ୍ଧା ପାଲଟିଥିବା ଗଣମାଧ୍ୟମ ପ୍ରତିନିଧିଙ୍କ ମଧ୍ୟରୁ ଇତିମଧ୍ୟରେ ୩୦୦ ଜଣଙ୍କ ଜୀବନ କରୋନା ନେଇ ସାରିଲାଣି। ପ୍ରଥମ ଲହର ତୁଳନାରେ ଦ୍ୱିତୀୟ ଲହରରେ ଅଧିକ ଗଣମାଧ୍ୟମ ପ୍ରତିନିଧି କରୋନାରେ…

କରୋନାକୁ ହରାଇବା ଯୋଜନା: ପ୍ରତିଦିନ ହେବ ୪୫ ଲକ୍ଷ ଟେଷ୍ଟ୍‌…

ନୂଆଦିଲ୍ଲୀ,୧୮।୫: ଦେଶରେ କରୋନା ମହାମାରୀକୁ ହରାଇବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ନମୁନା ଟେଷ୍ଟ୍‌ ଉପରେ ଗୁରୁତ୍ୱାରୋପ କରାଯାଇଛି। ଦ୍ୱିତୀୟ ଲହର ପରେ ତୃତୀୟ ଲହର ଆସିବାର ଆଶଙ୍କା ନେଇ ବିଶେଷଜ୍ଞ କମିଟିର ଚେତାବନୀ ପରେ ସରକାର କରୋନା ସଂକ୍ରମଣ ରୋକିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri