Home Middle

ଜିଲାପାଳମାନେ କରୋନା ଲଢ଼େଇର ଫିଲ୍ଡ୍‌ କମାଣ୍ଡର: ମୋଦି…

ନୂଆଦିଲ୍ଲୀ,୧୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୯ ରାଜ୍ୟର ୪୬ ଜିଲାପାଳ ଏବଂ ଚଣ୍ଡିଗଡ଼ ପ୍ରଶାସନଙ୍କ ସହିତ ଭିଡ଼ିଓ କନଫରେନ୍ସିଂ କରିଛନ୍ତି। ଜିଲାପାଳମାନେ କରୋନା…

କରୋନା ଚିକିତ୍ସାରୁ ହଟିଲା ପ୍ଲାଜ୍‌ମା ଥେରାପି…

ନୂଆଦିଲ୍ଲୀ,୧୮।୫: ଦେଶରେ କରୋନା ଚିକିତ୍ସା ମାର୍ଗଦର୍ଶିକାରୁ କନଭାଲସେଣ୍ଟ୍‌ ପ୍ଲାଜ୍‌ମା ଥେରାପିକୁ ହଟାଇ ଦିଆଯାଇଛି। ଆଇସିଏମ୍‌ଆର ପକ୍ଷରୁ ଏହି ନିଷ୍ପତ୍ତିି ଗ୍ରହଣ କରାଯାଇଛି। ଏଥିରୁ ସୁଫଳ ମିଳୁ ନ ଥିବାରୁ ଏଭଳି ପଦକ୍ଷେପ ନିଆଯାଇଛି। ଗତବର୍ଷ ୪୦୦ଜଣଙ୍କ ଠାରେ ଆଇସିଏମ୍‌ଆର୍‌ ପକ୍ଷରୁ ପରୀକ୍ଷା…

ଟିକା ନେବା ପରେ ଏଭଳି ଲକ୍ଷଣ ବିପଦର ସଙ୍କେତ: ସତର୍କ ସୂଚନା ଜାରି…

ନୂଆଦିଲ୍ଲୀ,୧୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁନି। ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ବିଟ୍ରେନରେ ଆଷ୍ଟ୍ରାଜେନିକା-ଅକ୍ସଫୋର୍ଡ ଟିକା ଭଳି ଭାରତରେ ଦିଆ ଯାଉଥିବା କୋଭିଶିଲ୍ଡ ଟିକାରେ ମଧ୍ୟ ସମାନ ପ୍ରକାର ରକ୍ତ ଜମାଟ…

ଆକ୍ରାନ୍ତଙ୍କ ସଂଖ୍ୟା କମୁଛି, ମୃତ୍ୟୁ ସଂଖ୍ୟା ବଢୁଛି…

ନୂଆଦିଲ୍ଲୀ,୧୮।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା ପୂର୍ବପରି ବଢ଼ିବାରେ ଲାଗିଛି।…

ଶିବସୁନ୍ଦରଙ୍କୁ ଜାତୀୟ ଦଳର ଦାୟିତ୍ୱ

ଭୁବନେଶ୍ୱର, ୧୭।୫(କ୍ରୀଡ଼ା ପ୍ରତିନିଧି) – ଓଡ଼ିଶା କ୍ରିକେଟ ପାଇଁ ସୋମବାର ଆସିଛି ଏକ ଖୁସି ଖବର। ରାଜ୍ୟର ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ କ୍ରିକେଟର ଶିବସୁନ୍ଦର ଦାସଙ୍କୁ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟିଂ କୋଚ୍‌ ନିଯୁକ୍ତ କରାଯାଇଛି। ଟିମ୍‌ ଇଣ୍ଡିଆର ପୂର୍ବତନ ଟେଷ୍ଟ…

କରୋନାରେ ମୃତକଙ୍କ ପରିବାରକୁ ମିଳିବ ପେନ୍‌ସନ

ଭୁବନେଶ୍ବର,୧୭।୫: ରାଜ୍ୟର କରୋନାର ମୁକାବିଲା ନେଇ ସୋମବାର ସର୍ବଦଳୀୟ ବୈଠକ ବସିଥିଲା। ବୈଠକର ନିଷ୍ପତ୍ତି କ୍ରମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ପାଇଁ କିଛି ବଡ ଘୋଷଣା କରିଛନ୍ତି। ଆସନ୍ତା ୨୪ ତାରିଖଠାରୁ ଏଏନ୍‌ଏମ୍‌ ଓ ଆଶାକର୍ମୀମାନେ ଗାଁରେ ଘରକୁ ଘର…

ଆମ୍ବୁଲାନ୍ସ ଦର ନିର୍ଦ୍ଧାରଣ କଲେ ସରକାର

ଭୁବନେଶ୍ୱର,୧୭।୫(ବ୍ୟୁରୋ): କରୋନା ମହାମାରୀ ସମୟରେ ଆମ୍ବୁଲାନ୍ସଗୁଡ଼ିକ ଲୋକଙ୍କ ଠାରୁ ମନଇଚ୍ଛା ଭଡ଼ା ନେଉଥିବା ବେଳେ ଶେଷରେ ସରକାରଙ୍କୁ ଏଥିରେ ହସ୍ତକ୍ଷେପ କରିବାକୁ ପଡ଼ିଛି। ଉଭୟ ଘରୋଇ ହସ୍ପିଟାଲ ଓ ଘରୋଇ ଆମ୍ବୁଲାନ୍ସ ଗୁଡ଼ିକ ପାଇଁ ଦର ନିର୍ଦ୍ଧାରଣ କରିଛନ୍ତି ସରକାର। ଦର…

କରୋନା ବିରୋଧରେ ୬ରୁ ୧୮ ମାସର ଲଢ଼େଇ ଭାରତରେ ଆବଶ୍ୟକ: ବୈଜ୍ଞାନିକଙ୍କ ଚେତାବନୀ…

ଜେନେଭା/ନୂଆଦିଲ୍ଲୀ,୧୭।୫: ଭାରତରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ଯୋଜନାବଦ୍ଧ ଭାବେ ୬ରୁ ୧୮ ମାସର ଲଢ଼େଇ ଭାରତରେ ଆବଶ୍ୟକ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ମୁଖ୍ୟ ବୈଜ୍ଞାନିକ ଡ. ସୌମ୍ୟା ସ୍ବାମୀନାଥନ୍‌ ଚେତାବନୀ…

କରୋନାର ଦ୍ୱିତୀୟ ଲହର ନେଲାଣି ୨୪୪ ଡାକ୍ତରଙ୍କ ଜୀବନ…

ନୂଆଦିଲ୍ଲୀ,୧୭।୫: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଦେଶରେ ସଙ୍କଟ ସୃଷ୍ଟି ହୋଇଛି। ଇଣ୍ଡିଆନ୍‌ ମେଡ଼ିକାଲ ଆସୋସିଏଶନ ଅନୁସାରେ ଦ୍ୱିତୀୟ ଲହରରେ ବର୍ତ୍ତମାନ ସୁଦ୍ଧା ୨୪୪ ଜଣ ଡାକ୍ତରଙ୍କ ଜୀବନ ଯାଇଛି। ସେଥିମଧ୍ୟରେ ୨୮ ଜଣ ମହିଳା ଡାକ୍ତର ଅଛନ୍ତି।…

ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୧୭।୫: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ବିରୋଧରେ ହୋଇଥିବା ଅପରେଶନ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ସୋମବାର ୨ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଶ୍ରୀନଗରର ଖୋନମୋହ ଅଞ୍ଚଳରେ କିଛି ଅଲ୍‌-ବଦର ଆତଙ୍କବାଦୀ ଲୁଚିଥିବା ଖବର ପାଇ ମିଳିତ ସୁରକ୍ଷାକର୍ମୀଙ୍କପକ୍ଷରୁ…

ଖୁସି ଖବର: ଏବେ ଦେଶରେ ବ୍ୟବହାର ହେବ କରୋନା ଔଷଧ ୨-ଡିଜି…

ନୂଆଦିଲ୍ଲୀ,୧୭।୫: ଏଣିକି ଦେଶରେ ନୂଆ କରୋନା ଔଷଧ ବ୍ୟବହାର କରାଯିବ। କରୋନା ଔଷଧ ୨-ଡିଓକ୍ସି-ଡି-ଗ୍ଲୁକୋଜ୍‌(୨-ଡିଜି) ଲୋକାର୍ପଣ ସୋମବାର କରାଯାଇଛି। ଡିଆର୍‌ଡିଓ ପକ୍ଷରୁ ବିକଶିତ କରାଯାଇଥିବା ଏହି ନୂଆ ଔଷଧକୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷ ବର୍ଦ୍ଧନ…

ସିବିଆଇ କାର୍ଯ୍ୟାଳୟରେ ମମତା: କହିଲେ,ମତେ ବି ଗିରଫ କର…

କୋଲକାତା,୧୭।୫: ନାରଦା ଦୁର୍ନୀତି ନେଇ ପଶ୍ଚିମବଙ୍ଗରେ ସିବିଆଇ ପକ୍ଷରୁ ଚଢ଼ାଉ ଜାରି ରହିଛି। ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ମନ୍ତ୍ରୀଙ୍କ ସମେତ ୩ ନେତାଙ୍କ ଘରେ ସିବିଆଇ ଚଢ଼ାଉ କରାଯାଇଛି। ମନ୍ତ୍ରୀ ଫିରହାଦ୍‌ ହକିମ୍‌, କ୍ୟାବିନେଟ୍‌ ମନ୍ତ୍ରୀ ସୁବ୍ରତ ମୁଖାର୍ଜୀ, ଟିଏମ୍‌ସି ବିଧାୟକ ମଦନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri