୧୭୫ କିଲୋମିଟର ବେଗରେ ମାଡ଼ି ଆସୁଛି ବାତ୍ୟା ‘ତଉକତେ’…
ମୁମ୍ବାଇ,୧୫।୫: ଲାକ୍ଷାଦ୍ୱୀପ ଏବଂ ଆରବ ସାଗର ଉପର ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୁତ ହୋଇ ଡିପ୍ ଡିପ୍ରେସନ୍ରେ ପରିଣତ ହୋଇଛି। ଏହି ବାତ୍ୟାକୁ ଏକ ଛିଟିପିଟି ପ୍ରଜାତି ଅନୁସାରେ ‘ତଉକତେ’ ନାମ ଦିଆଯାଇଛି। ବାତ୍ୟା ଘଣ୍ଟାପ୍ରତି ୧୭୫ କିଲୋମିଟର ବେଗରେ ଉପକୂଳ…
ଦୁଇ ପ୍ରକାର ଭାକ୍ସିନ୍ ଡୋଜ୍ ନେଲେ ସ୍ବାସ୍ଥ୍ୟ ଉପରେ କିପରି ପଡ଼ିବ ପ୍ରଭାବ, ଏଭଳି ମତ ଦେଲେ ବୈଜ୍ଞାନିକ…
ଲଣ୍ଡନ/ନୂଆଦିଲ୍ଲୀ,୧୫।୫: ପୃଥିବୀରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ କରୋନା ଟିକା କରଣ ଅଭିଯାନ ଜାରି ରହିଛି। ତେବେ ବି କରୋନା ଥମିବାର ନାଁ ଧରୁନି। ଭାରତ ଭଳି କେତେକ ଦେଶରେ ଦ୍ୱିତୀୟ ଲହର ଯୋଗୁ ଆତଙ୍କ…
ଭାକ୍ସିନ୍ କିଣା-ଅକ୍ସିଜେନ୍ ପ୍ଲାଣ୍ଟ୍ ସ୍ଥାପନରେ ଖର୍ଚ୍ଚ ହେଉ ପିଏମ୍ କେୟାର୍ସ ଫଣ୍ଡ୍: ସୁପ୍ରିମ୍କୋର୍ଟରେ ଆବେଦନ…
ନୂଆଦିଲ୍ଲୀ,୧୫।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ କରୋନା ଭାକ୍ସିନ୍ କିଣାଯାଇ ସମସ୍ତଙ୍କୁ ଟିକା ଦେବା ସହିତ ଦେଖାଦେଇଥିବା ଅକ୍ସିଜେନ ଅଭାବ ପୂରଣ ଲାଗି ପିଏମ୍ କେୟାର୍ସ ଫଣ୍ଡକୁ ଖର୍ଚ୍ଚ କରାଯାଉ ବୋଲି ସୁପ୍ରିମ୍କୋର୍ଟରେ ଏକ…
ପୃ୍ଥିବୀର ୫୦ ପ୍ରତିଶତ ଆକ୍ରାନ୍ତ ପ୍ରତିଦିନ ଭାରତରେ ହେଉଛନ୍ତି ଚିହ୍ନଟ: ଗୋଟିଏ ଦିନରେ ୩ ଲକ୍ଷ ୨୬ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ,୧୫।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୬ ହଜାର ୯୮ରେ ପହଞ୍ଚିଛି। ସେହିପରି…
ରେକର୍ଡ ଭାଙ୍ଗୁଛି ଦୈନିକ ସଂକ୍ରମଣ: ରାଜ୍ୟରେ ପୁଣି ୧୧,୮୦୫ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଦିନକୁ ଦିନ ରାଜ୍ୟରେ କରୋନା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧,୮୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଶନିବାର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୬,୬୧୧ କ୍ୱାରାଣ୍ଟାଇନ୍ର ହୋଇଥିବା…
ଘାରିଲା ବ୍ଲାକ୍ ଫଙ୍ଗସ୍ ଚିନ୍ତା
ଭୁବନେଶ୍ୱର,୧୫ା୫(ବ୍ୟୁରୋ): ରାଜ୍ୟରେ କୋରାନାର ଦ୍ୱିତୀୟ ଲହର ହନ୍ତସନ୍ତ କରୁଥିବା ବେଳେ ମ୍ୟୁକୋରମାଇକୋସିସ୍ ବା ବ୍ଲାକ୍ ଫଙ୍ଗସ୍ ଚିନ୍ତା ବଢ଼ାଇ ଦେଇଛି। କୋରାନାରୁ ସୁସ୍ଥ ହେଉଥିବା କେତେଜଣ ବ୍ୟକ୍ତିଙ୍କଠାରେ ବ୍ଲାକ୍ ଫଙ୍ଗସ୍ ସଂକ୍ରମଣ ଦେଖିବାକୁ ମିଳୁଛି। ମହାରାଷ୍ଟ୍ର, ଦିଲ୍ଲୀ, ରାଜସ୍ଥାନ, ମଧ୍ୟପ୍ରଦେଶ ଭଳି…
ଆମ୍ବୁଲାନ୍ସକୁ ରୋକ ନାହିଁ
ହାଇଦ୍ରାବାଦ,୧୪।୫ : ଅନ୍ୟ ରାଜ୍ୟରୁ ଚିକିତ୍ସା ଲାଗି ଆସୁଥିବା ଆମ୍ବୁଲାନ୍ସକୁ ରୋକନାହିଁ। ରାଜ୍ୟ ସରକାରଙ୍କୁ ଶୁକ୍ରବାର ଏଭଳି ନିର୍ଦ୍ଦେଶ ଦେଇଛନ୍ତି ତେଲଙ୍ଗାନା ହାଇକୋର୍ଟ। ଏହି ନିର୍ଦ୍ଦେଶ ସମ୍ପର୍କରେ ରାଜ୍ୟର ବିଭିନ୍ନ ସୀମାରେ ମୁତୟନ ଥିବା ପୋଲିସ ଅଧିକାରୀଙ୍କୁ ଜଣାଇ ଦେବାକୁ ମୁଖ୍ୟ…
ଆସ୍ଥାଭୋଟ ହାରିବାର ୫ ଦିନ ପରେ ପୁଣି ଶପଥ ନେଲେ ଓଲି
କାଠମାଣ୍ଡୁ,୧୪।୫: ପାର୍ଲାମେଣ୍ଟରେ ଆସ୍ଥାଭୋଟ ହାରିବାର ୫ ଦିନ ପରେ ନେପାଳ ପ୍ରଧାନମନ୍ତ୍ରୀ ଭାବେ ପୁଣି କେ.ପି. ଶର୍ମା ଓଲି ଶୁକ୍ରବାର ଶପଥ ନେଇଛନ୍ତି। ରାଷ୍ଟ୍ରପତି ବିଦ୍ୟାଦେବୀ ଭଣ୍ଡାରୀ ୬୯ ବର୍ଷୀୟ ଓଲିଙ୍କୁ ଦେଶର ୪୩ତମ ପ୍ରଧାନମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର…
ଚାଷୀଙ୍କ ଖାତାକୁ ଗଲା ଚଳିତ ବର୍ଷର ଦ୍ୱିତୀୟ କିସ୍ତି କାଳିଆ ଟଙ୍କା
ଭୁବନେଶ୍ୱର,୧୪।୫(ବ୍ୟୁରୋ): କାଳିଆ ଯୋଜନାରେ ଚଳିତ ବର୍ଷର ଦ୍ୱିତୀୟ କିସ୍ତି ଟଙ୍କା ରାଜ୍ୟ ସରକାର ଚାଷୀମାନଙ୍କ ଆକାଉଣ୍ଟକୁ ପଠାଇଛନ୍ତି। ୪୨ ଲକ୍ଷ ଚାଷୀଙ୍କ ଖାତାକୁ ମୋଟ ୯୨୦ କୋଟି ଟଙ୍କା ଯାଇଥିବା ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ପ୍ରକାଶ ଯେ, ଶନିବାର…
୧୭ରେ ସର୍ବଦଳୀୟ ବୈଠକ
ଭୁବନେଶ୍ୱର,୧୪।୫(ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ହଜାର ଉପରେ ରହୁଥିବା ବେଳେ ମୃତ୍ୟୁସଂଖ୍ୟା ଦିନକୁ ୨୦ ଉପରେ ରହୁଛି। ଏପରି ସ୍ଥିତିରେ କିପରି କରୋନା ମୁକାବିଲା କରାଯିବ ସେନେଇ ଆସନ୍ତା ୧୭ରେ ସର୍ବଦଳୀୟ ବୈଠକ ବସିବ। ଏହି…
୧୦ରାଜ୍ୟରେ ବ୍ଲାକ୍ ଫଙ୍ଗସ୍ ଆତଙ୍କ
ନୂଆଦିଲ୍ଲୀ,୧୪।୫: ଦେଶରେ କରୋନା ସଂକ୍ରମଣ ବଢ଼ିଚାଲିଥିବାବେଳେ ଏବେ ବିଭିନ୍ନ ରାଜ୍ୟରେ ବିରଳ ମ୍ୟୁକୋରମାଇକୋସିସ୍ ବା ବ୍ଲାକ୍ ଫଙ୍ଗସ୍ ସଂକ୍ରମଣ ଚିନ୍ତା ବଢ଼ାଇ ଦେଇଛି। ଏହି ଫଙ୍ଗସ୍ ଆଖି, ସାଇନସସ୍, ମସ୍ତିଷ୍କ, ଫୁସ୍ଫୁସ୍କୁ ସଂକ୍ରମଣ କରି ନଷ୍ଟ କରିଦେବା ସହ ଜୀବନ ପ୍ରତି…
କୃଷକଙ୍କୁ ଖୁସି ଖବର ଦେଲେ ସରକାର: ୯.୫ କୋଟି ଲୋକଙ୍କୁ ପଠାଇଲେ ଟଙ୍କା
ନୂଆଦିଲ୍ଲୀ,୧୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଅନୁଯାୟୀ କୃଷକଙ୍କୁ ୨ ହଜାର ପ୍ରଦାନ କରିଛନ୍ତି। ଏହି ଯୋଜନା ଏହା ଅଷ୍ଟମ କିସ୍ତି ସ୍ବରୂପ ୯.୫ କୋଟି କୃଷକଙ୍କ ପରିବାର ପାଇଁ ୧୯,୦୦୦ କୋଟି ଟଙ୍କା…
Archives


