Home Middle

ଅଗଷ୍ଟରେ ୨ ନିୟୁତରୁ ଅଧିକ ହ୍ବାଟସ୍‌ଆପ ଆକାଉଣ୍ଟ ନିଷେଧ…

ନୂଆଦିଲ୍ଲୀ,୨।୧୦: ଅଗଷ୍ଟରେ ଭାରତର ୨ ନିୟୁତରୁ ଅଧିକ ହ୍ବାଟସ୍‌ଆପ୍‌ ଆକାଉଣ୍ଟକୁ ନିଷେଧ କରାଯାଇଛି। ଏନେଇ ହ୍ବାଟସ୍‌ଆପ୍‌ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୪୨୦ଟି ଅଭିଯୋଗ ମଧ୍ୟ ମିଳିଛି। ହ୍ବାଟସ୍‌ଆପ୍‌ ରିପୋର୍ଟ ଅନୁସାରେ ଅଗଷ୍ଟରେ ୨୦ ଲକ୍ଷ…

୯୦ କୋଟି ଟପିଲା ଟିକାକରଣ ସଂଖ୍ୟା…

ନୂଆଦିଲ୍ଲୀ,୨।୧୦: କରୋନା ମହାମାରୀ ବିରୋଧୀ ଲଢ଼େଇରେ ଦେଶରେ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଶନିବାର ଦେଶରେ ଟିକାକରଣ ସଂଖ୍ୟା ୯୦ କୋଟି ଟପିଛି। ୨୦୨୧ ଜାନୁୟାରୀ ୧୬ରେ ଦେଶରେ ସାର୍ବଜନୀକ ଟିକାକରଣ ଅଭିଯାନ ଆରମ୍ଭ ହୋଇଥିଲା। କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରୀ…

ଜଳ ଜୀବନ ମିଶନ ମହିଳାଙ୍କୁ ସଶକ୍ତିକରଣ କରିଛି …

ନୂଆଦିଲ୍ଲୀ,୨।୧୦: ଜଳ ଜୀବନ ମିଶନ ଦ୍ୱାରା ଦେଶର ମହିଳାଙ୍କ ସଶକ୍ତିକରଣ କାର୍ଯ୍ୟ ସମ୍ଭବ ହୋଇ ପାରିଛି। ପୂର୍ବରୁ ପିଇବା ପାଣି ସଂଗ୍ରହ ପାଇଁ ବହୁ ଗ୍ରାମୀଣ ମହିଳାଙ୍କୁ ଦୂରଦୂରାନ୍ତ ସ୍ଥାନକୁ ଯିବାକୁ ପଡୁଥିଲା। ସମୟ ନଷ୍ଟ ହେଉଥିଲା। ମାତ୍ର ଏବେ ଗ୍ରାମୀଣ…

ଭାରତୀୟ ସେନା ଯେ କୌଣସି ଆହ୍ବାନର ମୁକାବିଲା ପାଇଁ ପ୍ରସ୍ତୁତ…

ଲଦାଖ,୨।୧୦: ପୂର୍ବ ଲଦାଖ ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିବା ଅବସରରେ ଭାରତୀୟ ସେବା ମୁଖ୍ୟ ଏମ୍‌.ଏମ୍‌. ନରାଓ୍ବଣେ କହିଛନ୍ତି ଯେ, ଚାଇନା ସୀମାରେ ନିର୍ମାଣ କାର୍ଯ୍ୟ ଜାରି ରହିଛି। ସୀମାରେ ଯେଭଳି ଅଧିକ ସୈନ୍ୟ ମୁତୟନ କରିହେବ ସେ ନେଇ…

ଆମେରିକାରେ କରୋନା ନେଇଛି ୭ ଲକ୍ଷ ମୁଣ୍ଡ, ସାଢ଼େ ୩ ମାସରେ ଲକ୍ଷେରୁ ଅଧିକ…

ଓ୍ବାଶିଂଟନ,୨।୧୦: ଆମେରିକାରେ କରୋନା ମହାମାରୀ ୭ ଲକ୍ଷରୁ ଅଧିକ ଲୋକଙ୍କ ମୁଣ୍ଡ ନେଇଛି। ଗତ ସାଢ଼େ ୩ ମାସ ମଧ୍ୟରେ ସ୍ଥିତି ଅତି ଭୟଙ୍କର ଥିବା ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛିି। ଏହି ସମୟରେ ଲକ୍ଷେରୁ ଅଧିକ ଲୋକଙ୍କ ମୃତ୍ୟୁ କରୋନା…

ଜାତିର ପିତା-ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି…

ନୂଆଦିଲ୍ଲୀ,୨।୧୦: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୨ତମ ଜୟନ୍ତୀ ଏବଂ ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍‌ ବାହାଦୂର ଶାସ୍ତ୍ରୀଙ୍କ ୧୧୭ତମ ପବିତ୍ର ଜନ୍ମ ଦିବସ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ଉପରାଷ୍ଟ୍ରପତି…

୨୫ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୨।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆଗକୁ ଆସୁଥିବା ପାର୍ବଣରେ ଭିଡ଼ ଯୋଗୁ ପୁଣି ସ୍ଥିତି ସଙ୍କଟ ଜନକ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ କମିଲେ ପୁଣି…

କମୁଛି ପୃଥିବୀର ଉଜ୍ଜ୍ୱଳତା

ଓ୍ବାଶିଂଟନ, ୨।୧୦(ପି.ଟି.): ଜଳବାୟୁ ପରିବର୍ତ୍ତନ ଯୋଗୁ ସମୁଦ୍ର ଜଳର ଉତ୍ତାପ ବଢ଼ିବା ଫଳରେ ପୃଥିବୀର ଉଜ୍ଜ୍ୱଳତା ହ୍ରାସ ପାଉଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି। ୨୦ ବର୍ଷ ପୂର୍ବେ ପୃଥିବୀ ପ୍ରତି ବର୍ଗମିଟରରେ ଯେତିକି ଆଲୋକ ପ୍ରତିଫଳନ କରୁଥିଲା ଏବେ ତା’ଠାରୁ ଅଧା…

‘ଅଣନିଃଶ୍ୱାସୀ କରିଦେଲେଣି ଚାଷୀ’

ନୂଆଦିଲ୍ଲୀ, ୨।୧୦(ପି.ଟି.): ସାରା ଦିଲ୍ଲୀକୁ ଆପଣମାନେ ଅଣନିଃଶ୍ୱାସୀ କରିସାରିଲେଣି। ଏବେ ସହର ଭିତରେ ପଶି ପୁଣିଥରେ ଆନ୍ଦୋଳନ ଚଳାଇବାକୁ ଚାହୁଁଛନ୍ତି ବୋଲି କ୍ଷୁବ୍ଧ ସୁପ୍ରିମକୋର୍ଟ ଶୁକ୍ରବାର ଚାଷୀ ସଂଗଠନକୁ ପ୍ରଶ୍ନ କରିଛନ୍ତି। କେନ୍ଦ୍ର ସରକାରଙ୍କ ୩ କୃଷି ଆଇନ ବିରୋଧରେ ଦିଲ୍ଲୀ…

ଏୟାର ଇଣ୍ଡିଆକୁ କିଣିବ ଟାଟା

ନୂଆଦିଲ୍ଲୀ,୨।୧୦: କ୍ଷତିରେ ଚାଲିଥିବା ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆର ଘରୋଇକରଣ ପ୍ରକ୍ରିୟାକୁ କେନ୍ଦ୍ର ସରକାର ତ୍ୱରାନ୍ବିତ କରିଛନ୍ତି। ଏହି କମ୍ପାନୀର ନିଲାମ ପ୍ରକ୍ରିୟାରେ ଦେଶର ପ୍ରମୁଖ ବାଣିଜି୍ୟକ ଗ୍ରୁପ ଟାଟା ଭାଗ ନେଇଥିବା ବେଳେ ବିଡ୍‌ ଲାଗି ଏହା ଆଗରେ…

ଖାଉଟି ମୁଣ୍ଡରେ ତେଲ ବୋଝ

ଭୁବନେଶ୍ୱର/ନୂଆଦିଲ୍ଲୀ,୨।୧୦: ନିକଟରେ ଅନୁଷ୍ଠିତ ୪୫ତମ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ପରିଷଦ ବୈଠକରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟବୃଦ୍ଧିରେ ଅଙ୍କୁଶ ଲଗାଇବା ପାଇଁ ନିଷ୍ପତ୍ତି ନିଆଯିବ ବୋଲି ଆଶା କରାଯାଉଥିଲା। ହେଲେ କେନ୍ଦ୍ର ଏବଂ ରାଜ୍ୟ ସରକାର ମଧ୍ୟରେ ଏ…

ବ୍ରିଟେନରୁ ଭାରତ ଆସୁଥିବା ନାଗରିକଙ୍କୁ ୧୦ ଦିନ କ୍ୱାରାଣ୍ଟାଇନ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧ ।୧୦: କରୋନା ମହାମାରୀ ଯୋଗୁଁ ବ୍ରିଟେନ ଭାରତୀୟ ନାଗରିକଙ୍କ ଉପରେ ଯେଉଁ ପ୍ରତିବନ୍ଧକ ଲଗାଇ ଥିଲା ଭାରତ ଏବେ ଏହାର ଜବାବ ଦେଉଛି । ଭାରତ ଏବେ ସ୍ଥିର କରିଛି ବ୍ରିଟନରୁ ଆସୁଥିବା ସମସ୍ତ ନାଗରିକ ଭାରତରେ ପହଞ୍ଚିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?