Home Middle

ଗଙ୍ଗାନଦୀ ବାଲିରେ ପୋତା ଯାଇଛି ମୃତଦେହ: ପ୍ରଶାସନର ଚିନ୍ତା ବଢ଼ିଲା…

ଉନ୍ନାଓ,୧୩।୫: ଗଙ୍ଗାନଦୀରେ ମୃତ ଦେହ ଭାସୁଥିବାରୁ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁ ଘଟିଥିବା ବ୍ୟକ୍ତିଙ୍କ ଅନ୍ତିମ ସଂସ୍କାର ନ କରି ମୃତଦେହଗୁଡ଼ିକୁ ନଦୀରେ ଭସାଇ ଦିଆଯାଇଥିବା କୁହାଯାଉଛି। ଏବେ ଉତ୍ତରପ୍ରଦେଶର ଉନ୍ନାଓରେ ଗଙ୍ଗାନଦୀ…

କରୋନା ସଂକ୍ରମଣ ପୁଣି ବଢ଼ିଲା: ଗୋଟିଏ ଦିନରେ ୩ ଲକ୍ଷ ୬୨ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୧୩।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୬୨ ହଜାର ୭୨୭ରେ ପହଞ୍ଚିଛି। ସେହିପରି…

ରାଜ୍ୟରେ ଆଜି ୧୦,୬୪୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଗୁରୁବାର ରାଜ୍ୟରେ ୧୦,୬୪୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୫୯୬୫ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୪୬୮୪ଟି ହେଉଛି ଲୋକାଲ କେସ। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ…

ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ବିଗିଡ଼ିବାରେ ଲାଗିଛି। ଏପରିକି ରାଜ୍ୟରେ ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପ୍ରାୟ ୧୦ ହଜାର ଉପରେ ରହୁଛି। ତେଣୁ କରୋନା ସ୍ଥିତି ଏବଂ ପରିଚାଳନା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କେନ୍ଦ୍ରମନ୍ତ୍ରୀ…

ଦେଶର ୭୧୮ଜିଲା ମଧ୍ୟରୁ ୫୩୩ରେ କରୋନା ପଜିଟିଭ୍‌..

ନୂଆଦିଲ୍ଲୀ,୧୨।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଦେଶର ୭୧୮ ଜିଲା ମଧ୍ୟରୁ ୫୩୩ରେ କରୋନା ପଜିଟିଭ୍‌ ରହିଥିବା ସରକାରୀ ରିପୋର୍ଟରେ ପ୍ରକାଶ ପାଇଛି।…

ପିଏମ୍‌ କେୟାର୍ସ ଫଣ୍ଡ୍‌ରୁ କିଣା ଯାଇଥିବା ୮୦ ଭେଣ୍ଟିଲେଟର ମଧ୍ୟରୁ ୭୧ ଅକାମି…

ନୂଆଦିଲ୍ଲୀ,୧୨।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ ପିଏମ୍‌ କେୟାର୍ସ ଫଣ୍ଡ୍‌ର କାର୍ଯ୍ୟକାରିତା ଉପରେ ବିରୋଧୀ ଦଳଗୁଡ଼ିକ ପକ୍ଷରୁ ପ୍ରଶ୍ନ ଉଠାଇ। ସମ୍ପ୍ରତି ପିଏମ୍‌ କେୟାର୍ସ ଫଣ୍ଡ୍‌ ପକ୍ଷରୁ ୮୦ ଟି…

ଘରେ ଘରେ ଟିକା ନ ପହଞ୍ଚିଲେ କରୋନା ସହ ଲଢ଼ିବା ଅସମ୍ଭବ…

ନୂଆଦିଲ୍ଲୀ,୧୨।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ବିରୋଧୀ ଦଳଗୁଡ଼ିକ ପକ୍ଷରୁ ଲଗାତାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଉଦ୍ୟମ କରାଯାଉଛି। କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ଏବଂ…

କୋଭିଶିଲ୍ଡ ଟିକାର ଦ୍ୱିତୀୟ ଡୋଜ୍‌ ସମୟ ବଦଳିଲା, ଜାଣନ୍ତୁ କେତେଦିନ ବ୍ୟବଧାନରେ ନେବେ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ଦେଶରେ ଦ୍ବିତୀୟ ଡୋଜ୍‌ କୋଭିଶିଲ୍ଡ ଟିକା ପାଇଁ କୋ-ଓ୍ବିନ୍‌ ପୋର୍ଟାଲରେ ପରିବର୍ତ୍ତନ କରାଯାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି ପରିବର୍ତ୍ତନ କରାଯାଇଥିବା ରାଜ୍ୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ ମହାମାତ୍ର ସୂଚନା ଦେଇଛନ୍ତି। ସୂଚନାନୁଯାୟୀ, କୋଭିଶିଲ୍ଡ ଟିକାର ଦ୍ୱିତୀୟ…

କେବେ ଦ୍ୱିତୀୟ ଲହରରୁ ମିଳିବ ମୁକ୍ତି, ସୂଚନା ଦେଲେ ବୈଜ୍ଞାନିକ…

ନୂଆଦିଲ୍ଲୀ,୧୨।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କେବେ ଦ୍ୱିତୀୟ ଲହରରୁ ଭାରତକୁ ମୁକ୍ତି ମିଳିବ ନେଇ ଅଶୋକ ବିଶ୍ୱବିଦ୍ୟାଳୟର ତ୍ରିବେଦି ସ୍କୁଲ୍‌ ଅଫ୍‌ ବାୟୋ ସାଇନ୍ସ୍‌ର ନିର୍ଦ୍ଦେଶକ ଖ୍ୟାତି ସମ୍ପନ୍ନ…

ଅଧିକ ଟିକାଦାନ କରାଯାଇଥିବା ଦେଶରେ ଦୁଇଗୁଣା ହେଲା ଆକ୍ରାନ୍ତଙ୍କ ସଂଖ୍ୟା…

ଭିକ୍ଟୋରିଆ,୧୨।୫: ସର୍ବାଧିକ ଟିକାଦାନ କରାଯାଇଥିବା ଆଫ୍ରିକୀୟ ଦେଶ ସେଶେଲ୍ସ୍‌ରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଠାତ୍‌ ବୃଦ୍ଧି ପାଇ ଦୁଇଗୁଣା ହୋଇଛି। ମେ’ ୭ ପରେ ଏଠାରେ ଲଗାତାର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି ବୋଲି ଦେଶର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…

୪୪ ଦେଶକୁ ବ୍ୟାପିଲା ଭାରତୀୟ ଭାରିଆଣ୍ଟ୍‌…

ଜେନେଭା,୧୨।୫: ଭାରତରେ ଦେଖା ଦେଇଥିବା କରୋନା ମହାମାରୀ ଭାରିଆଣ୍ଟ୍‌ ୪୪ ଦେଶକୁ ବ୍ୟାପିଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କୁହାଯାଇଛି। ଭାରତର କରୋନା ବିସ୍ଫୋରଣ ପାଇଁ କରୋନାର ବି.୧.୬୧୭ ଭାରିଆଣ୍ଟ୍‌ ଦାୟୀ। ଅକ୍ଟୋବରରେ କରୋନାର ବି.୧.୬୧୭ ଭାରିଆଣ୍ଟ୍‌ ଭାରତରେ ପ୍ରଥମେ ମିଳିଥିଲା।…

ଦିଲ୍ଲୀରୁ ଖୁସି ଖବର: ୨ ରୁ ୧୮ବର୍ଷ ପର୍ଯ୍ୟନ୍ତ ପିଲାଙ୍କଠାରେ ଟିକା ପରୀକ୍ଷା କରିବ ଭାରତ ବାୟୋଟେକ୍‌…

ନୂଆଦିଲ୍ଲୀ,୧୨।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ସ୍ଥିତି ସଙ୍କଟ ଜନକ ହୋଇଛି। କରୋନା ଲଢ଼େଇ ବିରୋଧରେ ଟିକା ଏକମାତ୍ର ଅସ୍ତ୍ର ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କୁହାଯାଇଛି। ତେବେ ଭାରତରେ ସାର୍ବଜନୀକ ଟିକାଦାନ ଜାରି ରହିଛି। ଏପରିସ୍ଥଳେ ୨ ବର୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri