ଭାକ୍ସିନ୍ ଦ୍ୱାରା ହାରିବ କରୋନା: ୟୁନିସେଫ୍…
ଜେନେଭା/ନୂଆଦିଲ୍ଲୀ,୧୦।୫: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ୟୁନିସେଫ୍ ପକ୍ଷରୁ ଏକ ଭିଡ଼ିଓ ଜାରି ହୋଇଛି। ଭିଡ଼ିଓରେ କୁହାଯାଇଛି ଯେ, କରୋନା ମହାମାରୀ ଭାକ୍ସିନ୍ ଦ୍ୱାରା ହିଁ ହାରିବ। ପୋଲିଓ ଭଳି ଭୟଙ୍କର ରୋଗକୁ ଯେପରି…
ନୂଆ ମୁହଁ ଉପରେ ମମତାଙ୍କ ଭରସା: ବ୍ରିଗେଡ୍ରେ ୧୮ ନୂଆ, ୨୫ ପୁରୁଣା ସଦସ୍ୟ…
କୋଲକାତା,୧୦।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବ୍ରିଗେଡ୍ ତୃତୀୟ ଥର ପାଇଁ ଶାସନ ଡୋର ଧରିଛନ୍ତି। ଚଳିତ ଥର ମମତା ଦିଦିଙ୍କ ବ୍ରିଗେଡ୍ରେ ୪୩ ମନ୍ତ୍ରୀ ସାମିଲ ହୋଇଛନ୍ତି। ସୋମବାର ୧୦ଟା ୪୫ରେ ରାଜଭବନର ଥ୍ରୋନ୍ ହଲ୍ରେ ୪୦ ନବ ନିର୍ବାଚିତ…
ଖୁସି ଖବର: ଲକ୍ଡାଉନ୍ ଯୋଗୁ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା…
ନୂଆଦିଲ୍ଲୀ,୧୦।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି ଏପରିସ୍ଥଳେ କେତେକ ରାଜ୍ୟରେ ଲକ୍ଡାଉନ୍ ଜାରି ରହିଛି। ତେବେ ଲକ୍ଡାଉନ୍ ଯୋଗୁ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା କେନ୍ଦ୍ରୀୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ରିପୋର୍ଟରୁ ଜଣାପଡୁଛି। ଦିଲ୍ଲୀରେ…
କରୋନା ଭୂତାଣୁ ଦ୍ୱାରା ଚାଇନାର ତୃତୀୟ ବିଶ୍ୱଯୁଦ୍ଧ ଷଡ଼ଯନ୍ତ୍ର: ଆମେରିକାକୁ ମିଳିଲା ଗୁପ୍ତତଥ୍ୟ…
ଓ୍ବାଶିଂଟନ/ନୂଆଦିଲ୍ଲୀ,୧୦।୫: କରୋନା ଭୂତାଣୁ ଦ୍ୱାରା ଚାଇନା ତୃତୀୟ ବିଶ୍ୱଯୁଦ୍ଧର ପ୍ରସ୍ତୁତି କରିଥିବା ଆମେରିକା କହିଛି। ଜାଣିଶୁଣି ଚାଇନା ଏଭଳି ଯୋଜନା କରିଥିବା ଆମେରିକା ପକ୍ଷରୁ ଦାବି କରାଯାଇଛି। କରୋନା ସଂକ୍ରମଣ ପରେ ମାତ୍ର ୬ରୁ ୮ ମାସ ମଧ୍ୟରେ ଚାଇନାର ସ୍ଥିତି…
୪ ଦିନ ପରେ ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା କମିଲା…
ନୂଆଦିଲ୍ଲୀ,୧୦।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏହାଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ୪ ଦିନ ପରେ ନୂଆ ଆକ୍ରାନ୍ତଙ୍କ ସମେତ ମୃତକଙ୍କ…
ସରୋଜ ହସ୍ପିଟାଲରେ ୮୦ ଡାକ୍ତର କରୋନା ପଜିଟିଭ୍ …
ନୂଆଦିଲ୍ଲୀ,୧୦।୫: କରୋନା ଆକ୍ରାନ୍ତଙ୍କ ଚିକିତ୍ସା କରୁଥିବା ୮୦ ଜଣ ଡାକ୍ତରଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ଦିଲ୍ଲୀର ସରୋଜ ହସ୍ପିଟାଲରେ କାର୍ଯ୍ୟ କରୁଥିବା ଏହି ଡାକ୍ତରଙ୍କ ମଧ୍ୟରୁ ୧୨ ଜଣ ହସ୍ପିଟାଲରେ ଭର୍ତ୍ତି ହୋଇଥିବାବେଳେ ୬୮ ଜଣଙ୍କୁ ଘରେ…
୬ ଫୁଟ୍ରୁ ଅଧିକ ଦୂରକୁ ବ୍ୟାପିପାରେ କରୋନା ଭୂତାଣୁ
ନୂଆଦିଲ୍ଲୀ, ୧୦।୫: କରୋନା ଭୂତାଣୁ ବାୟୁବାହିତ। ଏହା ବାୟୁରେ ୬ ଫୁଟ୍ରୁ ଅଧିକ ଦୂରକୁ ବ୍ୟାପିପାରେ ବୋଲି ଆମେରିକାର ସେଣ୍ଟର ଫର୍ ଡିଜିଜ୍ କଣ୍ଟ୍ରୋଲ ଆଣ୍ଡ ପ୍ରିଭେନ୍ଶନ ପକ୍ଷରୁ କୁହାଯାଇଛି। ସଂକ୍ରମଣରୁ ବର୍ତ୍ତିବା ପାଇଁ ଏହି ସଂସ୍ଥା ପକ୍ଷରୁ ନୂଆ ଗାଇଡ୍ଲାଇନ…
କରୋନା ରୋଗୀଙ୍କୁ ବିକଳାଙ୍ଗ କରୁଛି ବ୍ଲାକ୍ ଫଙ୍ଗସ୍
ନୂଆଦିଲ୍ଲୀ, ୧୦।୫: ଭାରତରେ କରୋନା ମହାମାରୀର ଦ୍ୱିତୀୟ ଲହର ଭୟଙ୍କର ଭାବେ ମାଡ଼ିଚାଲିଛି। ଏଥିରେ ଦୈନିକ ୪ ଲକ୍ଷରୁ ଊର୍ଦ୍ଧ୍ୱ ସଂକ୍ରମିତ ହେଉଥିବାବେଳେ ହଜାର ହଜାର ଲୋକଙ୍କ ଜୀବନ ଯାଉଛି। ଏବେ ଗୁଜରାଟ, ଦିଲ୍ଲୀ, ମହାରାଷ୍ଟ୍ର ଆଦି ରାଜ୍ୟରେ କରୋନାରୁ ସୁସ୍ଥ…
ଏନ୍ଆଇଏ ହାତରେ ୟୁରାନିୟମ୍ ମାମଲା
ମୁମ୍ବାଇ/ଇସ୍ଲାମାବାଦ,୧୦ା୫: ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ୧୯୪୫ ଅଗଷ୍ଟ ୬ରେ ଜାପାନର ହିରୋଶିମା ଉପରେ ଆମେରିକା ଆକାଶମାର୍ଗରୁ ଏକ ୧୦ ଫୁଟ୍ (୩ ମିଟର) ଲମ୍ବର ବୋମା ପକାଇଥିଲା। ବିସ୍ଫୋରଣରେ ୧ ମିନିଟରୁ କମ୍ ସମୟ ଭିତରେ ସବୁକିଛି ଶେଷ ହୋଇଯାଇଥିଲା। ଏଥିରେ…
କମୁନି କରୋନା ଗ୍ରାଫ୍: ରାଜ୍ୟରେ ଆଜି ୧୦,୦୩୧ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର,୧୦।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ସୋମବାର ରାଜ୍ୟରେ ୧୦,୦୩୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୬୨୩ ଜଣ କ୍ୱାରାଣ୍ଟାଇନ୍ରେ ଥିଲେ। ବାକି ୩,୪୦୮ଟି ହେଉଛି ଲୋକାଲ କେସ। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ…
ଆଉନାହାନ୍ତି ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ରଘୁନାଥ ମହାପାତ୍ର
ଭୁବନେଶ୍ୱର,୯।୫(ବ୍ୟୁରୋ): ମହାମାରୀ କରୋନା ଆଉ ଜଣେ ବିଶିଷ୍ଟ ବ୍ୟକ୍ତିଙ୍କ ଜୀବନ ନେଇଛି। ରବିବାର ରାଜ୍ୟ ସଭା ଏମ୍ପି ତଥା ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ରଘୁନାଥ ମହାପାତ୍ରଙ୍କ ପରଲୋକ ହୋଇଛି। ସେ ଗତ କିଛିଦିନ ହେବ କରୋନାରେ ଆକ୍ରାନ୍ତ ହୋଇ ଏମ୍ସ ଭୁବନେଶ୍ୱରରେ…
ଭ୍ୟାରିଆଣ୍ଟ୍ର ଭୟଙ୍କର ବେଗ ଯୋଗୁ ଭାକ୍ସିନ୍ ହୋଇପାରେ ପ୍ରଭାବହୀନ: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ…
ନୂଆଦିଲ୍ଲୀ, ୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ବେଲଗାମ୍ ହେବାରେ ଲାଗିଛି। ଏପରିସ୍ଥଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଭାରତକୁ ଚେତାବନୀ ଦେଇଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କହିଛି ଯେ, ଭାରତରେ କରୋନାର ପରିବର୍ତ୍ତିତ ଭ୍ୟାରିଆଣ୍ଟ୍ ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି।…
Archives


