ଲଢିକି ହାରିଗଲେ ଲଭଲିନା: ବ୍ରୋଞ୍ଚ ପଦକରେ ସନ୍ତୁଷ୍ଟ
ଟୋକିଓ,୪।୮: ଆଜି ଟୋକିଓ ଅଲିମ୍ପିକ୍ସର ୧୩ତମ ଦିନ। ମହିଳା ବକ୍ସର ଲଭଲିନା ବୋର୍ଗୋହେନ ତୁର୍କୀର ବିଶ୍ୱ ଚାମ୍ପିଅନ ବୁସେନାଜ ସୁରମେନେଲିଙ୍କ ବିପକ୍ଷରେ ସେମିଫାଇନାଲ ମ୍ୟାଚ ହାରି ଯାଇଛନ୍ତି। ଯଦିଓ ଲଭଲିନା ପଦକ ନିଶ୍ଚିତ କରିସାରିଛନ୍ତି। ସେମିଫାଇନାଲରେ ହାରିବା ସହିତ ତାଙ୍କୁ ବ୍ରୋଞ୍ଜ…
୧୫ ଅଗଷ୍ଟରେ ପ୍ରଧାନମନ୍ତ୍ରୀଙ୍କ ରାସ୍ତା ରୋକିବା ଷଡ଼ଯନ୍ତ୍ର, ଆଲର୍ଟରେ ସୁରକ୍ଷା ଏଜେନ୍ସି…
ନୂଆଦିଲ୍ଲୀ,୪।୮: ଦେଶର ସ୍ବାଧୀନତା ଦିବସ ଅବସରରେ ୧୫ ଅଗଷ୍ଟରେ ବିଚ୍ଛିନ୍ନତାବାଦୀ ନେତାମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପତାକା ଉତ୍ତୋଳନ ନ କରାଇ ଦେବାକୁ ଷଡ଼ଯନ୍ତ୍ର ରଚିଛନ୍ତି। ଇଣ୍ଟେଲିଜେନ୍ସ ଏଜେନ୍ସି ଏ ସମ୍ପର୍କରେ ଗୁପ୍ତ ସୂଚନା ପାଇଛନ୍ତି। ସୁରକ୍ଷା ଦୃଷ୍ଟିରୁ ଏଜେନ୍ସି ଗୁଡ଼ିକ…
ପ୍ରବାସୀ ଶ୍ରମିକଙ୍କ ସଞ୍ଚୟ ଖାତାକୁ ସରକାର ପଠାଇବେ ଟଙ୍କା…
ନୂଆଦିଲ୍ଲୀ,୪।୮: କରୋନା ମହାମାରୀ ସଂକ୍ରମଣ ସଙ୍କଟ ଯୋଗୁ ଦେଶରେ ପ୍ରବାସୀ ଶ୍ରମିକଙ୍କ ଆର୍ଥିକ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଏପରିସ୍ଥଳେ ସରକାର ସେମାନଙ୍କର ସଞ୍ଚୟ ଖାତାକୁ ଟଙ୍କା ପଠାଇବାର ଆବଶ୍ୟକତା ରହିଛି ବୋଲି ପାର୍ଲାମେଣ୍ଟାରୀ କମିଟି ପକ୍ଷରୁ କେନ୍ଦ୍ର ସରକାରଙ୍କୁ ସୁପାରିଶ୍ କରାଯାଇଛି।…
ପୁଣି ୪୦ ହଜାର ଟପିଲା ଦୈନିକ ସଂକ୍ରମଣ, ତୃତୀୟ ଲହର ନେଇ ଆତଙ୍କ…
ନୂଆଦିଲ୍ଲୀ,୪।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି। ଦେଶର…
ଦିଲ୍ଲୀରୁ ଖୁସି ଖବର, ୨ ସପ୍ତାହ ମଧ୍ୟରେ ପିଲାଙ୍କ ପାଇଁ ଭାକ୍ସିନ୍…
ନୂଆଦିଲ୍ଲୀ,୪।୮: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ସଂକ୍ରମରରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦିଲ୍ଲୀରୁ ଖୁସି ଖବର ଆସିଛି। ଆସନ୍ତା ୨ ସପ୍ତାହ ମଧ୍ୟରେ ୧୨ ବର୍ଷରୁ…
ପୋଲିସ ହାଜତରେ ମରିଛନ୍ତି ୩୪୮ ଜଣ
ନୂଆଦିଲ୍ଲୀ, ୪ା୮: ଗତ ୩ ବର୍ଷ ମଧ୍ୟରେ ପୋଲିସ ହାଜତରେ ଥିବାବେଳେ ୩୪୮ ଅଭିଯୁକ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ଆହୁରି ୧,୧୮୯ ଜଣଙ୍କ ଉପରେ ଅତ୍ୟାଚାର ହୋଇଥିବା ମଙ୍ଗଳବାର ଲୋକ ସଭାରେ ସୂଚନା ଦେଇଛନ୍ତି କେନ୍ଦ୍ର ସରକାର। ଜାତୀୟ ମାନବାଧିକାର କମିଶନ…
ଦଳିତ ନାବାଳିକାଙ୍କୁ ଗଣବଳାତ୍କାର, ହତ୍ୟା
ନୂଆଦିଲ୍ଲୀ,୪ା୮: ସଭ୍ୟ ସମାଜର ମୁହଁ ତଳକୁ କରିଦେବା ଭଳି ଆଉ ଏକ ଘଟଣା ଘଟିଛି ଜାତୀୟ ରାଜଧାନୀ ଦିଲ୍ଲୀରେ। ନୂଆଦିଲ୍ଲୀର ଦକ୍ଷିଣ ପଶ୍ଚିମାଞ୍ଚଳରେ ରବିବାର ରାତିରେ ଜଣେ ଦଳିତ ନାବାଳିକାଙ୍କୁ ଗଣବଳାତ୍କାର ପରେ ହତ୍ୟା କରାଯାଇଛି। ଅପରାଧ ବର୍ବରତା ଏତିକିରେ ସୀମିତ…
ଭାରତକୁ ଆସିବ ହାର୍ପୁନ ମିଶାଇଲ
ନୂଆଦିଲ୍ଲୀ, ୪ା୮: ଭାରତକୁ ଆମେରିକା ବିଶ୍ୱର ସବୁଠୁ ସଫଳ ଆଣ୍ଟାଇ-ଶିପ୍ ହାର୍ପୁନ ମିଶାଇଲ ଦେବ। ଏଥିପାଇଁ ଭାରତ ସହ ୮୨ ମିଲିୟନ ଡଲାର (ପ୍ରାୟ ୬୦୮ କୋଟି ଟଙ୍କା)ର ଚୁକ୍ତିକୁ ଆମେରିକା ମଞ୍ଜୁରୀ ଦେଇଛି। ଏହା ଦ୍ୱିପାକ୍ଷିକ ସମ୍ପର୍କକୁ ମଜଭୁତ କରିବା…
କଙ୍ଗୋ ନାଗରିକଙ୍କ ହାଜତ ମୃତ୍ୟୁ
ବେଙ୍ଗାଲୁରୁ,୪ା୮: କେନ୍ଦ୍ରୀୟ ଆଫ୍ରିକୀୟ ରାଷ୍ଟ୍ର କଙ୍ଗୋର ଜଣେ ନାଗରିକଙ୍କ ବେଙ୍ଗାଲୁରୁ ପୋଲିସ ହାଜତରେ ମୃତ୍ୟୁ ଘଟିଛି। ଏହାକୁ ନେଇ ମଙ୍ଗଳବାର ବିକ୍ଷୋଭ ଚାଲିଥିବାବେଳେ ପୋଲିସ ଲାଠିଚାର୍ଜ କରିଛି। ଏଥିରେ ଅନେକେ ଆହତ ହୋଇଛନ୍ତି। ହିଂସା ଭିଆଇବା ଅଭିଯୋଗରେ ପୋଲିସ ୫ ବିକ୍ଷୋଭକାରୀଙ୍କୁ…
ମହାମାରୀ ବିଗାଡ଼ିଲା ମହିଳାଙ୍କ ନିଯୁକ୍ତି
ନୂଆଦିଲ୍ଲୀ, ୪ା୮: କରୋନା ମହାମାରୀ ସାରା ବିଶ୍ୱକୁ ସଙ୍କଟ ମଧ୍ୟକୁ ଠେଲିଦେଇଛି। ଏହା ବଜାର ବ୍ୟବସ୍ଥାକୁ କ୍ଷତିଗ୍ରସ୍ତ କରିଥିବାବେଳେ ଲକ୍ଡାଉନ ଯୋଗୁ କଳକାରଖାନା ଏବଂ ଦୋକାନ ବଜାର ତାଲା ଝୁଲିବା ଅବସ୍ଥାକୁ ଚାଲିଆସିଛି। ଅନେକଙ୍କୁ ଚାକିରି ହରାଇବାକୁ ପଡ଼ିଛି। ନୂଆଦିଲ୍ଲୀରେ ସାବିତ୍ରୀ…
ମମତାଙ୍କ ପୁତୁରା ଅଭିଷେକଙ୍କ ଗାଡ଼ି ଉପରେ ଆକ୍ରମଣ ଘଟଣାକୁ ନେଇ ୨ ଭାଜପା କର୍ମୀଙ୍କୁ ହତ୍ୟା
କୋଲକାତା,୩ା୮: ପଶ୍ଚିମବଙ୍ଗରେ ଦୁଇ ଜଣ ଭାଜପା କର୍ମୀଙ୍କୁ ତୃଣମୂଳ କଂଗ୍ରେସ (ଟିଏମ୍ସି) ହତ୍ୟା କରିଛି। ମଙ୍ଗଳବାର ଏଭଳି ଗୁରୁତର ଅଭିଯୋଗ ଆଣିଛି ବିରୋଧୀ ଭାଜପା। ଦିନକ ପୂର୍ବରୁ ସୋମବାର ଏକ ଭିଡିଓ ଶେୟାର କରିଥିଲେ ଟିଏମ୍ସିର ଜାତୀୟ ସାଧାରଣ ସମ୍ପାଦକ ଅଭିଷେକ…
ମହିଳା ହକି ଇତିହାସରେ ଭାରତକୁ ଶ୍ରେଷ୍ଠ ମାନ୍ୟତା
ନୂଆଦିଲ୍ଲୀ,୩।୮: ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ମହିଳା ହକି ଦଳ ସୋମବାର ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ହରାଇ ଇତିହାସରେ ପ୍ରଥମ ଥର ପାଇଁ ସେମିଫାଇନାଲରେ ପ୍ରବେଶ କରିଛି। ଏଭଳି ପ୍ରଦର୍ଶନ ଯୋଗୁ ଟିମ୍ ଇଣ୍ଡିଆର ର଼୍ୟାଙ୍କିଙ୍ଗ୍ରେ ଆସିଛି ଉଲ୍ଲେଖନୀୟ ଉନ୍ନତି। ପୂର୍ବରୁ ମହିଳା ଦଳଗତ…
Archives


