Home Middle

ଓଡ଼ିଶାରୁ ଅକ୍ସିଜେନ ନେଇ ନିଖୋଜ ଥିବା ଟ୍ୟାଙ୍କର ମିଳିଲା

ଅମରାବତୀ, ୭।୫: ଓଡ଼ିଶାରୁ ଅକ୍ସିଜେନ୍‌ ନେଇ ନିଖୋଜ ହୋଇଯାଇଥିବା ଏକ ଟ୍ୟାଙ୍କରକୁ ଆନ୍ଧ୍ରପ୍ରଦେଶ ପୋଲିସ ଠାବ କରିଛି। ଫଳରେ ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଛନ୍ତି ପାଖାପାଖି ୪୦୦ ଗୁରୁତର ଆକ୍ରାନ୍ତ। ଓଡ଼ିଶାରୁ ୧୮ ଟନ୍‌ ଅକ୍ସିଜେନ୍‌ ନେଇ ଟ୍ୟାଙ୍କରଟି ବିଜୟଓ୍ବାଡ଼ା ଯାଉଥିବାବେଳେ…

ଧାର୍ଯ୍ୟ ହେଲା ମାଟ୍ରିକ ପରୀକ୍ଷା ଫଳ ପଦ୍ଧତି

ଭୁବନେଶ୍ୱର,୭।୫: ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଶୁକ୍ରବାର ଏକ ନୂତନ ଗାଇଡ୍‌ଲାଇନ ଜାରି କରାଯାଇଛି। ଗାଇଡ୍‌ଲାଇନରେ ଜୁନ ୩୦ ତାରିଖ ସୁଦ୍ଧା ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ସୂଚନା ଦିଆଯାଇଛି। ପରୀକ୍ଷାର କେଉଁ ଭଳି ମୂଲ୍ୟାଙ୍କନ ହେବ ତାହା…

ଦୁଗ୍ଧ ସଂଗ୍ରହ କମ୍‌ କରିବାକୁ ଓମଫେଡର ନିର୍ଦ୍ଦେଶ

ଭଭୁବନେଶ୍ୱର,୭।୫(ବ୍ୟୁରୋ): ଲକଡାଉନ ଯୋଗୁ ଦୁଗ୍ଧ ବିକ୍ରୟ କମ୍‌ ହେଉଥିବାରୁ ଓମଫେଡ ପକ୍ଷରୁ ସମସ୍ତ ୟୁନିଅନକୁ ଦୁଗ୍ଧ ସଂଗ୍ରହ କମ୍‌ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ମେ ମାସରେ ଦୁଗ୍ଧ ସଂଗ୍ରହ କମାଇବାକୁ ଓମଫେଡ ପକ୍ଷରୁ ଜାରି ହୋଇଛି ନିର୍ଦ୍ଦେଶନାମା। ଲକଡାଉନ ଯୋଗୁଁ ଦୁଗ୍ଧ…

କରୋନାରେ ଆଶୁ ଗର୍ଗଙ୍କ ପରଲୋକ

ନୂଆଦିଲ୍ଲୀ,୭।୬: କରୋନା ଯୋଗୁ ଦେଶରେ ଅନେକ ବଡ଼ ବଡ଼ ସେଲିବ୍ରିଟିଙ୍କ ପରଲୋକ ଘଟିଛି। ଏହି କ୍ରମରେ ଶୁକ୍ରବାର ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ ରେଜିଷ୍ଟ୍ରାର୍‌ ଜେନେରାଲ ଆଶୁ ଗର୍ଗଙ୍କ ଜୀବନ ନେଇଛି କରୋନା। ପ୍ରଶାସନିକ ସିଭିଲ୍‌ ଜଜ୍‌ ଶିରିଶ ଅଗ୍ରଓ୍ବାଲ ଏନେଇ ସୂଚନା…

ମାଡି ଚାଲିଛି କରୋନା: ରାଜ୍ୟରେ ଆଜି ୧୨,୨୩୮ ସଂକ୍ରମିତ ଚିହ୍ନଟ: ସୁନ୍ଦରଗଡରୁ ସର୍ବାଧିକ

ଭୁବନେଶ୍ୱର,୭।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଶୁକ୍ରବାର ରାଜ୍ୟରେ ୧୨,୨୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬,୯୧୪ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୫୩୨୪ଟି ହେଉଛି ଲୋକାଲ କେସ। ଅପରପକ୍ଷେ, ସୁନ୍ଦରଗଡ ଜିଲାରୁ ସର୍ବାଧିକ…

ତୃତୀୟ ଲହର ପାଇଁ ପ୍ରସ୍ତୁତ ହୁଅ

ନୂଆଦିଲ୍ଲୀ,୭ା୫:କରୋନା ଭାଇରସ୍‌ର ଦ୍ୱିତୀୟ ଲହର ଦେଶରେ ମୃତ୍ୟୁର ତାଣ୍ଡବ ରଚିଚାଲିଛି। ଦ୍ୱିତୀୟ ଲହର ଶୁକ୍ରବାର ପରେ ଶୀର୍ଷକୁ ଛୁଇଁବ ବୋଲି ବିଶେଷଜ୍ଞମାନେ ଆକଳନ କରିଥିବାବେଳେ ତୃତୀୟ ଲହର ଆସନ୍ତା ସେପ୍ଟେମ୍ବରରେ ଆସିପାରେ ବୋଲି ଆଶଙ୍କା କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ତୃତୀୟ…

ନୂଆ ଲୋକଙ୍କୁ ଦିଆଯିବ ନାହିଁ ଟିକା

ଭୁବନେଶ୍ୱର,୬।୫: ସ୍ବାସ୍ଥ୍ୟ ଏସିଏସ୍‌ ପ୍ରଦୀପ୍ତ ମହାପାତ୍ର ଗୁରୁବାର ରାଜ୍ୟର ଟିକାକରଣ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ରାଜ୍ୟରେ ୯୭ ପ୍ରତିଶତ ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ପ୍ରଥମ ଓ ୮୭ ପ୍ରତିଶତ ଦ୍ୱିତୀୟ ଡୋଜ ଟିକା ଦିଆଯାଇଛି। ସେହିପରି ୯୭ ପ୍ରତିଶତ ସମ୍ମୁଖ ଯୋଦ୍ଧା…

କୋର୍ଟ ଶୁଣାଣିର ମିଡ଼ିଆ ରିପୋର୍ଟିଂ ରୋକା ଯାଇ ପାରିବ ନାହିଁ: ଇସିଙ୍କୁ ଏସ୍‌ସିଙ୍କ ଉତ୍ତର..

ନୂଆଦିଲ୍ଲୀ,୬।୫: କୋର୍ଟ ଶୁଶାଣିର ମିଡ଼ିଆ ରିପୋର୍ଟିଂକୁ ରୋକା ଯାଇ ପାରିବ ନାହିଁ ବୋଲି ସୁପ୍ରିମ୍‌କୋର୍ଟ(ଏସ୍‌ସି) ନିର୍ବାଚନ ଅୟୋଗ(ଇସି)ଙ୍କୁ ଉତ୍ତର ଦେଇଛନ୍ତି। ମାଡ୍ରାସ୍‌ ହାଇକୋର୍ଟଙ୍କ କଡ଼ା ଟିପ୍ପଣୀ ବିରୋଧରେ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟ ଦାଖଲ କରାଯାଇଥିବା ଆବେଦନର ବିଚାର କରି ବିଚାରପତି…

ଜୁନ୍‌ ୧ରେ କେରଳ ଛୁଇଁବ ମୌସୁମୀ…

ନୂଆଦିଲ୍ଲୀ,୬।୫: ଚଳିତ ବର୍ଷ ଦେଶରେ ଦକ୍ଷିଣ-ପଶ୍ଚିମ ମୌସୁମୀ ସ୍ବାଭାବିକ ଭାବେ ଭାରତ ଉପମହାଦେଶରେ ପ୍ରବେଶ କରିବ। ଜୁନ୍‌ ୧ରେ ଏହା କେରଳ ଛୁଇଁବ ବୋଲି ପାଣିପାଗ ବ୍ୟୁରୋ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି। ପାରସ୍ପରିକ ଭୂମଣ୍ଡଳ ସ୍ଥିତି ଅନୁସାରେ ମୌସୁମୀ ଆଗମନ…

୨୦୨୪ ପର୍ଯ୍ୟନ୍ତ ରହିବ କରୋନା, ବଢ଼ାଇବାକୁ ପଡ଼ିବ ଭାକ୍ସିନ୍‌ ଉତ୍ପାଦନ: ଫ୍ରାନ୍ସ୍‌…

ପ୍ୟାରିସ୍‌,୬।୫: କରୋନା ମହାମାରୀ ସଂକ୍ରମଣ ନେଇ ଜି-୭ ସମ୍ମିଳନୀରେ ଫ୍ରାନ୍ସ୍‌ ପକ୍ଷରୁ ଚେତାବନୀ ଦିଆଯାଇଛି। ଭାକ୍ସିନ୍‌ ଉତ୍ପାଦନ ନ ବଢ଼ାଇଲେ କରୋନା ସଂକ୍ରମଣ ୨୦୨୪ ପର୍ଯ୍ୟନ୍ତ ରହିବ ବୋଲି ଫ୍ରାନ୍ସ୍‌ ପକ୍ଷରୁ ବହିର୍ବ୍ୟାପାର ମନ୍ତ୍ରୀ ଜିନ୍‌ ୟବେସ୍‌ ଲି ଡ୍ରିଆନ୍‌ ସୂଚନା…

ତୃତୀୟ ଲହରରେ ଶିଶୁ-କିଶୋରଙ୍କୁ କିଭଳି ମିଳିବ ସୁରକ୍ଷା: ଜବାବ୍‌ ତଲବ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୬।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦିଲ୍ଲୀର ବିଭିନ୍ନ ହସ୍ପିଟାଲରେ ଦେଖାଦେଇଥିବା ଅକ୍ସିଜେନ୍‌ ଅଭାବ ମାମଲାର ବିଚାର ସମୟରେ ସୁପ୍ରିମ୍‌କୋର୍ଟ ଦିଲ୍ଲୀ ସରକାରଙ୍କୁ ଜବାବ୍‌ ତଲବ କରିଛନ୍ତି। ଆଗକୁ ଆସିବାକୁ ଥିବା କରୋନାରେ ତୃତୀୟ ଲହରରେ ଶିଶୁ ଏବଂ କିଶୋର ଅଧିକ…

ଦିଲ୍ଲୀକୁ ଯୋଗାଇ ଦିଆଯାଇଛି ୭୩୦ ମେଟ୍ରିକ୍‌ ଟନ୍‌ ଅକ୍ସିଜେନ୍‌: କେନ୍ଦ୍ର

ନୂଆଦିଲ୍ଲୀ,୬।୫: କରୋନା ମହାମାରୀ ସଂକ୍ରମଣ ସଙ୍କଟ ସମୟରେ ଦିଲ୍ଲୀର ବିଭିନ୍ନ ହସ୍ପିଟାଲରେ ଦେଖାଦେଇଥିବା ଅକ୍ସିଜେନ୍‌ ଅଭାବ ମାମଲାରେ କେନ୍ଦ୍ର ସରକାର ସୁପ୍ରିମ୍‌କୋର୍ଟରେ ନିଜର ଉତ୍ତର ରଖିଛନ୍ତି। କେନ୍ଦ୍ର ସରକାର କହିଛନ୍ତି ଯେ, ଆବଶ୍ୟକତାଠାରୁ ଅଧିକ ପରିମାଣର ଅକ୍ସିଜେନ୍‌ ଦିଲ୍ଲୀକୁ ଯୋଗାଇ ଦିଆଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri