Home Middle

୩୦ ହଜାର ତଳେ ଦୈନିକ ସଂକ୍ରମଣ, ସୁଧୁରୁନି କେରଳ ସ୍ଥିତି…

ନୂଆଦିଲ୍ଲୀ,୨୫।୯: କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେଲାଗିଛନ୍ତି। ଦୈନିକ ସଂକ୍ରମଣ ୩୦ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ କରୋନାରେ ୨୯୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୯ ହଜାର…

ଭାରତର କଡ଼ା ଜବାବ୍‌, ପ୍ରଥମେ ଖାଲି କର ପିଓକେ…

ଜେନେଭା,୨୫।୯: ଜାତିସଂଘ ସାଧାରଣ ସଭା ବୈଠକରେ ପାକିସ୍ତାନ ପୁଣି ଥରେ କାଶ୍ମୀର ପାଇଁ କୁମ୍ଭୀର କାନ୍ଦଣା କାନ୍ଦିଛି। ଏହି ବୈଠକରେ ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ କାଶ୍ମୀର ପ୍ରସଙ୍ଗରେ ଗୋଟିଏ ପରେ ଗୋଟିଏ ଭୁଲ ତଥ୍ୟ ରଖି ଭାରତ ସରକାରଙ୍କ ବିରୋଧରେ…

ଅର୍ଥନୀତି ବଦଳାଇବ ସୌରଶକ୍ତି: ମୋରିସନ

ଓ୍ବାଶିଂଟନ,୨୫।୯: ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ୍‌ ମୋରିସନ୍‌ କହିଛନ୍ତି, ସେ ଓ ତାଙ୍କ ଭାରତ ପ୍ରତିପକ୍ଷ ତଥା ପ୍ରିୟ ବନ୍ଧୁ ନରେନ୍ଦ୍ର ମୋଦି କେତେକ ନୂଆ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ସହମତ ହୋଇଛନ୍ତି। ଏହା ମଧ୍ୟରେ ରହିଛି ନିମ୍ନ ଉତ୍ସର୍ଜନ କାରିଗରିରେ ସହଯୋଗିତା ଓ…

ସାମୁଦ୍ରିକ ସୁରକ୍ଷାକୁ ଭାରତ-ଜାପାନର ଗୁରୁତ୍ୱ

ଓ୍ବାଶିଂଟନ,୨୫।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଜାପାନ ପ୍ରତିପକ୍ଷ ୟୋଶିହିଦେ ସୁଗା ଓ୍ବାଶିଂଟନରେ ପରସ୍ପରକୁ ଭେଟିଛନ୍ତି। ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରରେ ସାମୁଦ୍ରିକ ସୁରକ୍ଷା, ଆର୍ଥିକ ଦମନ ଓ ଏକତରଫା ଉଦ୍ୟମକୁ ନେଇ ଦୁଇନେତା ଚିନ୍ତା ବ୍ୟକ୍ତ କରିଛନ୍ତି। ଏଭଳି କାର୍ଯ୍ୟକଳାପ ପୂର୍ବ…

ନ୍ୟୁୟର୍କରେ ମୋଦି

ନ୍ୟୁୟର୍କ,୨୫ ।୯: ଆମେରିକାର ହ୍ୱାଇଟ ହାଉସରେ ଶୁକ୍ରବାର ହୋଇଥିବା କ୍ୱାଡ ଦେଶର ବୈଠକରେ ଯୋଗଦେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନ୍ୟୁୟର୍କ ପହଞ୍ଚି ଯାଇଛନ୍ତି । ସେଠାରେ ପହଞ୍ଚିବା ପରେ ମୋଦି ହୋଟେଲ ବାହାରେ ସାଧାରଣ ଜନତାଙ୍କ ସହ କଥା ହୋଇଥିଲେ…

ହ୍ବାଇଟ୍‌ ହାଉସ୍‌ରେ ବାଇଡେନ୍‌-ମୋଦି

ଓ୍ବାଶିଂଟନ,୨୪।୯: ଆମେରିକା ଓ ଭାରତ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ଆହୁରି ମଜଭୁତ ହେବ। ବିଶ୍ୱର ଦୁଇ ବୃହତ୍‌ ଗଣତନ୍ତ୍ର ନିଜ ସମ୍ବନ୍ଧକୁ ଦୃଢ଼, ନିବିଡ଼ ଓ ଘନିଷ୍ଠ କରିବାକୁ ଯାଉଛନ୍ତି ବୋଲି ଶୁକ୍ରବାର ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ କହିଛନ୍ତି। ସେହିପରି…

ସିଭିଲ ସର୍ଭିସ ପରୀକ୍ଷାରେ ଶୁଭମ୍‌ କୁମାର ଟପ୍ପର

ନୂଆଦିଲ୍ଲୀ,୨୪।୯: ୟୁପିଏସ୍‌ସି ଦ୍ୱାରା ପରିଚାଳିତ ସିଭିଲ ସର୍ଭିସ ୨୦୨୦ ମେନ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିରେ ଟପ୍ପର ହୋଇଛନ୍ତି ଶୁଭମ୍‌ କୁମାର। ଦ୍ୱିତୀୟ ସ୍ଥାନରେ ଅଛନ୍ତି ଜାଗୃତି ଆସ୍ବସ୍ଥି ଅଛନ୍ତି। ଶୁଭମ୍‌ କୁମାର ଆଇଆଇଟି ବମ୍ବେର ସିଭିଲ ଇଞ୍ଜିନିୟରିଂରେ…

ଆସୁଛି ପ୍ରବଳ ବର୍ଷା

ଭୁବନେଶ୍ବର,୨୪।୯: ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ବର୍ଷା ସାଙ୍ଗକୁ ବଜ୍ରପାତ ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ସତର୍କ ସୂଚନା ଜାରି କରାଯାଇଛି। ଏନେଇ ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଳକାନଗିରି,…

ବୋଟ୍‌ ଦୁର୍ଘଟଣାରେ ରିପୋର୍ଟର ଅରିନ୍ଦମ ଦାସଙ୍କ ଅକାଳ ବିୟୋଗ

କଟକ ଅଫିସ,୨୪।୯: ମହାନଦୀର ମୁଣ୍ଡଳି ବ୍ୟାରେଜ୍‌ ନିକଟରେ ଫସି ରହିଥିବା ହାତୀକୁ ଉଦ୍ଧାର କରିବାକୁ ଯାଇ ଶୁକ୍ରବାର ଜଣେ ରିପୋର୍ଟର ପ୍ରାଣ ହରାଇଛନ୍ତି। ସେ ହେଲେ ବୈଦୁତିକ ଗଣମାଧ୍ୟମ ଓଟିଭିର ଚିଫ୍‌ ରିପୋର୍ଟର ଅରିନ୍ଦମ ଦାସ। ଏନେଇ କଟକ ଏସ୍‌ସିବି ଜରୁରୀକାଳୀନ…

ଗଜରାଜ ଅପରେଶନ: ଓଲଟିଲା ଓଡ୍ରାଫ୍‌ ବୋଟ୍‌, ଗଣମାଧ୍ୟମର ଦୁଇ ପ୍ରତିନିଧି ଗୁରୁତର

କଟକ ଅଫିସ,୨୪ା୯: ଦୀର୍ଘ ସମୟ ଧରି ଫସିଯାଇଥିବା ହାତୀକୁ ଉଦ୍ଧାର କରିବାକୁ ଯାଇ ବିପଦରେ ଓଡ୍ରାଫ୍‌ ଟିମ୍‌ ବିପଦରେ ପଡ଼ିଥିଲା। ହାତୀକୁ ଉଦ୍ଧାର ଉଦ୍ୟମ ବେଳେ ମହାନଦୀ ମୁଣ୍ଡଳି ବ୍ୟାରେଜ୍‌ ନିକଟରେ ବୋଟ୍‌ଟି ଓଲଟି ପଡ଼ିଥିଲା । ଏକ ରବର ବୋଟ୍‌ରେ…

ଅଷ୍ଟ୍ରିଆରେ କ୍ୟାଟ୍ରିନା, ଶେୟାର କଲେ ବ୍ରେକ୍‌ଫାଷ୍ଟ ଫଟୋ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ ଏବେ ଅଷ୍ଟ୍ରିଆରେ ଅଛନ୍ତି। ସେ ସଲମାନଙ୍କ ସହ ଫିଲ୍ମ ‘ଟାଇଗର-୩’ର ଶୁଟିଂରେ ବ୍ୟସ୍ତ ଅଛନ୍ତି। କ୍ୟାଟ୍‌ ଶୁଟିଂ ଲୋକେଶନର ଫଟୋ ଏବେ ଶେୟାର କରିଛନ୍ତି। ଯାହା ଖୁବ୍‌ ଭାଇରାଲ ହେଉଛି। ଅଷ୍ଟ୍ରିଆ ପୂର୍ବରୁ କ୍ୟାଟ୍‌…

ଆଜି ଦିଲ୍ଲୀ ଯିବେ ନବୀନ

ଭୁବନେଶ୍ୱର,୨୪ା୯(ବ୍ୟୁରୋ): ଆଜିଠାରୁ ତିନିଦିନିଆ ଗସ୍ତରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିନକୁ ଦିନ ମାଓବାଦୀଙ୍କ କାର୍ଯ୍ୟକଳାପ ବୃଦ୍ଧି ପାଉଥିବା ବେଳେ ଏହାର ମୁକାବିଲା ପାଇଁ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଦ୍ୱାରା ଏକ ବୈଠକ କରାଯିବ। ଏହି ବୈଠକ ଆସନ୍ତା ୨୬ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?