Home Middle

୧୦ ପ୍ରତିଶତରୁ ଅଧିକ ପ୍ରଜିଟିଭ୍‌ ଥିବା ଜିଲାରେ ଲାଗୁ ହେବ କଡ଼ା କଡ଼କଣା, ସରକାରଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୧।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ସାର୍ବଜନୀକ ଟିକାକରଣ ଜାରି ରହିବା ସହିତ ସଂକ୍ରମଣ ନେଇ କେନ୍ଦ୍ର ସରକାର ସତର୍କ ଅଛନ୍ତି। ସଂକ୍ରମଣକୁ ନିୟନ୍ତ୍ରଣ କରିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ନିର୍ଦ୍ଦେଶ…

ଥମୁଛି ସଂକ୍ରମଣ ବଢୁଛି ଭିଡ଼…

ନୂଆଦିଲ୍ଲୀ,୧।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୪୧ ହଜାର ୮୩୧ ରେ…

ନିଜ ଇଛା ଅନୁସାରେ ଧର୍ମ ପରିବର୍ତ୍ତନ କରିବା ସହିତ ପସନ୍ଦର ବିବାହ ସାମ୍ବିଧାନିକ ଅଧିକାର…

ପ୍ରୟାଗରାଜ,୧।୮: ଅପହରଣ, ଷଡଯନ୍ତ୍ର ଏବଂ ଧର୍ମ ପରିବର୍ତ୍ତନ ଆଇନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ଅଭିଯୁକ୍ତଙ୍କ ଜାମିନ ଆବେଦନ ଶୁଣାଣି ସମୟରେ କୋର୍ଟ କହିଛନ୍ତି ଯେ ପ୍ରତ୍ୟେକ ନାଗରିକ କୌଣସି ଧର୍ମ ଗ୍ରହଣ କରିବାର ଅଧିକାର ଅଛି। ନିଜର…

ସ୍ପାଏଓ୍ବେର ବ୍ଲକ୍‌ କଲା ଏନ୍‌ଏସ୍‌ଓ

ଓ୍ବାଶିଂଟନ, ୧।୮(ପି.ଟି.): ପେଗାସସ୍‌ ଗୁପ୍ତଚରଗିରି ବିବାଦକୁ ନେଇ ଭାରତ ସମେତ ବିଭିନ୍ନ ଦେଶରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏହି ବିବାଦର କେନ୍ଦ୍ରବିନ୍ଦୁ ପାଲଟିଥିବା ଇସ୍ରାଏଲ୍‌ ସାଇବର ସିକ୍ୟୁରିଟି କମ୍ପାନୀ ଏନ୍‌ଏସ୍‌ଓ ଗ୍ରୁପ୍‌ ବିଭିନ୍ନ ସରକାରଙ୍କୁ ଯୋଗାଇଥିବା ଏହି ସ୍ପାଏଓ୍ବେରକୁ ସାମୟିକ…

ପ୍ରକାଶ ପାଇଲା + ୨ ରେଜଲ୍ଟ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ଶନିବାର ସନ୍ଧ୍ୟାରେ ପ୍ରକାଶ ପାଇଛି। ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଯୁକ୍ତ ୨ ପରୀକ୍ଷାଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି। ସମୁଦାୟ ୯୪,୫୩୨…

ଆସିଲା ଅଗଷ୍ଟ ଗାଇଡ୍‌ଲାଇନ୍‌: ଜାଣନ୍ତୁ କ’ଣ ହେବ ଖୋଲା, କ’ଣ ରହିବ ବନ୍ଦ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଆଂଶିକ ଲକ୍‌ଡାଉନ୍‌ ସରୁଥିବାରୁ ଅଗଷ୍ଟ ମାସ ପାଇଁ ଶନିବାର ନୂଆ ଗାଇଡ୍‌ଲାଇନ ଘୋଷଣା କରିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ପ୍ରଦୀପ ଜେନା।  ଏହା ସେପ୍ଟେମ୍ବର ପହିଲା ପର୍ଯ୍ୟନ୍ତ ବଳବତ୍ତର ରହିବ। ରାଜ୍ୟରେ କରୋନା ମହାମାରୀକୁ ସମ୍ପୂର୍ଣ୍ଣ ଭାବେ ନିୟନ୍ତ୍ରଣକୁ ଆଣିବା…

ଏନ୍‌କାଉଣ୍ଟରରେ ଜୈଶ୍‌ ଆତଙ୍କବାଦୀ ଲମ୍ବୁ ନିହତ…

ଶ୍ରୀନଗର,୩୧।୭: ଜୈଶ-ଇ-ମହମ୍ମଦର ଜଣେ ବରିଷ୍ଠ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କରି ମିଳିତ ସୁରକ୍ଷାକର୍ମୀ ପୁଲୱାମା ଆକ୍ରମଣର ପ୍ରତିଶୋଧ ନେଇଛନ୍ତି। ପୁଲୱାମା ଆକ୍ରମଣରେ ସାମିଲ୍‌ ଥିବା ପାକିସ୍ତାନୀ ଆତଙ୍କବାଦୀଙ୍କର ଜମ୍ମୁ-କଶ୍ମୀରର ପୁଲୱାମା ଜିଲାରେ ଏକ ଏନ୍‌କାଉଣ୍ଟରରେ ମୃତ୍ୟୁ ଘଟିଛି। ଏନେଇ ଶନିବାର କଶ୍ମୀର ଜୋନ୍‌…

କରୋନାରେ ମୃତ୍ୟୁ ଘଟିଥିବା ଗଣମାଧ୍ୟମ ପ୍ରତିନିଧିଙ୍କ ପରିବାରକୁ ମିଳିବ ୧୦ ଲକ୍ଷ, ମୁଖ୍ୟମନ୍ତ୍ରୀଙ୍କ ଘୋଷଣା…

ଲକ୍ଷ୍ନୌ,୩୧।୭: କରୋନାରେ ମୃତ୍ୟୁ ଘଟିଥିବା ଗଣମାଧ୍ୟମ ପ୍ରତିନିଧିଙ୍କ ପରିବାରକୁ ଏଣିକି ମିଳିବ ୧୦ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ମିଳିବ। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାରଙ୍କ ପକ୍ଷରୁ ଏସମ୍ପର୍କରେ ଘୋଷଣା କରାଯାଇଛି। କରୋନା ମହାମାରୀ ଯୋଗୁ ୨୦୨୦ରେ ରାଜ୍ୟରେ ୧୪…

ନୂଆ ଆଇପିଏସ୍‌ଙ୍କୁ ମୋଦିଙ୍କ ମନ୍ତ୍ର

ନୂଆଦିଲ୍ଲୀ,୩୧।୭ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ସର୍ଦ୍ଦାର ବଲଭଭାଇ ପଟେଲ ନ୍ୟାସନାଲ ପୋଲିସ ଏକାଡେମୀରେ ତାଲିମପ୍ରାପ୍ତ ଆଇପିଏସ୍‌ ଅଧିକାରୀଙ୍କୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ତାଲିମପ୍ରାପ୍ତ ଅଧିକାରୀଙ୍କୁ କିଛି ମନ୍ତ୍ର ଦେଇଛନ୍ତି। ପ୍ରଶିକ୍ଷକ ଅଧିକାରୀଙ୍କୁ…

ଭୁବନେଶ୍ୱରରେ ୧୦୦ ପ୍ରତିଶତ ଟିକାକରଣ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଶତ ପ୍ରତିଶତ ଟିକାକରଣ ହୋଇଥିବା ନେଇ ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ମୋଟ୍‌ ୯ ଲକ୍ଷ ୭ ହଜାର ଲୋକଙ୍କୁ ୨ ଡୋଜ୍‌ରେ ୧୮.୧୪ ଲକ୍ଷ ଟାର୍ଗେଟ ଥିଲା। ଶୁକ୍ରବାର ସୁଦ୍ଧା ୧୮ ଲକ୍ଷ ୩୫ ହଜାର…

ପୁଣି ମାଡ଼ି ଆସୁଛି ବିପଦ, ଆରମ୍ଭ ହେଲାଣି ଚତୁର୍ଥ ଲହର…

ଜେନେଭା,୩୧।୭: କରୋନା ମହାମାରୀର ଦ୍ୱିତୀୟ ଲହର ପୃଥିବୀର କେତେକ ଦେଶରେ ଥମି ନ ଥିବାବେଳେ କିଛି ଦେଶରେ ତୃତୀୟ ଲହର ଆତଙ୍କ ସୃଷ୍ଟି କରିଛି। ଏପରିସ୍ଥଳେ ପୃଥିବୀର ମଧ୍ୟ-ପୂର୍ବ ଦେଶ ଗୁଡ଼ିକରେ କରୋନା ମହାମାରୀର ଚତୁର୍ଥ ଲହର ଆରମ୍ଭ ହେଲାଣି ବୋଲି…

ସ୍ଥିତି ଅଣାୟତ୍ତ ଆଶଙ୍କା, ସେପ୍ଟେମ୍ବର ପୂର୍ବରୁ ୧୦ ପ୍ରତିଶତ ଟିକାକରଣ ଅପରିହାର୍ଯ୍ୟ…

ଜେନେଭା,୩୧।୭: କରୋନା ମହାମାରୀ ବିରୋଧରେ ବିଜୟୀ ହେବା ଲାଗି ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ନୂଆ ରଣନୀତି ସମ୍ପର୍କରେ ସୂଚନା ଦିଆଯିବା ସହିତ ପୃଥିବୀର ସମସ୍ତ ଦେଶକୁ ଚେତାବନୀ ଦିଆଯାଇଛି। ଚଳିତ ୨୦୨୧ ବର୍ଷ ସେପ୍ଟେମ୍ବର ସୁଦ୍ଧା ୧୦ ପ୍ରତିଶତ ଲୋକଙ୍କର ଟିକାକରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri