Home Middle

ବିସିସିଆଇ ନେଲା ବଡ଼ ନିଷ୍ପତ୍ତି: ଆଇପିଏଲ୍‌ ସ୍ଥଗିତ

ନୂଆଦିଲ୍ଲୀ,୪।୫: କରୋନା ସଙ୍କଟ ମଧ୍ୟରେ ଆଇପିଏଲ୍‌ ସ୍ଥଗିତ ରଖିଛି ବିସିସିଆଇ। ଗତ କିଛିଦିନ ହେବ ଅଧିକାଂଶ ଟିମ୍‌ର ଖେଳାଳି କରୋନା ଆକ୍ରାନ୍ତ ହୋଇଥିଲେ। ଏହାପରେ ଏଭଳି ନିଷ୍ପତ୍ତି ନେଇଛି ବିସିସିଆଇ। ଆଇପିଏଲ୍‌ର ୧୪ତମ ସିଜିନର ୨୯ଟି ମ୍ୟାଚ୍‌ ସଫଳତାର ସହ ଖେଳାଯାଇଛି।…

କମୁନି କରୋନା ଗ୍ରାଫ୍‌: ରାଜ୍ୟରେ ଆଜି ୮,୨୧୬ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୪।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ମଙ୍ଗଳବାର ରାଜ୍ୟରେ ୮,୨୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୪,୬୮୪ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୩,୫୩୨ଟି ହେଉଛି ଲୋକାଲ କେସ। ଅପରପକ୍ଷେ, ଲଗାତାର କିଛି ଦିନ…

୨ କୋଟି ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା: ଦିନକରେ ୩.୫୭ ଲକ୍ଷ ସଂକ୍ରମିତ, ୩,୪୪୯ ମୃତ

ନୂଆଦିଲ୍ଲୀ,୪।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ତିନି ଲକ୍ଷରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର…

ବିଲ୍ ଗେଟ୍ସ-ମିଲିଣ୍ଡା ଗେଟ୍ସ ଅଲଗା ହେଲେ

ୱାଶିଂଟନ, ୪ ।୫: ମାଇକ୍ରୋସଫ୍ଟ କର୍ପୋରେଶନର ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ ଏବଂ ତାଙ୍କ ସ୍ତ୍ରୀ ମିଲିଣ୍ଡା ଗେଟ୍ସ ଙ୍କ ଦୀର୍ଘ ୨୭ ବର୍ଷର ଦାମ୍ପତ୍ୟ ଜୀବନରେ ଶେଷରେ ଭଟ୍ଟା ଆସିଛି। ଉଭୟ ପରସ୍ପରଠାରୁ ଅଲଗା ହେବା ସମ୍ପର୍କରେ ଘୋଷଣା କରିଛନ୍ତିି।…

ପିପିଲି ଉପନିର୍ବାଚନ ସ୍ଥଗିତ

ଭୁବନେଶ୍ୱର,୩।୫: ପିପିଲି ଉପନିର୍ବାଚନକୁ ସୋମବାର ସ୍ଥଗିତ ରଖାଯାଇଛି। ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ରିପୋର୍ଟ ଆଧାରରେ ରାଜ୍ୟରେ କୋଭିଡ୍‌ ଲକ୍‌ଡାଉନ୍‌କୁ ଦୃଷ୍ଟିରେ ରଖି ଭାରତୀୟ ନିର୍ବାଚନ କମିଶନ ପିପିଲି ଉପନିର୍ବାଚନକୁ ସ୍ଥଗିତ କରିଛନ୍ତି। ମେ ୧୬ରେ ପିପିଲି ଉପନିର୍ବାଚନ ହେବାର ଥିଲା। ୧୯…

‘ଫନି’କୁ ପୂରିଲା ୨ ବର୍ଷ: ଏବେବି ବାତ୍ୟା ନାଁ ଶୁଣିଲେ ଥରି ଉଠୁଛି ଛାତି

ଭୁବନେଶ୍ୱର,୩।୫(ବ୍ୟୁରୋ): ଆଜିର ଠିକ୍‌ ଏହି ଦିନରେ ଅର୍ଥାତ୍‌ ମେ’ ୩ରେ ଓଡ଼ିଶାରେ ତାଣ୍ଡବ ରଚିଥିଲା ‘ଫନି’। ୨୦୧୯ ମେ’ ୩ରେ ଓଡ଼ିଶାରେ ଫନି ତା’ର କରାଳ ରୂପ ଦେଖାଇଥିଲା। ଏଥିରେ ଛାରଖାର ହୋଇଯାଇଥିଲା ଅନେକ ଗାଁ। ବିଶେଷକରି ପୁରୀ ଜିଲା ଅଧିକ…

ବେଙ୍ଗାଲୁରୁ-କୋଲକାତା ଆଇପିଏଲ୍‌ ମ୍ୟାଚ୍‌ ବାତିଲ: ଜାଣନ୍ତୁ କାହିଁକି

ଅହମ୍ମଦାବାଦ,୩।୫: ଆଜି ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ କୋଲକାତା ନାଇଟ ରାଇଡର୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଅନୁଷ୍ଠିତ ହେବାକୁ ଥିବା ମ୍ୟାଚକୁ ବାତିଲ କରାଯାଇଛି। କେକେଆର ଦଳର ଦୁଇ ଖେଳାଳି କରୋନା ପଜିଟିଭ ଚିହ୍ନଟ ହେବା ଏହା ପରେ…

ସିବିଏସ୍‌ଇ ଢାଞ୍ଚାରେ ମାଟ୍ରିକ ମୂଲ୍ୟାଙ୍କନ: ଦଶମ ଟେଷ୍ଟ ଏବଂ ନବମ ବାର୍ଷିକ ପରୀକ୍ଷା ନମ୍ବର ଦାଖଲ ପାଇଁ ନିର୍ଦ୍ଦେଶ

କଟକ ଅଫିସ,୩।୫: କରୋନା ମହାମାରୀ ଯୋଗୁ ସରକାର ଚଳିତବର୍ଷ ମାଟ୍ରିକ ପରୀକ୍ଷା ବାତିଲ କରିଛନ୍ତି। ତେବେ ପରୀକ୍ଷା ଫଳ ପ୍ରକାଶ ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏନେଇ ସମସ୍ତ ସ୍କୁଲର ପ୍ରଧାନଶିକ୍ଷକଙ୍କୁ ଜିଲା ଶିକ୍ଷାଧିକାରୀ ଛାତ୍ରୀଛାତ୍ରଙ୍କ…

ଦିଦିଙ୍କୁ ଫୋନ୍‌ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୫(ବ୍ୟୁରୋ): ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ତୃଣମୂଳ କଂଗ୍ରେସର ବିପୁଳ ବିଜୟ ପରେ ମମତା ବାନାର୍ଜୀଙ୍କୁ ଫୋନ୍‌ କରି ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୋମବାର ସକାଳେ ଦିଦିଙ୍କୁ ଫୋନ୍‌ କରିଥିଲେ ନବୀନ। ମୋଟ୍‌ ୨୯୪ଟି ଆସନ ବିଶିଷ୍ଟ ପଶ୍ଚିମବଙ୍ଗ ବିଧାନସଭାରୁ…

ପଶ୍ଚିମବଙ୍ଗରେ ‘ଖେଳ ହେଲା’ କହିଲେ ଏହି ଅଭିନେତ୍ରୀ

କୋଲକାତା,୩।୫: ପଶ୍ଚିମବଙ୍ଗ, କେରଳ, ତାମିଲନାଡୁ, ଆସାମ ଏବଂ ପୁଡୁଚେରୀରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ତେବେ ଏହିସବୁ ରାଜ୍ୟରେ କିଏ ସରକାର ଗଢ଼ିବେ ସେନେଇ ଲୋକେ ବେଶ୍‌ ଉତ୍ସାହର ସହ ଚାହିଁଛନ୍ତି। ସବୁଠୁ ଚର୍ଚ୍ଚାରେ ଥିଲା ପଶ୍ଚିବମଙ୍ଗ ନିର୍ବାଚନ। କାରଣ ଏଠାରେ…

ଟିଏମ୍‌ସି ନେତାଙ୍କୁ ହରାଇଲେ ଝୁମ୍ପୁଡ଼ିରେ ରହୁଥିବା ଏହି ମହିଳା, ହେଲେ ଭାଜପା ବିଧାୟକ

କୋଲକାତା,୩।୫: ପଶ୍ଚିମବଙ୍ଗର ସାଲତୋରା ନିର୍ବାଚନ ମଣ୍ଡଳୀରୁ ଜଣେ ଦିନ ମଜୁରିଆଙ୍କ ସ୍ତ୍ରୀ ଚନ୍ଦନା ବାଉରୀଙ୍କୁ ସୋସିଆଲ ମିଡିଆରେ ଶୁଭେଚ୍ଛାର ସୁଅ ଛୁଟୁଛି। ୩୦ ବର୍ଷୀୟା ଚନ୍ଦନା ତୃଣମୂଳ କଂଗ୍ରେସ(ଟିଏମ୍‌ସି) ନେତା ସନ୍ତୋଷ କୁମାର ମଣ୍ଡଳଙ୍କୁ ୪୦୦୦ରୁ ଅଧିକ ଭୋଟ୍‌ରେ ପରାସ୍ତ କରିଛନ୍ତି।…

ମାଡି ଚାଲିଛି କରୋନା: ଦିନକରେ ୩.୬୮ ଲକ୍ଷ ସଂକ୍ରମିତ, ୩,୪୧୭ ମୃତ

ନୂଆଦିଲ୍ଲୀ,୩।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ତିନି ଲକ୍ଷରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri