Home Middle

‘ଭାରତକୁ ତାଲିବାନ୍‌ ହେବାକୁ ଦିଆଯିବନି’

ନୂଆଦିଲ୍ଲୀ, ୨୩ା୯ : ଭାଜପା ଏକ ଜୁମ୍‌ଲା ପାର୍ଟି। କେନ୍ଦ୍ର ସରକାର ଭାରତକୁ ତାଲିବାନ୍‌ରେ ପରିଣତ କରିବାକୁ ଉଦ୍ୟମ ଚଳାଇଛନ୍ତି। ଏହାକୁ ସଫଳ ହେବାକୁ ଦିଆଯିବନାହିଁ ବୋଲି ବୁଧବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି। ଭବାନୀପୁର ନିର୍ବାଚନମଣ୍ଡଳୀରେ ଉପନିର୍ବାଚନ ପାଇଁ…

ଟିକା ସାର୍ଟିଫିକେଟକୁ ସ୍ବୀକୃତି ଦେବାକୁ ଆହ୍ବାନ

ଓ୍ବାଶିଂଟନ, ୨୩।୯: ଅନ୍ତର୍ଜାତୀୟ ଗମନାଗମନକୁ ସୁଗମ କରିବା ଲାଗି ଟିକା ପ୍ରମାଣପତ୍ରକୁ ଆପୋଷ ସ୍ବୀକୃତି ମିଳିବା ଆବଶ୍ୟକ ବୋଲି ୫ ଦିନିଆ ଆମେରିକା ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ପକ୍ଷରୁ ଆୟୋଜିତ ବିଶ୍ୱ…

ତଥ୍ୟ ବଦଳରେ ବିବାହ ପ୍ରସ୍ତାବ

କଟକ ଅଫିସ,୨୩ା୯: ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆର୍‌ଡିଓ)ରୁ ଗୁପ୍ତତଥ୍ୟ ଲିକ୍‌ ମାମଲାରେ ଗିରଫ ୫ ଅଭିଯୁକ୍ତଙ୍କୁ ଗତ ୪ ଦିନ ଧରି କ୍ରାଇମବ୍ରାଞ୍ଚ ଜେରା କରୁଛି। ଏହି ଜେରା ଭିତରେ କ୍ରାଇମ୍‌ବ୍ରାଞ୍ଚ ହାତରେ ବହୁ ସାଂଘାତିକ…

କୋଭିଡ୍‌ ମୃତକଙ୍କ ପରିବାରକୁ ମିଳିବ ୫୦ ହଜାର ଟଙ୍କା

ନୂଆଦିଲ୍ଲୀ, ୨୩।୯(ପି.ଟି.): କୋଭିଡ୍‌ ମହାମାରୀରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ରାଜ୍ୟ ସରକାର ୫୦ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ କରିବେ। କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ ଏହା ଜଣାଇଛନ୍ତି। ୨୦୨୦ ଜାନୁୟାରୀରେ ମହାମାରୀ ଆରମ୍ଭ ହେବାଠାରୁ ବର୍ତ୍ତମାନ ସୁଦ୍ଧା ଦେଶରେ…

ନେଟ୍‌ ସ୍ବାଧୀନତା ସଙ୍କୁଚିତ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୩।୯: ବିଶ୍ୱର ବହୁ ରାଷ୍ଟ୍ରରେ ଇଣ୍ଟରନେଟ୍‌ ବ୍ୟବହାରକାରୀମାନଙ୍କୁ ଜେଲ ଯିବାକୁ ପଡ଼ୁଛି। କେତେକ ଦେଶରେ ୟୁଜର୍ସ ନିଜ ପୋଷ୍ଟକୁ ନେଇ ଆକ୍ରମଣର ଶିକାର ହେଉଛନ୍ତି। ବିଶେଷକରି ବିଗତ ୧୧ ବର୍ଷ ଧରି ଅନ୍ତର୍ଜାତୀୟ ସ୍ତରରେ ନେଟ୍‌ ନ୍ୟୁଟ୍ରାଲିଟି ହ୍ରାସ ପାଇବାରେ ଲାଗିଛି।…

ନିବେଶକଙ୍କ ପାଇଁ ସିଙ୍ଗଲ ଓ୍ବିଣ୍ଡୋ ସିଷ୍ଟମ

ନୂଆଦିଲ୍ଲୀ,୨୩।୯: ନିବେଶକ ଏବଂ ବିଜ୍‌ନେସ୍‌ ଲାଗି ବହୁ ପ୍ରତୀକ୍ଷିତ ସିଙ୍ଗଲ ଓ୍ବିଣ୍ଡୋ ସିଷ୍ଟମ ଉନ୍ମୋଚିତ ହୋଇଛି। କେନ୍ଦ୍ର ଏବଂ ରାଜ୍ୟ ସ୍ତରର ସମସ୍ତ ମଞ୍ଜୁରୀ ବ୍ୟବସ୍ଥାକୁ ଏଠାରେ ସମନ୍ବିତ କରାଯିବ ବୋଲି ଜଣାପଡ଼ିଛି। ନିବେଶ ପ୍ରସ୍ତାବର ମଞ୍ଜୁରୀ ଲାଗି ଏହା ଏକକ…

ଓଡ଼ିଆ ଚାଷୀ ସବୁଠୁ ଗରିବ

ଭୁବନେଶ୍ୱର,୨୩ା୯(ବ୍ୟୁରୋ): କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଯୋଜନା ପରେ ଯୋଜନା ଗଢ଼ାହେଉଛି। ଚାଷୀଙ୍କ ଆୟ ଦ୍ୱିଗୁଣିତ କରି ସେମାନଙ୍କ ଜୀବନରେ ପରିବର୍ତ୍ତନ ଆଣିବା ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ବଜେଟ କରାଯାଉଛି। ଏହାସତ୍ତ୍ୱେ କୃଷକଙ୍କ…

ୱାଶିଂଟନ ପହଞ୍ଚିଲେ ମୋଦି, ସ୍ୱାଗତ କଲେ ପ୍ରବାସୀ ଭାରତୀୟ

ୱାଶିଂଟନ,୨୩ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନିଆ ଆମେରିକା ଗସ୍ତରେ ଯାଇ ୱାଶିଂଟନରେ ପହଞ୍ଚି ସାରିଛନ୍ତି । ବୁଧବାର ସେ ତାଙ୍କର ଗସ୍ତ ଆରମ୍ଭ କରିଥିବା ବେଳେ ଭାରତୀୟ ସମୟ ଅନୁଯାୟୀ ଗୁରୁବାର ସକାଳେ ସେ ୱାଶିଂଟନ ପହଞ୍ଚି ସାରିଛନ୍ତି…

ମାଗଣାରେ ୬ ମାସ ପାଇଁ ମହିଳାଙ୍କ ଲୁଗା ସଫା କରିବେ ଅଭିଯୁକ୍ତ

ମଧୁରାଇ,୨୩।୯: ମହିଳାଙ୍କୁ ଟଣାଓଟାର କରିବା ଅଭିଯୋଗରେ ଜଣେ ଅଭିଯୁକ୍ତଙ୍କୁ ଗାଁରେ ରହୁଥିବା ପ୍ରତ୍ୟେକ ମହିଳାଙ୍କ ଲୁଗା ମାଗଣାରେ ଧୋଇବା ସହ ଆଇରନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ବିହାରର ମଧୁରାଇ କୋର୍ଟ। ଅଭିଯୁକ୍ତଙ୍କ ଜାମିନକୁ ମଞ୍ଜୁରି ଦେଲା ବେଳେ ଏଭଳି ଦଣ୍ଡାଦେଶ ଶୁଣାଇଥିଲେ…

ଆବେଦନର ୩୦ ଦିନ ମଧ୍ୟରେ କୋଭିଡ୍‌ ମୃତକଙ୍କ ପରିବାରକୁ ମିଳିବ କ୍ଷତିପୂରଣ

ନୂଆଦିଲ୍ଲୀ,୨୨।୯: କୋଭିଡ୍‌ ମୃତକଙ୍କ ପରିବାରବର୍ଗକୁ କ୍ଷତିପୂରଣ ବାବଦରେ ରାଜ୍ୟ ସରକାର ୫୦ ହଜାର ଟଙ୍କା ପ୍ରଦାନ କରିବେ। ଏ ନେଇ ସୁପ୍ରିମକୋର୍ଟକୁ ବୁଧବାର ସୂଚନା ଦେଇଛନ୍ତି କେନ୍ଦ୍ର ସରକାର। ତେବେ କୋଭିଡ୍‌ କାରଣରୁ ଏପର୍ଯ୍ୟନ୍ତ ମୃତ୍ୟୁ ହୋଇଥିବା ବ୍ୟକ୍ତିଙ୍କ ପରିବାରକୁ କେବଳ…

ଟେରର ଲିଙ୍କ୍‌: ୨ ପୋଲିସ ସମେତ ୬ କର୍ମଚାରୀ ନିଲମ୍ବିତ…

ଶ୍ରୀନଗର,୨୨।୯: ଟେରର୍‌ ଲିଙ୍କ୍‌ ଅଭିଯୋଗରେ ଜମ୍ମୁ-କଶ୍ମୀରର ୨ ପୋଲିସଙ୍କ ସମେତ ୬ ଜଣ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ଆତଙ୍କବାଦୀଙ୍କୁ ସହାୟତା କରିବା ସହିତ ସେମାନଙ୍କ ପାଇଁ ଓଭର ଗ୍ରାଉଣ୍ଡ ଓ୍ବାର୍କର ଭାବେ କାର୍ଯ୍ୟ କରୁଥିବା ଅଭିଯୋଗ ସେସବୁ କର୍ମଚାରୀ ବିରୋଧରେ ଅଣାଯାଇଛି।…

ଆଇପିଏଲ୍‌ର ଦ୍ୱିତୀୟ ପର୍ଯ୍ୟାୟରେ ବି କରୋନା ଏଣ୍ଟ୍ରି: ଜଣେ ଖେଳାଳି ପଜିଟିଭ୍‌ ଚିହ୍ନଟ

ୟୁଏଇ,୨୨।୯: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚ ପୂର୍ବରୁ ସନରାଇଜର୍ସ ହାଇଦ୍ରାବାଦର ଜଣେ ଖେଳାଳି କରୋନା ପଜିଟିଭ ବୋଲି ଜଣାପଡିଛି। ଫଳରେ ତାଙ୍କ ସଂସ୍ପର୍ଶରେ ଆସିଥିବା ୬ ଖେଲାଳିଙ୍କୁ ଆସୋଲେସନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଜି ସନ୍ଧ୍ୟା ୭.୩୦ରୁ ଦୁବାଇରେ ଦିଲ୍ଲୀ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?