ପଶ୍ଚିମବଙ୍ଗରେ ଦିଦି-କେରଳରେ ଲେଫ୍ଟ ଆଗରେ…
କୋଲକାତା/ଥିରଭାନନ୍ତପୁରମ୍,୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଭୋଟ ଗଣତି ରବିବାର ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟ ଭୋଟଗଣନାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କର ତୃଣମୂଳ, କଂଗ୍ରେସ ଆଗୁଆ ରହିଛି। ତୃଣମୂଳ ୧୨୩ଟି ଆସନରେ ଏବଂ ଭାଜପା ୧୧୬ ଆସନରେ ଆଗୁଆ ରହିଛନ୍ତି। ପଶ୍ଚିମବଙ୍ଗରେ ତୃଣମୂଳ…
ଅକ୍ସିଜେନ୍ ଅଭାବ: ଜଣେ ଡାକ୍ତରଙ୍କ ସମେତ ୮ ଜଣଙ୍କ ମୃତ୍ୟୁ…
ନୂଆଦିଲ୍ଲୀ,୧।୫: ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ଜାରି ରହିଛି। ଏହା ତୀବ୍ର ବେଗରେ ବ୍ୟାପୁଥିବାରୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ ଅକ୍ସିଜେନ ଅଭାବ ଯୋଗୁ ଲଗାତାର…
କିଛି ସପ୍ତାହ ଲକ୍ଡାଉନ୍ ଏବେ ଭାରତରେ ଆବଶ୍ୟକ: ଆମେରିକା…
ଓ୍ବାଶିଂଟନ/ନୂଆଦିଲ୍ଲୀ,୧।୫: ଭାରତରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ଭୟଙ୍କର ସ୍ଥିତି ସୃଷ୍ଟି କରିଛି। ଏପରିସ୍ଥଳେ ଭାରତରେ ଲକ୍ଡାଉନ୍ ଲାଗୁ କରିବ ନେଇ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କ ମୁଖ୍ୟ ମେଡ଼ିକାଲ ପରାମର୍ଶଦାତା ତଥା ମହାମାରୀ ବିଶେଜ୍ଞ ଡ. ଆନ୍ଥୋନୀ ଫାୟୁସି ଗୁରୁତ୍ୱାରୋପ…
କରୋନାର ତୃତୀୟ ଲହର ଆସିବ ଅକ୍ଟୋବରରେ: ପୁଣି ଘନେଇଲା ବିପଦ…
ନୂଆଦିଲ୍ଲୀ,୧।୫: ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ଜାରି ରହିଛି। ଏହା ତୀବ୍ର ବେଗରେ ବ୍ୟାପୁଥିବାରୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ତେବେ ପୁଣି ବିପଦ ଘନେଇବାରେ ଲାଗିଛି। କରୋନାର ତୃତୀୟ ଲହର ଚଳିତ ବର୍ଷ ଅକ୍ଟୋବରରେ ଆସିବ ବୋଲି କର୍ନାଟକର…
ମହାମାରୀ ତାଣ୍ଡବ ଚେତାବନୀକୁ ଅଣଦେଖା କରିଛନ୍ତି ମୋଦି ସରକାର…
ନୂଆଦିଲ୍ଲୀ,୧।୫: ଭାରତରେ କରୋନା ମହାମାରୀ ଯୋଗୁ ପ୍ରତିଦିନ ମୃତ୍ୟୁ ସଂଖ୍ୟା ସହିତ ସମତାଳରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଫଳରେ ଦେଶର ବିଭିନ୍ନ ଶ୍ମଶାନରେ ଚିତା ଲିଭିବାର ନାଁ ଧରୁନି। ଦେଶରେ ଏଭଳି ସ୍ଥିତି ସୃଷ୍ଟି ହେବ ବୋଲି ମାର୍ଚ୍ଚ…
ଭାରତୀୟ ଯାତ୍ରୀଙ୍କୁ ଅଷ୍ଟ୍ରେଲିଆ ମନା: ଉଲ୍ଲଂଘନ କଲେ ଜେଲଦଣ୍ଡ-ଜରିମାନା…
ସିଡ୍ନୀ,୧।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ଅବସ୍ଥା ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ କେତେକ ଦେଶ ସୁରକ୍ଷା ଦୃଷ୍ଟିରୁ ଭାରତୀୟ ଯାତ୍ରୀଙ୍କ ଉପରେ କଟକଣା ଲଗାଇ ସାରିଛନ୍ତି। ଏବେ ଅଷ୍ଟ୍ରେଲିଆ ସରକାରଙ୍କ ପକ୍ଷରୁ ଭାରତୀୟ ଯାତ୍ରୀଙ୍କ ଉପରେ ସାମୟିକ ପ୍ରତିବନ୍ଧକ…
କୋଭିଡ୍ କେୟାର ସେଣ୍ଟରରେ ଅଗ୍ନିକାଣ୍ଡ: ୧୬ ମୃତ…
ଅହମଦାବାଦ୍,୧।୫: ଗୁଜରାଟର ଭାରୁଚ୍ ସ୍ଥିିତ ଏକ କୋଭିଡ୍ କେୟାର ସେଣ୍ଟରରେ ଅଗ୍ନିକାଣ୍ଡ ଘଟି ୧୪ଜଣ ଆକ୍ରାନ୍ତଙ୍କ ସମେତ ୨ ଜଣ ଷ୍ଟାଫ୍ ନର୍ସଙ୍କ ମୃତ୍ୟୁ ଘଟିଛି। ଶୁକ୍ରବାର-ଶନିବାର ମଧ୍ୟରାତ୍ର ୧୨ଟା ୩୦ରେ ଏଭଳି ଅଭାବନୀୟ ଘଟଣା ଘଟିଛି। କୋଭିଡ୍ କେୟାର ସେଣ୍ଟରରେ…
ସବୁ ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ଟପିଲା ୪ ଲକ୍ଷ…
ନୂଆଦିଲ୍ଲୀ,୧।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ଅସମ୍ଭାଳ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେଲଗାମ୍ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। କରୋନା ସଂକ୍ରମଣ ପୂର୍ବର ସମସ୍ତ ରେକର୍ଡ…
ସରକାର ନୁହେଁ, ଅଦାଲତ ଭରସା
ନୂଆଦିଲ୍ଲୀ,୧ା୫: ନୋଭେଲ କରୋନା ଭାଇରସ୍ର ଦ୍ୱିତୀୟ ଲହର ଭାରତକୁ ଆଣିଛି ମହାବିପତ୍ତି। ୧୦ରୁ ଊର୍ଦ୍ଧ୍ୱ ରାଜ୍ୟରେ ଅଣାୟତ୍ତ ସ୍ଥିତି। ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ। ହସ୍ପିଟାଲରେ ଶଯ୍ୟାଠୁ ନେଇ ଅକ୍ସିଜେନ, ରେମ୍ଡେସିଭିର ଭଳି ଜରୁରୀ ଇଞ୍ଜେକ୍ସନ ଓ ଜୀବନ ରକ୍ଷାକାରୀ ଔଷଧର ଘୋର ଅଭାବ…
ଜାତିସଂଘ ସହାୟତାକୁ ଭାରତର ନା
ଜାତିସଂଘ/ନୂଆଦିଲ୍ଲୀ, ୧।୫: କରୋନା ଭାଇରସ୍ର କ୍ରମବର୍ଦ୍ଧିଷ୍ଣୁ ସଂକ୍ରମଣକୁ ଭାରତ ସମ୍ଭାଳିପାରୁ ନାହିଁ। ଦେଶର ସ୍ବାସ୍ଥ୍ୟସେବା ବ୍ୟବସ୍ଥା ଭୁଶୁଡ଼ିପଡ଼ିଲାଣି। କୋଭିଡ୍ ରୋଗୀ ଅକ୍ସିଜେନ୍, ଭାକ୍ସିନ ଓ ଜୀବନ ରକ୍ଷାକାରୀ ଇଞ୍ଜେକ୍ସନ ନ ପାଇ ମରୁଥିବାରୁ ଏସବୁ ପାଇଁ ଅନ୍ୟ ଦେଶଗୁଡ଼ିକ ଉପରେ ନିର୍ଭର…
ତୃତୀୟ ପର୍ଯ୍ୟାୟ ଟିକାକରଣ: ଅଧିକାଂଶ ରାଜ୍ୟରେ ଟିକା ନାହିଁ
ନୂଆଦିଲ୍ଲୀ, ୩୦।୪: କିଛିଦିନ ହେଲା ଦେଶରେ ୩ ଲକ୍ଷରୁ ଊର୍ଦ୍ଧ୍ୱ କରୋନା ସଂକ୍ରମିତ ହେଉଥିବା ବେଳେ ହଜାର ହଜାର ଲୋକଙ୍କ ଜୀବନ ଯାଉଛି। ସଂକ୍ରମଣକୁ ରୋକିବା ପାଇଁ ଟିକାକରଣକୁ ବ୍ୟାପକ କରିବା ବ୍ୟତୀତ ଅନ୍ୟ ଉପାୟ ନାହିଁ। ଏନେଇ ଟିକାକରଣର ତୃତୀୟ…
କରୋନା ଔଷଧର ଅଭାବ ନାହିଁ, ଏବେ ରାଜ୍ୟରେ ୪୩ ହଜାର ରେମଡେସିଭିର ଷ୍ଟକ୍ ରହିଛି
ଭୁବନେଶ୍ୱର,୩୦।୪(ବ୍ୟୁରୋ): ଲଗାତାର ଭାବେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଭାରତର ପ୍ରଭାବିତ ଅନେକ ରାଜ୍ୟରେ ରୋଗୀମାନେ ଆବଶ୍ୟକୀୟ ସ୍ବାସ୍ଥ୍ୟସେବା ପାଇପାରୁନାହାନ୍ତି। ଫଳରେ ଅନେକ ରୋଗୀଙ୍କ ମୃତ୍ୟୁ ଘଟୁଛି। ତେବେ ଓଡ଼ିଶାରେ ମଧ୍ୟ କରୋନା ଔଷଧ ରେମଡେସିଭିର ଅଭାବ ଥିବା ଚର୍ଚ୍ଚା…
Archives


