Home Middle

ଏବେ ନିୟନ୍ତ୍ରଣରେ, ଆଗକୁ କ’ଣ ହେବ କହିବା କଷ୍ଟକର; ରୁହନ୍ତୁ ସତର୍କ-ସଚେତନ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ଚିନ୍ତା ବଢ଼ାଇଲାଣି କରୋନାର ଦ୍ୱିତୀୟ ଲହର। ଭାରତରେ ଦୈନିକ ସଂକ୍ରମଣ ୩ ଲକ୍ଷ ପାର କରିଥିବା ବେଳେ ଓଡ଼ିଶାରେ ଏହା ପାଖାପାଖି ୯ ହଜାରରେ ପହଞ୍ଚିଲାଣି। ଏଭଳି ସ୍ଥିତି ଜାରି ରହିଲେ ଆଗାମୀ ଦିନରେ ପରିସ୍ଥିତି ନିୟନ୍ତ୍ରଣ କରାଯାଇ ନ…

ମେ’ ୧ରୁ ବନ୍ଦ ରହିବ ନନ୍ଦନକାନନ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଏହି ସଂଖ୍ୟା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ଅର୍ଥାତ୍‌ ଜନସାଧାରଣଙ୍କ ହିତ ଦୃଷ୍ଟିରୁ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବଂ ରାଜ୍ୟ ବଟାନିକାଲ…

ରାଜ୍ୟରେ ଆଜି ରେକର୍ଡ: ୮୬୮୧ ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଶୁକ୍ରବାର ରାଜ୍ୟରେ ୮,୬୮୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷେ, ଲଗାତାର କିଛି ଦିନ ଧରି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧,୪୦୮…

ଏକ୍‌ଜିଟ୍‌ ପୋଲ୍‌ରେ ମମତାଙ୍କ ହ୍ୟାଟ୍ରିକ୍‌

ନୂଆଦିଲ୍ଲୀ,୩୦ା୪:ପଶ୍ଚିମବଙ୍ଗରେ ଶାସକ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ହ୍ୟାଟ୍ରିକ୍‌ ବିଜୟ ହାସଲ କରି ପୁଣି ଥରେ ଶାସନ କରିପାରେ। ଏହାସହ ଟିଏମ୍‌ସି ସୁପ୍ରିମୋ ମମତା ବାନାର୍ଜୀ ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇପାରନ୍ତି। କେରଳରେ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ୍‌ ଲଗାତର ଦ୍ୱିତୀୟ ଥର ପାଇଁ…

କୋଭିସିଲ୍ଡ ପରେ ‘କୋଭାକ୍ସିନ’ ଦର ହ୍ରାସ: ଡୋଜ୍‌ ପିଛା ୨୦୦ ଟଙ୍କା କମ୍‌ରେ ମିଳିବ

ନୂଆଦିଲ୍ଲୀ,୨୯।୪: କମିଲା ‘କୋଭାକ୍ସିନ’ ଟିକା ଦର। ପୂର୍ବରୁ ସେରମ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ ‘କୋଭିସିଲ୍ଡ’ ଟିକାର ଦାମ ହ୍ରାସ କରିିଥିବା ବେଳେ ଗୁରୁବାର ଭାରତ ବାୟୋଟେକ୍‌ ପକ୍ଷରୁ ‘କୋଭାକ୍ସିନ ଦର ହ୍ରାସ କରାଯାଇଛି। ପୂର୍ବରୁ କମ୍ପାନୀ ରାଜ୍ୟଗୁଡ଼ିକୁ କୋଭାକ୍ସିନ୍‌ ଟିକା ଡୋଜ୍‌…

କରୋନା ଟିକାକରଣରେ ୩୨ ହଜାର କୋଟିିର ଦୁର୍ନୀତି: ସୁପ୍ରିମ୍‌କୋର୍ଟରେ ପିଟିଶନ ଦାଖଲ…

ନୂଆଦିଲ୍ଲୀ,୨୯।୪: କରୋନା ସଂକ୍ରମଣ ଯୋଗୁ ଦେଶରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଟିକାକରଣ ଅଭିଯାନରେ ୩୨ ହଜାର କୋଟି ଟଙ୍କା ଦୁର୍ନୀତି ହୋଇଥିବା ନେଇ ସୁପ୍ରିମ୍‌କୋର୍ଟରେ ଏକ ପିଟିଶନ…

କରୋନା ନେଇ ପିଲାଙ୍କଠାରେ ଦେଖାଯାଉଛି ଏଭଳି ଲକ୍ଷଣ…

ବେଙ୍ଗାଲୁରୁ,୨୯।୪: କରୋନା ସଂକ୍ରମଣ ଯୋଗୁ ଦିନକୁ ଦିନ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ବୃଦ୍ଧି ପାଉଥିବା କରୋନା ସଂକ୍ରମଣ ଯୋଗୁ ପିଲାଙ୍କ ମଧ୍ୟରେ ବହୁ ଅସ୍ବାଭାବିକ ଲକ୍ଷଣ ପ୍ରକାଶ ପାଇବାରେ ଲାଗିଛି। ଛୋଟ ପିଲାଙ୍କ ମଧ୍ୟରେ ଘରେ ବନ୍ଦ ରହିବା ଯୋଗୁ…

‘ହାସ୍‌ ରିଜାଇନ୍‌ ମୋଦି’କୁ ବ୍ଲକ୍‌ କଲା ଫେସବୁକ୍‌…

ନୂଆଦିଲ୍ଲୀ,୨୯।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ଦିନକୁ ଦିନ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ହସ୍ପିଟାଲରେ ଅକ୍ସିଜେନ ଅଭାବ, ବେଡ୍‌ ନ ମିଳିବା ଭଳି ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ସୋସିଆଲ୍‌ ମିଡ଼ିଆରେ ସମାଲୋଚନା କରାଯାଉଛି।…

ଅଷ୍ଟମ ପର୍ଯ୍ୟାୟ ନିର୍ବାଚନ: ସ୍କ୍ରିନିଂ ପରେ ମତଦାନ…

କୋଲକାତା,୨୯।୪: କରୋନା ମହାମାରୀ ସଂକ୍ରମଣ ମଧ୍ୟରେ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପାଇଁ ଅଷ୍ଟମ ପର୍ଯ୍ୟାୟ ମତଦାନ ଗୁରୁବାର ସକାଳ ୭ଟାଠାରୁ ଆରମ୍ଭ ହୋଇଛି। ଭୋଟରମାନେ ମାସ୍କ୍‌ ପିନ୍ଧି ମତଦାନ କେନ୍ଦ୍ରରେ ପହଞ୍ଚିଛନ୍ତି। ସ୍କ୍ରିନିଂ ପରେ ଭୋଟରଙ୍କୁ ବୁଥ୍‌ରେ ପ୍ରବେଶ କରିବାକୁ ଅନୁମତି…

ସବୁ ରେକର୍ଡ ଭାଙ୍ଗିଲା କରୋନା: ଏବେ ୪ ଲକ୍ଷ ମୁହାଁ…

ନୂଆଦିଲ୍ଲୀ,୨୯।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ଅସମ୍ଭାଳ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେଲଗାମ୍‌ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ଲଗାତାର ୮ ଦିନ ଧରି ଦେଶରେ…

ଆଜି ବି ୬ ହଜାର ଉପରେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଗୁରୁବାର ରାଜ୍ୟରେ ୬୯୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷେ, ଲଗାତାର କିଛି ଦିନ ଧରି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯୧୯…

ଶୁଖିବାକୁ ବସିଛି କାନଝରୀ ଡ୍ୟାମ୍‌

କେନ୍ଦୁଝର, ୨୯।୪ (ସ୍ବ.ପ୍ର.):  କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କାନଝରୀ ଜଳସେଚନ ପ୍ରକଳ୍ପ ବିଭିନ୍ନ କାରଣରୁ ଶୁଖିବାକୁ ବସିଛି। ବର୍ଷା ଅଭାବରୁ କାନଝରୀ ନଦୀର ଜଳସ୍ରୋତ ପ୍ରବାହ ବନ୍ଦ ହୋଇ ଯାଇଥିବାରୁ ବନ୍ଧକୁ ଜଳ ପ୍ରବେଶ କରୁନାହିଁ। ଫଳରେ ଡ୍ୟାମର ଜଳଧାରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri