ଗାଁରେ ବିତାଅ ୭୫ ଘଣ୍ଟା, ଏମ୍ପିଙ୍କୁ ପ୍ରଧାନମନ୍ତ୍ରୀଙ୍କ ଗୁରୁମନ୍ତ୍ର…
ନୂଆଦିଲ୍ଲୀ,୨୭।୭: ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ରାଜ୍ୟ ସଭା ଏବଂ ଲୋକ ସଭାରେ ଅଚଳାବସ୍ଥା ଜାରି ରହିଛି। ଏପରିସ୍ଥଳେ ଭାଜପା ସଂସଦୀୟ ଦଳ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ଏମ୍ପିଙ୍କୁ ଗୁରୁମନ୍ତ୍ର ପ୍ରଦାନ କରିଛନ୍ତି। ଦେଶ ସ୍ବାଧୀନ ବେହାର ୭୫ ବର୍ଷ…
ସରକାରୀ ବାବୁଙ୍କ କାମର ସମୀକ୍ଷା କରିବେ ମୋଦି ସରକାର…
ନୂଆଦିଲ୍ଲୀ,୨୭।୭: ଏଣିକି ସରକାରୀ ବାବୁଙ୍କ କାମର ସମୀକ୍ଷା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରଙ୍କ ପକ୍ଷରୁ କରାଯିବ। ଖରାପ ପ୍ରଦର୍ଶନ କରିଥିବା ସରକାରୀ ବାବୁଙ୍କୁ ସମୟ ପୂର୍ବରୁ ଅବସର ପ୍ରଦାନ କରାଯିବ। କେନ୍ଦ୍ରୀୟ କର୍ମଚାରୀ ଏବଂ ୫୦ ବର୍ଷ ପାର୍ କରିଥିବା ସରକାରୀ…
ଖୁସି ଖବର, ମିଶ୍ରିତ ଭାକ୍ସିନ୍ ଯୋଗୁ ୬ ଗୁଣା ଅଧିକ ଆଣ୍ଟିବଡ଼ି ହେଉଛି ସୃଷ୍ଟି…
ସିଓଲ୍,୨୭।୭: ଦକ୍ଷିଣ କୋରିଆର ବୈଜ୍ଞାନିକମାନେ କରୋନା ଟିକାର ମିଶ୍ରିତ ବ୍ୟବହାର ବିଷୟରେ ଖୁସି ଖବର ଦେଇଛନ୍ତି। । ଦୁଇ ଭିନ୍ନ ଡୋଜ୍ ନେବା ଦ୍ୱାରା ଶରୀରରେ ସମାନ ପ୍ରକାର ଭାକ୍ସିନ୍ ନେଇଥିବା ଲୋକଙ୍କ ତୁଳନାରେ ୬ ଗୁଣା ଅଧିକ ଆଣ୍ଟିବଡି ସୃଷ୍ଟି…
ଲଗାତାର ୨ ଦିନ ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ ତଳେ…
ନୂଆଦିଲ୍ଲୀ,୨୭।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୪ ଦିନ ଧରି…
ମହାକାଳେଶ୍ୱର ମନ୍ଦିରରେ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଦଳାଚକଟା…
ଉଜ୍ଜୟନୀ,୨୭।୭: ମଧ୍ୟପ୍ରଦେଶ ଉଜ୍ଜୟନୀଠାରେ ପ୍ରଭୁ ଶ୍ରୀ ମହାକାଳେଶ୍ୱରଙ୍କ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ମଧ୍ୟରେ ହୋଇଥିବା ଦଳା ଚକଟାରେ ବହୁ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ, ପୂର୍ବତନ ମୁଖ୍ୟମନ୍ତ୍ରୀ ଉମା ଭାରତୀଙ୍କ ସମତେ ବହୁ ଭିଆଇପି ଏବଂ ସାଧାରଣ ଲୋକ ମନ୍ଦିରରେ…
ଚାଟିଂ ବେଶି, ପାଠପଢ଼ା କମ୍
ନୂଆଦିଲ୍ଲୀ, ୨୭ା୭: କରୋନା ମହାମାରୀ ଅଫ୍ଲାଇନ ପାଠପଢ଼ାରେ ଡୋରି ପକାଇଥିବାରୁ ଡିଜିଟାଲ ଶିକ୍ଷା ମୁହଁା ହୋଇଛନ୍ତି ଛାତ୍ରୀଛାତ୍ର। ପିଲାଙ୍କ ଶିକ୍ଷାରେ ବାଧା ସୃଷ୍ଟି ନ ହେବା ଉଦ୍ୟମରେ ଅଭିଭାବକ ସେମାନଙ୍କୁ ସ୍ମାର୍ଟ ଫୋନ୍ ଯୋଗାଇଦେଉଛନ୍ତି। ହେଲେ ପାଖରେ ମୋବାଇଲ ଥାଇ ବି…
ସତର୍କ ରହିବାକୁ ପଡ଼ିବ ଆହୁରି ୨ରୁ ୩ମାସ
ଭୁବନେଶ୍ୱର, ୨୬।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇଛି। ତଥାପି ଆଗାମୀ ୨ରୁ ୩ ମାସ ସତର୍କ ରହିବାକୁ ପଡ଼ିବ। କୋଭିଡ ନିୟମ, ମାସ୍କ ପିନ୍ଧିବା, ସାମାଜିକ ଦୂରତା, ଇଣ୍ଡୋର ଗ୍ୟାଦରିଂକୁ ରୋକିବାକୁ ପଡ଼ିବ। ସଂକ୍ରମଣ କିଛି ଜିଲାରେ ଅଧିକ ରହିଥିଲେ…
ଦିଲ୍ଲୀରେ ପହଞ୍ଚିଲେ ଅଲିମ୍ପିକ୍ସ ରୌପ୍ୟ ବିଜୟିନୀ
ନୂଆଦିଲ୍ଲୀ,୨୬।୭: ଟୋକିଓ ଅଲିମ୍ପିକ୍ସରେ ରୌପ୍ୟ ବିଜୟିନୀ ମୀରାବାଈ ଚାନୁ ତାଙ୍କ କୋଚଙ୍କ ସହ ସୋମବାର ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ଏହି ଅବସରରେ ଭାରତ ମାତା କୀ ଜୟ ଧ୍ୱନିରେ କମ୍ପି ଉଠିଥିଲା ବିମାନବନ୍ଦର। ଶନିବାର…
ଆସିଲା ସୌମ୍ୟରଞ୍ଜନଙ୍କ ପୋଷ୍ଟମର୍ଟମ ରିପୋର୍ଟ
କଟକ ଅଫିସ,୨୬ା୭: ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ(ଏସିଏଫ୍) ସୌମ୍ୟରଞ୍ଜନ ମହାପାତ୍ର ପୋଷ୍ଟମର୍ଟମ ରିପୋର୍ଟ ଆଜି ଆସିଛି। କଟକ ମର୍କତନଗର ଥାନାରୁ ସୌମଙ୍କ ପରିବାର ଲୋକେ ପୋଷ୍ଟମର୍ଟମ ରିପୋର୍ଟ ନେଇଛନ୍ତି। ତେବେ ଏହି ରିପୋର୍ଟରେ ସୌମ୍ୟଙ୍କ ଶରୀର ୯୫% ପୋଡ଼ି…
ୟେଦୁରପ୍ପାଙ୍କ ଇସ୍ତଫା ପରେ କାହା ମୁଣ୍ଡରେ ସୁନା କଳସ
ବେଙ୍ଗାଲୁରୁ,୨୬।୭: କର୍ନାଟକ ରାଜନୀତିରେ ସୋମବାର ନୂଆ ମୋଡ ଆସିଛି। ଭାଜପା ନେତା ତଥା ସୁବେର ମୁଖ୍ୟମନ୍ତ୍ରୀ ବିଏସ୍ ୟେଦୁରପ୍ପା ମୁଖ୍ୟମନ୍ତ୍ରୀଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ୟେଦୁରପ୍ପାଙ୍କ ଇସ୍ତଫା ପରେ ଏବେ କିଏ ଶାସନ କ୍ଷମତା ହାତେଇବ ତା’ ଉପରେ ସମସ୍ତଙ୍କ ନଜର।…
ହଟ୍ଟଗୋଳ ଯୋଗୁ ଉଭୟ ଗୃହ ଅଚଳ…
ନୂଆଦିଲ୍ଲୀ,୨୬।୭: ସଂସଦର ମୌସୁମୀ ଅଧିବେଶନ ଏପର୍ଯ୍ୟନ୍ତ ଅଶାନ୍ତ ହୋଇପଡିଛି। ଅଧିବେଶନର ପ୍ରଥମ ସପ୍ତାହରେ ଉଭୟ ଲୋକ ସଭା ଓ ରାଜ୍ୟ ସଭାରେ ଗୋଟିଏ ଦିନ ପାଇଁ ସ୍ବାଭାବିକ ଭାବରେ କାର୍ଯ୍ୟ ହୋଇ ପାରିନାହିଁ। ହଟ୍ଟଗୋଳ ଯୋଗୁ ଉଭୟ ଗୃହ ଅଚଳ ହୋଇ…
ୟେଦୁରପ୍ପା ଦେଲେ ଇସ୍ତଫା…
ବେଙ୍ଗାଲୁରୁ,୨୬।୭: କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍. ୟେଦୁରପ୍ପା ଇସ୍ତଫା ଦେଇଛନ୍ତି। ସୋମବାର ରାଜ୍ୟରେ ଭାଜପା ସରକାର ୨ ବର୍ଷ ପୂରଣ କରିଥିବାବେଳେ ୟେଦୁରପ୍ପା ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ଘୋଷଣା କରିଛନ୍ତି। ତାଙ୍କ ଇସ୍ତଫାକୁ ନେଇ ରାଜ୍ୟର ରାଜନୀତି ସରଗରମ ହେବାରେ ଲାଗିଥିଲା।…
Archives


