ଆଖି ବୁଜିଲେ ୩୮ ରୋଗୀ
ନୂଆଦିଲ୍ଲୀ,୨୪ା୪: ଜାତୀୟ ରାଜଧାନୀ ଦିଲ୍ଲୀର ଅନେକ କୋଭିଡ୍ ହସ୍ପିଟାଲରେ ୪ ଦିନ ହେଲା ଅକ୍ସିଜେନ ଅଭାବରୁ ଚିକିତ୍ସାଧୀନ ରୋଗୀ ଆଖି ବୁଜିବାରେ ଲାଗିଛନ୍ତି। ଏହିକ୍ରମରେ ସାର୍ ଗଙ୍ଗାରାମ ହସ୍ପିଟାଲ(ଏସ୍ଜିଆର୍ଏଚ୍)ରେ ଶୁକ୍ରବାର ଅକ୍ସିଜେନ ସଙ୍କଟ ଘାତକ ସାଜିଥିବା କୁହାଯାଉଛି। ଗତ ୨୪ ଘଣ୍ଟା…
୮ଟି ଜିଲାରେ କାଳବୈଶାଖୀ ଭୟ
ଭୁବନେଶ୍ୱର,୨୩।୪: ଓଡ଼ିଶାର ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ୮ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ବର୍ଷା ସାଙ୍ଗକୁ ଝଡତୋଫାନ ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଅପରାହ୍ନରେ ସତର୍କ ସୂଚନା ଜାରି କରାଯାଇଛି।…
ଦୁଇ ମାସ ମାଗଣାରେ ମିଳିବ ରାସନ
ନୂଆଦିଲ୍ଲୀ,୨୩।୪: ଭାରତରେ କରୋନାର ଦ୍ୱିତୀୟ ଲହର ଜାରି ରହିଛି। ଏଥିରେ ପ୍ରଭାବିତ ହେଉଥିବା ରାଜ୍ୟରେ ସଂକ୍ରମଣକୁ ଦୃଷ୍ଟିରେ ରଖି କଟକଣା ଲଗାଯାଇଛି। ଫଳରେ ଗରିବ ଲୋକମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ…
କରୋନା ସ୍ଥିତି ଗମ୍ଭୀର: ଦିନକରେ ୩.୩୨ ଲକ୍ଷ ସଂକ୍ରମିତ, ୨୨୫୬ ମୃତ
ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ତିନି ଲକ୍ଷରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର…
କୋଭିଡ ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ: ୧୩ ଜଣ କରୋନା ରୋଗୀଙ୍କ ଜୀବନ ଗଲା
ମୁମ୍ବାଇ,୨୩।୪।: ମହାରାଷ୍ଟ୍ରର ମୁମ୍ବାଇସ୍ଥିତ ବିରାର ଅଞ୍ଚଳରେ ବିଜୟ ବଲ୍ଲଭ କୋଭିଡ ହସ୍ପିଟାଲରେ ଭୟାନକ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୩ ଜଣ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି। ୧୫ ଜଣ ରୋଗୀ ହସ୍ପିଟାଲରେ ଆଇସିୟୁରେ ଥିଲେ, ସେମାନଙ୍କ ମଧ୍ୟରୁ ୧୩ ଜଣଙ୍କର ମୃତ୍ୟୁ…
ପଶ୍ଚିମବଙ୍ଗରୁ ଆସିଲେ କ୍ୱାରେଣ୍ଟାଇନ୍ ବାଧ୍ୟତାମୂଳକ
ଭୁବନେଶ୍ୱର,୨୨।୪: ପଶ୍ଚିମବଙ୍ଗରରେ କରୋନା ଉଗ୍ରରୂପ ନେଇ ସାରିଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାରେ କରୋନା କଟକଣାକୁ ନେଇ ଗୁରୁବାର ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏକ ବଡ ଘୋଷଣା କରିଛନ୍ତି। ପଶ୍ଚିମବଙ୍ଗରୁ ଏଣିକି ଯେକେହି ଓଡ଼ିଶାକୁ ଆସିଲେ ୧୪ ଦିନିଆ…
ପଞ୍ଚିମବଙ୍ଗ ନିର୍ବାଚନୀ ପ୍ରଚାର ବାତିଲ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୨।୪: କୋଭିଡ ସ୍ଥିତିର ସମୀକ୍ଷା ପାଇଁ ଶୁକ୍ରବାର ବସିବାକୁ ଯାଉଛି ଏକ ଉଚ୍ଚସ୍ତରୀୟ ବୈଠକ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଧ୍ୟକ୍ଷତା କରିବେ। ପ୍ରଧାନମନ୍ତ୍ରୀ ମୋଦି ଶୁକ୍ରବାର ପଞ୍ଚିମବଙ୍ଗ ଗସ୍ତ ସହ ନିର୍ବାଚନୀ ପ୍ରଚାର କାର୍ଯ୍ୟକ୍ରମକୁ ବାତିଲ କରିଥିବା ଗୁରୁବାର ଟୁଇଟ…
ଅକ୍ସିଜେନ୍ ପରିବହନକୁ ତ୍ୱରାନ୍ବିତ ଲାଗି କେନ୍ଦ୍ରର ନିର୍ଦ୍ଦେଶ…
ନୂଆଦିଲ୍ଲୀ,୨୨।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ବିଭିନ୍ନ ହସ୍ପିଟାଲରେ ଅକ୍ସିଜେନର ଅଭାବ ଯୋଗୁ ଆକ୍ରାନ୍ତଙ୍କ ସମେତ ଅନ୍ୟ ରୋଗୀମାନଙ୍କ ସ୍ଥିତି ମଧ୍ୟ ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ଗୁରୁବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟ ସରକାରଙ୍କ…
ଭିତରେ କରୋନା-ସୀମାରେ ଚାଇନା: ଭାରତ ଲଢୁଛି ଦୋହରା ଯୁଦ୍ଧ…
ଲଦାଖ, ୨୨।୪: ଭାରତ ଏବେ ଦୋହରା ଯୁଦ୍ଧ ଜାରି ରଖିଛି। ଦେଶ ଭିତରେ କରୋନା ସଂକ୍ରମଣ ସହିତ ଲଢ଼େଇ ହେଉଥିବାବେଳେ ପୂର୍ବ ଲଦାଖର ଭାରତ ସୀମାରେ ଚାଇନା ସହିତ ବିବାଦ ଥମିବାର ନାଁ ଧରୁନି। ଫଳରେ ଭାରତ ଦୋହରା ଲଢ଼େଇ ଜାରି…
କରୋନା ନିୟନ୍ତ୍ରଣ ହେବ କିପରି: କେନ୍ଦ୍ର ସରକାରଙ୍କୁ ୪ ପ୍ରଶ୍ନ କଲେ ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ,୨୨।୪: ଦେଶରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ହସ୍ପିଟାଲରେ କରୋନା ଆକ୍ରାନ୍ତଙ୍କ ପାଇଁ ଅକ୍ସିଜେନ୍ ଅଭାବ ସୃଷ୍ଟି ହୋଇଛି। ସେହିପରି ଟିକା ଡୋଜ୍ ନ ଥିବାରୁ କେତେକ ଟିକାଦାନ କେନ୍ଦ୍ର ବନ୍ଦ ହୋଇ ଯାଇଛି। ଏନେଇ ସୁପ୍ରିମ୍କୋର୍ଟ ଦେଶରେ ଅକ୍ସିଜେନ…
ଓଡ଼ିଶାକୁ ପ୍ରଶଂସା କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୨।୪(ବ୍ୟୁରୋ): ଅକ୍ସିଜେନ ଯୋଗାଣ ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଓଡ଼ିଶାକୁ ପ୍ରଶଂସା କରିଛନ୍ତି । ସେ କହିଛନ୍ତି ଯେ, ଦିଲ୍ଲୀକୁ ଆସୁଥିବା ଅକ୍ସିଜେନ ଟ୍ରକ ବିଭିନ୍ନ ରାଜ୍ୟରେ ଅଟକାଯାଉଛି। ଏଭଳି ସ୍ଥିତିରେ ଓଡ଼ିଶା ପକ୍ଷରୁ ଆମକୁ ଯଥେଷ୍ଟ ଅକ୍ସିଜେନ ମିଳିଛି…
ଚାଷ ଜମିରେ ହେବ ଅନ୍ତିମ ସଂସ୍କାର: ସରକାରଙ୍କ ନିର୍ଦ୍ଦେଶ…
ବେଙ୍ଗାଲୁରୁ,୨୨।୪: କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ପ୍ରତିଦିନ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏତେ ସଂଖ୍ୟକ ମୃତକଙ୍କ ଅନ୍ତିମ ସଂସ୍କାର ପାଇଁ ଶ୍ମଶାନ, କବରସ୍ତାନରେ ସମସ୍ୟା ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି କର୍ନାଟକ ସରକାର ଚାଷ ଜମିରେ ମୃତକଙ୍କ…
Archives


