Home Middle

ଜୁନିୟର ହକି ବିଶ୍ୱକପ୍‌ ଭେନ୍ୟୁ ଦୌଡ଼ରେ ଭୁବନେଶ୍ୱର

ନୂଆଦିଲ୍ଲୀ,୧୪।୯: ଚଳିତ ବର୍ଷ ନଭେମ୍ବର ୨୫ରୁ ଡିସେମ୍ବର ୫ ତାରିଖ ପର୍ଯ୍ୟନ୍ତ ଭାରତରେ ଆୟୋଜନ ହେବାକୁ ଯାଉଛି ଜୁନିୟର ପୁରୁଷ ହକି ବିଶ୍ୱକପ୍‌। କିନ୍ତୁ ଏହି ଇଭେଣ୍ଟ କେଉଁ ସହରରେ ହେବ, ସେ ନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ। ଏ…

ଦିଦିଙ୍କ ଉପରେ ସଙ୍କଟ, ପ୍ରାର୍ଥୀପତ୍ର ନାକଚ ହେବା ଆଶଙ୍କା…

କୋଲକାତା,୧୪।୯: ପଶ୍ଚିମବଙ୍ଗ ଭବାନୀପୁର ବିଧାନସଭା ଆସନରେ ସେପ୍ଟେମ୍ବର ୩୦ରେ ଉପ ନିର୍ବାଚନ ହେବ। ଏହି ଆସନ ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ତେବେ ଏବେ ଦିଦିଙ୍କ ଉପରେ ସଙ୍କଟ ଦେଖାଦେଇଛି। ତାଙ୍କ ପ୍ରାର୍ଥୀପତ୍ର ନାକଚ ହେବାର ସ୍ଥିତି…

କଳାକୋଟ ପିନ୍ଧିଛନ୍ତି ବୋଲି ଆପଣଙ୍କ ଜୀବନ ନୁହେଁ ଅଧିକ ମୂଲ୍ୟବାନ, ଏସ୍‌ସି…

ନୂଆଦିଲ୍ଲୀ,୧୪।୯: ଆଇନଜୀବୀଙ୍କ ଉଦ୍ଦେଶ୍ୟରେ ସୁପ୍ରିମ୍‌କୋର୍ଟ (ଏସ୍‌ସି) କଠୋର ମନ୍ତବ୍ୟ ପ୍ରୟୋଗ କରିଛନ୍ତି। ଶୀର୍ଷକୋର୍ଟ କହିଛନ୍ତି ଯେ, କଳାକୋଟ ପିନ୍ଧିଛନ୍ତି ବୋଲି ଆପଣଙ୍କ ଜୀବନ ଅଧିକ ମୂଲ୍ୟବାନ ନୁହେଁ। ସାଧାରଣ ଲୋକଙ୍କ ପାଇଁ ଜାରି ହୋଇଥିବା ନିୟମ ଆଇନଜୀବୀଙ୍କ ଲାଗି ବି ଲାଗୁ…

କୃଷକ ଆନ୍ଦୋଳନ ଯୋଗୁ ୯,୦୦୦ କମ୍ପାନୀଙ୍କ କ୍ଷତି, କେନ୍ଦ୍ର ସହିତ ୪ ରାଜ୍ୟକୁ ଏନ୍‌ଏଚ୍‌ଆର୍‌ସି ନୋଟିସ୍‌…

ନୂଆଦିଲ୍ଲୀ,୧୪।୯: କୃଷକଙ୍କ ଆନ୍ଦୋଳନ ଦ୍ୱାରା ୯,୦୦୦ରୁ ଅଧିକ କ୍ଷୁଦ୍ର ଏବଂ ମଧ୍ୟମ କମ୍ପାନୀ କ୍ଷତିଗ୍ରସ୍ତ ହୋଇଛନ୍ତି। ଏନେଇ କେନ୍ଦ୍ର ସରକାରଙ୍କ ସମେତ ଦିଲ୍ଲୀ, ଉତ୍ତରପ୍ରଦେଶ, ହରିୟାଣା ଏବଂ ରାଜସ୍ଥାନ ଆଦି ୪ ରାଜ୍ୟକୁ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି ) ପକ୍ଷରୁ…

ଗସ୍ତ ଏକ, ଲକ୍ଷ୍ୟ ଅନେକ…

ନୂଆଦିଲ୍ଲୀ,୧୪।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର ୨୪ରେ ଆମେରିକା ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତି ଜୋ ବାଇଡେନ୍‌ କ୍ଷମତାକୁ ଆସିବା ପରେ ଏହା ମୋଦିଙ୍କ ପ୍ରଥମ ଆମେରିକା ଗସ୍ତ। ମୋଦିଙ୍କର ଗସ୍ତ ଏକ ଥିଲେ ମଧ୍ୟ ଲକ୍ଷ୍ୟ ଅନେକ ରହିଥିବା…

କିଭଳି ହାରିବ କରୋନା,ଟିକା ନେବାର ୨ ମାସ ମଧ୍ୟରେ କମୁଛି ଆଣ୍ଟିବଡ଼ି…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୪।୯: କରୋନା ମହାମାରୀ ବିରୋଧରେ ଲଢ଼େଇ ପାଇଁ ଦେଶରେ ସାର୍ବଜନୀନ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ପ୍ରକାଶ ପାଇଥିବା ଏକ ରିପୋର୍ଟ ନେଇ ସରକାରଙ୍କ ଚିନ୍ତା ପୁଣି ବଢ଼ିବାରେ ଲାଗିଛି। ଓଡ଼ିଶାର ଭୁବନେଶ୍ୱର ସ୍ଥିତ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର…

୨୦ ବର୍ଷର ହିସାବ, ପ୍ରତିଦିନ ଖର୍ଚ୍ଚ ହୋଇଛି ୨୯୦ ନିୟୁତ ଡଲାର…

ଓ୍ବାଶିଂଟନ/କାବୁଲ,୧୪।୯: ଗତ ୨୦ ବର୍ଷ ମଧ୍ୟରେ ଆମେରିକାର ଆଫଗାନିସ୍ତାନ ଅଭିଯାନ ବିଫଳ ରହିଛି। ଶେଷରେ ୨୦୦୧ର ସ୍ଥିତି ଦେଶରେ ଫେରିଛି। ଏହି ସମୟ ମଧ୍ୟରେ ଆମେରିକା ୨ ଟ୍ରିଲିୟନ୍‌ ଡଲାରରୁ ଅଧିକ ଖର୍ଚ୍ଚ କରିଛି। ପ୍ରତିଦିନ ଆଫଗାନିସ୍ତାନରେ ଆମେରିକା ୨୯୦ ନିୟୁତ…

ସିଭିଲ ସର୍ଭିସ୍‌ ପରୀକ୍ଷାରେ ଝିଅ ଅଧିକ ସଫଳ, ୨୪ରୁ ୨୬ ବର୍ଷ ମଧ୍ୟରେ ଯୁବବର୍ଗଙ୍କ ଭବିଷ୍ୟତ ଚିନ୍ତା…

ନୂଆଦିଲ୍ଲୀ,୧୪।୯: ୟୁନିଅନ ପବ୍ଲିକ୍‌ ସର୍ଭିସ୍‌ କମିଶନ (ୟୁପିଏସ୍‌ସି) ଦ୍ୱାରା ପରିଚାଳିତ ହେଉଥିବା ସିଭିଲ୍‌ ସର୍ଭିସ୍‌ ପରୀକ୍ଷାରେ ଝିଅଙ୍କ ସଫଳତା ହାର ପୁଅଙ୍କ ତୁଳନାରେ ଅଧିକ ରହିଛି। ସେହିପରି ୨୬ ବର୍ଷରୁ କମ୍‌ ବୟସରେ ସଫଳତା ହାର ସର୍ବାଧିକ ରହିଛି ବୋଲି ଏକ…

କେତେ ଦିନ ପିନ୍ଧିବାକୁ ପଡ଼ିବ ମାସ୍କ୍‌, ସରକାର ଦେଲେ ଉତ୍ତର…

ନୂଆଦିଲ୍ଲୀ,୧୪।୯: କରୋନା ମହାମାରୀକୁ ଏଡାଇବା ପାଇଁ ମାସ୍କକୁ କେତେ ଦିନ ପିନ୍ଧିବାକୁ ପଡିବ ଏନେଇ ସରକାରୀ ପ୍ୟାନେଲ ଉତ୍ତର ଦେଇଛନ୍ତି। ପ୍ୟାନେଲ ଅନୁସାରେ କରୋନା ସମସ୍ତଙ୍କ ଜୀବନକୁ ସମ୍ପୂର୍ଣ୍ଣ ରୂପେ ବଦଳାଇ ଦେଇଛି। ମାସ୍କ ପିନ୍ଧିବା ସହିତ କରୋନା ମାର୍ଗଦର୍ଶିକା, ସାମାଜିକ…

ସଂକ୍ରମଣ କମୁଛି, ମୃତ୍ୟୁ ସଂଖ୍ୟା ବଢୁଛି…

ନୂଆଦିଲ୍ଲୀ,୧୪।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। କେରଳ ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୩ ଦିନ ଧରି ଦୈନିକ ସଂକ୍ରମଣ…

କଓ୍ବୋଇସି ଠକେଇ: ସତର୍କ କଲା ଆର୍‌ବିଆଇ

ନୂଆଦିଲ୍ଲୀ,୧୪।୯: ନୋ ୟୋର କଷ୍ଟମର(କଓ୍ବୋଇସି) ଅପ୍‌ଡେଟ୍‌ କରାଇବା ଆଳରେ ଲୋକମାନେ ବ୍ୟାଙ୍କ ଠକେଇର ସାମ୍ନା କରୁଥିବା ଦେଖାଯାଉଛି। ଏହାକୁ ନେଇ ଲୋକଙ୍କୁ ରିଜର୍ଭ ବ୍ୟାଙ୍କ ସତର୍କ କରାଇଛି। ଆକାଉଣ୍ଟ ଲଗ୍‌ଇନ୍‌ ସମ୍ପର୍କିତ ତଥ୍ୟ, ବ୍ୟକ୍ତିଗତ ତଥ୍ୟ, କଓ୍ବୋଇସି ଡକ୍ୟୁମେଣ୍ଟ କପି, କାର୍ଡ…

ତାମିଲ ଈଶ୍ୱରଙ୍କ ଭାଷା: ମାଡ୍ରାସ୍‌ ହାଇକୋର୍ଟ

ଚେନ୍ନାଇ, ୧୪।୯: ତାମିଲ ଈଶ୍ୱରଙ୍କ ଭାଷା। ଅଝଓ୍ବର ଏବଂ ନୟନମାରଙ୍କ ଭଳି ସନ୍ଥ ଲେଖିଥିବା ତାମିଲ ମନ୍ତ୍ର ଦେଶର ମନ୍ଦିରଗୁଡ଼ିକରେ ଆବୃତ୍ତି ହେବା ଆବଶ୍ୟକ ବୋଲି ମାଡ୍ରାସ ହାଇକୋର୍ଟ କହିଛନ୍ତି। ସଂସ୍କୃତ ଭଗବାନଙ୍କ ଭାଷା ବୋଲି ବିଶ୍ୱାସ ରହିଆସିଥିବା ଜଷ୍ଟିସ୍‌ ଏନ୍‌.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?