‘ପ୍ରଧାନମନ୍ତ୍ରୀ ନୁହନ୍ତି, ଭାଜପା ପ୍ରଚାରକ’
ନୂଆଦିଲ୍ଲୀ/କୋଲକାତା,୧୯ା୪: ମହାମାରୀ କରୋନା ଯୋଗୁ ଭାରତରେ ସ୍ବାସ୍ଥ୍ୟ ସଙ୍କଟ ସୃଷ୍ଟି ହୋଇଛି। ରବିବାର ୨,୬୧,୫୦୦ରୁ ଊର୍ଦ୍ଧ୍ୱ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୧,୫୦୧ ଜଣ ଭୂତାଣୁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ମହାରାଷ୍ଟ୍ର, ଉତ୍ତରପ୍ରଦେଶ, ଛତିଶଗଡ଼, ମଧ୍ୟପ୍ରଦେଶ, କର୍ନାଟକ, କେରଳ ସମେତ ଜାତୀୟ…
ନକଲି ଇଞ୍ଜେକଶନ୍, ମିଛ ଆର୍ଟି-ପିସିଆର୍ ରିପୋର୍ଟ ଯୋଗୁ ବଢୁଛି ସଙ୍କଟ…
ନୂଆଦିଲ୍ଲୀ,୧୮।୪: ଭାରତରେ କରୋନା ମହାମାରୀ ସଂକ୍ରମଣ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ବଜାରରେ କରୋନାର ନକଲି ଇଞ୍ଜେକଶନ କାରବାର କରୁଥିବା ଲାଭଖୋର୍ ବେପାରୀଙ୍କ ସହିତ ନକଲି ଆର୍ଟି-ପିସିଆର୍ ରିପୋର୍ଟ ପ୍ରଦାନକାରୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାଦ୍ୱାରା ଆକ୍ରାନ୍ତଙ୍କ ସଂଖ୍ୟାରେ ଲଗାମ ଲଗାଇବା…
ଡ୍ରାଗନ ପୁଣି ଦେଖାଇଲା ନାଲିଆଖି: ଯେତିକି ପାଇଲା ସେତିକିରେ ଖୁସି ରହୁ ଭାରତ…
ଲଦାଖ,୧୮।୪: ଭାରତ ଏବଂ ଚାଇନା ମଧ୍ୟରେ ଲଦାଖ ଅଞ୍ଚଳରେ ସୀମା ବିବାଦ ଥମିବାର ନାଁ ଧରୁନି। ଏବେ ଡ୍ରାଗନ ଭାରତକୁ ପୁଣି ନାଲିଆଖି ଦେଖାଇଛି। ଏବେ ଚାଇନା ହଟ୍ ସ୍ପ୍ରିଙ୍ଗ୍, ଗୋଗ୍ରା ଏବଂ ଡେସପାଙ୍ଗ୍ ଅଞ୍ଚଳରୁ ହଟିବାକୁ ମନା କରିଛି। ଚାଇନା…
ଜାପାନରେ ଭୂକମ୍ପ
ଟୋକିଓ,୧୮।୪: ରବିବାର ସକାଳେ ଜାପାନରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ତେବେ ଏଥିରେ କୌଣସି କ୍ଷୟକ୍ଷତି ହୋଇଥିବା ଜଣାପଡ଼ିନାହିଁ କି ସୁନାମି ସମ୍ପର୍କରେ ସୂଚନା ନାହିଁ। ଏହି ଭୂକମ୍ପର କେନ୍ଦ୍ରସ୍ଥଳ ଥିଲା ମିୟାଗି ପ୍ରିଫେକ୍ଟର। ପାଣିପାଗ ବିଭାଗ (ଜେଏମ୍ଏ) ଅନୁଯାୟୀ,…
ଜେଇଇ ମେନ୍ ପରୀକ୍ଷା ସ୍ଥଗିତ: ପରେ ଘୋଷଣା ହେବ ନୂଆ ତାରିଖ…
ନୂଆଦିଲ୍ଲୀ,୧୮।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ଆତଙ୍କ ସୃଷ୍ଟି ହୋଇଛି। ଏହାର ପ୍ରଭାବ ଶିକ୍ଷା ବ୍ୟବସ୍ଥା ଉପରେ ପଡ଼ିବାରେ ଲାଗିଛି। ସୁରକ୍ଷା ଦୃଷ୍ଟିରୁ ପୂର୍ବରୁ ଏପ୍ରିଲ୍ ୧୮ରେ ହେବାକୁ ଥିବା ଏନ୍ଇଇଟି ପିଜି ପରୀକ୍ଷାକୁ ବାତିଲ କରାଯାଇଥିଲା। ଏବେ ଏପ୍ରିଲ୍…
ସାବଧାନ ! ଛୋଟପିଲା-ଯୁବବର୍ଗଙ୍କ ଉପରେ ମାଡ଼ି ଆସୁଛି ବିପଦ…
ନୂଆଦିଲ୍ଳୀ,୧୮।୪: କରୋନା ସଂକ୍ରମଣ ନେଇ ଭାରତରେ ଆତଙ୍କ ଦେଖାଦେଇଛି। କରୋନାର ଦ୍ୱିତୀୟ ଲହରରେ ଅଧିକ ସଂଖ୍ୟକ ଛୋଟ ପିଲା ଏବଂ ଯୁବବର୍ଗ ଆକ୍ରାନ୍ତ ହେବା ଯୋଗୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨ ମାସ ମଧ୍ୟରେ ଦେଶରେ ୧୮ ବର୍ଷରୁ…
୩ ମାସ ହେଲା ଜଳ ସଙ୍କଟରେ ୩୫ ପରିବାର
ଜଳେଶ୍ୱର, ୧୮।୪(ଡି.ଏନ.ଏ.)-ଦୀର୍ଘମାସ ଧରି ବର୍ଷା ନ ଥିବାରୁ ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ରାଇବଣିଆ ପଞ୍ଚାୟତରେ ଜଳକଷ୍ଟ ଦେଖାଦେଇଛି ା ଭୂତଳ ଜଳସ୍ତର ୧୦୦ଫୁଟ ତଳକୁ ଖସି ଯାଇଥିବାରୁ ପାହାଡିଆ ରାଇବଣିଆ ଅଞ୍ଚଳରେ ଜଳସଙ୍କଟ ସୃଷ୍ଟି ହୋଇଛି ା ରାଇବଣିଆ…
ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୬୧ ହଜାର ଟପିଲା…
ନୂଆଦିଲ୍ଲୀ,୧୮।୪: ଦେଶରେ କରୋନା ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେକାବୁ ହେବା ଯୋଗୁ ଲୋକଙ୍କ ମଧ୍ୟ ଆତଙ୍କ ସୃଷ୍ଟି ହୋଇଛି। କରୋନା ସଂକ୍ରମଣ ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ…
ଭାକ୍ସିନ ବନାମ ଭାଇରସ୍
ନୂଆଦିଲ୍ଲୀ,୧୮ା୪: କୋଭିଡ୍କୁ ବାଡ଼ ଦେବାକୁ ଟିକାକରଣ ଛଡ଼ା ଅନ୍ୟ ବିକଳ୍ପ ଥିବା ପରି ମନେହେଉନି। ଲୋକଙ୍କୁ ଯେତେଶୀଘ୍ର ଭାକ୍ସିନ ଦେବା ଦୌଡ଼ରେ ସାମିଲ ହୋଇଛନ୍ତି ପ୍ରାୟ ସବୁଦେଶ। ଛୋଟ ତଥା ଗରିବ ଦେଶ ବି ଯେପରି ଭାକ୍ସିନେଶନରୁ ବାଦ୍ ନ ପଡ଼େ…
କୁମାରସ୍ବାମୀଙ୍କୁ ହସ୍ପିଟାଲରେ ମିଳିଲାନି ବେଡ୍
ବେଙ୍ଗାଲୁରୁ,୧୭।୪: କର୍ନାଟକ ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍ଡି କୁମାରସ୍ବାମୀ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସ୍ବାସ୍ଥ୍ୟମନ୍ତ୍ରୀ ସୁଧାକରଙ୍କ ଅନୁରୋଧ ସତ୍ତ୍ୱେ କୁମାରସ୍ବାମୀଙ୍କୁ ମଣିପାଲ ହସ୍ପିଟାଲରେ ବେଡ୍ ମିଳି ନ ଥିବା ଜଣାପଡ଼ିଛି। ଶୁକ୍ରବାର ସେ ବେଙ୍ଗାଲୁରୁକୁ ଫେରିବା ପରେ ଅସୁସ୍ଥତା ଅନୁଭବ କରିବାରୁ…
ସାନି ନିର୍ବାଚନ ତାରିଖ ଘୋଷଣା: ମେ’ ୧୩ରେ ପିପିଲି ଉପନିର୍ବାଚନ
ଭୁବନେଶ୍ବର,୧୭।୪: ପିପିଲି ଉପନିର୍ବାଚନ ପାଇଁ ସାନି ନିର୍ବାଚନ ତାରିଖ ଘୋଷଣା ହୋଇଛି। ଆସନ୍ତା ମେ ୧୩ ତାରିଖରେ ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ୧୬ରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ…
ଆଜି ରାଜଧାନୀରୁ ୪୫୧ ପଜିଟିଭ୍ ଚିହ୍ନଟ, ବଢ଼ି ଚାଲିଛି ସ୍ଥାନୀୟ ସଂକ୍ରମଣ
ଭୁବନେଶ୍ୱର,୧୭।୪(ବ୍ୟୁରୋ): ଶନିବାର ରାଜଧାନୀ ଭୁବନେଶ୍ୱରରୁ ୪୫୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୯୧ ଜଣ ଚିହ୍ନଟ ହୋଇଥିବା ବେଳେ ୩୬୦ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ବିଏମ୍ସି ଟୁଇଟ୍ କରି ସୂଚନା ଦେଇଛି। ସେହିପରି ଆଜି ରାଜଧାନୀରୁ ୧୧୭ ଜଣ…
Archives


