Home Middle

ପିପିଲି ଉପନିର୍ବାଚନ ସ୍ଥଗିତ

ଭୁବନେଶ୍ୱର,୧୪।୪: କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ ଯୋଗୁ ପିପିଲି ଉପର୍ନିବାଚନ ସ୍ଥଗିତ ହୋଇଛି। ଏନେଇ ଜିଲା ରିଟର୍ନିଂ ଅଫିସର ତଥା ପୁରୀ ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ ଏହି ସୂଚନା ଦେଇଛନ୍ତି। ୧୭ ତାରିଖରେ ପିପିଲି ଉପନିର୍ବାଚନ ପାଇଁ…

ଦିନକରେ ଭୁବନେଶ୍ୱରରୁ ୩୦୭ କରୋନା ପଜିଟିଭ

ଭୁବନେଶ୍ବର,୧୪।୪: ରାଜଧାନୀ ଭୁବନେଶ୍ବରରୁ ଗୋଟିଏ ଦିନରେ ଚିହ୍ନଟ ହୋଇଛନ୍ତି ୩୦୭ ନୂଆ ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୬୯ ଜଣ ସଙ୍ଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୨୩୮ ସ୍ଥାନୀୟ ଅଞ୍ଚଳରୁ ଆକ୍ରାନ୍ତ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ବୁଧବାର…

ପିପିଲିରେ ସାନି ନିର୍ବାଚନ: ଜିଲା ରିଟର୍ନିଂ ଅଫିସରଙ୍କ ରିପୋର୍ଟକୁ ଅପେକ୍ଷା

ଭୁବନେଶ୍ୱର,୧୪।୪: ପିପିଲି ଉପନିର୍ବାଚନ ପୂର୍ବରୁ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ବୁଧବାର ପରଲୋକ ହୋଇଯାଇଛି। ଏନେଇ ରାଜ୍ୟ ନିର୍ବାଚନ ଅଧିକାରୀ(ସିଇଓ) ସୁଶୀଲ ଲୋହାନୀ କହିଛନ୍ତି, ଜିଲା ରିଟର୍ନିଂ ଅଫିସରଙ୍କ ରିପୋର୍ଟକୁ ଅପେକ୍ଷା କରାଯାଇଛି। ରିପୋର୍ଟ ଆସିବା ପରେ ଭାରତର ନିର୍ବାଚନ କମିଶନ(ଇସିଆଇ)ଙ୍କୁ…

ପିପିଲି ଉପନିର୍ବାଚନ ପୂର୍ବରୁ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ

ପୁରୀ ଅଫିସ୍‌,୧୪।୪: ପିପିଲି ଉପନିର୍ବାଚନ ପୂର୍ବରୁ ଏକ ଦୁଃଖଦ ଖବର ଆସିଛି। ଏହି ନିର୍ବାଚନରେ ଲଢୁଥିବା କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ବୁଧବାର ପରଲୋକ ଘଟିଛି। ଗତ କିଛିଦିନ ହେବ ସେ କରୋନା ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ…

ତିହାର ଜେଲ୍‌ରେ କରୋନା ବୋମା: ୧୯୦କଏଦୀ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୧୪।୪: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ବେଲଗାମ ହେବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତଙ୍କ ସଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ ଦିଲ୍ଲୀର ସବୁଠାରୁ ବଡ଼ ତିହାର ଜେଲ୍‌ରେ ଏଯାଏଁ ୧୯୦ କଏଦୀ କରୋନାରେ…

ବିମାନବନ୍ଦରରେ ଦେଖାଇବାକୁ ପଡ଼ିବ ଆରଟି-ପିସିଆର ନେଗେଟିଭ ରିପୋର୍ଟ

କୋଲକାତା,୧୪।୪: ସାରା ଦେଶରେ କରୋନା ପ୍ରକୋପ ଜାରି ରହିଛି। ଦିନକୁ ଦିନ କରୋନା ମାମଲା ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଯାହା କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପାଇଁ ଚିନ୍ତା ବଢ଼ାଇ ଦେଇଛି। ଇତିମଧ୍ୟରେ ପଶ୍ଚିମବଙ୍ଗରେ…

ଲକ୍‌ଡାଉନ୍‌କୁ ମୁଖ୍ୟମନ୍ତ୍ରୀଙ୍କ ଭୟ: ଜାରି ହେଉଛି ଜନତା କର୍ଫ୍ୟୁ-କରୋନା କର୍ଫ୍ୟୁ…

ନୂଆଦିଲ୍ଲୀ,୧୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଲକ୍‌ଡାଉନ୍‌ ଘୋଷଣା କରିବାକୁ ପଛାଉଛନ୍ତି। ତେବେ ମହାରାଷ୍ଟ୍ର, ଦିଲ୍ଲୀ, ମଧ୍ୟପ୍ରଦେଶ, ରାଜସ୍ଥାନ, ଉତ୍ତରପ୍ରଦେଶ ଆଦି ରାଜ୍ୟ ସରକାର ଲକ୍‌ଡାଉନ୍‌ ଭଳି ବିଭିନ୍ନ କଟକଣା ଜାରି କରିଥିଲେ…

ଏହି ରାଜ୍ୟରେ ୩୨୦ କୋଭାକ୍ସିନ୍‌ ଡୋଜ୍‌ ଚୋରି…

ଜୟପୁର,୧୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶବ୍ୟାପୀ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶରେ ପ୍ରଥମ କରୋନା ଟିକା ଚୋରି ଘଟଣା ଘଟିଛି। ରାଜସ୍ଥାନର ଜୟପୁରରେ…

ସିବିଏସ୍‌ଇ ଦଶମ ପରୀକ୍ଷା ରଦ୍ଦ, ଦ୍ୱାଦଶ ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୧୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ବେଲଗାମ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସିବିଏସ୍‌ଇ ବୋର୍ଡ ପରୀକ୍ଷା ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ଗ୍ରହଣ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ରୀୟ ଶିକ୍ଷାମନ୍ତ୍ରୀ ରମେଶ ପୋଖରିଓ୍ବାଲଙ୍କ ସହିତ ବୈଠକ କରିବା ପରେ…

ଲୋକେ ମାସ୍କ୍‌ ନ ପିନ୍ଧିଲେ ପୋଲିସ ପାଇବେ ଦଣ୍ଡ…

ଲକ୍ଷ୍ନୌ,୧୪।୪: କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ପାଇଁ ମାସ୍କ୍‌ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ଆଦି ଉପରେ ଗୁରୁତ୍ୱାରୋପ କରାଯାଉଛି। ଏନେଇ ଉତ୍ତରପ୍ରଦେଶର ଆହ୍ଲାବାଦ୍‌ ହାଇକୋର୍ଟ ପକ୍ଷରୁ ମାସ୍କ୍‌ ପିନ୍ଧି…

ମୁଖ୍ୟମନ୍ତ୍ରୀ କରୋନା ପଜିଟିଭ୍‌: ଟୁଇଟ୍‌ କରି ଦେଲେ ସୂଚନା

ଲକ୍ଷ୍ନୌ,୧୪।୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏନେଇ ସେ ନିଜ ଟୁଇଟର ହ୍ୟାଣ୍ଡେଲରୁ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଡାକ୍ତରଙ୍କ ପରାମର୍ଶ ଏବଂ କେରାନା ମାର୍ଗଦର୍ଶିକା ପାଳନ କରି ସେ ନିଜକୁ ସେଲଫ୍‌…

କରୋନା ହାହାକାର : ମୃତ୍ୟୁ ସଂଖ୍ୟା ୫ ହଜାର ଟପିଲା

ନୂଆଦିଲ୍ଲୀ,୧୪।୪: ଦେଶରେ ଏପ୍ରିଲ୍‌ ୭ ଠାରୁ ୧୩ ମଧ୍ୟରେ ମୋଟ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୭୨ ହଜାର ୫୫୦ରେ ପହଞ୍ଚିଛି। ପ୍ରତିଦିନ ଲକ୍ଷେରୁ ଅଧିକ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଉଛି। ସେହିପରି ଏହି ସମୟ ମଧ୍ୟରେ ମୃତ୍ୟୁ ସଂଖ୍ୟା ୫…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri