ନଦୀରେ ଦୁର୍ଘଟଣା, ମିଳୁନି ଅନେକ ଯାତ୍ରୀଙ୍କ ପତ୍ତା
ଗୁଆହାଟି,୮।୯: ଆସାମର ଜୋର୍ହାଟଠାରେ ବ୍ରହ୍ମପୁତ୍ର ନଦୀରେ ଦୁଇଟି ଯାତ୍ରୀବାହି ବୋଟ ମଧ୍ୟରେ ଧକ୍କା ହୋଇଛି। ଉଭୟ ବୋଟରେ ଅତିକମ୍ରେ ୧୦୦ ଯାତ୍ରୀ ଥିଲେ। ଦୁର୍ଘଟଣା ପରେ ଅନେକ ଯାତ୍ରୀ ନିଖୋଜ ହୋଇଯାଇଛନ୍ତି। ରାଜଧାନୀ ଗୁଆହାଟିଠାରୁ ୩୫୦ କିମି ଦୂର ଜୋର୍ହାଟର ନିମତି…
ଓଡ଼ିଶାର ସୁନା ପୁଅ ପ୍ରମୋଦଙ୍କୁ ୬ କୋଟି ସହ ଗ୍ରୁପ୍ ‘ଏ’ ଚାକିରି
ଭୁବନେଶ୍ୱର,୮।୯(ବ୍ୟୁରୋ): ଟୋକିଓ ପାରାଲିମ୍ପିକ୍ସର ବ୍ୟାଡ୍ମିଣ୍ଟନ ପ୍ରତିଯୋଗିତାରେ ସ୍ବର୍ଣ୍ଣ ପଦକ ଜିତିଥିବା ଓଡ଼ିଆ ପୁଅ ପ୍ରମୋଦ ଭଗତଙ୍କ ପାଇଁ ରାଜ୍ୟ ସରକାର ପୁରସ୍କାର ଘୋଷଣା କରିଛନ୍ତି। ତାଙ୍କୁ ୬ କୋଟି ଟଙ୍କା ପ୍ରଦାନ କରାଯିବା ସହ ଗ୍ରୁପ୍ ‘ଏ’ ଚାକିରି ପ୍ରଦାନ କରାଯିବ।…
ଚାଷୀଙ୍କୁ ଉପହାର, ବଢ଼ିଲା ରବି ଫସଲ ଏମ୍ଏସ୍ପି…
ନୂଆଦିଲ୍ଲୀ,୮।୯: କନ୍ଦ୍ର ସରକାର ଚାଷୀଙ୍କ ପାଇଁ ଉପହାର ଘୋଷଣା କରିଛନ୍ତି। ଏହା ଅନ୍ତର୍ଗତ ରବି ଫସଲରେ ସର୍ବନିମ୍ନ୍ ସହାୟକ ମୂଲ୍ୟ(ଏମ୍ଏସ୍ପି) କୁ ବୃଦ୍ଧି କରାଯାଇଛି। ଗହମର ଏମ୍ଏସ୍ପିରେ ୪୦ ଟଙ୍କା ବୃଦ୍ଧି ହୋଇଛି। ଫଳରେ ଏହା ଏବେ କ୍ୱିଣ୍ଟାଲ ପିଛା ୨୦୧୫କୁ…
ତାଲିବାନୀ ସରକାର ଗଠନ ପରେ ଭାରତର ପ୍ରଥମ ବିବୃତ୍ତି ଜାରି…
ଜେନେଭା/ନୂଆଦିଲ୍ଲୀ,୮।୯: ତାଲିବାନୀ ସରକାରଙ୍କ ଘୋଷଣା ପରେ ଭାରତ ପକ୍ଷରୁ ପ୍ରଥମ ବିବୃତ୍ତି ଅନ୍ତର୍ଜାତୀୟ ସ୍ତରରେ ଜାରି କରାଯାଇଛି। ମିଳିତ ଜାତିସଂଘ ମହାସଭାରେ ଶାନ୍ତି ଏବଂ ସଂସ୍କୃତି ସମ୍ପର୍କିତ ଏକ ବୈଠକରେ ଯୋଗଦେଇ ଭାରତୀୟ ସ୍ଥାୟୀ ମିଶନର ସଚିବ ବିଦିଶା ମୈତ୍ରା କହିଛନ୍ତି…
ମହିଳାଙ୍କୁ ଏନ୍ଡିଏ-ନାଭାଲ ଏକାଡେମୀରେ ସ୍ଥାୟୀ କମିଶନ…
ନୂଆଦିଲ୍ଲୀ,୮।୯: ଏନ୍ଡିଏ ଏବଂ ନାଭାଲ ଏକାଡେମୀରେ ମହିଳାମାନଙ୍କୁ ଏବେ ସ୍ଥାୟୀ କମିଶନ ମିଳି ପାରିବ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁପ୍ରିମ୍କୋର୍ଟରେ ସୂଚନା ପ୍ରଦାନ କରାଯାଇଛି। ଏସମ୍ପର୍କରେ ବିସ୍ତୃତ ବିବରଣୀ ଦେବା ଲାଗି ସୁପ୍ରିମ୍କୋର୍ଟଙ୍କ ପକ୍ଷରୁ ସରକାରଙ୍କୁ ୨ ସପ୍ତାହ ସମୟ…
ସୀମାରେ କମାଣ୍ଡର ପରିବର୍ତ୍ତନ କଲେ ଚାଇନା-ପାକିସ୍ତାନ…
ନୂଆଦିଲ୍ଲୀ/ବେଜିଂ/ଇସଲାମାଦାବ,୮।୯: ତାଲିବାନ ଆଫଗାନିସ୍ତାନରେ ସରକାର ଗଠନ ଘୋଷଣା କରିବାପରେ ପରେ ପରେ ଉଭୟ ଚାଇନା ଏବଂ ପାକିସ୍ତାନ ଭାରତ ସୀମାରେ ନିଜ ନିଜର କମାଣ୍ଡରଙ୍କୁ ପରିବର୍ତ୍ତନ କରିଛନ୍ତି। ଚାଇନାର ପିଏଲଏ ସେନା ୱେଷ୍ଟର୍ଣ୍ଣ ଥିଏଟର କମାଣ୍ଡ (ଡବ୍ଲୁଟିସି)ରେ ଜଣେ ନୂତନ କମାଣ୍ଡର…
ଫାଇନାଲ ପୂର୍ବରୁ ସେମି ଫାଇନାଲ ପ୍ରସ୍ତୁତି,ମିଶନ ୟୁପିକୁ ଭାଜପାର ଗୁରୁତ୍ୱାରୋପ…
ନୂଆଦିଲ୍ଲୀ,୮।୯: ଦେଶରେ ସାଧାରଣ ନିର୍ବାଚନ ୨୦୨୪ରେ ଅନୁଷ୍ଠିତ ହେବ। ଏହାର ୨ ବର୍ଷ ପୂର୍ବରୁ ଉତ୍ତରପ୍ରଦେଶ (ୟୁପି)ରେ ୨୦୨୨ରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ତେଣୁ ଫାଇନାଲ ପୂର୍ବରୁ ଭାଜପା ସେମି ଫାଇନାଲ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଦଳ ପକ୍ଷରୁ…
୨୦୨୨ ନିର୍ବାଚନ ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା, ଧର୍ମେନ୍ଦ୍ରଙ୍କୁ ଉତ୍ତରପ୍ରଦେଶ ଦାୟିତ୍ୱ…
ନୂଆଦିଲ୍ଲୀ,୮।୯: ଆସନ୍ତା ବର୍ଷ ଫେବୃୟାରୀ-ମାର୍ଚ୍ଚରେ ଉତ୍ତରପ୍ରଦେଶ, ପଞ୍ଜାବ, ଉତ୍ତରାଖଣ୍ଡ, ମଣିପୁର, ଗୋଆ ଆଦି ୫ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି ଭାଜପା ପକ୍ଷରୁ ରାଜ୍ୟ ପ୍ରଭାରୀ ଘୋଷଣା କରାଯାଇଛି। କେନ୍ଦ୍ରୀୟ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଉତ୍ତରପ୍ରଦେଶ…
୨୦୨୪ ନିର୍ବାଚନରେ କଂଗ୍ରେସ ପାଇଁ ପିକେ ଭରସା, ପ୍ରସ୍ତୁତ ହେବ ସ୍ବତନ୍ତ୍ର ରଣନୀତି…
ନୂଆଦିଲ୍ଲୀ,୮।୯: ନିର୍ବାଚନ ରଣନୀତିଜ୍ଞ ଭାବରେ ପରିଚିତି ହାସଲ କରିଥିବା ପ୍ରଶାନ୍ତ କିଶୋର(ପିକେ)ଙ୍କୁ କଂଗ୍ରେସରେ ସାମିଲ କରିବା ପାଇଁ ଦଳରେ ଆଲୋଚନା ଚାଲିଛି। ୨୦୨୪ ନିର୍ବାଚନରେ କଂଗ୍ରେସ ପାଇଁ ପିକେ ଭରସା ସାଜିବେ। ଯଦି ତାଙ୍କ ପ୍ରବେଶକୁ ସହମତି ମିଳେ, ତେବେ ତାଙ୍କୁ…
ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ବୁଷ୍ଟର ଡୋଜ୍…
ନୂଆଦିଲ୍ଲୀ,୮।୯: କରୋନା ମହାମାରୀରୁ କରୋନା ଯୋଦ୍ଧାଙ୍କୁ ସୁରକ୍ଷା ଦେବା ପାଇଁ ଖୁବ୍ ଶୀଘ୍ର କେନ୍ଦ୍ର ସରକାର ନିଷ୍ପତ୍ତିି ଗ୍ରହଣ କରିବେ। ଏହି ଯୋଜନା ଅନ୍ତର୍ଗତ ଦେଶର ସମସ୍ତ ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା ସଂକ୍ରମଣରୁ ଦୂରେଇ ରଖିବା ଲାଗି ବୁଷ୍ଟର ଡୋଜ୍ ଦିଆଯିବ ବୋଲି…
ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…
ନୂଆଦିଲ୍ଲୀ,୮।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆରମ୍ଭ ହୋଇଥିବା କୁହାଯାଉଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। କେରଳ ଏବଂ…
ସାଙ୍କେତିକ ଭାଷା ଅଭିଧାନ, ଅଡିଓ ବୁକ୍ସ ଶୁଭାରମ୍ଭ
ନୂଆଦିଲ୍ଲୀ, ୮ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ‘ଶିକ୍ଷକ ପର୍ବ-୨୦୨୧’ ଉଦ୍ଘାଟନୀ ସମ୍ମିଳନୀରେ ଶିକ୍ଷାକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଭାରତର ଶିକ୍ଷା ବ୍ୟବସ୍ଥାକୁ ବିଶ୍ୱସ୍ତରୀୟ କରିବା ଏବଂ ଶିକ୍ଷାଦାନ-ଶିକ୍ଷା ପ୍ରକ୍ରିୟାକୁ କ୍ରମାଗତ ଆଧୁନିକୀକରଣ କରାଯିବା ଉପରେ ମୋଦି ଗୁରୁତ୍ୱ ଦେଇଛନ୍ତି। ଭିଡିଓ…

