Home Middle

କର୍ନାଲରେ କୃଷକଙ୍କ ଶକ୍ତି ପ୍ରଦର୍ଶନ

କର୍ନାଲ,୮।୯: ଅଗଷ୍ଟ ୨୮ରେ ଅଧିକାର ମାଗୁଥିଲେ, ଲାଠିମାଡ଼ ଖାଇଲେ। ପୋଲିସ ପ୍ରହାରରେ ଜଣେ ଚାଷୀଙ୍କ ଜୀବନ ଚାଲିଗଲା। ଏହାର ପ୍ରତିବାଦରେ ହରିୟାଣାର କର୍ନାଲ ସ୍ଥିତ ମିନି ସେକ୍ରେଟାରିଏଟ୍‌ ଘେରାଓ ପାଇଁ ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ଆହ୍ବାନ ଦିଆଯାଇଥିଲା। ଏହି କ୍ରମରେ…

ସରକାର ଘୋଷଣା କଲା ତାଲିବାନ୍‌

କାବୁଲ,୭।୯: ଆତଙ୍କବାଦୀ ଗୋଷ୍ଠୀ ତାଲିବାନ୍‌ ଏହାର ବରିଷ୍ଠ ଅଧିକାରୀଙ୍କୁ ନେଇ ମଙ୍ଗଳବାର ଆଫଗାନିସ୍ତାନ ସରକାର ଗଠନ କରିଛି। ତାଲିବାନ୍‌ର ନେତୃତ୍ୱ ପରିଷଦ ମୁଖ୍ୟ ମୁଲା ମହମ୍ମଦ ହାସନଙ୍କୁ କାର୍ଯ୍ୟକାରୀ ପ୍ରଧାନମନ୍ତ୍ରୀ ଭାବେ ଚୟନ କରାଯାଇଛି। ଏ ନେଇ ଆୟୋଜିତ ଖବରଦାତା ସମ୍ମିଳନୀରେ…

ନିପା ଭାଇରସ୍‌ ଆତଙ୍କ, ୧୧ ଜଣଙ୍କଠାରେ ଲକ୍ଷଣ, ୨୫୧ ଜଣ ଆଇସୋଲେଶନ୍‌ରେ…

ଥିରୁଭାନନ୍ତପୁରମ୍‌,୭।୯: କେରଳରେ କରୋନା ମହାମାରୀ ସହିତ ନିପା ଭାଇରସ ସଂକ୍ରମଣ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ରାଜ୍ୟରେ ୧୧ ଜଣଙ୍କଠାରେ ନିପା ଲକ୍ଷଣ ପ୍ରକାଶ ପାଇଛି। ସେହିପରି ମାଓ୍ବୁରରେ ନିପା ଯୋଗୁ ମୃତ୍ୟୁ ଘଟିଥିବା ୧୨ ବର୍ଷର ଶିଶୁଙ୍କ ସଂସ୍ପର୍ଶରେ ଆସିଥିବା ୨୫୧ଜଣଙ୍କୁ…

ହକିକୁ ଜାତୀୟ ଖେଳ ଘୋଷଣା ପ୍ରସଙ୍ଗରେ ଶୁଣାଣି କରିବାକୁ ମନା କଲେ ଏସ୍‌ସି…

ନୂଆଦିଲ୍ଲୀ,୭।୯: ହକିକୁ ଜାତୀୟ ଖେଳର ମାନ୍ୟତା ଦେବା ପ୍ରସଙ୍ଗରେ ସୁପ୍ରିମ୍‌କୋର୍ଟ(ଏସ୍‌ସି) ଶୁଣାଣି କରିବାକୁ ମନା କରିଛନ୍ତି। ବର୍ତ୍ତମାନ ସୁଦ୍ଧା ହକିକୁ ଅଧିକାରିକ ଭାବେ ଜାତୀୟ ଖେଳର ମାନ୍ୟତା ମିଳି ନାହିଁ। ଦେଶର ଲୋକଙ୍କ ମଧ୍ୟରେ ପ୍ରଚଳିତ ଧାରଣା ରହିଛି ଯେ, ହକି…

ନାଗପୁରରେ କରୋନାର ତୃତୀୟ ଲହର, ପୁଣି ହେବ କଟକଣା ଜାରି…

ନାଗପୁର,୭।୯: ପୁଣି ବିପଦ ମାଡ଼ି ଆସୁଛି। ମହାରାଷ୍ଟ୍ରର ନାଗପୁରରେ କରୋନାର ତୃତୀୟ ଲହର ଆରମ୍ଭ ହୋଇଛି। ରାଜ୍ୟ କ୍ୟାବିନେଟ୍‌ ମନ୍ତ୍ରୀ ନୀତିନ ରାଉତ ଏନେଇ ସୂଚନା ଦେଇଛନ୍ତି। ନାଗପୁରରେ ଲଗାତାର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ…

ମନ୍ଦିରର ମାଲିକ କିଏ, ଭଗବାନ ନା ପୁରୋହିତ, ଏସ୍‌ସିଙ୍କ ଫଇସଲା…

ନୂଆଦିଲ୍ଲୀ,୭।୯: ମନ୍ଦିରରେ ପ୍ରତିଷ୍ଠିତ ଦେବତା ହେଉଛନ୍ତି ମନ୍ଦିର ସହିତ ସଂଲଗ୍ନ ହୋଇଥିବା ଜମିର ମାଲିକ। ପୁରୋହିତ କେବଳ ପୂଜା କରିବା ଏବଂ ଦେବତାଙ୍କର ସମ୍ପତ୍ତିର ଜଗାରଖା ପାଇଁ ନିୟୋଜିତ ଅଛନ୍ତି। ମଧ୍ୟପ୍ରଦେଶ ସରକାରଙ୍କ ଦ୍ୱାରା ମନ୍ଦିର ସମ୍ପତ୍ତି ସମ୍ବନ୍ଧୀୟ ରାଜସ୍ବ ରେକର୍ଡରୁ…

ମନ୍ତ୍ରୀଙ୍କୁ ମୋଦିଙ୍କ ତାଗିଦ୍‌, ନିର୍ବାଚନ ହେଉଥିବା ରାଜ୍ୟକୁ ଦିଅ ପ୍ରାଥମିକତା…

ନୂଆଦିଲ୍ଲୀ,୭।୯: ଆସନ୍ତା ବର୍ଷ ଉତ୍ତରପ୍ରଦେଶ,ପଞ୍ଜାବ, ଉତ୍ତରାଖଣ୍ଡ, ମଣିପୁର ଏବଂ ଗୋଆ ଆଦି ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ସମସ୍ତ ମନ୍ତ୍ରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେବା ସହିତ ତାଗିଦ୍‌ କରିଛନ୍ତି।…

୯/୧୧ରେ ସରକାର ଗଠନ କରିପାରେ ତାଲିବାନ୍‌…

କାବୁଲ,୭।୯: ତାଲିବାନ୍‌ ଆଫଗାନିସ୍ତାନରେ ଏକ ନୂତନ ସରକାର ଗଠନ ପାଇଁ ଜୋରଦାର ପ୍ରୟାସ ଆରମ୍ଭ କରିଛି। ସରକାରୀ ଗଠନକୁ ନେଇ ନିରନ୍ତର ବୈଠକ ଜାରି ରହିଛିି। ସେପ୍ଟେମ୍ବର ୧୧(୯/୧୧)ରେ ଆମେରିକାର ଓ୍ବାଲ୍ଡ ଟ୍ରେଡ୍‌ ସେଣ୍ଟର ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ୨୦…

ଭାଜପାକୁ ଝଟ୍‌କା ଦେବାକୁ ଦିଦି ପ୍ରସ୍ତୁତ, ୨୪ ବିଧାୟକଙ୍କ ସହ ଯୋଗାଯୋଗ ସ୍ଥାପନ ଦାବି…

କୋଲକାତା,୭।୯: ଭାଜପା ବିଧାୟକ ସୋମେନ ରାୟ ତୃଣମୂଳ କଂଗ୍ରେସ( ଟିଏମସି)କୁ ଫେରିବାର କିଛି ଦିନ ବିତିଛି। ଏବେ ଦଳୀୟ ନେତା ମୁକୁଲ ରାୟ ଦାବି କରିଛନ୍ତି ଯେ ଆଗାମୀ ଦିନରେ ବହୁ ଭାଜପା ବିଧାୟକ ଟିଏମସିରେ ଯୋଗ ଦେଇପାରନ୍ତି। ସେ କହିଛନ୍ତି…

ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌…

ନୂଆଦିଲ୍ଲୀ,୭।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। କେରଳ ଯୋଗୁ ଦେଶରେ…

ତାଲିବାନ୍‌ ଶିବିର ଉପରେ ଅଜ୍ଞାତ ବିମାନରୁ ବୋମା ମାଡ଼…

କାବୁଲ,୭।୯: ଆଫଗାନିସ୍ତାନରେ ତାଲିବାନ୍‌ ଏବଂ ନର୍ଦନ ଆଲାଇନ୍ସ ମଧ୍ୟରେ ରକ୍ତାକ୍ତ ଯୁଦ୍ଧ ଚାଲିଛି। ପଞ୍ଜଶିରରେ ଦଖଲ କରିବା ସତ୍ତ୍ୱେ ଯୁଦ୍ଧ ଏପର୍ଯ୍ୟନ୍ତ ଶେଷ ହୋଇନାହିଁ। ଏପରିସ୍ଥଳେ ଏକ ଅଜ୍ଞାତ ବିମାନ ଦ୍ୱାରା ତାଲିବାନ୍‌ ଶିବିର ଉପରେ ବୋମାମାଡ଼ ହୋଇଛି। ବିମାନ ଦ୍ୱାରା…

ଜଳବାୟୁ ପରିବର୍ତ୍ତନ ରୋକିବାକୁ ତ୍ୱରିତ ପଦକ୍ଷେପ ନିଆଯାଉ

ନୂଆଦିଲ୍ଲୀ, ୭।୯(ପି.ଟି.): ଜଳବାୟୁ ପରିବର୍ତ୍ତନ ରୋକିବା ସହ ଜୈବ ବିବିଧତା ରକ୍ଷା ଓ ସ୍ବାସ୍ଥ୍ୟର ସୁରକ୍ଷା ପାଇଁ ବିଶ୍ୱ ନେତାମାନେ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ଆବଶ୍ୟକ। ଜାତିସଂଘ ସାଧାରଣ ଅଧିବେଶନ ପୂର୍ବରୁ ଲାନ୍‌ସେଟ, ନ୍ୟାଶନାଲ ମେଡିକାଲ ଜର୍ନାଲ ଅଫ୍‌ ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?