Home Middle

ବ୍ରିକ୍ସ ସମିଟ୍‌ରେ ଅଧ୍ୟକ୍ଷତା କରିବେ ମୋଦି

ନୂଆଦିଲ୍ଲୀ, ୭।୯: ବ୍ରାଜିଲ, ରୁଷିଆ, ଭାରତ, ଚାଇନା ଏବଂ ଦକ୍ଷିଣ ଆଫ୍ରିକାକୁ ନେଇ ଗଠିତ ବ୍ରିକ୍ସ ରାଷ୍ଟ୍ରଗୋଷ୍ଠୀର ତ୍ରୟୋଦଶ ସମିଟ୍‌ ୯ ତାରିଖରେ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଥିରେ ଭର୍ଚୁଆଲି ଅଧ୍ୟକ୍ଷତା କରିବେ। ୨୦୧୨ ଏବଂ ୨୦୧୬ ପରେ…

କାମଚଳା ସରକାର ଗଢ଼ିବ ତାଲିବାନ୍‌

କାବୁଲ, ୭ା୯: ପଞ୍ଜଶିର ଅକ୍ତିଆର ପରେ ଆଫଗାନିସ୍ତାନରେ ସରକାର ଗଠନ ପାଇଁ ତାଲିବାନ୍‌ର ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଖୁବ୍‌ଶୀଘ୍ର ସରକାରର ସମ୍ପୂର୍ଣ୍ଣ ରୂପରେଖ ସାମ୍‌ନାକୁ ଆସିବ। ଏବେ ନିର୍ବାଚନ କଥା ଦୃଷ୍ଟିରେ ରଖାଯାଇନାହିଁ। ତେବେ ସାମୟିକ ଭାବେ ତାଲିବାନ୍‌ ଏକ କାମଚଳା…

ଓଭାଲ ଟେଷ୍ଟ: ଇଂଲଣ୍ଡକୁ ହରାଇଲା ଟିମ୍‌ ଇଣ୍ଡିଆ

ଲଣ୍ଡନ,୬।୯: ପ୍ରଥମ ଇନିଂସରେ ୯୯ ରନ୍‌ରେ ପଛୁଆ ଥିବା ଟିମ୍‌ ଇଣ୍ଡିଆ ଶେଷରେ ବାଜିମାତ୍‌ କରିଛି। ଓଭାଲ ଟେଷ୍ଟର ପଞ୍ଚମ ଦିନରେ ୧୫୭ ରନ୍‌ରେ ଇଂଲଣ୍ଡକୁ ହରାଇ ଦେଇଛି। ଏଥିସହ ସିରିଜରେ ୨-୧ରେ ଆଗୁଆ ହୋଇଛି ଟିମ୍‌ ଇଣ୍ଡିଆ। ପଞ୍ଚମ ତଥା…

୧୨ ସେପ୍ଟେମ୍ବରରେ ନିଟ୍‌ ପରୀକ୍ଷା, ସ୍ଥଗିତ ଆବେଦନ ସୁପ୍ରିମ୍‌କୋର୍ଟରେ ଖାରଜ…

ନୂଆଦିଲ୍ଲୀ,୬।୯: ନିଟ୍‌ ପରୀକ୍ଷା ସ୍ଥଗିତ ଆବେଦନ ସୁପ୍ରିମ୍‌କୋର୍ଟରେ ଖାରଜ ହୋଇଯାଇଛି। ମେଡିକାଲ ଅଣ୍ଡର ଗ୍ରାଜୁଏଟ୍‌ ପାଠ୍ୟକ୍ରମ ପାଇଁ ହେଉଥିବା ଏହି ପ୍ରବେଶିକା ପରୀକ୍ଷା ପୂର୍ବରୁ ଧାର୍ଯ୍ୟ ହୋଇଥିବା ସେପ୍ଟେମ୍ବର ୧୨ରେ ଅନୁଷ୍ଠିତ ହେବ। ପରୀକ୍ଷା ସ୍ଥଗିତ ଆବେଦନ ଉପରେ ଶୁଣାଣି କରିବାକୁ…

ଟିକାକରଣରେ ହିମାଚଳ ପ୍ରଦେଶ ଚାମ୍ପିୟନ, ପ୍ରଧାନମନ୍ତ୍ରୀ ଜଣାଇଲେ ଅଭିନନ୍ଦନ…

ନୂଆଦିଲ୍ଲୀ,୬।୯: କରୋନା ମହାମାରୀ ଲଢ଼େଇରେ ହିମାଚଳ ପ୍ରଦେଶ ନୂଆ ଇତିହାସ ସୃଷ୍ଟି କରିଛି। ଶତ ପ୍ରତିଶତ ଟିକାକରଣ ଅଭିଯାନ ରାଜ୍ୟରେ ସଫଳ ହୋଇଛି। ରାଜ୍ୟର ସମସ୍ତଙ୍କୁ ଟିକାର ପ୍ରଥମ ଡୋଜ୍‌ ପ୍ରଦାନ କରାଯାଇଛି। ଏନେଇ ଆୟୋଜିତ ଏକ ଭର୍ଚ୍ୟୁଆଲ୍‌ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ…

ମମତାଙ୍କ ବିପକ୍ଷରେ ପ୍ରାର୍ଥୀ ଦେବନି କଂଗ୍ରେସ,ଚର୍ଚ୍ଚା ଜାରି…

କୋଲକାତା,୬।୯: ଭବାନୀପୁର ବିଧାନସଭା ଆସନ ପାଇଁ ସେପ୍ଟେମ୍ବର ୩୦ରେ ହେବାକୁ ଥିବା ଉପ ନିର୍ବାଚନରେ କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିପକ୍ଷରେ କୌଣସି ପ୍ରାର୍ଥୀ ଦିଆଯିବ ନାହିଁ ବୋଲି କୁହାଯାଉଛି। ଏନେଇ ରାଜ୍ୟରେ ଜୋର ସୋର୍‌ରେ ଚର୍ଚ୍ଚା ଆରମ୍ଭ ହୋଇଛି।…

କେନ୍ଦ୍ର ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ଛାଟ…

ନୂଆଦିଲ୍ଲୀ,୬।୯: ଟ୍ରିବ୍ୟୁନାଲ ସଂସ୍କାର ଆଇନ ପ୍ରଣୟନ ନେଇ କେନ୍ଦ୍ର ସରକାରଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ସଂସ୍କାର ଅଧିନିୟମ ସଂସ୍କାର ଆଇନ ଦ୍ୱାରା ଟ୍ରିବ୍ୟୁନାଲର ସଦସ୍ୟ ତଥା ଚେୟାରମ୍ୟାନଙ୍କ ଅବଧିକୁ ହ୍ରାସ କରାଯାଇଥିବାରୁ ସୋମବାର ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କ ଛାଟ ଦେଖାଇଛନ୍ତି।…

ବିପଦ ଘନେଇଲା, ନିପା ଭାଇରସ୍‌ ସଂକ୍ରମଣ ଯୋଗୁ ୨୦ ହସ୍ପିଟାଲରେ ଭର୍ତ୍ତି, ଆଇସୋଲେଶନ୍‌ରେ ୧୬୮…

ଥିରୁଭାନନ୍ତପୁରମ୍‌,୬।୯: କେରଳ ଉପରେ ନୂଆ ବିପଦ ଘନେଇବାରେ ଲାଗିଛି। କରୋନା ମହାମାରୀ ସହିତ ଏଠାରେ ନିପା ଭାଇରସ ସଂକ୍ରମଣ ବଢ଼ିବାରେ ଲାଗିଛି। କୋଝିକୋଡ ଠାରୁ କିଛି ଦୂରରେ ଥିବା ମାଓ୍ବୁରରେ ୧୨ ବର୍ଷର ଶିଶୁଙ୍କର ନିପା ଭାଇରସ ସଂକ୍ରମଣ ଯୋଗୁ ମୃତ୍ୟୁ…

ଏନ୍‌ଏଚ୍‌ରେ ଅବତରଣ କରିବ ବାୟୁସେନା ବିମାନ, ସେପ୍ଟେମ୍ବର ୮ରେ ମିଳିବ ପ୍ରଥମ ଏନ୍‌ଏଚ୍‌…

ନୂଆଦିଲ୍ଲୀ,୬।୯: ଦେଶରେ ଏପରି ଏକ ପ୍ରଥମ ଜାତୀୟ ରାଜପଥ ବାୟୁସେନାକୁ ପ୍ରଦାନ କରାଯିବ। ଯେଉଁଠାରେ ଯୁଦ୍ଧ ବିମାନ ଅବତରଣ କରହେବ। ସଡକ ଓ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ୮ ସେପ୍ଟେମ୍ବରରେ ରାଜସ୍ଥାନର ବାଡମେରରେ…

ନର୍ଦନ ଆଲାଏନ୍ସ୍‌ ମୁଖ୍ୟ କମାଣ୍ଡରଙ୍କ ମୃତ୍ୟୁ…

କାବୁଲ,୬।୯: ପଞ୍ଜଶିରର ରକ୍ତାକ୍ତ ସଂଘର୍ଷରେ ନର୍ଦନ ଆଲାଏନ୍ସ୍‌ ମୁଖ୍ୟ କମାଣ୍ଡର ସାଲେହ ମହମ୍ମଦଙ୍କ ମୃତ୍ୟୁ ଘଟିଛି। ତାଲିବାନ୍‌ କହିଛି ଏବେ ପଞ୍ଜଶିର ପୂର୍ଣ୍ଣ ଦଖଲରେ ରହିଛି। ପଞ୍ଜଶିରରେ ଆତଙ୍କବାଦୀ ସଂଗଠନ ତାଲିବାନର ପତାକା ଲଗାଯାଇଛି। ଏଥିରୁ ତାଲିବାନର ଦାବି ସତ୍ୟ ବୋଲି…

ଦୈନିକ ମୃତ୍ୟୁ ସଂଖ୍ୟା ୩ ଶହ ତଳେ…

ନୂଆଦିଲ୍ଲୀ,୬।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। କେରଳ ଯୋଗୁ ଦେଶରେ…

ରେଜିଷ୍ଟାନ୍ସ ଫ୍ରଣ୍ଟ ତାଲିବାନ ସହିତ ବୁଝାମଣା ପାଇଁ ରାଜି…

କାବୁଲ,୬।୯: ଆଫଗାନିସ୍ତାନର କାବୁଲର ଉତ୍ତରରେ ଥିବା ପଞ୍ଜଶିର ଉପତ୍ୟକାରେ ତାଲିବାନ ବାହିନୀକୁ ବିରୋଧ କରୁଥିବା ଆଫଗାନିସ୍ତାନ ବିରୋଧୀ ଦଳର ନେତା ଯୁଦ୍ଧ ବନ୍ଦ କରିବା ସହିତ ବୁଝାମଣା ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏହା ଦ୍ୱାରା ଗୃହଯୁଦ୍ଧରୁ ଦେଶ ରକ୍ଷା ପାଇ ପାରିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?