Home Middle

ଦ୍ରୁତ ବେଗରେ ବଢ଼ୁଛି ସଂକ୍ରମଣ

ନୂଆଦିଲ୍ଲୀ, ୬।୪(ପି.ଟି.): କରୋନା ସଂକ୍ରମଣର ଦ୍ୱିତୀୟ ଲହର ପୂର୍ବାପେକ୍ଷା ଅଧିକ ଦ୍ରୁତ ବେଗରେ ମାଡ଼ିଚାଲିଛି। ଦୈନିକ ସଂକ୍ରମଣ ୨୦ହଜାରରୁ ୧ ଲକ୍ଷରେ ପହଞ୍ଚତ୍ବାକୁ ମାତ୍ର ୨୫ ଦିନ ସମୟ ଲାଗିଛି। ଗତବର୍ଷ ସେପ୍ଟେମ୍ବର ୧୭ରେ ସର୍ବାଧିକ ଦୈନିକ ସଂକ୍ରମଣ ୯୭,୮୯୪ରେ ପହଞ୍ଚତ୍ଥିଲା।…

୫ ରାଜ୍ୟରେ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୬।୪: ପଶ୍ଚିମବଙ୍ଗ ସମେତ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଚାଲିଛି। ପଶ୍ଚିମବଙ୍ଗ, ଆସାମ ତୃତୀୟ ପର୍ଯ୍ୟାୟ ପାଇଁ ଭୋଟ ହେଉଛି। ତାମିଲନାଡୁର କେରଳ, ପୁଡୁଚେରୀର ସମସ୍ତ ଆସନରେ ଭୋଟ ଗ୍ରହଣ କରାଯାଉଛି। ମଙ୍ଗଳବାର ସକାଳଠାରୁ ଭୋଟରମାନଙ୍କର ଲମ୍ବା…

ପ୍ରଧାନମନ୍ତ୍ରୀଙ୍କୁ ଗୁହାରି ହେଲେ ନିଖୋଜ ଯବାନଙ୍କ ସ୍ତ୍ରୀ

ରାୟପୁର, ୫।୪: ଛତିଶଗଡ଼ର ବିଜାପୁର ଏନ୍‌କାଉଣ୍ଟର ବେଳେ ନିଖୋଜ ଥିବା ସିଆର୍‌ପିଏଫ୍‌ ଯବାନ ରାକେଶ୍ୱର ସିଂ ମନ୍‌ହାସ ମାଓବାଦୀମାନଙ୍କ କବ୍‌ଜାରେ ରହିଥିବା ଜଣେ ଅଜଣା ବ୍ୟକ୍ତି ଫୋନ୍‌ ଯୋଗେ ସୂଚନା ଦେଇଛନ୍ତି। ତେବେ ତାଙ୍କୁ ଫେରାଇ ଦେବା ବଦଳରେ ମାଓବାଦୀମାନଙ୍କ ତରଫରୁ…

ଆସାମର ଏକ ବୁଥ୍‌ରେ ଭୋଟରଙ୍କ ଠାରୁ ଦୁଇ ଗୁଣ ମତଦାନ

ଗୁଆହାଟୀ, ୫ା୪- ଆସାମର ଡିମା ହାସାଓ ଜିଲାର ଏକ ବୁଥ୍‌ରେ ପଞ୍ଜିକୃତ ଭୋଟରଙ୍କ ସଂଖ୍ୟା ୯୦ ହୋଇଥିବାବେଳେ ୧୮୧ ମତଦାନ ହୋଇଛି। ଏହି ଘଟଣାରେ ୬ ପୋଲିଂ ଅଫିସିଆଲଙ୍କୁ ମିଲମ୍ବିତ କରିଛି ନିର୍ବାଚନ ଆୟୋଗ (ଇସି)। ଏହି ବୁଥ୍‌ରେ ପୁଣି ଥରେ…

କରୋନା ଆତଙ୍କ: ଏପ୍ରିଲ ୮ରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବେ ମୋଦି

ନୂଆଦିଲ୍ଲୀ,୫।୪: ଭାରତରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏଥି ସହ କରୋନାର ନୂଆ ଷ୍ଟ୍ରେନ୍‌ ଏବେ ଚିନ୍ତା ବଢ଼ାଇଛି। ଦେଶରେ ବର୍ଦ୍ଧିତ କରୋନା ମାମଲାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏପ୍ରିଲ ୮ରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ ସହ…

ଅପରେଶନ୍‌ ପ୍ରହାର-୩: ଟାର୍ଗେଟରେ ହିଡମା ସମେତ ୮ କମାଣ୍ଡର

ବିଜାପୁର,୫।୪: ମାଓବାଦୀଙ୍କ ଆକ୍ରମଣରେ ୨୨ ଜଣ ଯବାନ ଶହୀଦ୍‌ ହୋଇଛନ୍ତି। ଏବେ ମାଓବାଦୀଙ୍କ ମୁକାବିଲା ଲାଗି ଅପରେଶନ୍‌ ପ୍ରହାର-୩ ପାଇଁ ଯୋଜନା ପ୍ରସ୍ତୁତି କରାଯାଉଛି। ଏହି ଅପରେଶନ୍‌ରେ ବିଜାପୁର ଆକ୍ରମଣର ମାଷ୍ଟର ମାଇଣ୍ଡ୍‌ ହିଡମା ସମେତ ୮ ମାଓବାଦୀ କମାଣ୍ଡରଙ୍କୁ ଟାର୍ଗେଟରେ…

ପିପିଲି ପ୍ରଚାରରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୪(ବ୍ୟୁରୋ):  ପିପିଲି ଉପନିର୍ବାଚନ ଲାଗି ନିର୍ବାଚନମଣ୍ଡଳୀରେ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି।  ସବୁ ଦଳର ନେତା ଓ କର୍ମୀ ଓ୍ବାର୍ଡସ୍ତରରୁ ଦାୟିତ୍ୱ ନେଇ ସେଠାରେ ଡେରା ପକାଇ ରହିଲେଣି। ଏହି ଉଷ୍ଣତାକୁ ଆହୁରି ସରଗରମ କରିଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର…

୧୦୦ କୋଟି ବଟି ଆଦାୟ ମାମଲାର ଯାଞ୍ଚ୍‌ କରିବ ସିବିଆଇ: ହାଇକୋର୍ଟ

ମୁମ୍ବାଇ,୫।୪: ପୂର୍ବତନ ପୋଲିସ କମିଶନର ପରମବୀର ସିଂଙ୍କ ଆବେଦନ ଉପରେ ବିଚାର କରି ହାଇକୋର୍ଟ ସୋମବାର ବଡ଼ ଫଇସଲା ଶୁଣାଇଛନ୍ତି। ୧୦୦କୋଟି ଟଙ୍କାର ବଟି ଆଦାୟ ମାମଲାର ଯାଞ୍ଚ୍‌ ଏଣିକି ସିବିଆଇ କରିବ ବୋଲି କୋର୍ଟ କହିଛନ୍ତି। ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନୀଲ…

କୋର୍ଟରେ ହାଜର ହେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

କଟକ ଅଫିସ,୫।୪: କଟକ ଫ୍ୟାମିଲି କୋର୍ଟରେ ସୋମବାର ହାଜର ହୋଇଛନ୍ତି ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଅଭିନେତା ସ୍ବାମୀ ତଥା ଏମ୍‌ପି ଅନୁଭବ ମହାନ୍ତିଙ୍କ ସହ ପାରିବାରିକ ବିବାଦ ନେଇ ବର୍ଷା କୋର୍ଟରେ ହାଜର ହୋଇଥିବା ଜଣାପଡ଼ିଛି। ଦିଲ୍ଲୀ ପଟିଆଲା ହାଉସ କୋର୍ଟ…

ରାଫାଲ କିଣାରେ ଦୁର୍ନୀତି: ମଧ୍ୟସ୍ଥିଙ୍କୁ ମିଳିଛି ୧୦ ଲକ୍ଷ ୟୁରୋ

ନୂଆଦିଲ୍ଲୀ,୫।୪: ରାଫାଲ ଯୁଦ୍ଧ ବିମାନ କିଣାରେ ବ୍ୟାପକ ଦୁର୍ନୀତି ହୋଇଥିବା ଘଟଣାର ପର୍ଦ୍ଦାଫାଶ୍‌ ହୋଇଛି। ଫ୍ରାନ୍ସ୍‌ର ଓ୍ବେବସାଇଟ୍‌ ମିଡ଼ିଆ ପାର୍ଟରେ ଏନେଇ ତଥ୍ୟ ପ୍ରକାଶ ପାଇଛି। ଓ୍ବେବସାଇଟ୍‌ରେ ଉଲ୍ଲେଖ କରାଯାଇଛି ଯେ, ବିମାନ କିଣା ପାଇଁ ମଧ୍ୟସ୍ଥିଙ୍କୁ ୧୦ ଲକ୍ଷ ୟୁରୋ(…

ନିରପେକ୍ଷତା ହରାଇଛନ୍ତି ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୫ା୪: ଭାରତର ନିର୍ବାଚନ ଆୟୋଗ (ଇସିଆଇ) ଏକ ସାମ୍ବିଧାନିକ ସଂସ୍ଥା। ଏହି ତଥାକଥିତ ସ୍ବାୟତ୍ତ ସଂସ୍ଥାରେ ଜଣେ ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଏବଂ ଦୁଇଜଣ ନିର୍ବାଚନ କମିଶନର (ଇସି) ରହିଥାଆନ୍ତି। ଫୁଟ୍‌ବଲ ଖେଳରେ ରେଫରି ବା କ୍ରିକେଟରେ ଅମ୍ପାୟର ଭଳି…

ପ୍ରଚାର ପାଇଁ ଲୁଚିଥିଲା ସତ

ରାୟପୁର/ନୂଆଦିଲ୍ଲୀ(ଡି.ଏନ୍‌.ଏ.),୫ା୪: ଛତିଶଗଡ଼ର ବସ୍ତର ଅଞ୍ଚଳରେ ମାଓବାଦୀମାନଙ୍କ ଉପସ୍ଥିତି ନେଇ ଗୋଇନ୍ଦା ସୂଚନା ମିଳିବା ପରେ ସୁରକ୍ଷା ବଳ ସେଠାକୁ ଏନ୍‌କାଉଣ୍ଟର କରିବାକୁ ଯାଇଥିଲା। ବିଜାପୁର ଓ ସୁକୁମା ସୀମାନ୍ତବର୍ତ୍ତୀ ତେରାମ୍‌ ଜଙ୍ଗଲରେ ଶନିବାର ମଧ୍ୟାହ୍ନରେ ମାଓବାଦୀଙ୍କ ସହ ଯବାନମାନେ ମୁହଁାମୁହିଁ ହୋଇଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri