Home Middle

୧୨ ହାଇକୋର୍ଟ ପାଇଁ ୬୮ ବିଚାରପତିଙ୍କ ନାମ ସୁପାରିଶ…

ନୂଆଦିଲ୍ଲୀ,୪।୯: ଦେଶର ୧୨ଟି ହାଇକୋର୍ଟରେ ବିଚାରପତିଙ୍କୁ ନିଯୁକ୍ତ କରାଯିବାଲାଗି ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରା ଗଠିତ ହୋଇଥିବା ୩ ଜଣିଆ କଲେଜିୟମ୍‌ ୬୮ଜଣଙ୍କ ନାମ ସୁପାରିଶ କରିଛନ୍ତି। ପ୍ରଧାନ ବିଚାରପତି ଏନ.ଭି ରମନାଙ୍କ ନେତୃତ୍ୱରେ ଏକ ତିନି ଜଣିଆ ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ନିଷ୍ପତ୍ତି…

ଅତ୍ୟାବଶ୍ୟକ ତାଲିକାରେ ୩୯ ନୂଆ ଔଷଧ…

ନୂଆଦିଲ୍ଲୀ,୪।୯: ଅତ୍ୟାବଶ୍ୟକ ଔଷଧ ତାଲିକାରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କେତେକ ପରିବର୍ତ୍ତନ ଆଣାଯାଇଛି। ଏହା ସହିତ ୩୯ ଟି ନୂଆ ଔଷଧକୁ ତାଲିକାରେ ଅନ୍ତର୍ଭୁକ୍ତ କରାଯାଇଛି। ବହୁ ପରିମାଣରେ ବ୍ୟବହୃତ ହେଉଥିବା ଏହି ସମସ୍ତ ଔଷଧର ମୂଲ୍ୟ ହ୍ରାସ କରିବା ଏବଂ…

ଶୁଟିଂରେ ଭାରତକୁ ସ୍ବର୍ଣ୍ଣ-ରୌପ୍ୟ ପଦକ…

ଟୋକିଓ ,୪।୯: ଟୋକିଓ ପାରାଲିମ୍ପିକ ଗେମ୍ସରେ ଶନିବାର ଭାରତକୁ ଶୁଟିଂରେ ସ୍ବର୍ଣ୍ଣ ଓ ରୌପ୍ୟ ପଦକ ମିଳିଛି। ଶୁଟର ମନୀଷ ନରୱାଲ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଆଣିଥିବାବେଳେ ସିଂହରାଜ ରୌପ୍ୟ ପଦକ ଜିତିବାରେ ସଫଳ ହୋଇଛନ୍ତି। ଏହି ଦୁଇ ଶୁଟର…

ଦୈନିକ ମୃତ୍ୟୁ ସଂଖ୍ୟା ୪ ଶହ ତଳେ…

ନୂଆଦିଲ୍ଲୀ,୪।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। କେରଳ ଯୋଗୁ ଦେଶରେ…

ପର୍ଯ୍ୟଟକଙ୍କ ପାଇଁ ଆରମ୍ଭ ହେଲା ‘ନିମନ୍ତ୍ରଣ’

ଭୁବନେଶ୍ୱର, ୪।୯ (ବ୍ୟୁରୋ): ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି)ର ୪୨ତମ ପ୍ରତିଷ୍ଠା ଦିବସ ଅବସରରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖାଣ୍ଟି ଓଡ଼ିଆ ବ୍ୟଞ୍ଜନ ରେଷ୍ଟୁରାଣ୍ଟ ‘ନିମନ୍ତ୍ରଣ’ର ଶୁଭାରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ ଓଟିଡିସିକୁ ଜନ୍ମଦିନର ଶୁଭେଚ୍ଛା ଜଣାଇବା ସହିତ ‘ନିମନ୍ତ୍ରଣ’…

ଆତଙ୍କରେ ୨୫୦ ମହିଳା ବିଚାରପତି

ହେଗ୍‌/କାବୁଲ,୪।୯: ଆଫଗାନିସ୍ତାନରେ ପାଶ୍ଚାତ୍ୟ ସମର୍ଥତ୍ତ ନାଗରିକ ସରକାର ଚାଲିଥିବା ପର୍ଯ୍ୟନ୍ତ ମହିଳା ବିଚାରପତିମାନେ କୋର୍ଟକୁ ଯାଇ ଶୁଣାଣି କରୁଥିଲେ। ତାଲିବାନ୍‌ର କାବୁଲ ଦଖଲ ସହ ବିଦେଶୀ ସୈନ୍ୟ ଫେରିଯିବା ପରେ ସେମାନେ ଆତଙ୍କରେ ଜୀବନ ବିତାଉଛନ୍ତି। କାରଣ ମହିଳା ଜଜ୍‌ମାନେ ଯେଉଁ…

ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ନାମଲେଖା ତାରିଖ ପରିବର୍ତ୍ତନ

ଭୁବନେଶ୍ୱର, ୪।୯(ବ୍ୟୁରୋ): ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟାରେ ପରିବର୍ତ୍ତନ ହୋଇଛି। ଏହା ସେପ୍ଟେମ୍ବର ୧୩ରୁ ଆରମ୍ଭ ୧୬ ପର୍ଯ୍ୟନ୍ତ ଚାଲିବ। ପୂର୍ବରୁ ପ୍ରଥମ ପର୍ଯ୍ୟାୟ ନାମଲେଖା ସେପ୍ଟେମ୍ବର ୧୧ରୁ ୧୫ ଯାଏଁ ନିର୍ଦ୍ଧାରିତ ହୋଇଥିଲା। ଯୁକ୍ତ ୩ ପ୍ରଥମ…

ତାଲିବାନ୍‌ ଦଖଲରେ ପଞ୍ଜଶିର

କାବୁଲ, ୪।୯: ଆଫଗାନିସ୍ତାନରେ ସରକାର ଗଠନ କରିବାର କିଛି ଘଣ୍ଟା ପୂର୍ବରୁ ତାଲିବାନ ବାହିନୀ ଶୁକ୍ରବାର ରାତିରେ ପଞ୍ଜଶିର ଦଖଲ କରିଛି। ଏଥିସହିତ ଆଫଗାନିସ୍ତାନର ସମସ୍ତ ୩୪ ପ୍ରଦେଶ ଏବେ ତାଲିବାନ ନିୟନ୍ତ୍ରଣକୁ ଆସିଯାଇଛି। ଏହି ସଂଗଠନ ସମଗ୍ର ଦେଶକୁ ନିଜ…

କରୋନା ଟିକା ନ ନେଲେ ମିଳିବ ନାହିଁ ମଦ

ଚେନ୍ନାଇ,୩ ।୯: କରୋନା ମହାମାରୀକୁ ଦୂରେଇବା ପାଇଁ ପ୍ରାୟ ସମସ୍ତ ରାଜ୍ୟର ପ୍ରଶାସନ ଅଣ୍ଟା ଭିଡିଛନ୍ତି । ଏବେ ତାମିଲନାଡୁର ନୀଳଗୀରି ଜିଲାରେ ମଦ କିଣିବା ପାଇଁ କରୋନା ଟିକା ନେବା ଜରୁରୀ ହୋଇଛି । ଅର୍ଥାତ୍ ଏବେ ମଦ ପିଇବାକୁ…

ଚୋରି କଲେ କାଟି ଦିଆଯିବ ହାତ

କାବୁଲ,୩ ।୯: ଆଫଗାନିସ୍ତାନରେ ନୂଆ ସରକାର ଗଠନ ହେବା ପୂର୍ବରୁ ତାଳିବାନର କ୍ରୁରତା ବାଲା ପଦକ୍ଷେପ ସାମ୍ନାକୁ ଆସିଛି । ଅପରାଧ ପାଇଁ ତାଲିବାନ ପକ୍ଷରୁ ନୂଆ ସଜ୍ଜାର ବ୍ୟବସ୍ଥା କରାଯାଇଛି । ଯଦି କେହି ଚୋରି କରି ଧରାପଡେ ତେବେ…

ଆଜି ବି ବିଧାନସଭା ଆରମ୍ଭରୁ ହଟ୍ଟଗୋଳ: ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ

ଭୁବନେଶ୍ୱର,୩ା୯(ବ୍ୟୁରୋ): ଆଜି ବି ବିଧାନସଭା ଆରମ୍ଭରୁ ହଟ୍ଟଗୋଳ। ବିଧାନସଭାର ତୃତୀୟ ଦିନରେ ବିରୋଧୀଙ୍କ ହଟ୍ଟଗୋଳ ଓ ନାରାବାଜି ଯୋଗୁ ଗୃହକାର୍ଯ୍ୟ ଅଚଳ ହୋଇଛି। ଷ୍ଟାଫ୍‌ ସିଲେକ୍ସନ କମିଶନ ଦୁର୍ନୀତିକୁ ନେଇ ବିରୋଧୀମାନେ ବିଧାନସଭାରେ ପ୍ରବଳ ହଟ୍ଟଗୋଳ କରିଛନ୍ତି। କଂଗ୍ରେସ ସଦସ୍ୟଙ୍କ ହୋ-ହଲ୍ଲା…

ଇତିହାସ ରଚିଲେ ପ୍ରବୀଣ

ଟୋକିଓ,୩।୯: ଭାରତୀୟ ଆଥଲେଟ ପ୍ରବୀଣ କୁମାର ଟୋକିଓ ପାରାଲିମ୍ପିକ୍ସରେ ଇତିହାସ ସୃଷ୍ଟି କରିଛନ୍ତି। ସେ ପୁରୁଷ ଟି -୬୪ ହାଇ ଜମ୍ପ୍‌ ଇଭେଣ୍ଟ ଫାଇନାଲରେ ରୌପ୍ୟ ପଦକ ଜିତିଥିଲେ। ଏହି ମ୍ୟାଚ୍‌ରେ ନୋଏଡା ନିବାସୀ ପ୍ରବୀଣ ୨.୦୭ ମିଟର ଡେଇଁ ଦ୍ୱିତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?