Home Middle

ଓଭାଲ ଟେଷ୍ଟ: ପଛରେ ନାହିଁ ଭାରତ

ଓଭାଲ,୨।୯: ସ୍ଥାନୀୟ ଓଭାଲ ଗ୍ରାଉଣ୍ଡରେ ଗୁରୁବାରଠାରୁ ଆରମ୍ଭ ହୋଇଥିବା ଚତୁର୍ଥ ଟେଷ୍ଟର ପ୍ରଥମ ଦିନର ଖେଳ ରୋମାଞ୍ଚକ ମୋଡ଼ରେ ଶେଷ ହୋଇଛି। ମେଘୁଆ ପାଗ ଦେଖି ଘରୋଇ ଦଳର ଅଧିନାୟକ ଜୋ ରୁଟ୍‌ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ତାଙ୍କ…

୨୦୦ ଛୁଇଁ ପାରିଲାନି ଟିମ୍‌ ଇଣ୍ଡିଆ

ଓଭାଲ,୨।୯: ଇଂଲଣ୍ଡ ବିପକ୍ଷରେ ଏଠାରେ ଗୁରୁବାର ଠାରୁ ଆରମ୍ଭ ହୋଇଥିବା ଚତୁର୍ଥ ଟେଷ୍ଟର ପ୍ରଥମ ଇନିଂସରେ ଭାରତ ୧୯୧ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ପୂର୍ବ ମ୍ୟାଚ୍‌ ଭଳି ଏଥର ମଧ୍ୟ ପୂରା ଫେଲ୍‌ ମାରିଥିଲା ଟପ୍‌ ଅର୍ଡର। କେବଳ ଅଧିନାୟକ ବିରାଟ…

୬ରେ ଆସୁଛି ଆଉ ଏକ ଲଘୁଚାପ

ନୂଆଦିଲ୍ଲୀ,୨।୯: ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହାର ପ୍ରଭାବରେ ଆସନ୍ତା ୬ତାରିଖରୁ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଗୁରୁବାର କୁହାଯାଇଛି। ଏଥର ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧିପାରିବ ବୋଲି…

ତୃତୀୟ ଲହର ମୁକାବିଲା ପ୍ରସ୍ତୁତି, କ୍ରାୟୋଜେନିକ୍‌ ଟ୍ୟାଙ୍କର କିଣିବେ ସରକାର…

ନୂଆଦିଲ୍ଲୀ,୨।୯: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଥମୁଥିବାବେଳେ ତୃତୀୟ ଲହର ନେଇ ଆତଙ୍କ ଜାରି ରହିଛି। ଏପରିସ୍ଥଳେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ସରକାର ପକ୍ଷରୁ ଅକ୍ସିଜେନ ସଙ୍କଟ ଦୂର କରିବା ଲାଗି କ୍ରାୟୋଜେନିକ୍‌ ଟ୍ୟାଙ୍କର କିଣିବା ଉଦ୍ୟମ ଆରମ୍ଭ…

ନୂଆ କରୋନା ଭାରିଆଣ୍ଟ୍‌ , ଡେଲ୍ଟାଠାରୁ ବି ଭୟଙ୍କର..

ଜେନେଭା,୨।୯: ପୃଥିବୀରେ କରୋନା ମହାମାରୀର ଆତଙ୍କ ଜାରି ରହିଛି। ମହାମାରୀରୁ ଦୂରେଇ ରହିବା ପାଇଁ ଟିକାକରଣ ଅଭିଯାନ ମଧ୍ୟ ଜୋରସୋରରେ ଚାଲିଛି। ତଥାପି, ଏହି ଭୁତାଣୁର ବିଭିନ୍ନ ଭାରିଆଣ୍ଟ ସୃଷ୍ଟି ହେବାରେ ଲାଗିଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ବର୍ତ୍ତମାନ…

ପ୍ରତି ୫ ଜଣରେ ଜଣେ ସ୍ବାସ୍ଥ୍ୟକର୍ମୀ ନେଇ ନାହାନ୍ତି ଦ୍ୱିତୀୟ ଡୋଜ୍‌…

ନୂଆଦିଲ୍ଲୀ,୨।୯: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଥମୁଥିବାବେଳେ ତୃତୀୟ ଲହର ନେଇ ଆତଙ୍କ ଦେଖାଦେଇଛି। ଦେଶରେ କରୋନା ଟିକାକରଣକୁ ଇତିମଧ୍ୟରେ ୭ ମାସ ବିତିଛି। ତେବେ ବର୍ତ୍ତମାନ ସୁଦ୍ଧା ଦେଶର ପ୍ରତି ୫ ଜଣରେ ଜଣେ ସ୍ବାସ୍ଥ୍ୟକର୍ମୀ ଯିକାର ଦ୍ୱିତୀୟ…

ଡ୍ରାଗନର ମହାକାଶ ଜୟ ଲକ୍ଷ୍ୟ, ପୃଥିବୀ କକ୍ଷରେ ବିଶାଳକାୟ ମୂଳଦୁଆ ନିର୍ମାଣ ପ୍ରସ୍ତୁତି…

ବେଜିଂ,୨।୯: ପୃଥିବୀର କକ୍ଷପଥରେ ବହୁ କିଲୋମିଟରର ବ୍ୟାପି ଏକ ବିଶାଳ ସହର ନିର୍ମାଣ ଯୋଜନା ଏବେ ଚାଇନା ପକ୍ଷରୁ କରାଯାଇଛି। ଏନେଇ ବିଶାଳକାୟ ମୂଳଦୁଆ ନିର୍ମାଣ ଲାଗି ଡ୍ରାଗନ ଜୋରସୋର୍‌ ପ୍ରସ୍ତୁତି ଆରମ୍ଭ କରିଛି। ଏହି ଉଡ଼ନ୍ତା ସହର ଦ୍ୱାରା ମହାକାଶ…

ଆମେରିକାର ନୂଆ ରଣନୀତି, ଲୁହାକୁ କାଟିବ ଲୁହାରେ…

ଓ୍ବାଶିଂଟନ,୨।୯: ଆମେରିକା ଏବେ ନୂଆ ରଣନୀତି ଗ୍ରହଣ କରିଛି। ଆଇଏସ୍‌ ଆତଙ୍କବାଦୀ ସଂଗଠନ ବିରୋଧରେ ଲଢ଼େଇ ପାଇଁ ତାଲିବାନ କାନ୍ଧରେ ବନ୍ଧୁକ ରଖିବା ଲାଗି ଆମେରିକା ଯୋଜନା କରିଛି। ଏହାଦ୍ୱାରା ଲୁହାକୁ ଲୁହାରେ କଟାଯାଇପାରିବ। ଗୋଟିଏ ଆତଙ୍କବାଦୀ ସଂଗଠନ ବିରୋଧରେ ଅନ୍ୟ…

ଭାରତ-ପାକିସ୍ତାନ-ଚାଇନା ରୁଷିଆରେ କରିବେ ଯୁଦ୍ଧାଭ୍ୟାସ…

ନୂଆଦିଲ୍ଲୀ/ମସ୍କୋ, ୨।୯: ଭାରତ, ପାକିସ୍ତାନ, ଚାଇନା ସମେତ ୧୭ ଦେଶ ମିଳିତ ଭାବେ ରୁଷିଆରେ ଆୟୋଜିତ ହେବାକୁ ଥିବା ଜାପାଡ-୨୦୨୧ ଯୁଦ୍ଧାଭ୍ୟାସ୍‌ରେ ସାମିଲ ହେବେ। ସେପ୍ଟେମ୍ବର ୩ ଠାରୁ ଏହି ମିଳିତ ଯୁଦ୍ଧାଭ୍ୟାସ ଆରମ୍ଭ ହେବାକୁ ଯାଉଛି। ରୁଷିଆର ନିଝନିୟ ଅଞ୍ଚଳରେ…

ଅଟକି ରହିଛି ଇଭିଏମ୍‌, ୟୁପି-ପଞ୍ଜାବ-ଗୋଆ-ମଣିପୁରରେ ବିଧାନସଭା ନିର୍ବାଚନ ହେବା ନେଇ ଆଶଙ୍କା …

ନୂଆଦିଲ୍ଲୀ,୨।୯: ଆସନ୍ତା ବର୍ଷ ଉତ୍ତରପ୍ରଦେଶ (ୟୁପି), ପଞ୍ଜାବ, ଗୋଆ ଏବଂ ମଣିପୁରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ତେବେ ଏନେଇ ଆଶଙ୍କା ସୃଷ୍ଟି ହୋଇଛି। ଇଭିଏମ୍‌ ଏବଂ ଭିଭିପାଟ୍‌ ଅଭାବ ଯୋଗୁ ନିର୍ବାଚନ କରାଇବାକୁ ନିର୍ବାଚନ ଆୟୋଗ (ଇସି)ଙ୍କ ପକ୍ଷରୁ ଚିନ୍ତା…

ଗଣେଶ ପୂଜା ପାଇଁ ଜାରି ହେଲା ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୨ା୯(ବ୍ୟୁରୋ): ଗଣେଶ ପୂଜା ପାଇଁ ବିଏମ୍‌ସି ପକ୍ଷରୁ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ନିୟମ କଡ଼ାକଡ଼ି ପାଳନ ପାଇଁ ନିର୍ଦ୍ଦେଶ ହୋଇଛି। ପୂଜା ଅବସରରେ ମଣ୍ଡପରେ ସର୍ବସାଧାରଣଙ୍କୁ ଅନୁମତି ଦିଆଯିବ ନାହିଁ। କମିଶନରେଟ ପୋଲିସର ଅନୁମତି ନେଇ ପୂଜା କମିଟିର ସଦସ୍ୟମାନେ କରୋନା…

ସମସ୍ୟା ବଢ଼ାଉଛି ମାଟି ସଡ଼କ

ଛେଣ୍ଡିପଦା,୨ା୯(ସ୍ବ.ପ୍ର.): ଗାଁର ମୁଖ୍ୟ ସମସ୍ୟା ଗମନାଗମନରେ ଅସୁବିଧା। ବର୍ଷାଦିନେ ମାଟି ରାସ୍ତାରେ ଯାତାୟାତ ଗ୍ରାମବାସୀଙ୍କ ପକ୍ଷେ ଅତି କଷ୍ଟକର। ଏପରି କି ରୋଗୀଙ୍କୁ ଡାକ୍ତରଖାନା ଯାଏ ନେବାକୁ ଆମ୍ବୁଲାନ୍ସ ପଶିପାରୁନି ଗ୍ରାମରେ। ତେଣୁ ପକ୍କା ସଡ଼କଟିଏ ନିର୍ମାଣ ନିମନ୍ତେ ଗାଁଲୋକେ ଅନେକଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?