ରାଜଧାନୀ ଭୁବନେଶ୍ୱର ବିଶ୍ୱରେ ସବୁଠୁ ଉତ୍ତପ୍ତ ସହର
ଭୁବନେଶ୍ୱର,୧।୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ବୁଧବାର ରେକର୍ଡ ଭାଙ୍ଗିଥିଲା ଭୁବନେଶ୍ୱର। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜଧାନୀ ଭୁବନେଶ୍ୱରକୁ ବିଶ୍ୱର ସବୁଠୁ ଉତ୍ତପ୍ତ ସହର ଭାବରେ ସ୍ଥାନିତ କରାଯାଇଛି। ବୁଧବାର ଭୁବନେଶ୍ୱରରେ ତାପମାତ୍ରା ସର୍ବାଧିକ ୪୪.୨…
ଟିକା ନେବା ପରେ ବି ୧୪ ଡାକ୍ତର କରୋନା ପଜିଟିଭ୍
ରୋହତକ,୧।୪: କରୋନାର ଦୋହରା ମାଡ଼ରେ ଦେଶରେ କୋକୁଆ ଭୟ ସୃଷ୍ଟି ହୋଇଛି। ଏପରିସ୍ଥଳେ ହରିୟାଣାରେ ଲୋକେ ଅଧିକ ଆତଙ୍କିତ ହୋଇପଡ଼ିଛନ୍ତି। ରୋହତକ ପିଜିଆଇଏମ୍ଏସ୍ ହସ୍ପିଟାଲରେ ୨୨ ଜଣ ଡାକ୍ତର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସ୍ତ୍ରୀରୋଗ ବିଭାଗର ଡାକ୍ତରମାନଙ୍କ ନୁମୁନା ପରୀକ୍ଷା ରିପୋର୍ଟ…
ପ୍ରତିଦିନ କରୋନା ଟିକା
ନୂଆଦିଲ୍ଲୀ,୧।୪: ଗୁରୁବାରଠାରୁ ୪୫ ବର୍ଷ ଅବା ଏହାଠାରୁ ଅଧିକ ବୟସ୍କଙ୍କୁ କରୋନା ଟିକାଦାନ ଆରମ୍ଭ ହୋଇଛି। ଏପ୍ରିଲ୍ରେ ମାସ ସାରା ସବୁଦିନ ଟିକାକରଣ କରାଯିବ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ସରକାରୀ ଛୁଟି ଦିନ ଏବଂ…
ଏପ୍ରିଲ୍ ୧୫ ପର୍ଯ୍ୟନ୍ତ ସ୍କୁଲ-କଲେଜ ବନ୍ଦ
ଶିମଲା,୧।୪: କରୋନା ସଂକ୍ରମଣ ଯୋଗୁ ଦେଶର ମହାରାଷ୍ଟ୍ର, ଛତିଶଗଡ଼, କର୍ନାଟକ, କେରଳ, ତାମିଲନାଡୁ, ଗୁଜରାଟ, ମଧ୍ୟପ୍ରଦେଶ, ପଞ୍ଜାବ ଆଦି ରାଜ୍ୟରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ହିମାଚଳ ପ୍ରଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ସରକାରଙ୍କ ପକ୍ଷରୁ…
ଭଡ଼ାଟିଆ ନୁହନ୍ତି ମାଲିକ: ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ,୧।୪: ଭଡ଼ାରେ ରହୁଥିବା ଭଡ଼ାଟିଆ ଏବେ ଆଉ ଘର ଛାଡ଼ିବା ପାଇଁ ମାଲିକଙ୍କୁ ନାଲି ଆଖିଦେଖାଇ ଆଇନର ଆଶ୍ରୟ ନେଇପାରିବେ ନାହିଁ। ସୁପ୍ରିମ୍କୋର୍ଟ ଏକ ମାମଲାର ବିଚାର କରି କହିଛନ୍ତି ଯେ, ଭଡ଼ାଟିଆ କେବଳ ଭଡ଼ାରେ ରହୁଥିବା ଜଣେ ବ୍ୟକ୍ତି ବିଶେଷ।…
ଭାଜପାର ନିର୍ବାଚନୀ ଥୋପ: ଚାଷୀଙ୍କ ଖାତାକୁ ୨୦୦୦
ନୂଆଦିଲ୍ଲୀ,୧।୪: ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି। ଏପରିସ୍ଥଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ଭୋଟରଙ୍କୁ ହାତେଇବା ଲାଗି ଗୁରୁବାର ନିର୍ବାଚନୀ ଥୋପ ପକାଯାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଏପ୍ରିଲ୍ ପହିଲାରେ ଚାଷୀଙ୍କ ସଞ୍ଚୟ…
ଅଠେଇଶରେ ଅଧୁରା ଅନୁଗୋଳ
ଅନୁଗୋଳ ଅଫିସ,୧ା୪: ୧୯୯୩ ଏପ୍ରିଲ ୧ରେ ଅନୁଗୋଳକୁ ମିଳିଥିଲା ଜିଲା ମାନ୍ୟତା। ପ୍ରକୃତି ଓ ପ୍ରାକୃତିକ ସମ୍ପଦରେ ଭରପୂର ଏହି ଜିଲା ଦୀର୍ଘ ୨୭ ବର୍ଷ ମଧ୍ୟରେ ଅନେକ କ୍ଷେତ୍ରରେ ନିଜ ସ୍ବତନ୍ତ୍ରତା ପ୍ରତିପାଦନ କରିପାରିଛି। ବିଶେଷକରି ଶିଳ୍ପାୟନରେ ଅନୁଗୋଳ ଜାତୀୟ ଓ…
୭୨ ହଜାର ଟପିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା
ନୂଆଦିଲ୍ଲୀ,୧।୪: ଦେଶରେ କରୋନାର ସଂକ୍ରମଣର ଦ୍ୱିତୀୟ ଲହର ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢ଼ିବାରେ ଲାଗିଛି। ଦେଶରେ ଲଗାତାର ଗତ ୬ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୦ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ…
ସୁଧୁରୁଛି ସମ୍ପର୍କ
ନୂଆଦିଲ୍ଲୀ/ଇସ୍ଲାମବାଦ,୧ା୪: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତିପକ୍ଷ ଇମ୍ରାନ ଖାନଙ୍କୁ ମାର୍ଚ୍ଚ ୨୨ରେ ଚିଠି ଲେଖି ପାକିସ୍ତାନ ଦିବସର ଶୁଭକାମନା ଜଣାଇବା ସହ କରୋନାରୁ ଶୀଘ୍ର ଆରୋଗ୍ୟ ହେବାକୁ କାମନା କରି ଟୁଇଟ୍ କରିଥିଲେ। ମୋଦିଙ୍କ ଶୁଭେଚ୍ଛାର ଉତ୍ତର ରଖିଛନ୍ତି ଇମ୍ରାନ।…
ବିଦ୍ୟୁତ୍ ଶୁଳ୍କ ବୃଦ୍ଧି: ଗୃହ ହୁଲସ୍ଥୂଲ
ଭୁବନେଶ୍ୱର,୧ା୪(ବ୍ୟୁରୋ):କରୋନା ମହାମାରୀରେ ଲୋକମାନେ ଜୀବନଜୀବିକା ହରାଇ ଆର୍ଥିକ ଦୁର୍ଗତି ଦେଇ ଗତି କରୁଛନ୍ତି। ଏପରିସ୍ଥଳେ ବିଦ୍ୟୁତ୍ ଶୁଳ୍କ ବଢ଼ାଇ ସରକାର ବୋଝ ଉପରେ ନଳିତାବିଡ଼ା ଲଦିଛନ୍ତି। ଗତ ୭ ମାସରେ ଦୁଇ ଥର ବିଦ୍ୟୁତ୍ ଶୁଳ୍କ ବଢ଼ାଯାଇଛି। ସରକାର ତୁରନ୍ତ ବିଦ୍ୟୁତ୍…
ପୁଣି ହେବ କଣ୍ଟେନ୍ମେଣ୍ଟ
ଭୁବନେଶ୍ୱର, ୧।୪(ବ୍ୟୁରୋ):କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଏପ୍ରିଲ୍ ମାସ ପାଇଁ ଗାଇଡଲାଇନ୍ ଜାରି କରିଛନ୍ତି। ଏହି ଗାଇଡଲାଇନ୍ ଏପ୍ରିଲ୍ ୧ରୁ ୩୦ତାରିଖ ପର୍ଯ୍ୟନ୍ତ ଲାଗୁ ହେବ। ସ୍ବତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ହୋଇଥିବା ଏହି…
୪୭ ସ୍ଥାନରେ ଜଳୁଛି ଶିମିଳିପାଳ
ବାରିପଦା ଅଫିସ,୧ା୪:ମୟୂରଭଞ୍ଜ ଜିଲାକୁ ଘେରି ରହିଥିବା ଜୈବମଣ୍ଡଳ ଶିମିଳିପାଳ ଅଭୟାରଣ୍ୟରେ ନିଅଁା ଜଳୁଛି। ବୁଧବାର ଶିମିଳିପାଳ ଦକ୍ଷିଣ ଡିଭିଜନର ୪୭ଟି ସ୍ଥାନରେ ନିଆଁ ଲାଗିଥିବା ସାଟେଲାଇଟରୁ ପ୍ରାପ୍ତ ତଥ୍ୟରୁ ଜଣାପଡ଼ିଛି। ଡ଼ହଡ଼ହ ଖରା ସହିତ ନିଅଁାର ପ୍ରକୋପରେ ଜୀବଜନ୍ତୁ ଓ ଜନଜୀବନ…
Archives


