‘ରାଫେଲ ଚୁକ୍ତିରେ ଦୁର୍ନୀତି ସ୍ପଷ୍ଟ’
ନୂଆଦିଲ୍ଲୀ, ୩ା୭- ଭାରତ ସହ ଫ୍ରାନ୍ସର ୫୯ ହଜାର କୋଟି ଟଙ୍କାର ରାଫେଲ ଫାଇଟର ଜେଟ୍ ଚୁକ୍ତିରେ ଦୁର୍ନୀତି ଓ ପକ୍ଷପାତିତା ଅଭିଯୋଗର ତଦନ୍ତ ଆରମ୍ଭ ହୋଇଛି। ଏହାର ତଦନ୍ତ ପାଇଁ ଜଣେ ଫ୍ରେଞ୍ଚ ଜଜ୍ଙ୍କୁ ନିଯୁକ୍ତ କରାଯାଇଛି। ଏ ନେଇ…
ଗର୍ଭବତୀଙ୍କୁ ଟିକା ଏବେ ନୁହେଁ
ଭୁବନେଶ୍ୱର,୩।୭: ରାଜ୍ୟର ଗର୍ଭବତୀ ମହିଳାଙ୍କୁ ବର୍ତ୍ତମାନ କରୋନା ଟିକା ଦିଆଯିବ ନାହିଁ। ଏ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜିଲାପାଳ, ମ୍ୟୁନିସିପାଲ କମିସନର ଏବଂ ସିଡିଏମ୍ଓଙ୍କୁ ଚିଠି କରାଯାଇଛି। ଚିଠିରେ ଦର୍ଶାଯାଇଛି, କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଖୁବଶୀଘ୍ର ଗର୍ଭବତୀ ମହିଳାଙ୍କୁ…
ପୁଷ୍କର ସିଂ ଧାମି ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ
ଡେରାଡୁନ,୩ ।୭: ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ହେବେ ପୁଷ୍କର ସିଂ ଧାମି । ଡେରାଡୁନରେ ଶନିବାର ଭାରତୀୟ ଜନତା ପାର୍ଟି(ଭାଜପା)ର ବିଧାୟକ ଦଳ ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି । ତିରଥ ସିଂ ରାୱତ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା…
ଅଗଷ୍ଟରେ ତୃତୀୟ ଲହର, ଆଇଆଇଟି କାନପୁର ଦେଲା ଚେତାବନୀ…
ନୂଆଦିଲ୍ଲୀ,୩।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଧୀରେଧୀରେ ଥମିବାରେ ଲାଗିଛି। ଏପରିସ୍ଥଳେ ତୃତୀୟ ଲହର ନେଇ ଚେତାବନୀ ଦେଇଛି ଆଇଆଇଟି କାନପୁର। ଦେଶରେ ଅଗଷ୍ଟରେ ତୃତୀୟ ଲହର ଆସିବାର ଆଶଙ୍କା ରହିଥିବା ଆଇଆଇଟି ପକ୍ଷରୁ କୁହାଯାଇଛି। ଦେଶରେ ଡେଲ୍ଟା…
ଦିଲ୍ଲୀ ସରକାରଙ୍କୁ ୧୦ ବର୍ଷରେ ୭୦୨ କୋଟି ଦେଇଛନ୍ତି ଟ୍ରାଫିିକ୍ ପୋଲିସ…
ନୂଆଦିଲ୍ଲୀ,୩।୭: ଜରିମାନା ଆଦାୟ କରି ଦିଲ୍ଲୀ ସରକାରଙ୍କ ରାଜସ୍ବ ସଂଗ୍ରହରେ ଟ୍ରାଫିକ ପୋଲିସଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ରହିଛି। ଗତ ୧୦ ବର୍ଷ ମଧ୍ୟରେ ଟ୍ରାଫିକ୍ ପୋଲିସ ଦିଲ୍ଲୀ ସରକାରଙ୍କୁ ୭୦୨ କୋଟି ଟଙ୍କା ଜରିମାନା ବାବଦରେ ଲୋକଙ୍କଠାରୁ ଆଦୟ କରି ପ୍ରଦାନ…
ରଥଯାତ୍ରା ଦେଖିପାରିବେନି ଶ୍ରଦ୍ଧାଳୁ!
ଭୁବନେଶ୍ୱର,୩।୭(ବ୍ୟୁରୋ): ଚଳିତ ଥର ମଧ୍ୟ କରୋନା କଟକଣାରେ ଅନୁଷ୍ଠିତ ହେବ ରଥଯାତ୍ରା। ଏଥିର ବି ମହାପ୍ରଭୁଙ୍କୁ ଦର୍ଶନ କରିପାରିବେନି ଭକ୍ତ। ଘରେ ରହି ଠାକୁରଙ୍କ ଆଶୀର୍ବାଦ ଭିକ୍ଷା କରିବେ ଶ୍ରଦ୍ଧାଳୁ। କିଛି ଏଭଳି ନିଷ୍ପତ୍ତି ନେଇଛନ୍ତି ପୁରୀ ଜିଲାପାଳ। ଚଳିତ ଥର…
ରାଫାଲ୍ ଡିଲ୍ ଯାଞ୍ଚ୍ ପାଇଁ ବିଚାରପତି ନିଯୁକ୍ତ, ବହୁ ଭିଆଇପିଙ୍କ ଉପରେ ନଜର…
ପ୍ୟାରିସ୍/ନୂଆଦିଲ୍ଲୀ,୩।୭: ରାଫାଲ୍ ଡିଲ୍ରେ ବ୍ୟାପକ ଅର୍ଥ ହେର୍ଫେର୍ ହୋଇଥିବା ଅଭିଯୋଗ ହେବା ପରେ ଫ୍ରାନ୍ସ୍ ସରକାର କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ଏହାର ଯାଞ୍ଚ୍ ପାଇଁ ଫ୍ରାନ୍ସ୍ ପକ୍ଷରୁ ବିଚାରପତି ନିଯୁକ୍ତ କରାଯାଇଛି। ଦେଶର ପବ୍ଲିକ୍ ପ୍ରସ୍ୟୁକିଶନ ସର୍ଭିସେଜ୍ର ଫାଇନାନ୍ସିଆଲ କ୍ରାଇମ୍…
ଆସିଲା ଖୁସି ଖବର, କୋଭାକ୍ସିନ୍ କରୋନାକୁ କରିବ ପରାସ୍ତ…
ନୂଆଦିଲ୍ଲୀ,୩।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଧୀରେଧୀରେ ଥମୁଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଇତିମଧ୍ୟରେ ଦେଶରେ ଡେଲ୍ଟା ଏବଂ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ନେଇ ଆତଙ୍କ ସୃଷ୍ଟି ହୋଇଛି। ତେବେ ଲୋକଙ୍କୁ…
ଲଗାତାର ୬ ଦିନ ଧରି ଦୈନିକ ସଂକ୍ରମଣ ୫୦ ହଜାର ତଳେ…
ନୂଆଦିଲ୍ଲୀ,୩।୭: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୬ ଦିନ ଧରି ଦୈନିକ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳେ…
ରାଜ୍ୟରେ କମିଲା ସଂକ୍ରମଣ:ଗତ ୨୪ଘଣ୍ଟାରେ ୩ହଜାର ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୩।୭(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍ ଉପରମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ୩ହଜାରରୁ ଉପରେ ରହୁଥିଲା। ଯାହା ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟିଥିଲା। ତେବେ ଶୁକ୍ରବାର ରାଜ୍ୟରେ ୩,୨୨୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ…
୪ ଦିନ ଲାଗି ରହିବ ବର୍ଷା
ଭୁବନେଶ୍ବର,୨।୭: ରାଜ୍ୟରେ ପୁଣି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେବାରେ ଲାଗିଛି। ଏନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମଧରଣର ବର୍ଷା ଗୁରୁବାରଠାରୁ ଆରମ୍ଭ ହୋଇଛି। ଆସନ୍ତା ୪ ଦିନ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଲାଗି ରହିବ। ଆସନ୍ତା ୨୪…
୭୦ ପ୍ରତିଶତ ସିଲାବସରେ ପରୀକ୍ଷା ଦେବେ ଅସନ୍ତୁଷ୍ଟ
ଭୁବନେଶ୍ବର,୨।୭: ମାର୍କକୁ ନେଇ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ଏବଂ ଅଭିଭାବକଙ୍କୁ ଶାନ୍ତ କରିବା ପାଇଁ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଶୁକ୍ରବାର ପୁଣି ମାଟ୍ରିକ ପରୀକ୍ଷା ଦେବାକୁ ଅନୁରୋଧ କରିଛନ୍ତି । ୧୫ ଦିନ ଭିତରେ ପରୀକ୍ଷା ଫଳ ପ୍ରକାଶ କରିବାକୁ…
Archives


