Home Middle

କରୋନା ଲଢ଼େଇରେ ସଚେତନ ରହିବା ଗୁରୁତ୍ୱପୂର୍ଣ୍ଣ: ମୋଦି

ନୂଆଦିଲ୍ଲୀ,୨୮।୩: ଦେଶରେ କରୋନା ସଂକ୍ରମଣ ଏବେ ବି ଜାରି ରହିଛି। ତେଣୁ ମାର୍ଗଦର୍ଶିକା ପାଳନ ସହିତ ଔଷଧ ସେବନ କରିବା ପ୍ରତି ସଚେତନ ରହିବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୫ ତମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ରବିବାର…

ଶୋପିଆନ୍‌ରେ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର,୨୮।୩: ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଶୋପିଆନ୍‌ ଜିଲାର ଓ୍ବାନଗାମ୍‌ ଅଞ୍ଚଳରେ ହୋଇଥିବା ମିଳିତ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌ ସମୟରେ ୨ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଏହି ଘଟଣାରେ ଜଣେ ଯବାନ ଶହୀଦ୍‌ ହୋଇଛନ୍ତି। ଆତଙ୍କବାଦୀଙ୍କ…

କାର୍ଡିଓଲୋଜି ହସ୍ପିଟାଲରେ ଅଗ୍ନିକାଣ୍ଡ

କାନପୁର,୨୮।୩: ଉତ୍ତରପ୍ରଦେଶର କାନପୁରସ୍ଥିତ କାର୍ଡିଓଲୋଜି ହସ୍ପିଟାଲରେ ରବିବାର ସକାଳ ୭ଟା ୪୦ରେ ଅଗ୍ନିକାଣ୍ଡ ଘଟିଛି। ଏନେଇ ହସ୍ପିଟାଲରେ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଥିଲା। ଖବର ପାଇ ୯ଟି ଦମକଳ ଗାଡ଼ି ଏବଂ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ କରିଛନ୍ତି। ନିଆଁ ଲାଗିବା…

୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୨ ହଜାର ଟପିଲା

ନୂଆଦିଲ୍ଲୀ,୨୮।୩: ଦେଶରେ କରୋନାର ସଂକ୍ରମଣ ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୨ ହଜାର ୭୧୪ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୩୧୨ ଜଣଙ୍କ ମୃତ୍ୟୁ…

ଭୁଶୁଡ଼ିଲା ନିର୍ମାଣଧୀନ ଫ୍ଲାଇଓଭର

ଗୁରୁଗ୍ରାମ୍‌,୨୮।୩: ଏକ ନିର୍ମାଣଧୀନ ଫ୍ଲାଇଓଭର ରବିବାର ଗୁରୁଗ୍ରାମଠାରେ ଭୁଶୁଡ଼ି ପଡ଼ିବାରୁ ଜଣେ ଲୋକଙ୍କର ମୃତ୍ୟୁ ଘଟିଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୌଲତାବାଦ ନିକଟସ୍ଥ ଗୁରୁଗ୍ରାମ୍‌-ଦ୍ୱାରକା ଏକ୍ସପ୍ରେସ୍‌ ଓ୍ବେରେ…

ସଂକ୍ରମଣ ରୋକିବାକୁ ୫ ସୂତ୍ରୀ ଯୋଜନା

ନୂଆଦିଲ୍ଲୀ,୨୮।୩: ଦେଶର କେତେକ ରାଜ୍ୟରେ କରୋନା ସଂକ୍ରମଣ ବଢ଼ିଚାଲିଥିବାବେଳେ ଏହାର ମୁକାବିଲା ଲାଗି ଶନିବାର କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମହାରାଷ୍ଟ୍ର, ହରିୟାଣା, ତାମିଲନାଡୁ, ପଶ୍ଚିମବଙ୍ଗ, କର୍ନାଟକ, ପଞ୍ଜାବ ଏବଂ ଦିଲ୍ଲୀ ସମେତ…

ସୁଏଜ ଅବରୋଧ ହଟାଇବାକୁ ଭାରତର ପ୍ରସ୍ତାବ

ନୂଆଦିଲ୍ଲୀ, ୨୮ା୩: ସୁଏଜ କେନାଲର ପୂର୍ବ-ପଶ୍ଚିମ ଜଳପଥରେ ଗତ ୨୩ ତାରିଖରୁ ଏକ ବିଶାଳ ଜାହାଜ ଫସି ରହିଛି। ଏଥିଯୋଗୁ ପ୍ରାୟ ୨ ଶହ ଜାହାଜ କେନାଲର ଉଭୟ ପାର୍ଶ୍ୱରେ ଫସି ରହି ବିଶ୍ୱ ପରିବହନକୁ ପ୍ରଭାବିତ କରିଛି। ଭାରତ ମଧ୍ୟ…

ଟିଏମ୍‌ସି-ଭାଜପା ଅଡିଓ ଟେପ୍‌ ଓ୍ବାର୍‌

କୋଲକାତା,୨୮।୩: ପଶ୍ଚିମବଙ୍ଗ ନିର୍ବାଚନରେ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଏବଂ ଭାଜପା ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ଜୋର୍‌ଦାର ହେଉଥିବାବେଳେ ଅଡିଓ ଟେପ୍‌ ମାଧ୍ୟମରେ ଦୁଇ ଦଳ ପରସ୍ପରକୁ ଦୋଷାରୋପ କରିବା ଆରମ୍ଭ କରିଛନ୍ତି। ନନ୍ଦିଗ୍ରାମରୁ ପ୍ରାର୍ଥୀ ହୋଇଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଭାଜପା…

ସେନା ଗୁଳିରେ ୯୩ ନିହତ

ୟାଙ୍ଗୁନ୍‌,୨୮।୩: ଫେବୃୟାରୀ ୧ରେ ଗଣତନ୍ତ୍ର ସପକ୍ଷବାଦୀ ନେତ୍ରୀ ଅଙ୍ଗ୍‌ ସାନ୍‌ ସ୍ୟୁ ଚୀଙ୍କ କ୍ଷମତା ଅପହରଣ କରି ତାଙ୍କୁ ଜେଲରେ ପୂରାଇବା ପରଠାରୁ ଅଶାନ୍ତ ହୋଇପଡ଼ିଛି ମ୍ୟାନ୍‌ମାର। ନିର୍ବାଚିତ ସରକାରଙ୍କୁ ଗାଦିଚ୍ୟୁତ କରିଥିବା ସେନା ବିରୋଧରେ ଦେଶବାସୀ ବିକ୍ଷୋଭ କରୁଥିବାବେଳେ ସୈନ୍ୟ…

ରାଷ୍ଟ୍ରପତିଙ୍କ ହୋଇପାରେ ବାଇପାସ୍‌ ସର୍ଜରୀ

ନୂଆଦିଲ୍ଲୀ,୨୭।୩: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଶନିବାର ଏମ୍ସ ସ୍ଥାନାନ୍ତର କରାଯାଇଛି। ଏମ୍ସରେ ତାଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ଚିକିତ୍ସା କରୁଥିବା ବିଶେଷଜ୍ଞ ଡାକ୍ତର ଟିମ୍‌ ରାଷ୍ଟ୍ରପତିଙ୍କ ବାଇପାସ୍‌ ସର୍ଜରୀ ହୋଇପାରେ ବୋଲି ସରକାରଙ୍କୁ ସୂଚନା ଦେଇଛନ୍ତି। ଏପରିକି ମାର୍ଚ୍ଚ ୩୦ ତାରିଖ…

ବଢ଼ିଲା ବିଦ୍ୟୁତ ଦର: ଏଣିକି ୟୁନିଟ୍‌ ପିଛା ଦେବେ…

ଭୁବନେଶ୍ୱର,୨୭।୩(ବ୍ୟୁରୋ): ରାଜ୍ୟରେ ବୃଦ୍ଧି ପାଇଛି ବିଦ୍ୟୁତ ଦର। ୨୦୨୧-୨୨ ପାଇଁ ଓଇଆର୍‌ସିଙ୍କ ପକ୍ଷରୁ ଦରଧାର୍ଯ୍ୟ କରାଯାଇଛି। ନୂଆଦର ଅନୁଯାୟୀ କିଲୋଓ୍ବାଟ୍‌ ପିଛା ସର୍ବନିମ୍ନ ୩୦ ପଇସା ବୃଦ୍ଧି କରାଯିବାକୁ ଓଇଆର୍‌ସି ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେହିଭଳି ପ୍ରଥମ ୫୦ ୟୁନିଟ୍‌ ପାଇଁ…

ମତୁଆ ସମ୍ପ୍ରଦାୟଙ୍କୁ ହାତେଇବା ରାଜନୀତି: ଦେଶରୁ ଆରମ୍ଭ କରି ବିଦେଶରେ ପହଞ୍ଚିଲା

ଢାକା/କୋଲକାତା,୨୭।୩: ପଶ୍ଚିମବଙ୍ଗର ୨ କୋଟି ମତୁଆ ସମ୍ପ୍ରଦାୟଙ୍କୁ ହାତେଇବା ଲକ୍ଷ୍ୟ ନେଇ ଭାଜପା ପକ୍ଷରୁ ଦେଶରୁ ଆରମ୍ଭ ହୋଇଥିବା ରାଜନୀତି ବିଦେଶରେ ପହଞ୍ଚିଛି। ଏହି ୨ କୋଟିର ଭୋଟ ବାକ୍ସ ଭାଜପା ପକେଟକୁ ଆସିଲେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ କ୍ଷମତାଚ୍ୟୁତ କରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri