Home Middle

ବଢ଼ିଛି ବିଚାରାଧୀନ ମାମଲା

ନୂଆଦିଲ୍ଲୀ,୨୭ା୩: ଏପ୍ରିଲ ୨୩ରେ ଅବସର ନେବାକୁ ଥିବା ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏସ୍‌.ଏ. ବୋବ୍‌ଡେଙ୍କ କାର୍ଯ୍ୟକାଳରେ ବିଚାରାଧୀନ ମାମଲା ସଂଖ୍ୟା ବୃଦ୍ଧି ପାଇଛି। ୨୪ରେ ନୂଆ ସିଜେଆଇ ରୂପେ ଦାୟିତ୍ୱ ନେବାକୁ ଥିବା ଜଷ୍ଟିସ୍‌ ଏନ୍‌.ଭି. ରମନାଙ୍କୁ ୬୬,୭୨୭ରୁ ଊର୍ଦ୍ଧ୍ୱ…

ରାଷ୍ଟ୍ରପତି ଅସୁସ୍ଥ: ଛାତିରେ ଯନ୍ତ୍ରଣା ଯୋଗୁ ଆର୍ମି ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୨୬।୩: ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଶୁକ୍ରବାର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସକାଳେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଦିଲ୍ଲୀରେ ଥିବା ଆର୍ମି ହସ୍ପିଟାଲକୁ ନିଆଯାଇଛି। ସେଠାରେ ତାଙ୍କର ରୁଟିନ୍‌ ଯାଞ୍ଚ କରାଯିବା ସହ ସ୍ବାସ୍ଥ୍ୟ ଉପରେ ନଜର…

ନିର୍ବାଚନୀ ବଣ୍ଡ ଉପରେ ଲାଗିବନି ରୋକ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୩: ପଶ୍ଚିମବଙ୍ଗ, ତାମିଲନାଡୁ, କେରଳ, ଆସାମ ଏବଂ ପୁଡୁଚେରୀ ବିଧାନସଭା ନିର୍ବାଚନ ପୂର୍ବରୁ ନୂଆ ନିର୍ବାଚନୀ ବଣ୍ଡ ବିକ୍ରୟ ଉପରେ ରୋକ ଲଗାଇବା ପାଇଁ କରାଯାଇଥିବା ଏକ ଆବେଦନକୁ ସୁପ୍ରିମକୋର୍ଟ ଶୁକ୍ରବାର ଖାରଜ କରିଦେଇଛନ୍ତି। ଆସନ୍ତା ଏପ୍ରିଲ ୧ରୁ ୧୦ ତାରିଖ…

୨ ଦିନିଆ ବାଂଲାଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୁଇ ଦିନିଆ ବାଂଲାଦେଶ ଗସ୍ତ ଆଜିଠାରୁ ଆରମ୍ଭ ହୋଇଛି। ଶୁକ୍ରବାର ସକାଳେ ନୂଆଦିଲ୍ଲୀରୁ ଢାକା ଅଭିମୁଖେ ଯାତ୍ରା କରିଛନ୍ତି ପ୍ରଧାନମନ୍ତ୍ରୀ। ବାଂଲାଦେଶ ଗଠନର ୫୦ ବର୍ଷ ପୂରଣ କାର୍ଯ୍ୟକ୍ରମରେ ସେ ଅଂଶଗ୍ରହଣ କରିବେ। ଢାକା ବିମାନବନ୍ଦରରେ…

ପ୍ରଥମ ପର୍ଯ୍ୟାୟ ପ୍ରଚାର ଶେଷ

କୋଲକାତା/ଗୁଆହାଟୀ,୨୬ା୩:ପଶ୍ଚିମବଙ୍ଗ ଓ ଆସାମରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ହାଇଭୋଲ୍ଟେଜ ପ୍ରଚାର ଥମିଛି। ଏହି ପର୍ଯ୍ୟାୟରେ ଶନିବାର ସକାଳ ୮ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଆସାମର ୪୭ ଓ ପଶ୍ଚିମବଙ୍ଗର ୩୦ ନିର୍ବାଚନମଣ୍ଡଳୀରେ ଭୋଟ ଗ୍ରହଣ କରାଯିବ। ପ୍ରଥମ…

ଲୋକ ସଭା ଅନିର୍ଦ୍ଦିଷ୍ଟ କାଳ ଲାଗି ସ୍ଥଗିତ

ନୂଆଦିଲ୍ଲୀ,୨୫।୩: ଲୋକ ସଭାକୁ ଅନିର୍ଦ୍ଦିଷ୍ଟ କାଳ ଲାଗି ଗୁରୁବାର ସ୍ଥଗିତ ରଖାଯାଇଛି। କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀ ସହିତ କେରଳ, ତାମିଲନାଡୁ, ଆସାମ, ପଶ୍ଚିମବଙ୍ଗ ଆଦି ୪ ରାଜ୍ୟର ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଲୋକ ସଭାର ବଜେଟ ଅଧିବେଶନକୁ ସମୟ…

ସ୍ଥାୟୀ କମିଶନ ପ୍ରକ୍ରିୟା ଭେଦଭାବପୂର୍ଣ୍ଣ: ରିଭ୍ୟୁ ନିର୍ଦ୍ଦେଶ ଦେଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୫।୩: ଭାରତୀୟ ସେନାରେ ସ୍ଥାୟୀ କମିଶନ ପ୍ରକ୍ରିୟାରେ ପାତରଅନ୍ତର କରାଯାଉଥିବା ନେଇ ସୁପ୍ରିମ୍‌କୋର୍ଟ ଗୁରୁବାର ଗୁରତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଏହା ଭେଦଭାବପୂର୍ଣ୍ଣ ବୋଲି କୋର୍ଟ କହିଛନ୍ତି। ମହିଳାଙ୍କୁ ସ୍ଥାୟୀ କମିଶନ ପ୍ରଦାନ ପ୍ରସଙ୍ଗର ରିଭ୍ୟୁ କରିବା ସହିତ ୨ ମାସ ମଧ୍ୟରେ…

ଓଲଟିଲା ସେନା ଜିପ୍ସି: ୩ ଯବାନ ଜୀବନ୍ତ ଦଗ୍ଧ

ଶ୍ରୀଗଙ୍ଗାନଗର,୨୫।୩: ରାଜସ୍ଥାନର ଶ୍ରୀଗଙ୍ଗନଗର ଜିଲାରେ ଭାରତ ପାକିସ୍ତାନ ଅନ୍ତର୍ଜାତୀୟ ସୀମା ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ବୁଧବାର-ଗୁରୁବାର ବିଳମ୍ବିତ ରାତ୍ରରେ ଭାରତୀୟ ସେନାର ଏକ ଜିପ୍ସି ଓଲଟି ପଡ଼ିବାରୁ ଏଥିରେ ନିଆଁ ଲାଗି ଯାଇଛି। ଏହି ଘଟଣାରେ ଜିପ୍ସିରେ ଥିବା…

ମାର୍ଚ୍ଚ ୨୬ ଭାରତ ବନ୍ଦ: ଅଣ୍ଟା ଭିଡ଼ିଲା କୃଷକ ମୋର୍ଚ୍ଚା

ନୂଆଦିଲ୍ଲୀ,୨୫।୩: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ଚାଷୀ ସଂଗଠନଗୁଡ଼ିକ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। କୃଷକ ମୋର୍ଚ୍ଚା ପକ୍ଷରୁ ମାର୍ଚ୍ଚ ୨୬ରେ ଭାରତ ବନ୍ଦ ଡାକରା ଦିଆଯାଇଛି। କୃଷକ ମୋର୍ଚ୍ଚାକୁ ବ୍ୟବସାୟୀ ସଂଗଠନ, ଟ୍ରେଡ୍‌ ୟୁନିଅନ ଏବଂ ରେଳଓ୍ବେ…

କରୋନା ପୁଣି ଅଣାୟତ୍ତ: ଦିନକରେ ୫୩ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୫।୩: ଦେଶରେ କରୋନାର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛିି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୫୩ ହଜାର ୪୭୬ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ…

ଓଡ଼ିଶାରେ ବ୍ରିଟେନ ଷ୍ଟ୍ରେନ୍‌

ଭୁବନେଶ୍ୱର, ୨୫।୩(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏ ପରିସ୍ଥିତିରେ ଓଡ଼ିଶାରେ ବ୍ରିଟେନ ଷ୍ଟ୍ରେନ୍‌ ଚିହ୍ନଟ ହୋଇଥିବା ଜଣାପଡିବା ପରେ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଦେଖାଦେଇଛି। ଦେଶର ୧୮ ରାଜ୍ୟରେ କରୋନାର ୭୭୧ ଷ୍ଟ୍ରେନ୍‌ ଚିହ୍ନଟ ହୋଇଛି। ୭୩୭ ବ୍ରିଟେନ…

ହୋଲି ପରେ ସପ୍ତାହକୁ ଦିନଟିଏ ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ ଅଫିସ,୨୪।୨: ହୋଲି ପରେ ସପ୍ତାହର ଗୋଟିଏ ଦିନ ଶ୍ରୀମନ୍ଦିର ବନ୍ଦ ରହିବ। ଶ୍ରୀମନ୍ଦରକୁ ସାନିଟାଇଜ କରିବା ନେଇ ଏହି ନିଷ୍ପତ୍ତି ନିଆଯାଇଛି। ସପ୍ତାହର ନିର୍ଦ୍ଦିଷ୍ଟ କେଉଁଦିନ ମନ୍ଦିର ବନ୍ଦ ରହିବ, ସେନେଇ ଚୂଡ଼ାନ୍ତ ଆଲୋଚନା ହୋଇନାହିଁ। ଦୋଳ ପୂର୍ଣ୍ଣିମା ପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri