Home Middle

ଏପ୍ରିଲ ମାସ ପାଇଁ କରୋନା ଗାଇଡ୍‌ଲାଇନ୍

ନୂଆଦିଲ୍ଲୀ,୨୩।୩: କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର କୋଭିଡ-୧୯ ସମ୍ବନ୍ଧରେ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ଏହା ଏପ୍ରିଲ ୧ରୁ ୩୦ ପର୍ଯ୍ୟନ୍ତ ପ୍ରଯୁଜ୍ୟ ହେବ। ତଦନୁଯାୟୀ କରୋନା ସଂକ୍ରମଣକୁ ରୋକିବା ଲାଗି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକରେ ସ୍ଥିତିକୁ ଅନୁଧ୍ୟାନ କରିବା…

୧ ଏପ୍ରିଲ୍‌ରୁ ୪୫ ବର୍ଷ ବୟସ୍କଙ୍କୁ କରୋନା ଟିକା

ନୂଆଦିଲ୍ଲୀ,୨୩।୩: ,ଏପ୍ରିଲ୍‌‌ ୧ରୁ ଦେଶର ୪୫ ବର୍ଷ ବୟସ୍କ ଅବା ଏହାଠାରୁ ଅଧିକ ବୟସ୍କ ଲୋକଙ୍କୁ କରୋନା ଟିକା ଦିଆଯିବ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ କ୍ୟାବିନେଟ୍‌ ପକ୍ଷରୁ ନିଷ୍ପତ୍ତିି ଗ୍ରହଣ କରାଯାଇଛି। ଏନେଇ କେନ୍ଦ୍ରୀୟ ମନ୍ତ୍ରୀ ପ୍ରକାଶ ଜାଭେଡ୍‌କର…

ତେଜସ୍ବୀ-ତେଜପ୍ରତାପ ଅଟକ

ପାଟନା,୨୩।୩: ବିହାରରେ ବୃଦ୍ଧି ପାଉଥିବା ବେରୋଜଗାର ସମସ୍ୟା, ଦରଦାମ ତଥା ଆଇନ ଶୃଙ୍ଖଳା ସ୍ଥିତିକୁ ନେଇ ଆରଜେଡି ପକ୍ଷରୁ ବିଧାନସଭା ଘେରାଉ ଉଦ୍ୟମ ହୋଇଛି। ଏଥିରେ ପୋଲିସ ପକ୍ଷରୁ ବାଧା ଦିଆଯିବା ସହିତ ଆରଜେଡି ସମର୍ଥକଙ୍କ ଉପରେ ପାଣି ବର୍ଷା କରାଯାଇଥିଲା।…

ହୋଲି ରଙ୍ଗ ପଡ଼ିଲା ଫିକା: ଯୋଗୀ ସରକାର ଜାରି କଲେ କଟକଣା

ଲକ୍ଷ୍ନୌ,୨୩।୩: ଉତ୍ତରପ୍ରଦେଶରେ ଚଳିତ ବର୍ଷ ହୋଲି ରଙ୍ଗ ଫିକା ପଡ଼ିଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର ସାର୍ବଜନୀକ ହୋଲି ପାଳନ, ପାର୍ଟି ଏବଂ ଅନ୍ୟ ସାମୁହିକ ଆୟୋଜନ ଉପରେ ରୋକ ଲଗାଇଛନ୍ତି। ଏହା ସହିତ ମାସ୍କ୍‌…

ମହାମାରୀ ଯୋଗୁ ସୁଧ ଛାଡ୍‌ ମାମଲା: ଆର୍ଥିକ ନୀତିରେ ହସ୍ତକ୍ଷେପ କରିବାକୁ ସୁପ୍ରିମ୍‌କୋର୍ଟଙ୍କ ମନା

ନୂଆଦିଲ୍ଲୀ,୨୩।୩: ମୋରେଟୋରିୟମ୍‌ ମାମଲାରେ ମଙ୍ଗଳବାର ସୁପ୍ରିମ୍‌କୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୁପ୍ରିମ୍‌କୋର୍ଟ କହିଛନ୍ତି ଯେ, ଋଣ ନେଇଥିବା ବ୍ୟକ୍ତି ବିଶେଷ ଅବା ସଂସ୍ଥାଙ୍କ ସୁଧକୁ କରୋନା ମହାମାରୀ ଯୋଗୁ ସମ୍ପୂର୍ଣ୍ଣ ଛାଡ କରାଯାଇ ପାରିବ ନାହିଁ। ମହାମାରୀ ଯୋଗୁ କେବଳ…

ଆସାମରେ ଭାଜପାର ୧୦ ସଙ୍କଳ୍ପ: ୩୦ ଲକ୍ଷ ପରିବାରଙ୍କୁ ମାସକୁ ୩ ହଜାର

ଗୁଆହାଟି,୨୩।୩: ଆସାମରେ ବିଧାନସଭା ନିର୍ବାଚନ ପାଖେଇ ଆସୁଛି। ଏନେଇ ଭାଜପା ପକ୍ଷରୁ ନିର୍ବାଚନ ଇସ୍ତାହାର ପ୍ରକାଶ ପାଇଛି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା, ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ, କେନ୍ଦ୍ରୀୟ କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ପ୍ରମୁଖଙ୍କ ଉପସ୍ଥିତିରେ ଇସ୍ତାହାର ଘୋଷଣା…

୭ ବର୍ଷରେ ୮୦୦ ଯବାନ କରିଛନ୍ତି ଆତ୍ମହତ୍ୟା

ନୂଆଦିଲ୍ଲୀ,୨୩।୩: ଗତ ୭ ବର୍ଷ ମଧ୍ୟରେ ଭାରତୀୟ ସେନାର ୮୦୦ ଯବାନ ଆତ୍ମହତ୍ୟା କରିଛନ୍ତି। ୨୦୧୪ଠାରୁ ବର୍ତ୍ତମାନ ସୁଦ୍ଧା ସ୍ଥଳସେନା, ବାୟୁସେନା ଏବଂ ନୌସେନାର ଯବାନଙ୍କ ମଧ୍ୟରେ ଆତ୍ମହତ୍ୟା ପ୍ରବୃତ୍ତି ବୃଦ୍ଧି ପାଉଥିବା ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। କେନ୍ଦ୍ର ସରକାରଙ୍କ…

ପୁଣି ଓଡ଼ିଶାକୁ ଫେରିଲା ନାଇଟ୍‌ କର୍ଫ୍ୟୁ

ମାଲକାନଗିରି,୨୨।୩(ଡି.ଏନ୍‌.ଏ.): ପୁଣି କରୋନା ଚିନ୍ତା ବଢ଼ାଇ ଦେଇଛି। ଏହାକୁ ଦୃଷ୍ଟିରେ ରଖି ଦେଶର ବିଭିନ୍ନ ସ୍ଥାନରେ ନାଇଟ କର୍ଫ୍ୟୁ ଓ ଲକ୍‌ଡାଉନ ଲାଗୁ କରାଯାଉଛି। ନାଇଟ କର୍ଫ୍ୟୁ ବର୍ତ୍ତମାନ ଓଡ଼ିଶାକୁ ଫେରିଛି। ମାଲକାନଗିରି ଜିଲାରେ ନାଇଟ କର୍ଫ୍ୟୁ ଘୋଷଣା କରାଯାଇଛି। ଏ…

ହୁ ହୁ ହୋଇ ବଢ଼ୁଛି କରୋନା: ପୁଣି ଫେରି ପାରେ ଲକ୍‌ଡାଉନ୍‌

ଭୁବନେଶ୍ୱର,୨୨।୩(ବ୍ୟୁରୋ): ରାଜ୍ୟରେ ଗୋଟିଏ ଦିନରେ ୧୪୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରେ ସର୍ବାଧିକ ୩୫ ଜଣ ଚିହ୍ନଟ ହୋଇଥିବା ବେଳେ କଟକରେ ୨୫ ଜଣ ଚିହ୍ନଟ ହୋଇଛନ୍ତି। ଏହିଭଳି ସ୍ଥିତି ଦେଖି ପୁଣି…

ପାର୍ଲାମେଣ୍ଟରେ ମହାରାଷ୍ଟ୍ର ତାତି

ନୂଆଦିଲ୍ଲୀ,୨୨।୩: ମହାରାଷ୍ଟ୍ରରେ ଜାରି ରହିଥିବା ସଙ୍କଟ ଯୋଗୁ ପାର୍ଲାମେଣ୍ଟରେ ସୋମବାର ଅଚଳାବସ୍ଥା ସୃଷ୍ଟି ହୋଇଛି। ମହାରାଷ୍ଟ୍ରର ତାତିରେ ଉଭୟ ଗୃହର ସାଧାରଣ କାର୍ଯ୍ୟରେ ବାଧା ଦେଖାଦେଇଛି। ଉଭୟ ଲୋକ ସଭା ଏବଂ ରାଜ୍ୟ ସଭାରେ ଭାଜପା ପକ୍ଷରୁ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ…

ବହୁ ସଂଖ୍ୟାରେ କରୋନା ଆକ୍ରାନ୍ତ ଚିହ୍ନଟ: ଭୁବନେଶ୍ୱରର ଏକ ଘରୋଇ ଶିକ୍ଷାନୁଷ୍ଠାନ ସିଲ୍‌

ଭୁବନେଶ୍ୱର,୨୨।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଏକ ଘରୋଇ ଶିକ୍ଷାନୁଷ୍ଠାନରେ ବହୁ ସଂଖ୍ୟାରେ ଛାତ୍ରୀଛାତ୍ର ଏବଂ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଫଳରେ ଏହି ଶିକ୍ଷାନୁଷ୍ଠାନକୁ ବିଏମ୍‌ସି ପକ୍ଷରୁ ସିଲ୍‌ କରି ଦିଆଯାଇଛି। ସମସ୍ତ ଆକ୍ରାନ୍ତଙ୍କୁ ଶିକ୍ଷାନୁଷ୍ଠାନର ଗୋଟିଏ ହଷ୍ଟେଲ ରୁମ୍‌ରେ ଆଇସୋଲେଶନରେ ରହିବାକୁ…

ଆତଙ୍କବାଦୀଙ୍କ ପାଖରେ ଚାଇନା ତିଆରି ଷ୍ଟିଲ୍‌ ଗୁଳି: ବୁଲେଟ୍‌ ପ୍ରୁଫ୍‌ ଜ୍ୟାକେଟ ଭେଦ କରିବାକୁ ସକ୍ଷମ

ଶ୍ରୀନଗର,୨୨।୩: ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆତଙ୍କବାଦ ବିରୋଧରେ ଅପରେଶନ୍‌ ଜାରି ରହିଛି। ତେବେ ଆତଙ୍କବାଦୀଙ୍କ ପାଖରେ ରହିଥିବା ଷ୍ଟିଲ୍‌ ଗୁଳି ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଏହା ଚାଇନାର ଆତଙ୍କବାଦ୍‌ ଲିଙ୍କ୍‌କୁ ସୂଚିତ କରୁଛି। ଚାଇନାରେ ତିଆରି ହେଉଥିବା ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri