Home Middle

ଅଣାୟତ୍ତ ମୁହାଁ କରୋନା: ୨୪ ଘଣ୍ଟାରେ ୪୬ ହଜାରରୁ ଅଧିକ ନୂଆ ଆକ୍ରାନ୍ତ

ନୂଆଦିଲ୍ଲୀ,୨୨।୩: ଦେଶରେ କରୋନାର ଦ୍ୱିତୀୟ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛିି। ପ୍ରତିଦିନ ଲଗାତାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୬ ହଜାର ୯୫୧ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ…

ମହାରାଷ୍ଟ୍ର ସ୍ଥିତି ଅସମ୍ଭାଳ: ଗୋଟିଏ ଦିନରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ଟପିଲା

ମୁମ୍ବାଇ,୨୨।୩: କରୋନାର ଦ୍ୱିତୀୟ ସଂକ୍ରମଣ ନେଇ ମହାରାଷ୍ଟ୍ରରେ ସ୍ଥିତି ଅସମ୍ଭାଳ ହେବାକୁ ଯାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୦ ହଜାର ୫୩୫ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯୯ଜଣଙ୍କ…

ଚିଠିରୁ ହଟଚମଟ

ମୁମ୍ବାଇ,୨୨ା୩: ଫେବୃୟାରୀ ୨୫ରେ ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ଦକ୍ଷିଣ ମୁମ୍ବାଇସ୍ଥିତ ବାସଭବନ ଆଣ୍ଟିଲିଆ ବାହାରେ ଏକ ଏସ୍‌ୟୁଭିରୁ ୨୦ ଜିଲାଟିନ୍‌ ଷ୍ଟିକ୍‌ ଜବତ ହୋଇଥିଲା। କିଛି ଦିନ ପରେ ଉକ୍ତ କାର୍‌ର ମାଲିକ ତଥା ଠାଣେର ବ୍ୟବସାୟୀ ମନ୍‌ସୁଖ୍‌ ହିରେନ୍‌ଙ୍କୁ ହତ୍ୟା…

ଟଳି ପଡ଼ିଲେ ୩ ଆତଙ୍କବାଦୀ

ଶ୍ରୀନଗର,୨୨।୩: ଜମ୍ମୁ କଶ୍ମୀରରେ ସୋମବାର ଏକ ଏନକାଉଣ୍ଟରରେ ତିନି ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଶୋପିଆନ୍‌ ମନିହାଲରେ ହୋଇଥିବା ଏହି ଏନକାଉଣ୍ଟରରେ ନିହତ ନିହତ ଆତଙ୍କବାଦୀମାନେ ଲଶ୍କର-ଏ-ତାଇବା ସହିତ ଜଡିତ ଥିଲେ। ଏଥିସହ ଆଉ ଦୁଇଜଣ ଆତଙ୍କବାଦୀଙ୍କୁ ସୁରକ୍ଷାକର୍ମୀମାନେ ଘେରି ରହିଛନ୍ତି।…

ଏକତାର ସହର ରାଉରକେଲା

ରାଉରକେଲା ଅଫିସ୍‌୍‌/ସୁନ୍ଦରଗଡ,୨୨।୩ (ଡି.ଏନ୍‌.ଏ):ରାଉରକେଲାରେ ଆର୍‌ଏସ୍‌ପିର ସୁପର ସ୍ପେଶିଆଲିଟି ହସ୍ପିଟାଲ ଓ ମେଡିକାଲ କଲେଜକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ରବିବାର ଜାତି ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି। ଉଦ୍‌ବୋଧନ ଦେବାବେଳେ ସେ ରାଉରକେଲାକୁ ଏକତାର ସହର ବୋଲି ଅଭିହିତ କରିଛନ୍ତି। ପ୍ରାୟ ୩ଶହ କୋଟି…

ଫେରିଯିବ ସୁନ୍ଦରୀ

ଅନୁଗୋଳ ଅଫିସ,୨୧।୩: ଆଜି ମଧ୍ୟପ୍ରଦେଶ ଫେରିଯିବ ସୁନ୍ଦରୀ। ଏଥିପାଇଁ ୬ ଜଣିଆ ବିଶେଷଜ୍ଞ ଦଳ ସାତକୋଶିଆ ଅଭିମୁଖେ ଆସୁଛନ୍ତି। ଅପରାହ୍ନ ସୁଦ୍ଧା ଏହି ଦଳ ଅନୁଗୋଳରେ ପହଞ୍ଚିବେ। ସାତକୋଶିଆ ବନ ଅଧିକାରୀମାନଙ୍କ ସହ ଆଲୋଚନା ପରେ ଏନ୍‌କ୍ଲୋଜରକୁ ଯାଇ ବାଘୁଣୀର ପରିସ୍ଥିତି…

କରୋନା ଗ୍ରାଫ୍‌ ଟପିଲା ୪୩ ହଜାର: ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୯୭

ନୂଆଦିଲ୍ଲୀ,୨୧।୩: ଦେଶରେ କରୋନାର ଦ୍ୱିତୀୟ ସଂକ୍ରମଣ ନେଇ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ପ୍ରତିଦିନ ଲଗାତାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୩ ହଜାର ୮୪୬ରେ ପହଞ୍ଚିଛି। ସେହିପରି ଏହି ସମୟ…

ଧରିତ୍ରୀ ଏକ ସାମାଜିକ ଆନ୍ଦୋଳନ

ଭୁବନେଶ୍ୱର, ୨୧।୩(ବ୍ୟୁରୋ) : ୧୯୭୪ରୁ ୪୭ ବର୍ଷ ଧରି ଆଗଧାଡ଼ିର ଗଣମାଧ୍ୟମ ଭାବେ ‘ଧରିତ୍ରୀ’ ଓଡ଼ିଶାରେ ବିଭିନ୍ନ ସାମାଜିକ, ରାଜନୈତିକ ଓ ଅର୍ଥନୈତିକ ପ୍ରସଙ୍ଗକୁ ନେଇ ଏକ ନିର୍ଦ୍ଦିଷ୍ଟ ମତ ପରିବେଷଣ କରିଆସୁଛି। ବର୍ତ୍ତମାନର ଆବଶ୍ୟକତାକୁ ଦେଖି ‘ଧରିତ୍ରୀ’ ନିଜକୁ ଏକ…

ଉତ୍ତରାଧିକାରୀ ବାଛିବାକୁ ସିଜେଆଇଙ୍କୁ ଦାୟିତ୍ୱ

ନୂଆଦିଲ୍ଲୀ,୨୧।୩ (ପି.ଟି.): ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏସ୍‌.ଏ. ବୋବ୍‌ଡେ ଆଉ ମାସେ ପରେ ଅବସର ନେବାକୁ ଯାଉଥିବାବେଳେ ପରବର୍ତ୍ତୀ ସିଜେଆଇ ନିଯୁକ୍ତି ଲାଗି ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଉତ୍ତରାଧିକାରୀଙ୍କ ନାମ ସୁପାରିସ କରିବା ଲାଗି ସରକାର ସିଜେଆଇ ବୋବ୍‌ଡେଙ୍କୁ…

ଶେଷ ହେଲା ‘ବିଜ୍‌ନେସ୍‌ ଏମିନେନ୍ସ ଆୱାର୍ଡ୍ସ’: ପୁରସ୍କୃତ ହେଲେ ଓଡ଼ିଶାର ପ୍ରତିଷ୍ଠିତ ବ୍ୟବସାୟୀ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଧରିତ୍ରୀ ଏବଂ ଓଡିଶାପୋଷ୍ଟ ଆନୁକୂଲ୍ୟରେ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ଅନୁଷ୍ଠିତ ହୋଇଯାଇଛି ‘ବିଜ୍‌ନେସ୍‌ ଏମିନେନ୍ସ ଆୱାର୍ଡ୍ସ’। ଏଥିରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ରହି ଆୟୋଜିତ କାର୍ଯ୍ୟକ୍ରମର ପ୍ରଶଂସା କରିବା ସହ କରୋନା ସମୟରେ…

ଆରମ୍ଭ ହେଲା ‘ବିଜ୍‌ନେସ୍‌ ଏମିନେନ୍ସ ଆୱାର୍ଡ୍ସ’

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଆରମ୍ଭ ହେଲା ‘ବିଜ୍‌ନେସ୍‌ ଏମିନେନ୍ସ ଆୱାର୍ଡ୍ସ’। ଧରିତ୍ରୀ ଏବଂ ଓଡିଶାପୋଷ୍ଟ ଆନୁକୂଲ୍ୟରେ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଉପସ୍ଥିତ ରହି ଉଦ୍‌ଘାଟନ କରିଛନ୍ତି। ଏଥିରେ ମୁଖ୍ୟ ଅତିଥି…

ଆଜି ବିଶ୍ୱ ପଖାଳ ଦିବସ: ଆସ ଜୀବନ ଧନ ମୋ ପଖାଳ କଂସା…

ଭୁବନେଶ୍ୱର,୨୦।୩ (ବ୍ୟୁରୋ): ଓଡ଼ିଆ ଜନଜୀବନ ସହିତ ପଖାଳର ସମ୍ପର୍କ ବହୁ ନିବିଡ଼ ଓ ପୁରାତନ। ଓଡ଼ିଆ ପ୍ରାଣର ପ୍ରତୀକ ହେଉଛି ପଖାଳ। ଗାଁ ହେଉ ଅବା ସହର ଯେଉଁଠାରେ ବି ଓଡ଼ିଆ ଲୋକ ରୁହନ୍ତୁ ନା କାହିଁକି ପଖାଳ ପ୍ରତି ଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri