Home Middle

ବ୍ୟବସ୍ଥା ସତ୍ତ୍ୱେ ରୋକି ହେଉନି ଚୋରି: ଯୋଡ଼ା ଖଣି ଅଞ୍ଚଳରେ ବଢ଼ିଚାଲିଛି ବେଆଇନ ଖଣିଜ ପରିବହନ

ଯୋଡା, ୨୭।୬(ଡି.ଏନ୍‌.ଏ.): ଲୁହାପଥରର ମୂଲ୍ୟ ବଢ଼ିବାରେ ଲାଗିଛି। ଗତ ଏକ ବର୍ଷ ମଧ୍ୟରେ ପ୍ରାୟ ୫ଗୁଣା ବୃଦ୍ଧି ଘଟି ଟନ୍‌ ପିଛା ସର୍ବନିମ୍ନ ୧୦ହଜାରରୁ ଊର୍ଦ୍ଧ୍ୱ ଟଙ୍କା ରହିଛି। ଲୁହାପଥର ମୂଲ୍ୟ ଅନ୍ତଃରାଷ୍ଟ୍ରୀୟ ବଜାରରେ ବୃଦ୍ଧି ପାଉଥିବାରୁ ଚୋରା କାରବାର ମଧ୍ୟ…

ଖୁସି ଖବର, ଜୁଲାଇରେ ସିଙ୍ଗଲ୍‌ ଡୋଜ୍‌ ଭାକ୍ସିନ୍‌ …

ନୂଆଦିଲ୍ଲୀ,୨୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ସର୍ବାଜନୀକ ଟିକାକରଣ ଅନ୍ତର୍ଗତ କୋଭାକ୍ସିନ୍‌ ଏବଂ କୋଭିଶିଲ୍ଡ୍‌ର ୨ ଡୋଜ୍‌ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ପ୍ରଦାନ କରାଯାଉଛି। ସେହିପରି ରୁଷିଆ ଭାକ୍ସିନ୍‌…

ରାଫାଲର ନୂଆ ରେକର୍ଡ, ଲଗାତାର ଉଡ଼ିଲା ୧୨ ଘଣ୍ଟା …

ପ୍ୟାରିସ୍‌/ନୂଆଦିଲ୍ଲୀ,୨୭।୬: ଫ୍ରାନ୍ସ୍‌ ଯୁଦ୍ଧ ବିମାନ ରାଫାଲ ଲଗାତାର ୧୨ ଘଣ୍ଟା ଉଡ଼ି ଏକ ନୂଆ ରେକର୍ଡ କରିଛି। ଏହି ସମୟ ମଧ୍ୟରେ ରାଫାଲ ୧୭ ହଜାର କିଲୋମିଟର ଅତିକ୍ରମ କରିଛି। ପ୍ରଶାନ୍ତ ମହାସାଗର ସ୍ଥିତ ଏୟାର ବେସ୍‌ ଅଭିମୁଖେ ଯାତ୍ରା ସମୟରେ…

ଏୟାରଫୋର୍ସ ଷ୍ଟେଶନରେ ଡ୍ରୋନ୍‌ ଦ୍ୱାରା ବିସ୍ଫୋରଣ…

ଶ୍ରୀନଗର,୨୭।୬: ଜମ୍ମୁ-କଶ୍ମୀରର ଏୟାରଫୋର୍ସ ଷ୍ଟେଶନରେ ଶନିବାର-ରବିବାର ବିଳମ୍ବିତ ରାତ୍ରରେ ବିସ୍ଫୋରଣ ଘଟିଛି। ରାତ୍ର ୧ଟା ୩୭ରେ ଏବଂ ୧ଟା ୪୨ରେ ୫ ମିନିଟ୍‌ ମଧ୍ୟରେ ୨ ଥର ବିସ୍ଫୋରଣ ଘଟିଥିବା ଏୟାରଫୋର୍ସ ଷ୍ଟେଶନ ପକ୍ଷରୁ ସୂଚନା ଦିଆଯାଇଛି। ୨ ଡ୍ରୋନ୍‌କୁ ବିସ୍ଫୋରଣ…

ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୨୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ୫୦ ହଜାର ଟପିଛି। ଜୁନ୍‌ ୨୫ରେ ନୂଆ ଆକ୍ରାନ୍ତଙ୍କ…

ସ୍ଥାନ ପାଇପାରନ୍ତି ୨୭ ନୂଆ ମନ୍ତ୍ରୀ

ନୂଆଦିଲ୍ଲୀ, ୨୭।୬(ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀର ନେତାମାନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ଶେଷ ହେବା ପରେ କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ପୁଣିଥରେ ଜୋର୍‌ ଧରିଛି। ଖୁବ୍‌ଶୀଘ୍ର ସମ୍ପ୍ରସାରଣ ହେବାକୁ ଥିବା କ୍ୟାବିନେଟରେ ହେଭିଓ୍ବେଟ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ, ସୁଶୀଲ ମୋଦି,…

ଟେଷ୍ଟିଂ ବଢ଼ାଅ:ମୋଦି

ନୂଆଦିଲ୍ଲୀ, ୨୭।୬ : ଚଳିତ ସପ୍ତାହରେ ଦେଶରେ ଟିକାକରଣର ଅଗ୍ରଗତିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସନ୍ତୋଷ ବ୍ୟକ୍ତ କରିଛନ୍ତି। ଏଥିସହିତ କୋଭିଡ୍‌ ପରୀକ୍ଷା ବଢ଼ାଇବା ଉପରେ ସେ ଗୁରୁତ୍ୱ ଦେଇଛନ୍ତି। ଶନିବାର ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କୋଭିଡ୍‌ ଟିକାକରଣ ଉପରେ ସମୀକ୍ଷା…

୨ ଦିନ ବର୍ଷା

ଭୁବନେଶ୍ୱର,୨୬ା୬(ବ୍ୟୁରୋ): ଓଡ଼ିଶା ଏବଂ ଝାଡ଼ଖଣ୍ଡ ଉପରେ ଏକ ଟ୍ରପ୍‌ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ତେବେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି…

କେନ୍ଦ୍ରକୁ ଓଡ଼ିଶାର ଚିଠି

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ଟିକା ଅନୁପାତରେ ପରିବର୍ତ୍ତନ କରିବା ପାଇଁ କେନ୍ଦ୍ରକୁ ଚିଠି ଲେଖିଛି ଓଡ଼ିଶା। ଘରୋଇ ହସ୍ପିଟାଲକୁ ୨୫ ପ୍ରତିଶତ ପରିବର୍ତ୍ତେ ୫ ପ୍ରତିଶତ ଟିକା ଦେବା ଲାଗି ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଶନିବାର କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ…

୮୮୭ ମହାମାରୀ ଭୂତାଣୁ ତାଲିକା ପ୍ରସ୍ତୁତ, ୩୦ ମଧ୍ୟରେ ରହିଛି ତାଣ୍ଡବ ରଚିବା ଶକ୍ତି…

କାଲିଫର୍ନିଆ,୨୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଆମେରିକାର କାଲିର୍ଫନିଆ ବିଶ୍ୱବିଦ୍ୟାଳୟର ସଂକ୍ରାମକ ରୋଗ ବିଶେଷଜ୍ଞ ଜୋନା ମୈଜେଟ୍‌ ୮୮୭ ମହାମାରୀ ଭୂତାଣୁର ତାଲିକା ପ୍ରସ୍ତୁତ କରିଛନ୍ତି। ସେଥିମଧ୍ୟରେ ୩୦ ଭୂତାଣୁ ଭବିଷ୍ୟତରେ ପୃଥିବୀରେ ତାଣ୍ଡବ…

୧୨ ରାଜ୍ୟରେ ୫୧ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଆକ୍ରାନ୍ତ …

ନୂଆଦିଲ୍ଲୀ,୨୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍‌ ପରେ ଏବେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଯୋଗୁ ପୁଣି ବିପଦ ମାଡ଼ି ଆସୁଛି। ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ…

ଭାକ୍ସିନ୍‌ ମାଗିଲା ଡବ୍ଲ୍ୟୁଏଚ୍‌ଓ, ଡେଲ୍ଟା ଭାରିଆଣ୍ଟ୍‌ ନେଇ ଦେଲା ଚେତାବନୀ…

ଜେନେଭା,୨୬।୬: ପୃଥିବୀର ୮୫ ଦେଶରେ ବ୍ୟାପିଥିବା କରୋନା ମହାମାରୀ ଭୂତାଣୁର ନୂଆ ରୂପକୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଅତି ସଂକ୍ରାମକ ବୋଲି କୁହାଯାଇଛି। ଏହା ବିରୋଧରେ ଲଢ଼େଇ ଲାଗି ଭାକ୍ସିନ୍‌କୁ ଏକ ମାତ୍ର ବିକଳ୍ପ ଭାବେ ଗ୍ରହଣ କରାଯାଇଥିବା ଡବ୍ଲ୍ୟୁଏଚ୍‌ଓ ମହାନିର୍ଦ୍ଦେଶକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri