ଭାଜପାର ଜିଦ୍ ପରେ ନବୀନ ନିବାସ ବାହାରକୁ ଆସିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୮।୩(ବ୍ୟୁରୋ): ନିବାସରୁ ବାହାରକୁ ଆସି ଆନ୍ଦୋଳନରତ ଭାଜପା ସଦସ୍ୟଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଶାସକ ଦଳର ନେତା ନବୀନ ପଟ୍ଟନାୟକ। ସେ ଧାରଣାସ୍ଥଳରେ ପହଞ୍ଚି ବିଧାୟକମାନଙ୍କ ସହ କଥା ହେବା ସହ ସେମାନଙ୍କୁ ଡାକି ଭିତରକୁ ନେଇଥିବା ଦେଖାଯାଇଛି। ପ୍ରଥମ ଥର…
ରାତ୍ର ୯ରୁ ଭୋର୍ ୫: ଘରୁ ବାହାରିବା ମନା
ଚଣ୍ଡିଗଡ଼,୧୮।୩: ପଞ୍ଜାବରେ କରୋନା ସଂକ୍ରମଣ ବଢ଼ିଚାଲିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨ ହଜାର ୪୫ ଜଣଙ୍କର ନମୁନା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ସେହିପରି ଏହି ସମୟ ମଧ୍ୟରେ କରୋନା…
ମୁଖ୍ୟମନ୍ତ୍ରୀଙ୍କୁ ଖୋଜି ବାହାରିଲା ଭାଜପା, ପଛରେ ବିଜେଡି; ନବୀନ ନିବାସ ଆଗରେ ସ୍ବାଗତ ପାଇଁ ଅପେକ୍ଷା
ଭୁବନେଶ୍ୱର,୧୮।୩(ବ୍ୟୁରୋ): ବିଧାନସଭାରେ ଶାସକ-ବିରୋଧୀ ଦଳ ମୁହାଁମୁହିଁ ସ୍ଥିତି ଲାଗି ରହିଥିବା ବେଳେ ଗୁରୁବାର ବାହାରେ ହାଇଡ୍ରାମା ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଖୋଜିବା ପାଇଁ ନବୀନ ନିବାସକୁ ଭାଜପା ବିଧାୟକମାନେ ଶୋଭାଯାତ୍ରାରେ ବାହାରିଛନ୍ତି। ଅପରପକ୍ଷେ ବିଜେଡି ବିଧାୟକମାନେ ତାଙ୍କ ପଛରେ…
ମମତା ଆପଣାଉଛନ୍ତି ପ୍ରତିଶୋଧ ରାଜନୀତି: ମୋଦି
ପୁରୁଲିଆ,୧୮।୩: ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରତିଶୋଧ ରାଜନୀତି ଆପଣାଉଛନ୍ତି। ଏହା ରାଜ୍ୟ ପାଇଁ ହିତକର ନୁହେଁ। ମମତାଙ୍କର ଏଭଳି ଆଭିମୁଖ୍ୟର ଜବାବ ଭୋଟର ଦେବେ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ପୁରୁଲିଆରେ ଏକ ନିର୍ବାଚନୀ ସଭାରେ ଯୋଗଦେଇ ମୋଦି…
ଜିଦ୍ରେ ବିରୋଧୀ-ଶାସକ: ଲଗାତାର ୬ଷ୍ଠ ଦିନ ପାଇଁ ବିଧାନସଭାରେ ଅଚଳାବସ୍ଥା, ଆରମ୍ଭରୁ ମୁଲତବୀ
ଭୁବନେଶ୍ୱର,୧୮।୩(ବ୍ୟୁରୋ): ଲଗାତାର ୬ଷ୍ଠ ଦିନ ପାଇଁ ବିଧାନସଭା ସ୍ବାଭାବିକ ହୋଇପାରିନାହିଁ। ଉଭୟ ଶାସକ-ବିରୋଧିଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁ ଗୃହକୁ ଅପରାହ୍ନ ୧୨ଟା ଯାଏ ବାଚସ୍ପତି ମୁଲତବି ଘୋଷଣା କରିଛନ୍ତି। ଗୋଟିଏ ପଟେ ଧାନ କିଣା ଅବ୍ୟବସ୍ଥାକୁ ନେଇ ବିରୋଧୀ ଭାଜପା ଏବଂ…
କରୋନା ବେକାବୁ: ୨୪ ଘଣ୍ଟାରେ ୩୫ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ନୂଆଦିଲ୍ଲୀ,୧୮।୩: ଦେଶରେ କରୋନା ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ଲଗାତାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୫ ହଜାର ୮୭୧ରେ ପହଞ୍ଚିଥିବାବେଳେ ଏହି ସମୟ…
୩ କୋଟି ରାଶନ କାର୍ଡ ରଦ୍ଦ
ନୂଆଦିଲ୍ଲୀ,୧୮ା୩ : ଆଧାର କାର୍ଡ ନ ଥିଲେ ମଧ୍ୟ କୌଣସି ଶିଶୁଙ୍କୁ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍ଏଫ୍ଏସ୍ଏ) ବଳରେ ସୁବିଧାରୁ ବଞ୍ଚତ୍ତ କରାଯାଇପାରିବ ନାହିଁ ବୋଲି ୨୦୧୮ରେ ସୁପ୍ରିମକୋର୍ଟ ସ୍ପଷ୍ଟ କରିଥିଲେ। ଏହା ସତ୍ତ୍ୱେ ଆଧାର କାର୍ଡ ସହ ରାଶନ…
ବିପଦ ମୁହଁରେ ୨୫ ଗାଁ
ଲଙ୍ଗଳେଶ୍ୱର, ୧୮।୩ (ଡି.ଏନ.ଏ.)-ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ସାମୁଦ୍ରିକ ବାତ୍ୟା ଯୋଗୁ ବିଭିନ୍ନ ସ୍ଥାନରେ ତଟକ୍ଷୟ ହେବାରେ ଲାଗିଛି। ବାଲେଶ୍ୱର ଜିଲା ବାଲିଆପାଳବାସୀଙ୍କ ପାଇଁ ଏହାର ଦୁଃଖର କାରଣ ହୋଇଛି। ସମୁଦ୍ର ଉପକୂଳବର୍ତ୍ତୀ ୫ଟି ପଞ୍ଚାୟତର ୨୫ରୁ ଉର୍ଦ୍ଧ୍ୱ ଗାଁ ଏବେ ବିପଦ…
ବଢୁଛି ତାତି: ୨୧ରୁ ଝଡ଼ବର୍ଷା
ଭୁବନେଶ୍ୱର,୧୮/୩(ବ୍ୟୁରୋ):ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପାଗ ଶୁଖିଲା ରହିବ। ସର୍ବୋଚ୍ଚ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ସେଲ୍ସିୟସ ବୃଦ୍ଧି ପାଇବ। ତେବେ ଏହି ସମୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ବରଗଡ଼ ଜିଲାର କେତେକ ସ୍ଥାନରେ…
‘ଲକ୍ଡାଉନ ଯୁଗକୁ ଫେରିବାକୁ ଚାହୁଁନାହୁଁ’
ଭୁବନେଶ୍ୱର,୧୮ା୩(ବ୍ୟୁରୋ): ବିଭିନ୍ନ ଦେଶରେ ଓ ଭାରତର କେତେକ ରାଜ୍ୟରେ କୋଭିଡ୍-୧୯ ଆକ୍ରାନ୍ତଙ୍କ ସଂଖ୍ୟା ବହୁଗୁଣିତ ହେଉଥିବାରୁ ଆମକୁ ସାବଧାନତା ଅବଲମ୍ବନ କରିବାକୁ ପଡ଼ିବ। ଆମେ ଆଉ ଲକ୍ଡାଉନ ଯୁଗକୁ ଫେରିବା ନାହିଁ। ଏଥିପାଇଁ ସଚେତନତା ଓ କଟକଣା ନିୟମକୁ କଡ଼ାକଡ଼ି ଭାବେ…
ମୋଦିଙ୍କ କରୋନା ସମୀକ୍ଷା ବୈଠକ: ଟ୍ରିପଲ ‘ଟି’ ଉପରେ ଗୁରୁତ୍ୱ
ନୂଆଦିଲ୍ଲୀ,୧୭।୩: ଦେଶରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ଏପରିସ୍ଥଳେ କେନ୍ଦ୍ର ଏବଂ ରାଜ୍ୟ ସରକାର ଆଲର୍ଟରେ ରହିଛନ୍ତି। ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା…
୨୫ ସହରରେ ନାଇଟ୍ କର୍ଫ୍ୟୁ
ନୂଆଦିଲ୍ଲୀ,୧୭।୩: ଦେଶରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ଏପରିସ୍ଥଳେ ୨୫ଟି ସହରରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ନାଇଟ୍ କର୍ଫ୍ୟୁ ଜାରି ହୋଇଛି। ମହାରାଷ୍ଟ୍ରର ୧୦ ଜିଲାରେ ଲକ୍ ଡାଉନ୍ ଘୋଷଣା କରାଯାଇଛି। ରାଜ୍ୟର ନାଗପୁର, ପୁଣେ, ନାସିକ୍, ରାୟଗଢର ପନଓ୍ବେଲ…
Archives


