Home Middle

ଆଇପିଏସ୍‌ ସ୍ତରରେ ବଡ଼ ଅଦଳବଦଳ, ସୁଶାନ୍ତ ନାଥ ଗୃହ ବିଭାଗକୁ ବଦଳି, ଜାଣନ୍ତୁ ଆଉ କାହାକୁ କେଉଁଠିକୁ

ଭୁବନେଶ୍ୱର,୧।୧୧: ରାଜ୍ୟ ପୋଲିସ ପ୍ରଶାସନରେ ବଡ଼ ଧରଣର ଅଦଳବଦଳ ହୋଇଛି। ଆଇପିଏସ୍‌ ସ୍ତରରେ ଏହି ଅଦଳବଦଳରେ ବରିଷ୍ଠ ଅଧିକାରୀଙ୍କଠାରୁ ଆରମ୍ଭ କରି ଜିଲା ଏସ୍‌ପି ପର୍ଯ୍ୟନ୍ତ ଅନେକଙ୍କୁ ନୂଆ ଦାୟିତ୍ୱ ମିଳିଛି। ଜେଲ୍‌ ବିଭାଗର ଡିଜି ସୁଶାନ୍ତ ନାଥଙ୍କୁ ଗୃହ ବିଭାଗର…

ମାଛ ଧରିବାକୁ ଯାଇଥିଲେ କର୍ଣ୍ଣାଟକ, ସମୁଦ୍ରରେ ଚାଲିଗଲା ଜୀବନ

ବଡ଼ଗାଁ, ୩୧/୧୦ (ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲାରେ ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ବଡ଼ଗାଁ ବ୍ଲକ୍‌ ଅନ୍ତର୍ଗତ କାଦୋପଡ଼ା ଗ୍ରାମର ଜଣେ ଯୁବକଙ୍କ କର୍ଣ୍ଣାଟକ ରାଜ୍ୟର କାରବା ଥାନା ଅଞ୍ଚଳରେ ସମୁଦ୍ରରେ ବୁଡ଼ି ମୃତ୍ୟୁ ହୋଇଥିବା ସୂଚନା ମିଳିଛି।…

ଆମେରିକା ନିକଟରେ ୭ଟି ସର୍ତ୍ତ ରଖିଲା ଇରାନ: ‘ଏଗୁଡ଼ିକ ପୂରଣ ହେଲେ, ଖୋଲିବ ରାସ୍ତା’

ତେହରାନ,୧।୧୧: ଇରାନ ଏବଂ ଯୁକ୍ତରାଷ୍ଟ୍ର ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଶେଷ ହେବାର କୌଣସି ଲକ୍ଷଣ ଦେଖାଯାଉନାହିଁ ଏବଂ ଉଭୟ ଦେଶ ମଧ୍ୟରେ ଉତ୍ତେଜନା କମିବାର ମଧ୍ୟ କୌଣସି ସଙ୍କେତ ମିଳୁନାହିଁ। ଏହି ସମୟରେ, ତେହରାନ ଏକ ଦୃଢ଼ ଆଭିମୁଖ୍ୟ ଗ୍ରହଣ…

‘ପ୍ରତିବାଦ କରନ୍ତୁ, କିଛି କିଣାକିଣି ମଧ୍ୟ କରନ୍ତୁ, ରାଲି ପୂର୍ବରୁ ରାହୁଲ ଗାନ୍ଧୀଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧।୧୧: କଂଗ୍ରେସ ନେତୃତ୍ୱାଧୀନ ‘ଇଣ୍ଡିଆ’ (INDIA) ମେଣ୍ଟ ଦିଲ୍ଲୀର ରାମଲୀଳା ମୈଦାନରେ ଏକ ସମାବେଶ ଆୟୋଜନ କରିବାକୁ ଯାଉଛି। ଏହି କାର୍ଯ୍ୟକ୍ରମ ପାଇଁ ଦଳ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇସାରିଛି। ଗତକାଲି ବିଳମ୍ବିତ ରାତିରେ ରାହୁଲ ଗାନ୍ଧୀ ଏହି ସମାବେଶ…

୧୦,୦୦୦ ସୁରକ୍ଷା କର୍ମୀ, ୨୫୦ କ୍ୟାମେରା, ରାସ୍ତାରେ ବ୍ୟାରିକେଡ,ଦିଲ୍ଲୀରେ ‘ଇଣ୍ଡିଆ’ (INDIA) ମେଣ୍ଟର ରାଲି ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ,୧।୧୧: ବିରୋଧୀ ମେଣ୍ଟ ‘INDIA’ (ଇଣ୍ଡିଆ) ବ୍ଲକ ପକ୍ଷରୁ ରବିବାର ଦିଲ୍ଲୀର ରାମଲୀଳା ମୈଦାନରେ ଏକ ବିଶାଳ ରାଲି ଆୟୋଜିତ ହେବାକୁ ଯାଉଛି। ଏହି କାର୍ଯ୍ୟକ୍ରମରେ କଂଗ୍ରେସ ସମେତ ବିଭିନ୍ନ ବିରୋଧୀ ଦଳର ନେତାମାନେ ଅଂଶଗ୍ରହଣ କରିବେ। ଏହା ବ୍ୟତୀତ, ବିଭିନ୍ନ…

ଆର୍ଥିକ, ସାମୁଦ୍ରିକ ରଣନୀତିକୁ ସୁଦୃଢ଼ କରିଛି କ୍ୱାଡ୍‌

ନୂଆଦିଲ୍ଲୀ, ୧।୧୧: ଭାରତ, ଅଷ୍ଟ୍ରେଲିଆ, ଜାପାନ ଏବଂ ଆମେରିକାର ବୈଦେଶିକ ମନ୍ତ୍ରୀମାନେ ଶନିବାର ଆଟଲାଣ୍ଟାଠାରେ ଇଣ୍ଡୋ-ପାସିଫିକ୍‌ ଅଞ୍ଚଳ ପାଇଁ ପାରସ୍ପରିକ ପ୍ରାଥମିକତାଗୁଡ଼ିକୁ ବାସ୍ତବତାରେ ପରିଣତ କରିବା ଦିଗରେ ହୋଇଥିବା ପ୍ରଗତିର ସମୀକ୍ଷା କରିଛନ୍ତି। ଆସନ୍ତା ମାସରେ ଫିଲିପାଇନ୍ସରେ କ୍ୱାଡ ଶୀର୍ଷ ସମ୍ମିଳନୀ…

ରିପବ୍ଲିକାନ୍‌-ସମର୍ଥିତ ଗୋଷ୍ଠୀଗୁଡ଼ିକୁ ଏଲନ୍‌ ମସ୍କଙ୍କ ୪୪୫.୭୭ ମିଲିୟନ ଡଲାର ସହାୟତା

ଓ୍ବାଶିଂଟନ, ୧।୧୧: ୨୯ ଅକ୍ଟୋବର ୨୦୨୬ ସୁଦ୍ଧା ଉପଲବ୍ଧ ଫେଡେରାଲ ଇଲେକ୍ସନ କମିଶନ ତଥ୍ୟ ଅନୁଯାୟୀ କୋଟିପତି ଶିଳ୍ପୋଦ୍ୟୋଗୀ ଏଲନ୍‌ ମସ୍କ ୨୦୨୫ରୁ ରିପବ୍ଲିକାନ-ସମର୍ଥିତ ରାଜନୈତିକ ଆକ୍ସନ କମିଟି ଏବଂ ରାଜନୈତିକ ସଂଗଠନଗୁଡ଼ିକୁ ୪୪୫.୭୭ ମିଲିୟନ ଡଲାର ପ୍ରଦାନ କରିଛନ୍ତି। ଏହି…

ଇସ୍ରାଏଲ ନିର୍ବାଚନ: ନେତାନ୍ୟାହୁଙ୍କ ସିଂହାସନ ଅନିଶ୍ଚିତ, ଭାରତ ଉପରେ ପଡ଼ିବ କି ପ୍ରଭାବ ଜାଣନ୍ତୁ…

ଜେରୁଜେଲମ୍‌,୩୧ା୧୦: ଇସ୍ରାଏଲର ୧୨୦ ଆସନ ବିଶିଷ୍ଟ ସଂସଦ ‘କ୍ନେସେଟ’ ନିର୍ବାଚନରେ କୌଣସି ଦଳକୁ ସ୍ପଷ୍ଟ ସଂଖ୍ୟା ଗରିଷ୍ଠତା ମିଳିନାହିଁ। ସରକାର ଗଠନ ପାଇଁ ୬୧ଟି ଆସନ ଆବଶ୍ୟକ ଥିବାବେଳେ, ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ନେତୃତ୍ୱାଧୀନ ଦକ୍ଷିଣପନ୍ଥୀ ମେଣ୍ଟ ୫୩ଟି ଆସନ ପାଇ…

ସାମ୍ବାଦିକାଙ୍କୁ ବିବାହ କଲେ ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା

ଶ୍ରୀନଗର,୩୧ା୧୦: : ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଜଣାଶୁଣା ସାମ୍ବାଦିକା ନିଧି ରାଜଦାନଙ୍କୁ ବିବାହ କରିଛନ୍ତି। ଶନିବାର ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ ଏହି ଦମ୍ପତି ଏହି ଖବର ସାର୍ବଜନୀନ କରିଛନ୍ତି। A new journey began yesterday 💍@Nidhi https://t.co/BXbdLq2d1H…

ସୃଷ୍ଟି ହେଲା ଅବପାତ: IMD ଡିଜି କହିଲେ ଆଜି ରାତି ସୁଦ୍ଧା ଗଭୀର ଅବପାତ, ଆସନ୍ତାକାଲି ବାତ୍ୟା, ପବନର ବେଗ ରହିବ…

ଭୁବନେଶ୍ୱର,୩୧ା୧୦: ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ କ୍ଷୟକ୍ଷତି ହୋଇଥିବାବେଳେ ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇଛି ଆଉ ଏକ ଅବପାତ। ଏନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଜି ରାତି ସୁଦ୍ଧା ଗଭୀର ଅବପାତରେ…

ପୁଣି ଆସୁଛି ବାତ୍ୟା! ୬ ଘଣ୍ଟାରେ ଅବପାତ, ୨୪ ଘଣ୍ଟାରେ ନେଇପାରେ ବାତ୍ୟାର ରୂପ

ଭୁବନେଶ୍ୱର,୩୧।୧୦: ପୁଣି ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା ଦେଖାଯାଇଛି। ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ ଉପରେ କେନ୍ଦ୍ରୀଭୂତ ଆଉଏକ ଲଘୁଚାପ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ। ଏହାପରେ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି…

BCCIର ବଡ଼ ଘୋଷଣା: ନ୍ୟୁଜିଲାଣ୍ଡ ସିରିଜ ପୂର୍ବରୁ ବଦଳିଲା ଟିମ ଇଣ୍ଡିଆ, ଏମାନେ ପଡିଲେ ବାଦ୍‌, ଏହି ଖେଳାଳିଙ୍କୁ ସୁଯୋଗ

ନୂଆଦିଲ୍ଲୀ,୩୧।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜ ପାଇଁ ଭାରତୀୟ ଦଳରେ ଆକିବ ନବୀଙ୍କ ଏଣ୍ଟ୍ରି ହୋଇଛି। BCCI ପୁଣି ଥରେ ଟିମ ଇଣ୍ଡିଆରେ ପରିବର୍ତ୍ତନ କରିଛି। ପୂର୍ବରୁ ଜମ୍ମୁ-କଶ୍ମୀରର ଆକିବ ନବୀଙ୍କୁ ତୃତୀୟ ଓ ଚତୁର୍ଥ ମ୍ୟାଚ ପାଇଁ ଦିନିକିଆ ଦଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?